୫୦ ବର୍ଷ ମଧ୍ୟରେ ପୁଣି ଦେଖିବାକୁ ମିଳିଲା ଇନ୍ଦ୍ରଧନୁ ସାପ, ଫଟୋ ଭାଇରାଲ
ଓ୍ବାଶିଂଟନ୍: ବେଳେବେଳେ କିଛି ଖରାପ ଜିନିଷ ମଧ୍ୟରେ ଖୁବ୍ ସୁନ୍ଦର ଝଲକ ଦେଖିବାକୁ ମିଳେ। ସେ ବୃକ୍ଷଲତା ହୁଅନ୍ତୁ କିମ୍ବା ଜୀବଜନ୍ତୁ। ଏମିତି ଏକ ସୁନ୍ଦର ଜୀବ ହେଉଛି ରେନ୍ବୋ ସାପ। ଇନ୍ଦ୍ରଧନୁ ପରି ସାତ ରଙ୍ଗ ଏହି ସାପ ଦେହରେ…
ଡେଲିଭରି ବୟ ‘ସୋନୁ’ ପାଲଟିଲେ ଇଣ୍ଟରନେଟ୍ ସେନ୍ସେଶନ
ନୂଆଦିଲ୍ଲୀ,୨୯।୨: ଫୁଡ୍ ଡେଲିଭରି କମ୍ପାନୀ ଜମାଟୋର ଜଣେ ରାଇଡର ସୋନୁ ଏବେ ଇଣ୍ଟରନେଟ୍ ସେନ୍ସେଶନ ପାଲଟି ଯାଇଛନ୍ତି। ତାଙ୍କର କିଛି ଭିଡିଓ ଏବେ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସୋନୁଙ୍କ କଥା କହିବାର ଶୈଳୀ ଓ ସ୍ମାଇଲ ଲୋକଙ୍କ ମନ…
ଦିଲ୍ଲୀ ଦଙ୍ଗାରେ ମୃତ ପୋଲିସଙ୍କ ପରିବାରକୁ ୨ ମାସର ଦରମା ଦାନ କଲେ ଭାଜପା ନେତା
ନୂଆଦିଲ୍ଲୀ,୨୯।୨: ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍ପି ପରଭେଶ ବର୍ମା ଦିଲ୍ଲୀ ଦଙ୍ଗାରେ ମୃତ ହେଡ କନ୍ଷ୍ଟେବଳ ରତନ ଲାଲ ଓ ଇଣ୍ଟଲିଜେନ୍ସ ବ୍ୟୁରୋ ଅଫିସର ଅଙ୍କିତ ଶର୍ମାଙ୍କ ପରିବାରଙ୍କୁ ତାଙ୍କ ୨ ମାସର ଦରମା ଦାନ କରିବାକୁ ଶନିବାର ଘୋଷଣା…
ଓଲେ ଓଲେ ଗୀତରେ କୋରିଓଗ୍ରାଫର, ଅଭିନେତ୍ରୀଙ୍କ ଦମ୍ଦାର ଡ୍ୟାନ୍ସ: ଭିଡିଓ ଭାଇରାଲ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସନ୍ଦୀପା ଧର ଓ କୋରିଓଗ୍ରାଫର ମେଲ୍ଭିନ ଲୁଇସ୍ଙ୍କ ଏକ ଡ୍ୟାନ୍ସ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ୨ଜଣଙ୍କ ଦମ୍ଦାର ଡ୍ୟାନ୍ସ ଦେଖିବାକୁ ମିଳିଛି। ବଲିଉଡ୍ ଅଭିନେତା ଶୈଫ ଅଲ୍ଲୀ ଖାଁଙ୍କ…
ପୁଣି ଚର୍ଚ୍ଚାକୁ ଆସିଲା ‘ଦସ ବହାନେ’
ମୁମ୍ବାଇ: ୨୦୦୫ରେ ରିଲିଜ୍ ହୋଇଥିବା ଫିଲ୍ମ ‘ଦସ’ର ଗୀତ ‘ଦସ ବହାନେ କରକେ ଲେ ଗୟା ଦିଲ’ ଆଜିବି ଦର୍ଶକଙ୍କୁ ମତୁଆଲା କରେ। ଏବେ ପୁଣିଥରେ ଏହା ନୂଆ ରୂପରେ ରିଲିଜ୍ ହୋଇଛି। ଫିଲ୍ମ ‘ବାଗି ୩’ ପାଇଁ ଏହାର ରିମେକ୍…
ମାର୍ଚ୍ଚ ୨ରେ ହେବ ନିର୍ଭୟା ଦୋଷୀ ପବନଙ୍କ କ୍ୟୁରେଟିଭ୍ ପିଟିଶନର ଶୁଣାଣି
ନୂଆଦିଲ୍ଲୀ,୨୯।୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ପବନ କୁମାରଙ୍କ କ୍ୟୁରେଟିଭ୍ ପିଟିଶନ୍ର ଶୁଣାଣି ମାର୍ଚ୍ଚ ୨ରେ କରାଯିବ। ୫ଜଣିଆ ଖଣ୍ଡପୀଠ ବନ୍ଦ କୋଠରୀରେ ଏହି ଆବେଦନର ବିଚାର କରିବେ। ଏନେଇ ସୁପ୍ରିମକୋର୍ଟ ଶନିବାର ଶୁଣାଣି କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ପବନ ସୁପ୍ରମିକୋର୍ଟରେ…
ତାପସୀଙ୍କ ‘ଥପ୍ପଡ’ ଦେଖି ଖୁସି ହେଲେ ଜାଭେଦ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ଅଭିନୀତ ଫିଲ୍ମ ‘ଥପ୍ପଡ’କୁ ନେଇ ଚର୍ଚ୍ଚା ଲାଗି ରହିଛି। ସାମାଜିକ ଘଟଣାବଳୀକୁ ନେଇ ନିର୍ମାଣ କରାଯାଉଥିବା ଫିଲ୍ମରେ ଅଭିନୟ କରିବାକୁ ତାପସୀ ପସନ୍ଦ କରୁଥିବା ବେଳେ ଏହାକୁ ନେଇ ସେ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ…
ହିଂସା ଉସୁକାଇବା ଅଭିଯୋଗରେ କଂଗ୍ରେସର ପୂର୍ବତନ ମ୍ୟୁନିସିପାଲ କାଉନ୍ସିଲର ଗିରଫ
ନୂଆଦିଲ୍ଲୀ,୨୯।୨: ଉତ୍ତର-ପୂର୍ବ ଦିଲ୍ଲୀରେ ଗତ କିଛି ଦିନ ହେଲା ସାମ୍ପ୍ରଦାୟିକ ହିଂସା ପରେ ଏବେ ସ୍ଥିତି ସୁଧୁରିବାରେ ଲାଗିଛି। ସହରରେ ଦୋକାନ ବଜାର ଖୋଲିଥିବା ବେଳେ ଲୋକମାନେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ଇତିମଧ୍ୟରେ ଶନିବାର କଂଗ୍ରେସର ପୂର୍ବତନ ମ୍ୟୁନିସିପାଲ କାଉନ୍ସିଲର…
ରାଜନୀତିରେ ସରକାରଙ୍କ ଫୋକସ୍, ବିଗୁଡୁଛି ଅର୍ଥ ବ୍ୟବସ୍ଥା: ରଘୁରାମ ରାଜନ
ନୂଆଦିଲ୍ଲୀ,୨୯।୨: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି ବର୍ତ୍ତମାନ ସରକାର ରାଜନୀତି ଉପରେ ଫୋକସ କରୁଛନ୍ତି। ଏହାସହ ସାମାଜିକ ଏଜେଣ୍ଡାକୁ ପୂରଣ କରିବାକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଫଳରେ ଦେଶର ଅର୍ଥନୀତି ବିଗିଡିବାରେ ଲାଗିଛି। ଯଦି ସରକାର ଦେଶର…
ହାତ ନାହିଁ, ପାଦରେ ଲେଖି ପରୀକ୍ଷାରେ ପାସ୍ କଲେ ଛାତ୍ର
ଆମେଠି: କୁହାଯାଏ, ଭଗବାନ ଯାହାକୁ ଯେମିତି ସୃଷ୍ଟି କରିଛନ୍ତି, ତାକୁ ସେମିତି ବୁଦ୍ଧି ବିବେକ ମଧ୍ୟ ଦେଇଛନ୍ତି। ଏହି ଉକ୍ତିଟି ଉତ୍ତରପ୍ରଦେଶର ଅମର ବାହାଦୂର ନାମକ ଜଣେ ଛାତ୍ରଙ୍କଠାରେ ଶତ ପ୍ରତିଶତ ପ୍ରମାଣିତ ହୋଇଛି। ଈଶ୍ୱର ତାଙ୍କୁ ହାତ ଦେଇ ନାହାନ୍ତି…
ବଦଳିଲେ ରାଜ୍ୟପାଳଙ୍କ ସଚିବ, ପ୍ରମୋଦ ମେହେର୍ଦ୍ଦାଙ୍କୁ ଦାୟିତ୍ୱ
ଭୁବନେଶ୍ୱର,୨୯।୨(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ପରିବହନ ସଚିବ ଥିବା ପ୍ରମୋଦ ମେହେର୍ଦ୍ଦାଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିଭଳି ରାଜ୍ୟପାଳଙ୍କ ସଚିବ ଥିବା ମଧୁସୂଦନ ପାଢ଼ୀଙ୍କୁ ଚକବନ୍ଦୀ କମିଶନର ଭାବେ ନିଯୁକ୍ତି ଦିଆଯାଇଛି।
ମହିଳା ଟି୨୦ ବିଶ୍ୱକପ୍: ଲିଗ୍ ପର୍ଯ୍ୟାୟରେ ଭାରତ ଅପରାଜେୟ
ମେଲବୋର୍ନ,୨୯ା୨- ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ଟି୨୦ ମହିଳା ବିଶ୍ୱକପ୍ର ଲିଗ୍ ପର୍ଯ୍ୟାୟରେ ଅପରାଜେୟ ରହିଛି। ଶନିବାର ଖେଳାଯାଇଥିବା ଅନ୍ତିମ ଲିଗ୍ ମ୍ୟାଚ୍ରେ ଭାରତୀୟ ଦଳ ୭ ଉଇକେଟରେ ଶ୍ରୀଲଙ୍କାକୁ ହରାଇ ଦେଇଛି। ଶ୍ରୀଲଙ୍କା ପକ୍ଷରୁ ଧାର୍ଯ୍ୟ ୧୧୪…
Archives


