ପୁରୀରେ ପୋକ୍ସୋ କୋର୍ଟ ଉଦ୍ଘାଟିତ: ବିଚାର ହେବ ଯୌନ ନିର୍ଯ୍ୟାତନା ମାମଲା
ପୁରୀ ଅଫିସ,୨୮।୨: ନାବାଳିକା ଓ ନାବାଳିକଙ୍କୁ ଯୌନ ଶୋଷଣ ମାମଲାର ବିଚାର ପ୍ରକ୍ରିୟା ତ୍ୱରାନ୍ବିତ ହେବ। ଶୁକ୍ରବାର ପୁରୀ ଜିଲା କୋର୍ଟ ପରିସରରେ ପୋକ୍ସୋ କୋର୍ଟ ଉଦ୍ଘାଟିତ ହୋଇଯାଇଛି । ଜିଲା ଜର୍ଜ ବିଦ୍ୟୁତ୍ କୁମାର ମିଶ୍ର ଉପସ୍ଥିତ ହୋଇ ଏହାକୁ…
ଜାତୀୟ ବିଜ୍ଞାନ ଦିବସ: ବିଜ୍ଞାନର ବିକାଶରେ ଦେଶର ବିକାଶ ସମ୍ଭବ
ଭାରତରେ ପ୍ରତିବର୍ଷ ୨୮ ଫେବୃୟାରୀରେ ପାଳନ କରାଯାଉଛି ଜାତୀୟ ବିଜ୍ଞାନ ଦିବସ। ବୈଜ୍ଞାନିକମାନଙ୍କ ସମାଜ ପ୍ରତି ଅବଦାନକୁ କୃତଜ୍ଞତାର ସହ ସ୍ବୀକୃତି ଦେବା ସହିତ ବିଜ୍ଞାନ ଶିକ୍ଷାକୁ ଆଗକୁ ନେବା ଏହି ଦିବସର ଲକ୍ଷ୍ୟ। ମୁଖ୍ୟତଃ ରମଣ ଇଫେକ୍ଟ ବା ରମଣ…
କରୋନା ଭାଇରସରେ ପୀଡିତ ଇରାନ ଉପରାଷ୍ଟ୍ରପତି
ତେହେରାନ,୨୮।୨: ଚାଇନାରୁ ଆରମ୍ଭ ହୋଇଥିବା ମାହାମାରୀ କରୋନା ଭାଇରସ ଏବେ ସାରା ବିଶ୍ୱକୁ କାୟା ବିସ୍ତାର କରିବାରେ ଲାଗିଛି। ଏବେ ଇରାନର ଉପ ରାଷ୍ଟ୍ରପତି ମାସୁମେହ ଏବତେକାର କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଇରାନରେ କରୋନାରେ ପୀଡିତ ଥିବା ୭…
ଏହିସବୁ ରୋଗରୁ ମୁକ୍ତି ଦିଏ ହରିଡ଼ା
ହରିଡ଼ା ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର କରିଥାଏ। ଆୟୁର୍ବେଦରେ ଏହାର ଅନେକ ଲାଭକାରୀ ଗୁଣ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ହରିଡ଼ା ଘରୋଇ ଉପଚାର ଭାବେ ମଧ୍ୟ ଗ୍ରହଣୀୟ। ଏହାକୁ ଖାଇଲେ ଜ୍ୱର, ପେଟ ଫୁଲିବା, ବାନ୍ତି, ଗ୍ୟାସ, କୋଷ୍ଠକାଠିନ୍ୟ ଆଦି ସମସ୍ୟା…
ଗିଟାର ଆକୃତିର ହୋଟେଲ: ରାତିଏ ରହିଲେ ଦେବାକୁ ପଡ଼େ…
ଓ୍ବାଶିଂଟନ: ବିଭିନ୍ନ ପ୍ରକାର ହୋଟେଲ ଦେଖିଥିବେ। ମାତ୍ର ଗିଟାର ଆକୃତିର ହୋଟେଲ କେବେ ଦେଖିଛନ୍ତି। ଏପରି ହୋଟେଲ ଆମେରିକାର ଫ୍ଲୋରିଡ଼ାର ହଲିଉଡ୍ରେ ରହିଛି। ୩୨ ମହଲା କୋଠା ବିଶିଷ୍ଟ ଏହି ହୋଟେଲଟି ୪୫୦ଫୁଟ ଉଚ୍ଚର ହୋଇଥିବା ବେଳେ ଏଥିରେ ୬୩୮ଟି ବିଳାସପୂର୍ଣ୍ଣ…
ଏସ୍ଏନ୍ ଶ୍ରୀବାସ୍ତବ ହେଲେ ଦିଲ୍ଲୀର ନୂଆ ପୋଲିସ କମିଶନର
ନୂଆଦିଲ୍ଲୀ,୨୮।୨: ଦିଲ୍ଲୀରେ ହିଂସା ଓ ଉତ୍ତେଜନା ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦିଲ୍ଲୀର ନୂଆ ପୋଲିସ କମିଶନରଙ୍କୁ ନିଯୁକ୍ତି ଦେଇଛନ୍ତି। ୧୯୮୫ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ତଥା ସ୍ପେଶାଲ ସିପି ଏସ୍ଏନ୍ ଶ୍ରୀବାସ୍ତବଙ୍କୁ ଦିଲ୍ଲୀର ନୂଆ ପୋଲିସ କମିଶନର ଭାବେ ନିଯୁକ୍ତ କରାଯାଇଛି।…
କଡ଼ାକଡ଼ି ହେବ ଟ୍ରାଫିକ୍ ନିୟମ: ବାଲୁକାକଳାରେ ସଚେତନତାର ବାର୍ତ୍ତା ଦେଲେ ସୁଦର୍ଶନ
ପୁରୀ ଅଫିସ,୨୮।୨: ମାର୍ଚ୍ଚ ପହିଲାରୁ କଡ଼ାକଡ଼ି ହେବ ଟ୍ରାଫିକ୍ ନିୟମ। ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯିବ। ଏହା ପୂର୍ବରୁ ବାଲୁକାକଳା ମାଧ୍ୟମରେ ଲୋକମାନଙ୍କୁ ସଚେତନ କରାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ମଦ୍ୟପାନ କରି ଗାଡ଼ି ଚଳାନ୍ତୁ ନାହିଁ। ହେଲମେଟ୍…
ପାକିସ୍ତାନ ଯିବି ନାହିଁ: ମୁଶଫିକର
ଢାକା,୨୮।୨- ବାଂଲାଦେଶ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ମୁଶଫିକର ରହିମ ପାକିସ୍ତାନ ଗସ୍ତ କରିବାକୁ ମନା କରି ଦେଇଛନ୍ତି। ବାଂଲାଦେଶ ଦଳ ପାକିସ୍ତାନ ଗସ୍ତର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ଗୋଟିଏ ଦିନିକିଆ ମ୍ୟାଚ୍ ସହ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଖେଳିବ। ଏଥି…
ବିଶ୍ୱର ସବୁଠୁ ବ୍ୟୟବହୁଳ ଘୋଡ଼ା ଦୌଡ଼ ପ୍ରତିଯୋଗିତା: ପ୍ରଥମ ମହିଳା ଭାବେ ଭାଗ ନେବେ ନିକୋଲା
ରିୟାଦ: ସାଉଦି ଆରବରେ ୨୯ ଫେବୃୟାରୀରେ ବିଶ୍ୱର ସବୁଠୁ ବ୍ୟୟବହୁଳ ଘୋଡ଼ା ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ମୋଟ ପୁରସ୍କାର ରାଶି ରହିଛି ୧୪୩ କୋଟି ଟଙ୍କା। ବିଜେତାଙ୍କୁ ୭୨ କୋଟି, ରନର୍ସଅପ୍ଙ୍କୁ ୨୫ କୋଟି ମିଳିବ। ଖାଲି ଏତିକି…
ସୁରକ୍ଷା କର୍ମୀଙ୍କ ସହ ନାଚିଲେ ଭାରତୀୟ ଖେଳାଳି
ନୂଆଦିଲ୍ଲୀ,୨୮।୨- ଭାରତୀୟ ମହିଳା ଦଳ ଅଷ୍ଟ୍ରେଲିଆରେ ଚାଲିଥିବା ଟି୨୦ ବିଶ୍ୱକପ୍ ସେମିଫାଇନାଲରେ ପ୍ରବେଶ କରିଛି। ନ୍ୟୁଜିଲାଣ୍ଡ ବିପକ୍ଷ ରୋମାଞ୍ଚଭରା ମ୍ୟାଚ୍କୁ ୩ ରନ୍ରେ ଜିତିବା ପରେ ଭାରତୀୟ ଦଳର ସଦସ୍ୟା ଜେମିମା ରୋଡ୍ରିଗୁଏଜ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏନ୍ସିଜି)ର ଜଣେ ମହିଳା…
ମାଟ୍ରିକ୍ ନୋଡାଲ ସେଣ୍ଟରରେ ଅଗ୍ନିକାଣ୍ଡ: ପ୍ରଶ୍ନପତ୍ର ଥିବା ଷ୍ଟ୍ରଙ୍ଗ୍ରୁମ ପାର୍ଶ୍ୱ କିରାଣି କକ୍ଷରେ ଲାଗିଲା ନିଆଁ
ସଜନାଗଡ଼,୨୮।୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ବଜାରସ୍ଥିତ କୈଳାସ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଗୁରୁବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମାଟ୍ରିକ ପରୀକ୍ଷା ଲାଗି ଉକ୍ତ ବିଦ୍ୟାଳୟକୁ ନୋଡାଲ ସେଣ୍ଟର କରାଯାଇଥିବା ବେଳେ ୧୧ଟି କେନ୍ଦ୍ର ଯଥା ନୀଳଗିରି ବ୍ଲକର ୯ ଏବଂ…
ଶାହରୁଖଙ୍କ ଶାଶୁଙ୍କ ଫାର୍ମ ହାଉସ୍ ଉପରେ ଲାଗିଲା ୩କୋଟି ଟଙ୍କାର ଜରିମାନା
ମୁମ୍ବାଇ,୨୮।୨: ବଲିଉଡ୍ ବାଦଶାହ ଶାହରୁଖ ଖାଁଙ୍କ ଶାଶୁ ସବିତା ଛିବାଙ୍କ ଫାର୍ମ ହାଉସ୍ ଉପରେ ୩କୋଟି ଟଙ୍କାର ଜରିମାନା ଲାଗିଥିବା ଜଣାପଡ଼ିଛି। ଡେଜା ବୁ ଫାମର୍ସ ପ୍ରାଇଭେଟ୍ ଲିମିଟେଡ୍ର ନିର୍ଦ୍ଦେଶକ ହେଉଛନ୍ତି ଶାହରୁଖଙ୍କ ଶାଶୁ ସବିତା ଓ ଶାଳୀ ନମିତା ଛିବା।…
Archives


