Home Left

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ ଉଦ୍ୟମ, ଯୁବକ ଗିରଫ

ଜଗତ୍‌ସିଂହପୁର ଅଫିସ,୨ା୩: ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ କରିବାକୁ ଉଦ୍ୟମ କରି ରବିବାର ଜଣେ ଯୁବକ ଗିରଫ ହେବା ସହ କୋର୍ଟ ଚାଲାଣ ହୋଇଛନ୍ତି। ସେ ହେଲେ ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଧୂଆଁପାରିର ହିରଣ୍ମୟ ବାରିକ ଓରଫ ଶଙ୍କର। ପୋଲିସ ସୂଚନା ଅନୁଯାୟୀ…

ଉପକାରୀ ସପୁରି-ଅଦା ଜୁସ୍‌

ସପୁରି ଜୁସ୍‌ ନିଶ୍ଚିତ ପିଇଥିବେ ମାତ୍ର ଏଥିରେ ଅଦା ମିଶାଇ ପିଇଲେ ବହୁତ ଲାଭଦାୟକ ହୋଇଥାଏ। ଏହି ଜୁସ୍‌ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରପୂର ମାତ୍ରାରେ ରହିଛି। ଯାହା ହଜମ ପ୍ରକ୍ରିୟାକୁ ଠିକ୍‌ ରଖିବା ସହିତ…

ଜିଲାରେ ଗାଡ଼ି ଚେକିଂ କଡ଼ାକଡ଼ି

ବାରିପଦା ଅଫିସ, ୧ା୩- ନୂଆ ମୋଟର ଯାନ ଆଇନ ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁ ହୋଇଛି। ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ଓ ଆରଟିଓ ବିଭାଗ ପକ୍ଷରୁ ଗାଡ଼ି ଚେକିଂ କରାଯାଇଥିଲା। ସହରର ପାଲବଣି ଗୋଲେଇ ଛକଠାରେ…

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବାରିପଦା ଅଫିସ, ୧ା୩- ବାରିପଦା ମଣ୍ଡଳ କାରାଗାରରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସମ୍ବଲପୁର ଜିଲା ସିକମପୁର ଅଞ୍ଚଳର ସୁରଜ ନାଥ (୪୫)। ସୂଚନା ଅନଯାୟୀ, କିଛି ବର୍ଷ ତଳେ ସୁରଜ ମୟୂରଭଞ୍ଜ ଜିଲା ମୋରଡ଼ା…

୩ରୁ ପଞ୍ଚାୟତ ଅସ୍ଥାୟୀ କର୍ମଚାରୀଙ୍କ ଆନ୍ଦୋଳନ

ଆର.ଉଦୟଗିରି,୧ା୩(ଡି.ଏନ.ଏ.)-ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସେମାନଙ୍କ ଦାବି ପୂରଣ ନିମନ୍ତେ ସରକାର ପଦକ୍ଷେପ ନେଉ ନ ଥିବାରୁ ଆନ୍ଦୋଳନ କରିବାକୁ ସଜବାଜ ହେଉଛନ୍ତି। ଗଜପତି ଜିଲାର ରାଇଗଡ, ନୂଆଗଡ ଓ ଆର.ଉଦୟଗିରି ବ୍ଲକ…

ଜାଲ ନୋଟ ଜବତ, ୨ ଗିରଫ

ପୁରୁଷୋତ୍ତମପୁର,୧ା୩(ଡି.ଏନ.ଏ.)-ପୁରୁଷୋତ୍ତମପୁର ପୋଲିସ ଜାଲ ନୋଟ କାରବାର ଅଭିଯୋଗରେ ୨ ଜଣ ଯୁବକଙ୍କୁ ଶନିବାର ଗିରଫ କରିଥିଲା। ସେମାନେ ହେଲେ ପୁରୁଷୋତ୍ତମପୁର ଥାନା ଶାଶନପଲ୍ଲୀ ଗ୍ରାମର କେ.ଶୁରେଶ ପାତ୍ର ଓ କେ.ନୂଆଗାଁ ଥାନା ଚିକିଟିପେଣ୍ଠ ଗ୍ରାମର ଭୈରବ କୁମାର ସାହୁ। ଉଭୟଙ୍କଠାରୁ ଜାଲ…

ଆତଙ୍କବାଦୀଙ୍କ ସହଯୋଗୀଙ୍କ ପାଖରେ ଚାଇନିଜ୍‌ ଗ୍ରେନେଡ୍‌

ଶ୍ରୀନଗର,୧।୩: ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ଗନ୍ଦରବାଲ ଏବଂ ବଡ଼ଗାଓ୍ବଁରେ ମିଳିତ ସର୍ଚ୍ଚ ଅପରେଶନ ସମୟରେ ଆତଙ୍କବାଦୀଙ୍କ ୫ ସହଯୋଗୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ସହିତ ଚାଇନିଜ୍‌ ଗ୍ରେନେଡ୍‌ ଜବତ ହୋଇଛି। କଶ୍ମୀର ଜୋନ୍‌ ପୋଲିସ…

କରୋନା ଭାଇରସ ପ୍ରଭାବ: ରୁଦ୍ଧଦ୍ୱାରରେ ହେବ ସୁମୋ ଟୁର୍ନାମେଣ୍ଟ

ଟୋକିଓ,୧ା୩(ଏଏଫ୍‌ପି)-କରୋନା ଭାଇରସ ପାଇଁ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ସୁମୋ ସ୍ପ୍ରିଙ୍ଗ୍‌ ଟୁର୍ନାମେଣ୍ଟ ରୁଦ୍ଧଦ୍ୱାର ମଧ୍ୟରେ ହେବ। ଏହି ଖେଳର ପରିଚାଳନା ପରିଷଦ ରବିବାର ପ୍ରକାଶ କରିଛି। ସୁମୋ ଟୁର୍ନାମେଣ୍ଟ ମାର୍ଚ୍ଚ ୮ରୁ ୨୨ ପର୍ଯ୍ୟନ୍ତ ଓସାକାଠାରେ ଅନୁଷ୍ଠିତ ହେବ। ଏଥିରୁ…

ପୂର୍ବତନ ହକି ଖେଳାଳି ବଲ୍‌ବୀରଙ୍କ ପରଲୋକ

ନୂଆଦିଲ୍ଲୀ, ୧ା୩ (ପି.ଟି.)-ଭାରତର ପୂର୍ବତନ ହକି ଖେଳାଳି ବଲ୍‌ବୀର ସିଂ କୁଲାରଙ୍କ ଦୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ୧୯୬୮ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜୟୀ ଦଳର ସେ ଅନ୍ୟତମ ସଦସ୍ୟ ଥିଲେ। ତାଙ୍କର ସ୍ତ୍ରୀ ଏବଂ ଗୋଟିଏ…

ହିଂସା ଯୋଗୁ ପରୀକ୍ଷା ଦେଇ ପାରି ନ ଥିବା ଛାତ୍ରୀଛାତ୍ର ମାର୍ଚ୍ଚ ୭ ପର୍ଯ୍ୟନ୍ତ ଦେବେ ପରୀକ୍ଷା: ସିବିଏସ୍‌ଇ

ନୂଆଦିଲ୍ଲୀ,୧।୩: ଦିଲ୍ଲୀରେ ଘଟିଥିବା ହିଂସା ଯୋଗୁ ପରୀକ୍ଷା ଦେଇପାରି ନ ଥିବା ଛାତ୍ରୀଛାତ୍ର ମାର୍ଚ୍ଚ ୭ ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ସିବିଏସ୍‌ ପକ୍ଷରୁ ହିଂସାକାଣ୍ଡ ଘଟିଥିବା ସ୍କୁଲର ଅଧ୍ୟକ୍ଷଙ୍କୁ…

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ସେମିରେ ଦକ୍ଷିଣ ଆଫ୍ରିକା

ସିଡ୍‌ନୀ,୧ା୩(ପି.ଟି.)- ଲୌରା ଓ୍ବଲଭାର୍ଡଙ୍କ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ସହାୟତାରେ ଦକ୍ଷିଣ ଆଫ୍ରିକା ୧୭ ରନ୍‌ରେ ପାକିସ୍ତାନକୁ ହରାଇ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିଛି। ରବିବାର ଖେଳାଯାଇଥିବା ଗ୍ରୁପ୍‌ ବି’ର ମ୍ୟାଚ୍‌ରେ ଲୌରା (୫୩*)ଙ୍କ ଯୋଗୁ ଦକ୍ଷିଣ ଆଫ୍ରିକା…

୨୦୦ ମି. ଦୌଡ଼ରେ ଦୂତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର,୧ା୩- ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ୧୦୦ ମିଟର ଦୌଡ଼ ଭଳି ୨୦୦ ମି. ରେସରେ ମଧ୍ୟ ଶୀର୍ଷ ସଫଳତା ପାଇଛନ୍ତି। ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୨୪ ବର୍ଷୀୟା ଦୂତୀ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। କିଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri