Home Left

ଆରମ୍ଭ ହେଲା ଧରପଗଡ଼: ରାୟଗଡ଼ାରେ କାଠ ବୋଝେଇ ଟ୍ରକ୍‌କୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା

ରାୟଗଡ଼ା ଅଫିସ,୩।୧: ମାର୍ଚ୍ଚ ୧ରୁ ମୋଟର ଯାନ ଆଇନ କଡ଼ାକଡ଼ି ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଥିଲେ। ଏ ନେଇ ଗାଡ଼ିର ଆବଶ୍ୟକ କାଗଜପତ୍ର ଠିକ୍‌ କରିବା ଲାଗି ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି କ୍ରମରେ ରବିବାର ରାୟଗଡ଼ା…

୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ

ଜଳେଶ୍ୱର,୧।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ଜଳେଶ୍ବରରେ ବ୍ରାଉନସୁଗାର କାୟା ବିସ୍ତାର କରିଥିବା ବେଳେ ପୋଲିସ ଏହାର ମାଷ୍ଟରମାଇଣ୍ଡ ଶେଖ୍‌ ସାଦିକ୍‌ ଓରଫ ଚୁଇଁଙ୍କ ସମେତ ୩ ଜଣଙ୍କୁ ରବିବାର ଗିରଫ କରିଛି। ବିଶେଷ ସୂତ୍ରରୁ ଖବର ପାଇ ଜଳେଶ୍ବର ଆଇଆଇସି ଧନେଶ୍ୱର ସାହୁଙ୍କ…

ଜଳ ସଂରକ୍ଷଣ ପାଇଁ ଅଣ୍ଟା ଭିଡ଼ିଲେ ୨୦ ହଜାର ଲୋକ: ୩ ଘଣ୍ଟାରେ ନିର୍ମାଣ ହେଲା ୪୦ ହଜାର କୁଣ୍ଡ

ଝାବୁଆ,୧।୩: ଜଳ ସଂରକ୍ଷଣ ପାଇଁ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ରବିବାର ୨୦ ହଜାର ଲୋକ ମିଳିତ ଭାବେ କାମ କରିଛନ୍ତି। ସେମାନେ ସକାଳ ୬ଟା ପୂର୍ବାହ୍ନ ୯ଟା ମଧ୍ୟରେ ୪୦ ହଜାର ଜଳସଂରକ୍ଷଣ କୁଣ୍ଡ ନିର୍ମାଣ କରିଛନ୍ତି। ସାମାଜିକ ସଂସ୍ଥା ଶିବଗଙ୍ଗା…

ଚାଇନାକୁ ୨ଶହ ଟନ୍‌ ଚାଉଳ ଦାନ କଲା ମ୍ୟାନମାର

ୟାନଗୋନ,୧।୩: କରୋନା ଭାଇରସ କବଳରେ ପଡି ଆର୍ଥିକ ସ୍ତରରେ ପଛକୁ ଚାଲିଯାଇଥିବା ଚାଇନାକୁ ଏବେ ବିଭିନ୍ନ ଦେଶ ସହାୟତାର ହାତ ବଢାଇଛନ୍ତି। ଏହି କ୍ରମରେ ରବିବାର ମ୍ୟାନମାର ଚାଇନାକୁ ୨୦୦ଟନ୍‌ ଚାଉଳ ଦାନ କରିଥିବା ଘୋଷଣା କରିଛି। ୟାଗୋନ ଅଞ୍ଚଳରେ ଥିବା…

୨୦୨୧ରେ ପଶ୍ଚିମବଙ୍ଗରେ ଭାଜପା ଗଢ଼ିବ ସରକାର: ଶାହା

କୋଲକାତା, ୧।୩: ଆସନ୍ତା ୨୦୨୧ରେ ହେବାକୁଥିବା ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ଦୁଇ ତୃତୀୟାଶଂ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିବ। କୋଲକାତାଠାରେ ଆୟୋଜିତ ଏକ ରାଲିରେ ଯୋଗଦେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏଭଳି କହିଛନ୍ତି। ଭାଜପା ପଶ୍ଚିମବଙ୍ଗରେ…

ଲଣ୍ଡନରେ ଦିଲ୍ଲୀ ହିଂସାକୁ ବିରୋଧ: ଶାହାଙ୍କ ଇସ୍ତଫା ଦାବି

ଇଂଲଣ୍ଡ,୧।୩: ଦିଲ୍ଲୀରେ ଘଟିଥିବା ଭିଡ ହିଂସାର ପ୍ରଭାବ ବିଦେଶରେ ମଧ୍ୟ ଦେଖିବାକୁ ମିଳିଛି। ଏହା ବିରୋଧରେ ଲଣ୍ଡନ, ପ୍ୟାରିସ୍‌,ବ୍ରସେଲ୍ସ୍‌, ଜେନେଭା, ହେଲସିଙ୍କ୍‌,କାରାକୋୱ, ଦି ହଗ୍‌, ଷ୍ଟକ୍‌ହୋମ୍‌, ଡବଲିନ୍‌, ବର୍ଲିନ୍‌, ମ୍ୟୁନିଚ୍‌, ଗ୍ଲାସ୍‌ଗୋ ଆଦି ୧୬ଟି ୟୁରୋପିଆନ୍ ସହରରେ ବାସ କରୁଥିବା ପ୍ରବାସୀ…

୩ କୋଟି ପାର ହେଲା ସଲମାନଙ୍କ ଫଲୋୟର୍ସଙ୍କ ସଂଖ୍ୟା: ଭିନ୍ନ ଢଙ୍ଗରେ ଦେଲେ ଧନ୍ୟବାଦ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁଙ୍କର ପ୍ରଶଂସକଙ୍କ ସଂଖ୍ୟା କମ୍‌ ନାହିଁ। ତାଙ୍କ ଫିଲ୍ମ ହେଉ ଅବା ସୋସିଆଲ ମିଡିଆ ଆକାଉଣ୍ଟ ସବୁଠି ଦେଖିବାକୁ ମିଳେ ସଲମାନଙ୍କ ବହୁ ପ୍ରଶଂସକଙ୍କୁ। ଏବେ ତାଙ୍କର ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋୟର୍ସଙ୍କ ସଂଖ୍ୟା ୩…

୬ କିମିର ବହି ସଜାଇ ଗିନିଜ୍‌ ରେକର୍ଡ

ନ୍ୟୁୟର୍କ,୧।୩: କେତେକଙ୍କ ମଧ୍ୟରେ ରେକର୍ଡ କରିବା ନିଶା ରହିଥାଏ। ସେମାନେ ନିଜ କାମ ଦ୍ୱାରା ରେକର୍ଡ କରିବାକୁ ଉଦ୍ୟମ କରିଥାନ୍ତି। ନ୍ୟୁୟର୍କରେ କିଛି ସ୍ବେଚ୍ଛାସେବୀ ୬.୧୩ କିମିର ବହି ସଜାଇ ଏକ ନିଆରା ରେକର୍ଡ କରିଛନ୍ତି। ରେକର୍ଡ ପାଇଁ ‘ଦି ବୁକ୍‌…

ଆମ୍ବତୋଟାରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ମୟୂରଭଞ୍ଜ,୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ପେଡ଼ାଗଡ଼ି ଗ୍ରାମ ଆମ୍ବ ତୋଟାରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ରବିବାର ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ବ୍ରଜ କିଶୋର ବିନ୍ଧାଣୀ । ସକାଳେ ଏକ ଗଛରେ ମୃତଦେହ…

ଅବକାରୀ ବିଭାଗ, ଫ୍ଲାଇଂ ସ୍ବାଡ୍‌ର ମିଳିତ ଚଢ଼ାଉ: ୩୫୦ ଲିଟର ମଦ ଜବତ

ପଦ୍ମପୁର,୧।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଅବକାରୀ ବିଭାଗ ଓ ଫ୍ଲାଇଂ ସ୍ବାଡ୍‌ ରବିବାର ମିଳିତ ଚଢ଼ାଉ କରି ୩ ଶହ ୫୦ ଲିଟର ରନ୍ଧାମଦ ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଭଦ୍ରକ ଶାହାଡ଼ା ଗ୍ରାମର…

ବଞ୍ଚି ରହିଛି ଭାଇଚାରା: ଘର ଛାଡି ପଳାଉଥିବା ମୁସଲମାନ୍‌ଙ୍କୁ ସୁରକ୍ଷା ପ୍ରତିଶ୍ରୁତି ଦେଲେ ହିନ୍ଦୁ

ନୂଆଦିଲ୍ଲୀ, ୧।୩: ଦିଲ୍ଲୀରେ ଘଟିଥିବା ଭିଡ଼ ହିଂସାପରେ ଲୋକେ ନିଜର ସୁରକ୍ଷା ନେଇ ସନ୍ଦେହରେ ପଡ଼ିଛନ୍ତି। ଶାହିନ ବାଗ୍‌ଠାରୁ ମାତ୍ର ୨ କିମି ଦୂରରେ ଦକ୍ଷିଣ-ପୂର୍ବ ଦିଲ୍ଲୀର ଆଲି ଗାଁ ରହିଛି। ଏହି ଅଞ୍ଚଳ ଗୁର୍ଜର ବହୁଳ। ହଂସାକାଣ୍ଡ ପରେ ଏଠାରେ…

ପ୍ରଦୂଷଣରୁ ମୁକୁଳୁଛି କାରୋନା ଭାଇରସ ପ୍ରଭାବିତ ଚାଇନା!

ଓ୍ବାଶିଂଟନ,୧।୩: କରୋନା ଭାଇରସରେ ପ୍ରଭାବିତ ହୋଇଥିବା ଚାଇନା ଏବେ ପ୍ରଦୂଷଣରୁ ମୁଳୁଳୁଥିବା ଦେଖାଯାଇଛି। ଏହାକୁ ନେଇ ଆମେରିକା ମହାକାଶ ଏଜେନ୍ସି ନାସା ଏକ ଫଟୋ ଜାରି କରି ଏହି ସୂଚନା ଦେଇଛି। ନାସାର ଉକ୍ତ ଫଟୋରେ ଚାଇନାର ମୁଖ୍ୟ ସହର ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri