Home Left

ଗୋଟିଏ ଟେବୁଲରେ ଏକାଠି ଖାଇଲେ ନବୀନ-ଶାହା-ମମତା-ଧମେନ୍ଦ୍ର: ଟୁଇଟ୍‌ କରି ଖୁସିବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅତିଥିମାନଙ୍କୁ ମଧ୍ୟାହ୍ନଭୋଜନରେ ଆପ୍ୟାୟିତ କରିଛନ୍ତି। ଗୋଟିଏ ଟେବୁଲରେ ନବୀନ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ବସି ଖାଇଛନ୍ତି। ଏହି ୫ ବରିଷ୍ଠ…

ହିଂସାରେ ପ୍ରଭାବିତ ଅଞ୍ଚଳର ପରିଦର୍ଶନ କଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୮।୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ହିଂସା ଏବେ ଥମିଛି। ହେଲେ ଏବେ ବି ଲୋକଙ୍କ ମନରୁ ଭୟ ଦୂରେଇନାହିଁ। ଏହି ହିଂସାକାଣ୍ଡରେ ୪୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି। ଏଥିରେ…

ମୁସଲମାନ ବିବାହରେ ନିମନ୍ତ୍ରଣ ଦେଉଛନ୍ତି ଭଗବାନ ଗଣେଶ

ମିରଟ,୨୮।୨: ଉତ୍ତର ପ୍ରଦେଶ ମିରଟରେ ଏକ ମୁସଲମାନ ପରିବାରର ବିବାହ ପାଇଁ ନିମନ୍ତ୍ରଣ ପତ୍ର ଛପା ଯାଇଛି। ଯେଉଁଥିରେ ହିନ୍ଦୁ ଦେବତା ଗଣେଶଙ୍କ ଫଟୋ ଦେଖିବାକୁ ମିଳିଛି। ଏହା ଉଭୟ ସମ୍ପ୍ରଦାୟ ପାଇଁ ଏକ ଭଲ ବାର୍ତ୍ତା ଦେଉଛି ବୋଲି ଆଲୋଚନା…

ଦିଲ୍ଲୀ ହିଂସା: ତାହିରଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ ଟିମ୍‌

ନୂଆଦିଲ୍ଲୀ,୨୮।୨: ସାମୂହିକ ଭାବେ ବହିଷ୍କୃତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ନେତା ତାହିର ହୁସେନଙ୍କ ଅଡ଼ୁଆ ଏବେ ବଢ଼ିବାରେ ଲାଗିଛି। ତାହିରଙ୍କ ବିରୋଧରେ ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସା ଉସୁକାଇବା ଅଭିଯୋଗ ହୋଇଛି। ଏନେଇ ଦୟାଲପୁର ଥାନାରେ ତାଙ୍କ ନାଁରେ ଏତଲା…

ଦିଲ୍ଲୀ ଦଙ୍ଗା ପୀଡିତଙ୍କୁ ମିଳୁଛି ରନ୍ଧା ଖାଦ୍ୟ

ନୂଆଦିଲ୍ଲୀ,୨୮।୨: ଉତ୍ତର-ପୂର୍ବ ଦିଲ୍ଲୀରେ ଗତ ୫ ଦିନ ହେବ ଉପୁଜିଥିବା ଦଙ୍ଗାରେ ଅନେକ ଲୋକ ସେମାନଙ୍କ ଜୀବିକା ହରାଇଥିବା ବେଳେ କେତେକ ବାସହରା ମଧ୍ୟ ହୋଇ ପଡିଛନ୍ତି। ଏମାନଙ୍କୁ ଏବେ ଦିଲ୍ଲୀ ଶିଖ ଗୁରୁଦ୍ୱାର ମ୍ୟାନେଜମେଣ୍ଟ କମିଟି ପକ୍ଷରୁ ରନ୍ଧା ଖାଦ୍ୟ…

ପାଟଣା ବ୍ଲକର ୧୧ କେନ୍ଦ୍ରରେ କପିକରି ଧରାପଡ଼ିଲେ ୧୦ ଛାତ୍ରୀଛାତ୍ର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୧୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ଶୁକ୍ରବାର ଦୁଇଟି କେନ୍ଦ୍ରରେ ୧୦ ଛାତ୍ରୀଛାତ୍ର କପିକରି ଧରା ପଡ଼ିଛନ୍ତି। ଏ ନେଇ ଡିପିସି ପୂର୍ଣ୍ଣଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି। ସାଧାରଣ ବିଜ୍ଞାନ ପରୀକ୍ଷାରେ ପାଟଣା…

ଭୁଲ୍‌ ଭୁଲୈୟା-୨: କାର୍ତ୍ତିକ-କିଆରାଙ୍କ ରୋମାଣ୍ଟିକ ଭିଡିଓ ଭାଇରାଲ

ବମ୍ବେ: ନିକଟରେ ରିଲିଜ ହୋଇଥିଲା ସାରା ଅଲ୍ଲୀ ଖାଁ-କାର୍ତ୍ତିକ ଆର୍ୟନ ଅଭିନୀତ ଫିଲ୍ମ ‘ଲଭ୍‌ ଆଜ କଲ୍‌-୨’। କଥିତ ରିଅଲ୍‌ ଲାଇଫ୍‌ ଯୋଡ଼ିର ରୋମାନ୍ସ ରିଲ୍‌ ଲାଇଫ୍‌ରେ ଦେଖିବା ପାଇଁ ଅପେକ୍ଷା କରି ଦର୍ଶକେ ନିରାଶ ହୋଇଥିଲେ। ଏବେ କାର୍ତ୍ତିକ ‘ଭୁଲ…

ମହାରାଷ୍ଟ୍ରରେ ଲାଗିଲା ପୋଷ୍ଟର: ପାକିସ୍ତାନୀ, ବାଲାଂଦେଶୀ ଅନୁପ୍ରବେଶକାରୀଙ୍କ ଠିକଣା ଦେଲେ ମିଳିବ ୫ହଜାର ଟଙ୍କା

ମୁମ୍ବାଇ,୨୮।୨: ମହାରାଷ୍ଟ୍ରରେ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌)ଅବୈଧ ପାକିସ୍ତାନୀ ଓ ବାଲାଂଦେଶୀଙ୍କ ବିରୋଧରେ ଏକ ମୋର୍ଚ୍ଚା ବାହାର କରିଛି। ଏମ୍‌ଏନ୍‌ଏସ୍‌ ପୁରା ମହାରାଷ୍ଟ୍ରରେ ଏକ ପୋଷ୍ଟର ଲାଗାଇଥିବା ଦେଖିବାକୁ ମିଳିଛି। ଯେଉଁଥିରେ ଲେଖାହୋଇଛି ପାକିସ୍ତାନୀ ଓ ବାଲାଂଦେଶୀ ଅନୁପ୍ରବେଶକାରୀଙ୍କ ଠିକଣା ଯିଏ…

ଶ ଫିଟ୍‌, ସ୍ପଷ୍ଟ କଲେ ଶାସ୍ତ୍ରୀ

ଖୀଷ୍ଟଚର୍ଚ୍ଚ,୨୮।୨(ପି.ଟି.)- ଯୁବ ଓପନର ପୃଥ୍ବୀ ଶ ପାଦ ଜନିତ ଆହତ ସମସ୍ୟାରୁ ମୁକୁଳି ସାରିଛନ୍ତି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟରେ ଖେଳିବେ ବୋଲି ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ କହିଛନ୍ତି। ପାଦ ଫୁଲି ଥିବାରୁ…

ଶାହାଙ୍କ ଗସ୍ତକୁ ସୁନ୍ଦରଗଡ଼ରେ ବିରୋଧ: କୁଶପୁତ୍ତଳିକା ଦାହ କଲେ କଂଗ୍ରେସ କର୍ମୀ

ସୁନ୍ଦରଗଡ଼,୨୮।୨(ଡି.ଏନ୍‌.ଏ.): ସ୍ଥାନୀୟ ଡିଆର୍‌ଡିଏ ଛକଠାରେ ଶୁକ୍ରବାର ମଧ୍ୟାହ୍ନରେ ପୂର୍ବତନ ଜିଲାସଭାପତି ବେଣୁ ମାଧବ ତ୍ରିପାଠୀଙ୍କ ନେତୃତ୍ୱରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କ ସ୍ବେଚ୍ଛାଚାରୀ ଓ ହିଂସା ସୃଷ୍ଟିକାରୀ ଶାସନ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ତାଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ଉକ୍ତ…

କରୋନା ଭାଇରସ: ଚାଇନାରେ ମୃତ୍ୟୁ ସଂଖ୍ୟା ୨,୭୮୮

ବେଜିଂ,୨୮।୨: ଚାଇନାରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ବଢି ଚାଲିଛି। ଶୁକ୍ରବାର ସୁଦ୍ଧା ଏଠାରେ ମୃତ୍ୟୁସଂଖ୍ୟା ୨,୭୮୮ ହୋଇଥିବା ସରକାରୀ ଭାବେ ଘୋଷଣା କରାଯାଇଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୭୮,୮୨୪ରେ ପହଞ୍ଚିଛି। ଚାଇନାର ପ୍ରାୟ ୩୧ଟି ଅଞ୍ଚଳରେ କରୋନା ଭାଇରସ ତା’ର…

ମାର୍ଚ୍ଚ ପହିଲାରୁ ଗଞ୍ଜାମରେ ଟ୍ରାଫିକ ନିୟମ କଡ଼ାକଡ଼ି: ନ ମାନିଲେ ଦେବାକୁ ପଡ଼ିବ ମୋଟା ଅଙ୍କର ଜରିମାନା

ବ୍ରହ୍ମପୁର,୨୮।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ୨୦୧୯ ସେପ୍ଟେମ୍ବର ୧ରେ ସାରା ଭାରତରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ହୋଇଥିଲା । ବିଭିନ୍ନ କାରଣରୁ ଲୋକମାନଙ୍କୁ ସେମାନଙ୍କ ଯାନବାହନର କାଗଜପତ୍ର ପ୍ରସ୍ତୁତ ପାଇଁ ରାଜ୍ୟ ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri