ଶାହାଙ୍କ ଅଧ୍ୟକ୍ଷତାରେ ବସିବ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକ: ଉଠିବ ଓଡ଼ିଶା କୋଇଲା ରୟାଲ୍ଟି ପ୍ରସଙ୍ଗ
ଭୁବନେଶ୍ୱର,୨୭।୨(ବ୍ୟୁରୋ): ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦର ୨୪ତମ ବୈଠକ ଶୁକ୍ରବାର ଓଡ଼ିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ବିହାର ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ଏହି ବୈଠକରେ ପ୍ରାୟ ୫୦ଟି ବିଭିନ୍ନ ପ୍ରସଙ୍ଗ ଉପରେ…
ରାଜଧାନୀରେ ୧୯ ଦିନର ଶିଶୁକୁ ୧୦ହଜାର ଟଙ୍କାରେ ବିକ୍ରି ଅଭିଯୋଗ, ପୋଲିସର ତନାଘନା
ଭୁବନେଶ୍ୱର,୨୭।୨(ବ୍ୟୁରୋ): ଖଣ୍ଡଗିରି ଥାନା ଭରତପୁରରେ ଜଣେ ଶିଶୁକୁ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ଅଭାବ ଅନଟନରୁ ଶ୍ରମିକ ଶ୍ରେଣୀୟ ଦମ୍ପତି ତାଙ୍କର ୧୯ ଦିନର ଶିଶୁପୁତ୍ରକୁ ଦଶ ହଜାର ଟଙ୍କାରେ ବିକ୍ରି କରିଥିବା ଅଭିଯୋଗ ହୋଇଛି। ଏ ନେଇ ସିଡବ୍ଲୁସିଠାରୁ ଖବର…
ଦେଶର ପ୍ରଥମ ରେଳ ରେଷ୍ଟୁରାଣ୍ଟ, ଏକାଥରକେ ବସି ଖାଇବେ…
କୋଲକାତା: ଭାରତୀୟ ରେଳ ବିଭାଗ ପକ୍ଷରୁ ପଶ୍ଚିମବଙ୍ଗର ଆସନସୋଲ ରେଳଷ୍ଟେଶନରେ ଦେଶର ପ୍ରଥମ ରେଳ ରେଷ୍ଟୁରାଣ୍ଟ ଆରମ୍ଭ କରାଯାଇଛି। ଏହାର ନାମ ‘ରେଷ୍ଟୁରାଣ୍ଟ ଅନ୍ ହ୍ବିଲ୍ସ’ରଖାଯାଇଛି। ପୂର୍ବତଟ ରେଳ ଅଧିକାରୀଙ୍କ କହିବା ଅନୁସାରେ, ଦୁଇଟି ପୁରୁଣା ମେମୁ କୋଚ୍କୁ ମିଶାଇ ଏହି…
ରିମ୍ସରେ ହେବ ଲାଲୁଙ୍କ ଚିକିତ୍ସା
ରାଞ୍ଚି,୨୭।୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କର ଅନ୍ୟ କୌଣସି ହସ୍ପିଟାଲରେ ଚିକିତ୍ସା କରାଯିବ ନାହିଁ। ପୂର୍ବପରି ରାଞ୍ଚିର ରିମ୍ସ ହସ୍ପିଟାଲରେ ହିଁ ତାଙ୍କର ଚିକିତ୍ସା କରାଯିବ। ଗୁରୁବାର ରିମ୍ସ ମେଡିକାଲ ବୋର୍ଡର ଏକ ବୈଠକ…
ପ୍ରଥମ ଇଲେକ୍ଟ୍ରିକ୍ ଟ୍ରେନ୍ ଟ୍ରାକ୍ ନିର୍ମାଣ କରିବେ ଶ୍ରୀଲଙ୍କା ସରକାର
କଲମ୍ବୋ,୨୭।୨: ଶ୍ରୀଲଙ୍କାର କାଣ୍ଡି ସହରରେ ପ୍ରଥମ ଇଲେକ୍ଟଟ୍ରିକ୍ ଟ୍ରେନ୍ ଟ୍ରାକ୍ ନିର୍ମାଣ କରିବାକୁ ଶ୍ରୀଲଙ୍କା ସରକାର ଯୋଜନା କରିଛନ୍ତି। ରାଜ୍ୟମନ୍ତ୍ରୀ ଦିଲୁମ ଅମୁନୁଗମା କହିଛନ୍ତି ଏହି ଇଲେକ୍ଟଟ୍ରିକ୍ ଟ୍ରେନ୍ ଟ୍ରାକ୍ ନିର୍ମାଣ କରିବାର ନିଷ୍ପତ୍ତି ବୁଧବାର ନିଆଯାଇଛି। ଏହାଦ୍ୱାରା ଟ୍ରାଫିକ ବ୍ୟବସ୍ଥା…
ବେଆଇନ ପାଥୋଲାବ୍ରେ ଚଢ଼ାଉ: ୭ ଦିନ ମଧ୍ୟରେ କାଗଜପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ
ବାଲେଶ୍ୱର ଅଫିସ,୨୭।୨: ଜିଲାପାଳଙ୍କ ନିର୍ଦ୍ଦେଶରେ ଗଠିତ ସ୍ବତନ୍ତ୍ର ଟିମ୍ ପକ୍ଷରୁ ଗୁରୁବାର ବିଭିନ୍ନ ପାଥୋଲାବ୍ରେ ଚଢ଼ାଉ କରାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ଶ୍ରୀଗଣେଶ, ପ୍ରଶାନ୍ତି, ବନଦୁର୍ଗା, ଗାୟତ୍ରୀ, ନିୟୁ ଲାଇଫ୍, ବିଜୟା ଆଦି ୨୦ରୁ ଊର୍ଦ୍ଧ୍ୱ ପାଥୋଲାବ୍ରେ ଚଢ଼ାଉ କରାଯାଇ…
ବଢ଼ିଲା ଟିମ୍ ଇଣ୍ଡିଆର ଚିନ୍ତା
ଖ୍ରିଷ୍ଟଚର୍ଚ୍ଚ,୨୭ା୨(ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ର ପ୍ରଥମ ମ୍ୟାଚ୍ରେ ଶୋଚନୀୟ ପରାଜୟ ବରଣ କରିଥିବା ଭାରତୀୟ ଦଳର ଚିନ୍ତା ବଢ଼ିବାରେ ଲାଗିଛି। ଗୁରୁବାର ଟ୍ରେନିଂ ସେସନରେ ଯୁବ ଓପନର ପୃଥ୍ବୀ ଶ ଯୋଗଦେଇ ନ ଥିଲେ। ତାଙ୍କ…
ସୋନାକ୍ଷୀ କହିଲେ ‘କାମ ମୋ ନିକଟକୁ ଆସେ, ମୁଁ ଯାଏନି’
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସୋନାକ୍ଷୀ ସିହ୍ନାଙ୍କ ଫିଲ୍ମ କ୍ୟାରିୟରକୁ ଯଦି ଦେଖାଯାଏ ତେବେ ‘ଦବଙ୍ଗ’ ସିରିଜ୍ ବ୍ୟତୀତ ଏତେ ହିଟ୍ ଫିଲ୍ମ ଆଉକିଛି ନାହଁି। କିନ୍ତୁ ବକ୍ସ ଅଫିସରେ ୧୫୦୦ କୋଟି କ୍ଲବରେ ସେ ସାମିଲ ହୋଇଛନ୍ତି। ତାଙ୍କର ଶେଷ ହିଟ୍…
ବକେୟା ଟଙ୍କା ପ୍ରଦାନ ଦାବି: ମେସ୍କୋ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ବଡ଼ବିଲ,୨୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କାଶିଆସ୍ଥିତ ମେସ୍କୋ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ପରିବହନକାରୀ ସଂସ୍ଥା ଗୁରୁବାର ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ପରିବହନକାରୀ ସଂସ୍ଥା କମ୍ପାନୀର ଲୁହାପଥର ପରିବହନ କରିଥିଲେ। ମାତ୍ର କମ୍ପାନୀ ସେମାନଙ୍କ ୧୫କୋଟି…
ବାପାଙ୍କ ବାୟୋପିକ କରିବାକୁ ଚାହୁଁଛନ୍ତି ରିତେଶ
ବଲିଉଡ୍ ଅଭିନେତା ରିତେଶ ଦେଶମୁଖ ବାପା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଲାଶରାଓ ଦେଶମୁଖଙ୍କ ବାୟୋପିକ୍ କରିବାକୁ ଚାହୁଁଛନ୍ତି। ଏଥିପାଇଁ ସେ ଭଲ ସ୍କ୍ରିପ୍ଟ ଅପେକ୍ଷାରେ ଅଛନ୍ତି। ଫିଲ୍ମ ‘ବାଗି’ର ପ୍ରମୋଶନ ଅବସରରେ ସେ ଏପରି କହିଛନ୍ତି। ସେ କହିଛନ୍ତି, ଜଣେ…
ଆନନ୍ଦ ଏଲ୍ ରାୟଙ୍କ ସହ କାମ କରୁ ନାହାନ୍ତି ସଲମାନ
ମୁମ୍ବାଇ: କିଛିଦିନ ହେବ ଶୁଣିବାକୁ ମିଳିଥିଲା କି ନିର୍ଦ୍ଦେଶକ ଆନନ୍ଦ ଏଲ୍ ରାୟଙ୍କ ସହ ବଲିଉଡ୍ ଭାଇଜାନ୍ ସଲମାନ ଖାଁ ଏକ ଫିଲ୍ମ କରିବାକୁ ଯାଉଛନ୍ତି। ଏକ ଆକ୍ସନ୍ ଫିଲ୍ମରେ ସଲମାନ ଡବଲ ରୋଲ୍ କରିବେ ବୋଲି ନିର୍ଦ୍ଦେଶକ ଆନନ୍ଦ ଏଲ୍…
ଗୁଆହାଟିରେ ଦୁଇଟି ମ୍ୟାଚ୍ ଖେଳିବ ରାଜସ୍ଥାନ ରୟାଲ୍ସ
ଗୁଆହାଟି,୨୭ା୨- ସ୍ଥାନୀୟ ବର୍ସାପାରା ଷ୍ଟାଡିୟମରେ ପ୍ରଥମ ଥର ପାଇଁ ଆଇପିଏଲ ମ୍ୟାଚ୍ ଖେଳାଯିବ। ଆଇପିଏଲ ଗଭର୍ନିଂ କାଉନ୍ସିଲ ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜକୁ ୭ଟି ଘରୋଇ ମ୍ୟାଚ୍ ମଧ୍ୟରୁ ପ୍ରଥମ ଦୁଇଟି ମ୍ୟାଚ୍ ଗୁଆହାଟିଠାରେ ଆୟୋଜନ କରିବାକୁ ଅନୁମତି ଦେଇଛି। ରାଜସ୍ଥାନ ଏପ୍ରିଲ…
Archives


