Home Left

‘ମହାତ୍ମା ଗାନ୍ଧୀଙ୍କୁ ନାଥୁରାମ ଗଡସେ କାହିଁକି ମାରିଥିଲେ,’ NCERT ସିଲାବସକୁ ନେଇ ତାତିଲେ ଓଓ୍ବାଇସି

ନୂଆଦିଲ୍ଲୀ,୧୪।୯: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଏବଂ ହାଇଦ୍ରାବାଦର ଲୋକ ସଭା ଏମପି ଅସଦୁଦ୍ଦିନ ଓଓ୍ବାଇସି ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT)ର ପାଠ୍ୟକ୍ରମ ପରିବର୍ତ୍ତନକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରିଛନ୍ତି…

ହୋମ୍‌ଗାର୍ଡ ପାଇଁ ଚାଲିଥିଲା ଦୌଡ଼ ପରୀକ୍ଷା, ଅସୁସ୍ଥ ହୋଇପଡ଼ିଲେ ପରୀକ୍ଷାର୍ଥୀ

ଛତ୍ରପୁର,୧୪ା୯(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଛତ୍ରପୁରସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ହୋମଗାର୍ଡ ଇଣ୍ଟରଭ୍ୟୁ ଚାଲିଥିବା ବେଳେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ନିୟମ ଅନୁସାରେ ହୋମଗାର୍ଡ ପଦ ପାଇଁ ଦୌଡ଼ ପରୀକ୍ଷା କରାଯାଉଥିଲା।…

୩ ଦିନରେ ଅସୁସ୍ଥ ହୋଇପଡ଼ିଲେ ୨୪ ଛାତ୍ରୀ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ…

ଜୟପୁର,୧୪ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭେଗାହାଣ୍ଡି ୟୁପିଏସ୍‌ ନୋଡାଲ ସ୍କୁଲରେ ୩ ଦିନରେ ୨୪ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରଥମ ଦିନରେ ୯ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିବାରୁ ସେମାନଙ୍କୁ କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଇଥିଲା।…

‘ଅପରେଶନ ସିନ୍ଦୂର ସମୟରେ କଂଗ୍ରେସ ପାକିସ୍ତାନ ଆର୍ମି ସହ ଠିଆ ହୋଇଥିଲା,’ ଆସାମରୁ ମୋଦିଙ୍କ ବଡ଼ ଆକ୍ରମଣ

ଗୁଆହାଟି,୧୪।୯: ଆସାମ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୧୪ ସେପ୍ଟେମ୍ବର) କଂଗ୍ରେସ ଉପରେ କଡ଼ା ଆକ୍ରମଣ କରିଥିଲେ। ସେ କହିଥିଲେ ଯେ କଂଗ୍ରେସ ସର୍ବଦା ଭାରତ ବିରୋଧୀ ଶକ୍ତି ସହିତ ଛିଡ଼ା ହୁଏ ଏବଂ ଅନୁପ୍ରବେଶକାରୀଙ୍କୁ ସୁରକ୍ଷା ଦେବା…

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଲେ ଯୁବକ

ଛତ୍ରପୁର,୧୪ା୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ରେଳ ଷ୍ଟେଶନ ନିକଟରେ ଚଳନ୍ତା ଏକ୍ସପ୍ରେସ ଟ୍ରେନ୍‌ରୁ ଖସି ପଡ଼ି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ ହେଲେ ଯାଜପୁରରୋଡ୍‌ ଅଞ୍ଚଳର ଶ୍ରୀନିବାସ ଖଡ଼ଙ୍ଗା। ସେ ସାଲିମାରଠାରୁ ଭାସ୍କୋଡଗାମା ଅଭିମୁଖେ…

ପ୍ରେସରକୁକର ଖୋଲୁଥିବାବେଳେ ନାବାଳିକାଙ୍କ ଉପରେ ପଡ଼ିଲା ଗରମ ଡାଲି, ଆଉ ତା’ ପରେ…

ବଲାଙ୍ଗୀର,୧୪ା୯(ସୁନୀଲ କୁମାର ମହାନ୍ତି): ପ୍ରେସରକୁକରରୁ ଗରମ ଡାଲି ପାଣି ପଡ଼ି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଟେକେନପଦର ଗ୍ରାମର ଜଣେ ନାବାଳିକା ଗୁରୁତର ହୋଇ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୂଚନା ମୁତାବକ ୧୩ ବର୍ଷୀୟା ନାବାଳିକା…

ଚାଷ କରି ନ ଥିବା ଲୋକଙ୍କୁ ଇନ୍‌ପୁଟ୍‌ ସବ୍‌ସିଡି, ବାଦ୍‌ ପଡିଛନ୍ତି ଅନେକ କ୍ଷତିଗ୍ରସ୍ତ ଚାଷୀ

ବରଗଡ଼,୧୪ା୯(ପ୍ରେମାନନ୍ଦ ଖମାରୀ): ଅଦିନିଆଁ ବର୍ଷାରେ ହୋଇଥିବା ଫସଲକ୍ଷତି ବାବଦକୁ ଇନପୁଟ ସହାୟତା ପ୍ରଦାନକୁ ନେଇ ବରଗଡ଼ ଜିଲାରେ ବ୍ୟାପକ ଚଞ୍ଚକତା ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶନିବାର ଜିଲାର ବରପାଲି ବ୍ଲକ କାଇଁଶିର ପଞ୍ଚାୟତ ଅନ୍ତର୍ଗତ ବାରଙ୍ଗପାଲି ଏବଂ…

ବାକ୍ସ ଭିତରୁ ତୃତୀୟ ଶ୍ରେଣୀ ଛାତ୍ର ଉଦ୍ଧାର ଘଟଣା: ଦାୟିତ୍ୱରୁ ହଟିଲେ ଶିକ୍ଷୟିତ୍ରୀ

ବଣାଇ,୧୪ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଗୁରୁଣ୍ଡିଆ ବ୍ଲକ ଅନ୍ତର୍ଗତ ଜର୍ଡ଼ାର ଏକ ବିଦ୍ୟାଳୟ ଛାତ୍ରାବାସରେ ପହଞ୍ଚି ପ୍ରଶାସନ ଖୋଳତାଡ଼ ଆରମ୍ଭ କରିଛି। ତୃତୀୟ ଶ୍ରେଣୀ ଛାତ୍ର ବାକ୍ସରୁ ଉଦ୍ଧାର ଘଟଣାରେ ଆକ୍ସନ ନେଇଛି ପ୍ରଶାସନ। ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀଙ୍କୁ ଦାୟିତ୍ୱରୁ…

ଦୀପାବଳି ପୂର୍ବରୁ ବଡ଼ ଉପହାର: ଏତେ ବଢିଯିବ ଦରମା, DA HRA ସହ ମିଶି ଆସିବ…

ନୂଆଦିଲ୍ଲୀ,୧୪।୯: କେନ୍ଦ୍ରୀୟ ସରକାରୀ କର୍ମଚାରୀ ଏବଂ ପେନ୍ସନଧାରୀଙ୍କୁ ଦୀପାବଳି ପୂର୍ବରୁ ଖୁସି ଖବର। ସୂଚନା ଅନୁଯାୟୀ, ସେମାନଙ୍କର ଡିଆର୍‌ ଏଲାଉନ୍ସ (ଡିଏ)ରେ ୩% ବୃଦ୍ଧି ହେବାର ଆଶା କରାଯାଉଛି, ଯାହା ଡିଏକୁ ବର୍ତ୍ତମାନର ୫୫%ରୁ ବୃଦ୍ଧି ପାଇ ୫୮% ହେବ। ଏହା…

ନେପାଳ, ଫ୍ରାନ୍ସ ପରେ ଏବେ ଲଣ୍ଡନରେ ସ୍ଥିତି ଖରାପ, ପ୍ରୋଟେଷ୍ଟ ପଛରେ ମସ୍କଙ୍କ ହାତ!

ଲଣ୍ଡନ,୧୪।୯: ବ୍ରିଟେନରେ ପ୍ରବାସ ବିରୋଧରେ ଆନ୍ଦୋଳନ ନିରନ୍ତର ତୀବ୍ର ହେବାରେ ଲାଗିଛି। ଶନିବାର (ଅଗଷ୍ଟ ୧୩) ଦିନ, ଦକ୍ଷିଣପନ୍ଥୀ କର୍ମୀ ଟମି ରବିନସନଙ୍କ ନେତୃତ୍ୱରେ ଲକ୍ଷ ଲକ୍ଷ ଲୋକ ଲଣ୍ଡନର ରାସ୍ତାକୁ ଓହ୍ଲାଇଥିଲେ। ରାଲି ମଧ୍ୟରେ କୋଟିପତି ବ୍ୟବସାୟୀ ଏଲୋନ ମସ୍କ…

ସମୁଦ୍ର ତଳେ ବିଛାଯାଇଥିବା ଇଣ୍ଟରନେଟର କେବୁଲର ମାଲିକ କିଏ? ନାଁ ଜାଣିଲେ ତାଜୁବ ହେବେ

ଆଜି ଇଣ୍ଟରନେଟ ବ୍ୟବହାର ଆମ ଜୀବନର ଏକ ଅଂଶ ପାଲଟିଛି। ସୋସିଆଲ ମିଡିଆ, ଭିଡିଓ କଲ, ଅନଲାଇନ ସପିଂ, ୟୁଟ୍ୟୁବ, ଅଫିସ କାମ, ସବୁକିଛି ଇଣ୍ଟରନେଟ ରେ ଚାଲିଥାଏ। କିନ୍ତୁ ଆପଣ କେବେ ଭାବିଛନ୍ତି କି ଏହି ଇଣ୍ଟରନେଟ କେଉଁଠାରୁ ଆସେ?…

Boycott Ind vs Pak: ‘ଲଜ୍ଜା କର…,’ ଭାରତ-ପାକିସ୍ତାନ ମ୍ୟାଚ ବର୍ଜନ ପାଇଁ ଜୋର ଧରିଲା ଦାବି

ନୂଆଦିଲ୍ଲୀ,୧୪।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଏସିଆ କପ ୨୦୨୫ର ଷଷ୍ଠ ମ୍ୟାଚ ପୂର୍ବରୁ ସୋସିଆଲ ମିଡିଆରେ ପ୍ରବଳ ବିରୋଧ ଦେଖାଯାଉଛି। ପ୍ରଶଂସକମାନେ ଭାରତ-ପାକ ମ୍ୟାଚ ବର୍ଜନ କରିବାକୁ ନିରନ୍ତର ଦାବି କରୁଛନ୍ତି। ସେମାନେ କହିଛନ୍ତି ଯେ ପହଲଗାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri