Home Left

ଇପିଏଫ୍‌ ସୁଧ ହାର ୮.୬୫ ପ୍ରତିଶତ ହେବା ସମ୍ଭାବନା: ମାର୍ଚ୍ଚ ୫ରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୩: କର୍ମଚାରୀ ଭବିଷ୍ୟ ନିଧି ଜମା ଉପରେ ସୁଧ ହାର ଚଳିତ ୨୦୧୯-୨୦ ଆର୍ଥିକ ବର୍ଷରେ ୮.୬୫ ପ୍ରତିଶତ ରଖିବା ପାଇଁ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ତେବେ ଏନେଇ ନିଷ୍ପତ୍ତି କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ)ର କେନ୍ଦ୍ରୀୟ ନ୍ୟାସୀ…

ଭାରତରେ ପ୍ରଥମ କରୋନା ଭାଇରସ ସଂକ୍ରମିତଙ୍କ ମୃତ୍ୟୁ!

କୋଚି,୧।୩: ଭାରତରେ କରୋନା ଭାଇରସ ସଂକ୍ରମିତଙ୍କ ଚିହ୍ନଟ ବହୁ ପୂର୍ବରୁ କରାଯାଇଛି। ହେଲେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ୩୬ ବର୍ଷ ଯୁବକଙ୍କ ଏର୍ନାକୁଲମ ସରକାରୀ ମେଡିକାଲ କଲେଜରେ ମୃତ୍ୟୁ ହେବା ପରେ ଏହା ଭାରତର କରୋନା ଭାଇରସ ସଂକ୍ରମିତ ପ୍ରଥମ…

ଅଜବ ମୁଦି: ଦେଖିଲେ ଘଡ଼ିଏ ଚାହିଁ ରହିବେ

ହାତର ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ମୁଦିର ବି ଅନେକ ଭୂମିକା ରହିଛି। ହେଲେ ଏଠାରେ ଯେଉଁ ମୁଦିଗୁଡ଼ିକ କଥା କୁହାଯାଉଛି, ତାହା ହୁଏତ କାହାକୁ ପସନ୍ଦ ଆସିପାରେ କିମ୍ବା ନ ଆସିପାରେ ଅଥବା ଏହା ହାତର ସୌନ୍ଦର୍ଯ୍ୟ ବୃଦ୍ଧି ନ କରିପାରେ,…

ପରିବାର ସହ ବର୍ଷକୁ ଶହେ ଦିନ ରହିବେ ଏନ୍‌ଏସ୍‌ଜି ଯବାନ: ଶାହା

କୋଲକାତା,୧।୩: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ସକାଳ ପ୍ରାୟ ୧୧ଟାରେ କୋଲକାତାରେ ପହଞ୍ଚିଛନ୍ତି। ଏହି ସମୟରେ ସେ ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ(ଏନ୍‌ଏସ୍‌ଜି)ର ନୂତନ ଗୃହ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବା ଅବସରରେ ଶାହା କହିଛନ୍ତି ଏବେ…

ମଙ୍ଗଳ ଯୋଡ଼ିରେ ବିରଳ ଆଲବିନୋ କାମ ପକ୍ଷୀ ଠାବ

ଭୁବନେଶ୍ୱର,୧।୩(ବ୍ୟୁରୋ): ପକ୍ଷୀମାନଙ୍କର ସ୍ବର୍ଗ କୁହାଯାଉଥିବା ମଙ୍ଗଳାଯୋଡିରେ ଏକ ବିରଳ ଆଲବିନୋ ପର୍ପଲ ମୁର ହେନ ପକ୍ଷୀ ଠାବ କରାଯାଇଛ। ଗୋଲାପୀ ଆଖି ଥିବା ସମ୍ପୁର୍ଣ୍ଣ ଧଳା ରଙ୍ଗର ପକ୍ଷୀକୁ ବାର୍ଡ ଗାଇଡ୍‌ ମଧୁ ବେହେରା ଦେଖିବା ପରେ ଫଟୋ ଉଠାଇଥିଲେ। ଏହା…

ଭାରତୀୟ ସେନାର ପ୍ରଥମ ଲେଫ୍ଟନାଣ୍ଟ ଜେନେରାଲ ଦମ୍ପତି

ନୂଆଦିଲ୍ଲୀ,୧।୩: ସେନାରେ ମହିଳାଙ୍କୁ କମାଣ୍ଡ୍‌ ନିଯୁକ୍ତି ଦେବା ଲାଗି ସୁପ୍ରିମ୍‌କୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ, ଶନିବାର ମେଜର ଜେନେରାଲ ମାଧୁରୀ କାନିତକରଙ୍କୁ ଲେଫ୍ଟନାଣ୍ଟ ଜେନେରାଲ ର଼୍ୟାଙ୍କ ପାଇଁ ପ୍ରମୋଶନ ମିଳିଛି। ଏହା ସହିତ ସେନାରେ ଏହି ପଦବୀ ପାଇବାରେ କାନିତକର ପ୍ରଥମ ଦମ୍ପତି।…

ଜନବସତିରେ ରହିବା ପାଇଁ କରିବାକୁ ପଡ଼େ ଆପେଣ୍ଡିକ୍ସ୍‌ ଅପରେଶନ୍‌

ଓ୍ବାଶିଂଟନ,୧।୩: ଭାରତରେ ରହିବା ପାଇଁ ଭାରତୀୟ ନାଗରିକତ୍ୱ ପ୍ରମାଣ ଜରୁରୀ। ସେହିପରି ପୃଥିବୀର ବିଭିନ୍ନ ସ୍ଥାନରେ ରହିବା ଲାଗି ଭିନ୍ନ ଭିନ୍ନ ପ୍ରାମାଣିକ ତଥ୍ୟର ଆବଶ୍ୟକତା ରହିଥାଏ। ତେବେ ଅଣ୍ଟାର୍କଟିକାରେ ଏକ ଛୋଟ ଜନବସତି ବିଲାସ ଲାସ୍‌ ଏଷ୍ଟ୍ରେଲାସ୍‌ରେ ରହିବା ଲାଗି…

ଅଙ୍ଗନଓ୍ବାଡି କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

ପଦ୍ମପୁର,୧।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ନାୟକାଣିଡିହି ଥାନା ଅନ୍ତର୍ଗତ ଜଗନ୍ନାଥ ପ୍ରସାଦ ପଞ୍ଚାୟତ ଗ୍ରାସଡ଼ିହର ଅଙ୍ଗନଓ୍ବାଡି କର୍ମୀଙ୍କୁ ଉକ୍ତ ଗ୍ରାମର କିଛି ବ୍ୟକ୍ତି ସଂଘବଦ୍ଧ ଆକ୍ରମଣ କରିଥିବା ଶନିବାର ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଗ୍ରାମରେ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ କର୍ମୀ ବୃନ୍ଦାବତୀ…

କୋଇଲା ବୋଝେଇ ପିକ୍‌ଅପ ଜବତ: ଡ୍ରାଇଭର ଗିରଫ

ପଦ୍ମପୁର,୧।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ନାୟକାଣିଡିହି ପୋଲିସ ଶନିବାର ବିଳମ୍ବିତ ରାତିରେ ଗେଡ଼ବାଟିଆ ହତାସିଆ ରାସ୍ତାରୁ ଏକ ଚୋରା କୋଇଲା ବୋଝେଇ ପିକ୍‌ଅପ ଗାଡ଼ି ଜବତ କରିଛି। ଏହା ସହ ଡ୍ରାଇଭର ଗଦଳା ଗ୍ରାମର ଶୈରଭ ସୁନ୍ଦର ନାୟକଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ,…

ମନ୍ଦିର ପାଇଁ ଧନବର୍ଷା: ୧୧୦ ମିନିଟରେ ୧୩୬ କୋଟି ସଂଗ୍ରହ

ଅହମଦାବାଦ,୧।୩: ମନ୍ଦିର ନିର୍ମାଣ ପାଇଁ ଗୁଜରାଟରେ ଏକ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଉପସ୍ଥିତ ଲୋକେ ଧନବର୍ଷା କରିଛନ୍ତି। ମାତ୍ର ୧୧୦ ମିନିଟରେ ୧୩୬ କୋଟି ଟଙ୍କାର ଚାନ୍ଦା ସଂଗ୍ରହ ହୋଇଛି। ତେବେ ୪୦ କୋଟି ଟଙ୍କା କମ ପଡ଼ିବାରୁ ଆବଶ୍ୟକ ଟଙ୍କା ମାତ୍ର…

ସେନା ପୋଷାକରେ ଆମିର

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଭାବେ ପରିଚିତ ଆମିର ଖାଁ ନିକଟରେ ସେନା ପୋଷାକରେ ନଜର ଆସିଛନ୍ତି। ସବୁବେଳେ ନିଜ କାମକୁ ଶହେ ପ୍ରତିଶତ ଦେବାକୁ ଚେଷ୍ଟା କରୁଥିବା ଆମିର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଲାଲ ସିଂ ଚଢା’ର…

କ୍ରିକେଟରଙ୍କ ବିବାହ ଉତ୍ସବରେ ମୋବାଇଲ ଚୋରି

ବାଂଲାଦେଶ ଅଲରାଉଣ୍ଡର ସୌମ୍ୟ ସରକାର ଜୀବନରେ ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଦେବନାଥ ପୂଜାଙ୍କ ସହ ବିବାହ କରିଛନ୍ତି। ଏହି ବିବାହ ଉତ୍ସବ ଖୁଲନାଠାରେ ପାରମ୍ପରିକ ରିତିନୀତିରେ ଆୟୋଜିତ ହୋଇଥିଲା। ଏହି ଅବସରରେ ସ୍ଥାନୀୟ ଭିଆଇପି ଓ କ୍ରିକେଟ ଜଗତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri