Home Left

ଫିଟ୍‌ନେସ ପ୍ରମାଣ ଦେଲେ ହାର୍ଦ୍ଦିକ, ଭୁବି, ଧାଓ୍ବନ

ନବି ମୁମ୍ବାଇ,୨୯ା୨- ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ସିମର ଭୁବନେଶ୍ୱର କୁମାର, ଓପନର ଶିଖର ଧାଓ୍ବନ ଆହତ ସମସ୍ୟାରୁ ଫେରୁଛନ୍ତି। ସମସ୍ତେ ଡିଓ୍ବାଇ ପାଟିଲ ଟି୨୦ ଟୁର୍ନାମେଣ୍ଟରେ ରିଲାଏନ୍ସ ଓ୍ବାନ ପକ୍ଷରୁ ଶୁକ୍ରବାର ଖେଳିଥିଲେ। ସେମାନଙ୍କ ଫିଟ୍‌ନେସକୁ ଯାଞ୍ଚ କରିଥିଲେ ମୁଖ୍ୟ ଚୟନକର୍ତ୍ତା…

ଭାରତୀୟ ହେଲେ ୟାହୁର ନିର୍ଦ୍ଦେଶକ

ଓ୍ବାଶିଂଟନ,୨୯।୨: ଆମେରିକାର ସିଲିକନ ଭ୍ୟାଲି ସ୍ଥିତ ୟାହୁ ଡଟ୍‌ ଇନ୍‌ର ନିର୍ଦ୍ଦେଶକ ଭାବେ ଜଣେ ଭାରତୀୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଗୋରଖପୁରର ସାହବଗଞ୍ଜ୍‌ ବାସିନ୍ଦା ଲାଲ୍‌ ମୋହିତ ଗୋଏଙ୍କା। ମୋହିତଙ୍କ ଏହି ସଫଳତା ନେଇ ପିତା କିଶନ…

ମୋ ସହ ଆତଙ୍କବାଦୀ ଭଳି ବ୍ୟବହାର କରାଯାଉଛି: ଆଜମ

ରାମପୁର,୨୯।୨: ଭୁଲ ତଥ୍ୟ ଦେଇଥିବା ମାମଲାରେ ଉତ୍ତର ପ୍ରଦେଶର ସୀତାପୁର ଜେଲରେ ବନ୍ଦଥିବା ସମାଜବାଦୀ ପାର୍ଟି ନେତା ତଥା ରାମପୁର ଏମ୍‌ପି ଆଜମ ଖାଁ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ସରକାର ଉପରେ ବଡ ଅଭିଯୋଗ ଆଣିଛନ୍ତି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ…

ହୋମଗାର୍ଡଙ୍କୁ ଦୈନିକ ମଜୁରି ୫ଶହ ଟଙ୍କା ଦିଅ: ହାଇକୋର୍ଟ

କଟକ ଅଫିସ,୨୯।୨: ଓଡ଼ିଶା ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା ହୋମଗାର୍ଡମାନଙ୍କ ପାଇଁ ଖୁସି ଖବର। ଏଣିକି ହୋମଗାର୍ଡମାନଙ୍କୁ ଦୈନିକ ୫୦୦ ଟଙ୍କା ମଜୁରି ମିଳିବ। ଶୁକ୍ରବାର ରାଜ୍ୟ ସରକାରଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଜଷ୍ଟିସ୍‌ ବିଶ୍ୱନାଥ ରଥ…

ଭାରତରେ ପରିବେଶ ସୁରକ୍ଷା କାର୍ଯ୍ୟ କରୁଛନ୍ତି ବିଦେଶିନୀ

କୋବଲମ୍‌,୨୯।୨: ଦେଶରେ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ସରକାର ତଥା ବିଭିନ୍ନ ସେଚ୍ଛାସେବୀ ସଂଗଠନ ପକ୍ଷରୁ ସଚେତନତା କାର୍ଯ୍ୟ ଜାରି ରହିଛି। ତେବେ କେରଳରେ ଜଣେ ବିଦେଶନୀ କୋବଲମ୍‌ ସମୁଦ୍ର କୂଳରୁ ନାନା ବର୍ଜ୍ୟବସ୍ତୁ ହଟାଇବା କାର୍ଯ୍ୟ କରୁଛନ୍ତି।…

ଦଲାଲଙ୍କ ମସୁଧା

କୋରାପୁଟ ଜିଲାରେ ଚାଷୀଙ୍କ ଉତ୍ପାଦିତ ଖରିଫ ଧାନକିଣା ପାଇଁ ପ୍ରଶାସନ ୪୪ଟି ମଣ୍ଡି ସ୍ଥାପନ କରିଥିଲା। ପ୍ରଥମ ପର୍ଯ୍ୟାୟରେ ସାଢ଼େ ୧୩ ଲକ୍ଷ କୁଇଣ୍ଟାଲ ଧାନ କିଣିବାକୁ ଟାର୍ଗେଟ୍‌ ଥିଲା। ପରବର୍ତ୍ତୀ ୩ଟି ପର୍ଯ୍ୟାୟକୁ ମିଶାଇ ମୋଟ ୨୦ ଲକ୍ଷ ୪୫…

କରୋନା ଭାଇରସ୍‌: ମଣିଷଠାରୁ ବ୍ୟାପୁଛି ଗୃହପାଳିତ ପ୍ରାଣୀଙ୍କୁ!

ହଂକଂ,୨୯।୨: ଏପର୍ଯ୍ୟନ୍ତ କରୋନା ଭାଇରସ୍‌ ମଣିଷ ଶରୀରରୁ ମଣିଷକୁ ବ୍ୟାପୁଥିବା ସମସ୍ତେ ଜାଣିଛନ୍ତି। ହେଲେ ହଂକଂରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯାହା ଡାକ୍ତରଙ୍କୁ ବି ଚିନ୍ତାରେ ପକାଇ ଦେଇଛି। ସେଠାରେ ଜଣେ ବ୍ୟକ୍ତି କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା…

ସୂର୍ଯ୍ୟମନ୍ଦିର ସଂରକ୍ଷଣ, ରକ୍ଷଣାବେକ୍ଷଣକୁ ଗୁରୁତ୍ୱ

କୋଣାର୍କ, ୨୯।୨(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିରର ସଂରକ୍ଷଣ ଓ ରକ୍ଷଣାବେକ୍ଷଣ ନେଇ ଶୁକ୍ରବାର ଭାରତ ସରକାରଙ୍କ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ଆନୁକୂଲ୍ୟରେ ଦୁଇଦିନିଆ ଜାତୀୟ କର୍ମଶାଳା ଉଦ୍‌ଘାଟିତ ହୋଇଛି। କୋଣାର୍କସ୍ଥିତ ଯାତ୍ରୀନିବାସ ସମ୍ମେଳନ କକ୍ଷରେ ଆୟୋଜିତ ଏହି କର୍ମଶାଳାକୁ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର…

୪ ବର୍ଷରେ ନାସାକୁ ମିଳିଛି ୧୭ ନୂଆ ଗ୍ରହର ସନ୍ଧାନ: ଗୋଟିଏରେ ଏଲିଅନ୍‌ ଥିବା ସମ୍ଭାବନା !

ଟରଣ୍ଟୋ,୨୯।୨: ପୃଥିବୀ ଭଳି ଅନ୍ୟ ବାସ ଉପଯୋଗୀ ଗ୍ରହର ସନ୍ଧାନ ପାଇଁ ମହାକାଶ ବିଜ୍ଞାନୀମାନେ ଉଦ୍ୟମ ଜାରି ରଖିଛନ୍ତି। ଏହି ମର୍ମରେ ନାସା ମଧ୍ୟ ମହାକାଶ ଗବେଷଣା ଅବ୍ୟାହତ ରଖିଛି। ଗତ ୪ ବର୍ଷ ମଧ୍ୟରେ ନାସା ୧୭ଟି ନୂଆ ଗ୍ରହର…

ସପ୍ତାହରେ ଦିନଟିଏ ଖଦି

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଯୁବପିଢିଙ୍କୁ ଖଦି ପ୍ରତି ଆକର୍ଷିତ କରିବାକୁ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ। ସପ୍ତାହରେ ଅନ୍ତତଃ ଗୋଟିଏ ଦିନ ଖଦି ପରିଧାନ କରିବା ପାଇଁ ବୋର୍ଡ ପକ୍ଷରୁ ଯୁବବର୍ଗଙ୍କୁ ନିବେଦନ କରାଯାଇଛି। ଏନେଇ…

ସୂର୍ଯ୍ୟମଣିଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୨୯।୨(ବ୍ୟୁରୋ): ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଲାଗି ଓଡ଼ିଶାର ସୂର୍ଯ୍ୟମଣି ବେହେରାଙ୍କୁ ମିଳିଛି ଜାତୀୟ ପୁରସ୍କାର। ଜାତୀୟ ବିଜ୍ଞାନ ଦିବସ ଅବସରରେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଆୟୋଜିତ…

୨୪୨ ରନ୍‌ରେ ଅଲଆଉଟ୍‌ ଭାରତ

ଖୀଷ୍ଟଚର୍ଚ୍ଚ,୨୯ା୨- ଏଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଶନିବାରଠାରୁ ଆରମ୍ଭ ହୋଇଯାଇଛି। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୬୩ ଓଭରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri