ପ୍ରିୟଙ୍କାଙ୍କ ସହିତ ଫଟୋ ଶେୟାର କରି ନିକ୍ କହିଲେ…
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କୁ ପ୍ରଂଶସକମାନେ ବେଶ୍ ପସନ୍ଦ କରିଥାନ୍ତି। ବିବାହପରଠାରୁ ଖାଲି ପ୍ରିୟଙ୍କାଙ୍କୁ ନୁହେଁ, ତାଙ୍କ ସ୍ବାମୀ ନିକ୍ ଜୋନାସଙ୍କୁ ମଧ୍ୟ ଦର୍ଶକେ ବେଶ୍ ପସନ୍ଦ କରୁଛନ୍ତି। ଯେତେବେଳେ ବି ଦୁଇଜଣ ସୋସିଆଲ ମିଡିଆରେ ଫଟୋ ଶେୟାର କରୁଛନ୍ତି…
ଜନ୍ମଦିନ ପାଳନ ହେଲା କାଳ: କୋଲାବରେ ୩ ସାଙ୍ଗଙ୍କ ସଲିଳ ସମାଧି
ଜୟପୁର,୨୯ା୨(ଡି.ଏନ୍.ଏ)- କୋରାପୁଟ ଜିଲା ସଦର ସରକାରୀ ମହାବିଦ୍ୟାଳୟ ପାର୍ଶ୍ୱ କୋଲାବ ଜଳଭଣ୍ଡାରରେ ବୁଡ଼ି ଶନିବାର ୩ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୋରାପୁଟର ମନ୍ମଥ ସାସ୍ମଲ, ମାଲକାନଗିରି ଜିଲାର ସନ୍ଦୀପ ପୂଜାରୀ ଓ ରମାକାନ୍ତ ପଟ୍ଟନାୟକ। ସମସ୍ତେ ମହାବିଦ୍ୟାଳୟର…
ଜୟପୁରରେ ଖେଳାଯିବ ମହିଳା ଟି୨୦ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୨୯ା୨- ଗତଥର ୨୦୧୯ ସଂସ୍କରଣ ଭଳି ଆଇପିଏଲ ପ୍ଲେଅପ୍ସ ଓ ଫାଇନାଲ ବେଳେ ମହିଳା ଟି୨୦ ଚ୍ୟାଲେଞ୍ଜ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ଇଭେଣ୍ଟ ପାଇଁ ଜୟପୁର ସଓ୍ବାଇ ମାନସିଂ ଷ୍ଟାଡିୟମକୁ ଚୟନ କରାଯାଇଛି। ତେବେ ଚଳିତବର୍ଷ ହେବାକୁ ଥିବା ମହିଳା…
୩୫ ମିନିଟ୍ରେ ୬ ସନ୍ତାନ ଜନ୍ମ ଦେଲେ ମହିଳା
ଶୋପୁର,୨୯।୨: ମଧ୍ୟ ପ୍ରଦେଶ ଶୋପୁରର ଜିଲା ହସ୍ପିଟାଲରେ ଜଣେ ମହିଳା ଶନିବାର ସକାଳେ ମାତ୍ର ୩୫ ମିନିଟ୍ ମଧ୍ୟରେ ୬ ସନ୍ତାନ ଜନ୍ମ ଦେଇଥିବା ସୂଚନା ମିଳିଛି। ଏତେ କମ୍ ସମୟ ମଧ୍ୟରେ ୬ଟି ସନ୍ତାନ ପ୍ରସବ ହେବା ଘଟଣା ଉକ୍ତ…
ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ସ୍ପେଶାଲ ଟ୍ରେନ୍
ଭୁବନେଶ୍ୱର,୨୯।୨(ବ୍ୟୁରୋ): ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ଜନସାଧାରଣ ସ୍ପେଶାଲ ଟ୍ରେନ। ଏ ନେଇ ପୂର୍ବତଟ ରେଳ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ରବିବାରଠାରୁ ୩୧ ତାରିଖ ଯାଏ ଏହି ଟ୍ରେନ ପରୀକ୍ଷାମୂଳକ ଭାବେ ଚାଲିବ। ଭୁବନେଶ୍ୱରରୁ ଭାୟା ବାରଙ୍ଗ ଓ ବାଲିକୁଦା…
ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଲା ବ୍ୟାଙ୍କ ଧର୍ମଘଟ, ୧୧ରେ ଖୋଲା ରହିବ
ଭୁବନେଶ୍ୱର,୨୯।୨(ବ୍ୟୁରୋ): ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଛି ପ୍ରସ୍ତାବିତ ବ୍ୟାଙ୍କ ଧର୍ମଘଟ। ଦରମା ବୃଦ୍ଧି ସହ ୧୨ ଦଫା ଦାବି ନେଇ ଆସନ୍ତା ୧୧ରୁ ୧୩ ତାରିଖ ଯାଏ ବ୍ୟାଙ୍କ ଧର୍ମଘଟ ପାଇଁ ନିଷ୍ପତ୍ତି ହୋଇଥିଲା। ଏବେ ଏହା ଅନିର୍ଦ୍ଧିଷ୍ଟ କାଳ ପାଇଁ…
ରୋଜଗାରର ବାଟ ଫିଟାଇବ ବୁନ୍ଦେଲଖଣ୍ଡ ଏକ୍ସପ୍ରେସ୍ ଓ୍ବେ: ପ୍ରଧାନମନ୍ତ୍ରୀ
ଚିତ୍ରକୂଟ,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରାୟ ୨୯୬ କିଲୋମିଟର ଲମ୍ବା ବୁନ୍ଦେଲଖଣ୍ଡ ଏକ୍ସପ୍ରେସ୍ ଓ୍ବେର ଶିଳାନ୍ୟାସ କରିଛନ୍ତି। ପାଖାପାଖି ୧୫ ହଜାର କୋଟି ଟଙ୍କା ବ୍ୟୟରେ ଏହା ନିର୍ମାଣ କରାଯାଇଛି। ଏହି ଏକ୍ସପ୍ରେସ୍ ଓ୍ବେ ଚିତ୍ରକୂଟ, ବାନ୍ଦା, ହରିମପୁର ଓ…
ଫିଲ୍ମ ‘ଡିଡିଏଲ୍ଜେ’କୁ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ପ୍ରଶଂସା: ଏହାର ପାର୍ଟ-୨ କରିବାକୁ ଶାହାରୁଖ୍ଙ୍କୁ ପରାମର୍ଶ ଦେଲେ ଗୌରୀ
ଏହି ନିକଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ଆସିଥିଲେ। ଅହମ୍ମଦାବାଦର ମୋଟେରା ଷ୍ଟାଡିୟମ୍ରେ ସେ ଭାଷଣ ଦେବା ଅବସରରେ ବଲିଉଡ୍ର ଆଇକନିକ୍ ଫିଲ୍ମ ‘ଦିଲ୍ ଓ୍ବାଲେ ଦୁଲ୍ହନିୟା ଲେ ଯାଏଙ୍ଗେ’ ଉପରେ ଆଲୋଚନା କରିଥିଲେ। ଡୋନାଲ୍ଡଙ୍କ…
କୋହଲିଙ୍କ ବିପକ୍ଷରେ ସୌଦିଙ୍କ ପରଫେକ୍ଟ ୧୦
ଖ୍ରୀଷ୍ଟଚର୍ଚ୍ଚ,୨୯ା୨- ଚଳିତ ନ୍ୟୁଜିଲାଣ୍ଡ ଗସ୍ତରେ ବିରାଟ କୋହଲି ପୁଣି ବିଫଳ ହୋଇଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳ ମାତ୍ର ୨୪୨ ରନ୍ରେ ଅଲଆଉଟ୍ ହୋଇଯାଇଛି। କୋହଲି ମାତ୍ର ୩ ରନ୍ କରିପାରିଥିଲେ ଓ ଦଳର ଏକ ଡିଆରଏସ୍ ମଧ୍ୟ…
ପାଣି ଭିତରେ ଜଙ୍ଗଲ
କାଜାଖସ୍ତାନ: ଦୁନିଆରେ ଏମିତି କିଛି ଅଜବ ଦୃଶ୍ୟ ଅଛି, ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏହାର ରହସ୍ୟ ସହଜରେ ବୁଝିହୁଏ ନାହିଁ। ଏପରିି ଏକ ସ୍ଥାନ ହେଉଛି ‘ଲେକ୍ କ୍ୟାଣ୍ଡି’(ଏକ ଝରଣା)। କାଜାଖସ୍ତାନରେ ଥିବା ଏହି ଝରଣା ସବୁଠୁ ରହସ୍ୟମୟୀ ତଥା…
ପାଖେଇ ଆସୁଛି ଚୈତ୍ରଯାତ୍ରା: ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ତାରାତାରିଣୀଙ୍କ ଉନ୍ନୟନ କାର୍ଯ୍ୟ
ପୁରୁଷୋତ୍ତମପୁର,୨୯।୨(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ପାଖେଇ ଆସୁଛି। ଏ ନେଇ ମନ୍ଦିର ଉନ୍ନୟନ କାର୍ଯ୍ୟ ଲାଗି ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଶେଷ ଲାଗି ବିଭିନ୍ନ ବିଭାଗର ଅଧିକାରୀ ଲାଗି ପଡିଛନ୍ତି। ପୂର୍ତ୍ତ ବିଭାଗ ନିର୍ବାହୀ…
ପୁଣି ବିବାଦରେ ହାର୍ଦ୍ଦିକ
ମୁମ୍ବାଇ,୨୯ା୨- ଭାରତୀୟ ଦଳର ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦୀର୍ଘ ୫ ମାସର ବ୍ୟବଧାନ ପରେ କ୍ରିକେଟ ଗ୍ରାଉଣ୍ଡକୁ ଫେରିବା ସହ ବିବାଦରେ ଘେରି ହୋଇ ଯାଇଛନ୍ତି। ଡି.ଓ୍ବାଇ. ପାଟିଲ ଷ୍ଟାଡିୟମରେ ରିଲାଏନ୍ସ ଓ୍ବାନ୍ ପାଇଁ ସେ ଅଲ୍ରାଉଣ୍ଡର ପ୍ରଦର୍ଶନ କରିଥିଲେ। ୨୫…
Archives


