Home Left

୨୦୦ ମି. ଦୌଡ଼ରେ ଦୂତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର,୧ା୩- ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ୧୦୦ ମିଟର ଦୌଡ଼ ଭଳି ୨୦୦ ମି. ରେସରେ ମଧ୍ୟ ଶୀର୍ଷ ସଫଳତା ପାଇଛନ୍ତି। ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୨୪ ବର୍ଷୀୟା ଦୂତୀ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। କିଟ୍‌…

୫୦୦ ଏକର ସରକାରୀ ଜମି ହଡ଼ପ ମାମଲା: ଚପରାସୀଙ୍କୁ ଆଜୀବନ କରାଦଣ୍ଡ

ଭୋପାଳ,୧।୩: ମଧ୍ୟପ୍ରଦେଶରେ ସରକାରୀ ଜମି ହଡ଼ପ ମାମଲାରେ ଜଣେ ଚପରାସୀଙ୍କୁ ଆଜୀବନ କାରାଦଣ୍ଡାଦେଶ କରାଯାଇଛି। ଭୋପାଳରେ ଜିଲାପାଳଙ୍କ କାର୍ଯ୍ୟାଳୟରେ କାମ କରୁଥିବା ବାବୁଲାଲ ସୁନହରେଙ୍କ ବିରୋଧରେ ସରକାରୀ ଜମି ହଡ଼ପ ଅଭିଯୋଗ ହୋଇଥିଲା। ସେ ଏମ୍‌ପି ନଗରରେ ଏହି ଜମି ହଡ଼ପ…

ନାଡାଲଙ୍କୁ ମେକ୍ସିକୋ ଓପନ ଟାଇଟଲ

ଲସ ଏଞ୍ଜେଲ୍ସ,୧ା୩- ବିଶ୍ୱର ଦ୍ୱିତୀୟ ର଼୍ୟାଙ୍କଧାରୀ ରାଫାଲ ନାଡାଲ ଚଳିତ ଏଟିପି ମେକ୍ସିକୋ ଓପନ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ଅଣ ସିଡ୍‌ ଟେଲର ଫ୍ରିଜଙ୍କୁ ସିଧାସଳଖ ୬-୩, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି ନାଡାଲ। ଏହା ସ୍ପାନିଶ ଖେଳାଳିଙ୍କ ଚଳିତବର୍ଷର…

ବ୍ରେନ୍‌ ଷ୍ଟ୍ରୋକ କମ୍‌କରେ ଫଳ, ତାଜା ପରିବା

ସତେଜ ପରିବା ଓ ଫଳ ନିୟମିତ ଖାଇବା ଦ୍ୱାରା ଏହା ବ୍ରେନ୍‌ ଷ୍ଟ୍ରୋକରୁ ମୁକ୍ତି ଦେଇଥାଏ। ନିକଟରେ ୟୁରୋପୀୟ ହାର୍ଟ ଜର୍ନାଲରେ ପ୍ରକାଶିତ ଏକ ଗବେଷଣାରୁ ଏହା ଜଣାପଡ଼ିଛି। ଏହା ୨ଟି ପ୍ରମୁଖ ଷ୍ଟ୍ରୋକ୍‌ ଡାଏଟ୍‌ ସହିତ ଜଡିତ। ତେବେ ଏହି…

ଛିଡ଼ା ହୋଇଥିବା ବୋଲେରୋକୁ ପଛରୁ ପିଟିଲା ବାଇକ୍‌ : ଡ୍ରାଇଭର ଗୁରୁତର

ବିଜେପୁର,୧।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ସଦରମହକୁମା ସ୍ଥିତ ବିଏସ୍‌ଏନ୍‌ଏଲ୍‌ ଟାଓ୍ବାର ପାର୍ଶ୍ୱରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ବୋଲେରୋକୁ ପଛରୁ ଧକ୍କାଦେଇ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି। ଚାଳକ ହେଲେ ଉକ୍ତ ସହରର…

ଡିଆରଏସ୍‌ ନେବାରେ କୋହଲି ଦକ୍ଷ ନୁହନ୍ତି

ଖ୍ରୀଷ୍ଟଚର୍ଚ୍ଚ,୧।୩- ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ସେ ଗତ ୨୦ ଇନିଂସରେ ତିନି ସଂଖ୍ୟା ବିଶିଷ୍ଟ ସ୍କୋର ଛୁଇଁ ପାରି ନାହାନ୍ତି, ଯାହାକି ଟିମ ଇଣ୍ଡିଆ ପାଇଁ ଚିନ୍ତାର କାରଣ। ନ୍ୟୁଜିଲାଣ୍ଡ ବିପକ୍ଷ…

ଆଇପିଏଲ ପ୍ରଥମ ପର୍ଯ୍ୟାୟରେ ଖେଳି ନ ପାରନ୍ତି ଈଶାନ୍ତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଈଶାନ୍ତ ଶର୍ମା ଏବେ ଗୋଇଠି ଜନିତ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଶେଷ ହେବା ପରେ ତାଙ୍କ ଗୋଇଠିରେ ଯନ୍ତ୍ରଣା ହୋଇଥିଲା। ତାଙ୍କର ସ୍କାନ କରାଯାଇଛି। ରିପୋର୍ଟ ଆସିବା ପରେ ତାଙ୍କୁ କେତେ…

ଦିଲ୍ଲୀ ହିଂସା: ୮ ଦିନ ହେଲା ସ୍ତ୍ରୀ-୪ ପିଲାଙ୍କ ବାଟ ଚାହିଁ ବସିଛନ୍ତି ରିକ୍ସା ଚାଳକ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହିଂସାରେ ଇତିମଧ୍ୟରେ ୪୫ଟି ମୃତଦେହ ଉଦ୍ଧାର ହୋଇଛି। ଫେବୃୟାରୀ ୨୩ରେ ସ୍ତ୍ରୀ ଓ ୪ ପିଲାଙ୍କଠାରୁ ଅଲଗା ହୋଇଯାଇଥିବା ରିକ୍ସା ଚାଳକ ମଇନୁଦ୍ଦିନ୍‌ ଏବେ ମୁସ୍ତଫାବାଦ ଅଞ୍ଚଳର ଏକ ନାଳ କଡ଼ରେ ପଡ଼ି ରହିଛନ୍ତି। ଆଖିରୁ ତାଙ୍କର ଲୁହ…

ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରେ ହେଙ୍ଗୁ, ଜାଣନ୍ତୁ କେମିତି କରିବେ ବ୍ୟବହାର

ଏକ ରିପୋର୍ଟରୁ ପ୍ରକାଶ, ଭାରତରେ ପ୍ରତି ୫ ଜଣରେ ଜଣେ ରକ୍ତଚାପର ଶିକାର ହୋଇଥାନ୍ତି। ରକ୍ତଚାପ ବଢ଼ିଲେ ଅନ୍ୟ ରୋଗ ଆଶଙ୍କା ମଧ୍ୟ ବଢ଼ିଯାଇଥାଏ। ତେଣୁ ଉକ୍ତ ରକ୍ତଚାପ ରୋଗକୁ ହାଲ୍‌କା ଭାବରେ ନେବା ଉଚିତ୍‌ ନୁହେଁ। ଡାକ୍ତରଙ୍କ ପରାମର୍ଶ ବ୍ୟତୀତ…

ନିଜକୁ ଜୀବିତ ପ୍ରମାଣ କରିବା ପାଇଁ ୨ ବର୍ଷ ହେଲା ସରକାରୀ କାର୍ଯ୍ୟାଳୟରେ ଘୁରି ବୁଲୁଛନ୍ତି ମହିଳା

ଭୋପାଳ,୧।୩: ଫିଲ୍ମ କାହାଣୀରେ ଜଣଙ୍କର ମୃତ୍ୟୁ ହୋଇଥିଲେ ମଧ୍ୟ ସେ ଜୀବିତ ଥିବା ଦେଖିବାକୁ ମିଳିଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ମହିଳାଙ୍କ ଜୀବନ ଏବେ ଫିଲ୍ମ କାହାଣୀ ପାଲଟି ଯାଇଛି। ସରକାରୀ କାଗଜପତ୍ରରେ ସେ ମୃତ ଘୋଷିତ ହୋଇଛନ୍ତି। ନିଜକୁ ଜୀବିତ…

କବାଟ ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ବାହାରେ ଫିଙ୍ଗିଲେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର

ବାହାନଗା,୧।୩(ଡି.ଏନ୍‌.ଏ.): ଶନିବାର ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଷଷ୍ଠୀ ଗ୍ରାମସ୍ଥିତ ଉଡମ୍ବର ସାହିରେ ଜଣେ ବ୍ୟକ୍ତିଙ୍କ ଘର କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ଏନେଇ ରବିବାର ସକାଳେ…

ଏନ୍‌ଡିଏ ସହ ମିଶି ୨ଶହ ବିଧାନସଭା ଆସନରେ ଜିତିବ ଜେଡିୟୁ: ନୀତୀଶ

ପାଟନା,୧।୩: ବିହାର ବିଧାନସଭା ନିର୍ବାଚନ ଚଳିତ ବର୍ଷ ହେବାକୁ ଯାଉଛି। ଏବେଠାରୁ ଏହାକୁ ନେଇ ରାଜନୀତି ହେଲାଣି ସରଗରମ। ରବିବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ଜନ୍ମଦିନ ଅବସରରେ ପାଟନାର ଗାନ୍ଧୀ ମଇଦାନରୁ ଜନସଭାର ଶୁଭାରମ୍ଭ କରିଛନ୍ତି। ଏହି ଜନସଭାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri