Home Left

ଉପଜିଲାପାଳଙ୍କ ପାଖରେ ଫେରାଦ ହେଲେ ଚାଷୀ: ଧାନ କିଣୁନାହାନ୍ତି ମିଲର, ନଷ୍ଟ ହେଉଛି ଟୋକନ

ପୁରୁଷୋତ୍ତମପୁର,୨୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ଗ୍ରାମରେ ଚାଷୀଙ୍କ ଧାନକୁ ମିଲର ଓ ସମବାୟ ସମିତି କିଣୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ଚାଷୀଙ୍କୁ ବିକ୍ରି ଲାଗି ମିଳୁଥିବା ଟୋକନର ଅବଧି ସରିବାରେ ଲାଗିଛି । ଏହା…

ହୋମଗାର୍ଡଙ୍କ ପାଇଁ ଖୁସି ଖବର: ମାନ୍ୟତା ବଢ଼ାଇ ଦରମା ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ହୋମଗାର୍ଡଙ୍କ ପାଇଁ ଖୁସି ଖବର। ହୋମଗାର୍ଡଙ୍କ ମାନ୍ୟତା ବଢ଼ାଇ ଦରମା ଦେବାକୁ ଶୁକ୍ରବାର ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାନୁୟାରୀ ୧ରୁ ପିଛିଲା ଭାବେ ଦୈନିକ ୫ ଶହ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମାସକ ମଧ୍ୟରେ…

ଆଉ ଗୋଟିଏ ଲମ୍ଫ ଦେଲେ ଓଡ଼ିଶାରେ ଶୀର୍ଷକୁ ପହଞ୍ଚିଯିବୁ: ଶାହା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଗୁଜରାଟ ପରେ ଓଡ଼ିଶା ମୋର ଦ୍ୱିତୀୟ ଘର ଭଳି ଲାଗେ। ଗତ ସାଧାରଣ ନିର୍ବାଚନରେ ଓଡ଼ିଶାବାସୀ ଭାଜପାକୁ ୮ ସିଟ୍‌ ଦେଇଥିବାରୁ ଧନ୍ୟବାଦ। ଏହାଦ୍ୱାରା ପୂର୍ବ ଭାରତରେ ଭାଜପା ପାଇଁ ମାହୋଲ ବନିଥିଲା। ଓଡ଼ିଶାରେ ବିଜେଡିକୁ ୧.୧ କୋଟି ଭୋଟ…

୨୯ ବର୍ଷ ହେବ ଏଠି ୨୫ ପଇସାରେ ମିଳୁଛି କଚୋଡି

କୋଲକାତା: ପଶ୍ଚିମବଙ୍ଗ ମୁରାରି ପୁକର ଅଞ୍ଚଳରେ ଥିବା ଲକ୍ଷ୍ମୀ ନାରାୟଣ ଘୋଷଙ୍କ ଜଳଖିଆ ଦୋକାନ ବେଶ୍‌ ଚର୍ଚ୍ଚିତ। ୧୯୯୦ ମସିହାରୁ ଏହି ଦୋକାନ ଆରମ୍ଭ କରାଯାଇଥିବା ବେଳେ ଏବେବି ସେଠାରେ ୨୫ ପଇସାରେ କଚୋଡି ମିଳିଥାଏ। କୁହାଯାଏ ଜ୍ୟୋତି ବସୁଙ୍କ ସରକାର…

ଦିଲ୍ଲୀ ହିଂସା ପାଇଁ ଶାହାଙ୍କୁ ଦାୟୀ କଲା ପିସିସି: କୁଶପୁତ୍ତଳିକା ଦାହ, ଇସ୍ତଫା ଦାବି

ଭୁବନେଶ୍ୱର, ୨୮।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କର ଏହି ଗସ୍ତକୁ ବିରୋଧକରି ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଆହ୍ବାନକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ଶାହାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଦେଶରେ…

ବହାଦୁରଗଡ଼ରେ ଭୟାବହ ଅଗ୍ନିକାଣ୍ଡ: କେମିକାଲ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ନିକଟସ୍ଥ ବହାଦୁରଗଡ଼ରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ଆହତ ହୋଇଥିବା ସୂଚନା ମିଳିଛି। ଉକ୍ତ ଫାକ୍ଟ୍ରିରେ ବଏଲର୍‌ ଫାଟିବାରୁ ଏହି ଅଗ୍ନିକାଣ୍ଡ ଘଟିଥିଲା। ଚାହୁଁ ଚାହୁଁ…

କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ

କେନ୍ଦୁଝର,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଦେଶରେ ଅରାଜକତା ବୃଦ୍ଧି ପାଇ ଦେଖା ଦେଉଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଓ ଦିଲ୍ଲୀରେ ଘଟିଥିବା ଦଙ୍ଗାଜନିତ ହିଂସାକାଣ୍ଡ ପାଇଁ ଗୃହମନ୍ତ୍ରୀ ଅମିତ ଶାହା ଦାୟୀ। ତେଣୁ…

ମେଦବହୁଳତା ଯୋଗୁ ଭାଙ୍ଗିଲା ବିବାହ: ଓଜନ ହ୍ରାସ କରି ଜିତିଲେ ‘ମିସ୍‌ ଗ୍ରେଟ ବ୍ରିଟେନ’

ଅତ୍ୟଧିକ ମେଦବହୁଳତା ସମସ୍ତଙ୍କ ପାଇଁ ସମସ୍ୟାର କାରଣ ପାଲଟିଥାଏ। ଏଥିଯୋଗୁ ବସିବା, ଉଠିବା ବା କାମ କରିବା କଷ୍ଟକର ହୋଇପଡିଥାଏ। ବେଳେ ବେଳେ ଲୋକମାନେ ଏଥିଯୋଗୁ ଡିପ୍ରେସନ୍‌ରେ ପଳାଇଥାନ୍ତି, ଆଉ କେତେକ ଏହାକୁ ଚ୍ୟାଲେଞ୍ଜିଂ କରି ଏକ ଭିନ୍ନ କାହାଣୀ ଲେଖିଥାନ୍ତି।…

ପିଏସ୍‌ଏଲ ଅର୍ଥ ଫେରାଇବେ ଉମର ଆକମଲ

କରାଚୀ,୨୮।୨(ପି.ଟି.)- ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କୁ ସ୍ପଟ ଫିକ୍ସିଂ ପାଇଁ ପ୍ରସ୍ତାବ ମିଳିଥିଲା। କିନ୍ତୁ ରିପୋର୍ଟ କରିବାରେ ବିଫଳ ହେବାରୁ ବାସନ୍ଦ ହୋଇଛନ୍ତି। ଏଥିଯୋଗୁ ସେ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)ରେ ଖେଳୁ ନାହନ୍ତି। ତାଙ୍କୁ ଲିଗ୍‌ ପାଇଁ ଦିଆଯାଇଥିବା ଅର୍ଥ…

‘ହାପିନେସ୍‌ କ୍ଲାସ’ର ଅନୁଭବ ଶେୟାର କଲେ ମେଲାନିଆ

ଓ୍ବାଶିଂଟନ,୨୮।୨: ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଦିଲ୍ଲୀରେ କଟାଇଥିବା କିଛି ସମୟକୁ ମନେ ପକାଇଛନ୍ତି। ଆମେରିକା ଫେରିବା ପରେ ସେ ତାଙ୍କ ଅଫିସିଆଲ ଟୁଇଟରରେ ସର୍ବୋଦୟ ସ୍କୁଲରେ ଯୋଗଦେଇଥିବା ହାପିନେସ୍‌ କ୍ଲାସର ଅନିଭୂତି ଶେୟାର କରିଛନ୍ତି। ଉକ୍ତ ସ୍କୁଲରେ ତାଙ୍କୁ…

ହଲିଉଡ୍‌ରେ ନିଜ ଟ୍ୟାଲେଣ୍ଟ ଦେଖାଇବେ ହ୍ରିତିକ୍‌

ବଲିଉଡ୍‌ର ଦେଶି ଗାର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ପରେ ଏବେ ହ୍ରିତିକ୍‌ ରୋଶନ ହଲିଉଡ୍‌ରେ ନିଜ ଟ୍ୟାଲେଣ୍ଟ୍‌ ଦେଖାଇବାକୁ ଯାଉଛନ୍ତି। ଏକ ରିପୋର୍ଟ ଅନୁସାରେ ହ୍ରିତିକ୍‌ ହଲିଉଡ୍‌ର ଟ୍ୟାଲେଣ୍ଟ ଏଜେନ୍ସି ‘ଦି ଗେର୍ଶ ଏଜେନ୍ସି’ ସହ ଜଡିତ ହୋଇଛନ୍ତି। ଏହା ପରେ ହଲିଉଡ୍‌ରେ…

ବାଇକ୍‌ ଦୁର୍ଘଟଣାରେ ଅଲିମ୍ପିକ୍‌ ଜାଭେଲିନ ଥ୍ରୋୟରଙ୍କ ମୃତ୍ୟୁ

ବୁଏନ୍ସ ଏରିଜ,୨୮।୨- ଟୋକିଓ ଅଲିମ୍ପିକ୍ସକୁ ମାତ୍ର ୫ ମାସ ବାକିଥିବାବେଳେ ଆର୍ଜେଣ୍ଟିନାର ୨୬ ବର୍ଷୀୟ ଜାଭେଲିନ ଥ୍ରୋୟର ବ୍ରାଏନ ଟୋଲେଡୋ ବାଇକ୍‌ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ରାଜଧାନୀ ବୁଏନ୍ସ ଏରିଜ ନିକଟସ୍ଥ ମାର୍କୋସ ପାଜଠାରେ ଦୁର୍ଘଟଣା ହୋଇଥିଲା। ଆମେ ଜଣେ ଭଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri