ଆଉ କମେଡି କରିବେନି କପିଲ!
ମୁମ୍ବାଇ: କମେଡି କିଙ୍ଗ ଭାବେ ପରିଚିତ କପିଲ ଶର୍ମା ଏବେ କୁଆଡେ ଆଉ କମେଡି କରିବେ ନାହିଁ ବୋଲି ଆଲୋଚନା ହେଉଛି। ନିକଟରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁଥିରୁ ଅନୁମାନ କରାଯାଉଛି କି କପିଲ ହୁଏତ…
ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଯୋଗୁ ଦିଲ୍ଲୀ ହିଂସା: ଏପ୍ରିଲ୍ ୧୩ରେ ଶୁଣାଣି; କେନ୍ଦ୍ରକୁ ରିପୋର୍ଟ ତଲବ
ନୂଆଦିଲ୍ଲୀ,୨୭।୨: ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଯୋଗୁ ଦିଲ୍ଲୀ ହିଂସା ହୋଇଥିବା ନେଇ ହାଇକୋର୍ଟରେ ଏକ ମାମଲା ଦାଖଲ କରାଯାଇଥିଲା। ଏହାର ବିଚାର କରି ଦିଲ୍ଲୀ ହାଇକୋର୍ଟ ଗୁରୁବାର କେନ୍ଦ୍ର ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ୍…
ଓ୍ବାର୍ନର ସନରାଇଜର୍ସ ହାଇଦ୍ରାବାଦ ଦଳର ଅଧିନାୟକ
ମୁମ୍ବାଇ,୨୭ା୨- ଆଇପିଏଲ ଫ୍ରାଞ୍ଚାଇଜ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱରେ ପରିବର୍ତ୍ତନ କରିଛି। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲୟମସନଙ୍କୁ ହଟାଇ ଅଷ୍ଟ୍ରେଲିଆନ ଓପନର ଡେଭିଡ୍ ଓ୍ବାର୍ନରଙ୍କୁ ପୁଣି ଥରେ ଦଳର ଅଧିନାୟକ ଦାୟିତ୍ୱ ଦେଇଛି। ତାଙ୍କ ନେତୃତ୍ୱରେ ଦଳ ୨୦୧୬ ସଂସ୍କରଣରେ ଆଇପିଏଲ…
ମେନ୍ ଭର୍ସେସ୍ ଓ୍ବାଇଲ୍ଡର ଟିଜର ରିଲିଜ୍: ବିୟର ଗ୍ରୀଲ୍ସଙ୍କ ସହ ନଜର ଆସିଲେ ସାଉଥ୍ ସୁପରଷ୍ଟାର
ମୁମ୍ବାଇ: ଗତ କିଛି ଦିନରୁ ମୋଷ୍ଟ ପପୁଲାର ଶୋ’ ‘ମେନ୍ ଭର୍ସେସ୍ ଓ୍ବାଇଲ୍ଡ’ରେ ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଶୁଟିଂ କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ବହୁ ପ୍ରତିକ୍ଷୀତ ଏହି ଏପିସୋଡ୍ର ଏବେ ଟିଜର ରିଲିଜ୍ ହୋଇଛି। ଡିସକଭରି ଚ୍ୟାନେଲ ଶୋ’ର ଏହି…
ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍: ଘଟଣା ସ୍ଥଳରେ ୨ ମୃତ
ରାୟଗଡ଼ା ଅଫିସ,୨୭।୨: ରାୟଗଡ଼ା ଜିଲା ରାୟଗଡ଼ା ବ୍ଳକ କାର୍ଲାକଣା ପଞ୍ଚାୟତ ନୂଆ ଅଙ୍ଗୁର ଗ୍ରାମ ନିକଟରେ ବୁଧବାର ରାତିରେ ଟ୍ରାକ୍ଟରକୁ ଏକ ବାଇକ୍ ଧକ୍କା ଦେଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବୃନ୍ଦାବନ କରକରିଆ ଓ…
୮ ବର୍ଷ ପରେ ବିବାହ ମେସେଜର ଉତ୍ତର ଦେଲେ ଯୁବକ: କହିଲେ ଫୋନ୍ ଅପଡେଟ୍ ହେଉଥିଲା
ଅଷ୍ଟ୍ରେଲିଆର ୩୬ ବର୍ଷୀୟା ମହିଳା ଜେନିଫର ସେଲି ଏବେ ସୋସିଆଲ ମିଡିଆରେ ଏକ ସ୍କ୍ରିନ୍ ସଟ୍ ଶେୟାର କରିଛନ୍ତି। ଯାହା ଭାଇରାଲ ହେବାରେ ଲାଗିଛି। ଏହି ସ୍କ୍ରିନ ସଟ୍ ସହ ମହିଳା ଜଣକ ବେଶ୍ ଖୁସିଥିବା ଦର୍ଶାଇଛନ୍ତି। ଜେନିଫର ତାଙ୍କ ପୂରୁଣା…
ଶୁକ୍ରବାର ଓଡ଼ିଶା ଆସୁଛନ୍ତି ଶାହା: ସନ୍ଧ୍ୟାରେ କର୍ମକର୍ତ୍ତାଙ୍କୁ ଭେଟିବେ
ଭୁବନେଶ୍ୱର,୨୭।୨(ବ୍ୟୁରୋ): ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଅବସରରେ ସେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ନାଗରିକତା ସଂଶୋଧନ ଆଇନ(ସିଏଏ) ସପକ୍ଷରେ ଜନସଚେତନତା ସୃଷ୍ଟି ପାଇଁ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ଶୁକ୍ରବାର…
ପନିର୍ ଡ୍ରାଗନ୍
ସମ୍ପ୍ରତି ସମ୍ବଲପୁର ସହରରେ ନୂଆ ରେସ୍ତୋରାଁ ଖୋଲିବାରେ ଲାଗିଛି। ଯୁବପିଢ଼ିକୁ ଆକୃଷ୍ଟ କଲାଭଳି ଖାଦ୍ୟ ମଧ୍ୟ ପ୍ରସ୍ତୁତ ହେଉଛି। ସହରର ବହୁ ପୁରୁଣା ରେସ୍ତୋରଁ।ଗୁଡିକ ମଧ୍ୟ ଖାଦ୍ୟରୁଚିରେ ପରିବର୍ତ୍ତନ କରୁଛନ୍ତି। ଏହି କ୍ରମରେ ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ମାର୍ଗ ସ୍ଥିତ…
୫ ଦଫା ଦାବିରେ ଆଶା ସାଥୀ ସଂଘର ବିକ୍ଷୋଭ
ରାୟଗଡ଼ା ଅଫିସ ,୨୭।୨: ଭାରତୀୟ ମଜଦୁର ଦ୍ୱାରା ପରିଚାଳିତ ରାଜ୍ୟ ଆଶା ସାଥୀ ସଂଘ ନିର୍ଦ୍ଦେଶକ୍ରମେ ୫ ଦଫା ଦାବି ନେଇ ରାୟଗଡ଼ା ଜିଲା ଶାଖା ଆଶା ସାଥୀ ଏବଂ ଭାରତୀୟ ମଜଦୁର ସଂଘ ନେତୃତ୍ୱରେ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ…
ସୋନିଆ, ପ୍ରିୟଙ୍କାଙ୍କୁ ଭେଟିଲେ ସିଦ୍ଧୁ
ନୂଆଦିଲ୍ଳୀ,୨୭।୨: କଂଗ୍ରେସ ନେତା ତଥା ପଞ୍ଜାବର ବିଧାୟକ ନଭଜୋତ୍ ସିଂହ ସିଦ୍ଧୁ ବୁଧବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଭେଟିଛନ୍ତି। ଦଳର ମୁଖିଆ ତାଙ୍କୁ ଦିଲ୍ଲୀ ଡକାଇଥିବା ବେଳେ ମଙ୍ଗଳବାର ଓ ବୁଧବାର…
ଅଧ୍ୟକ୍ଷଙ୍କ ଆକଟ ଆଶୀର୍ବାଦ ପାଲଟିଗଲା
ଓଡ଼ିଆ ସାହିତ୍ୟରେ ପଦ୍ମଶ୍ରୀ ଡ.ପ୍ରତିଭା ରାୟ ଜଣେ ବଳିଷ୍ଠ ବ୍ୟକ୍ତିତ୍ୱ। ସାହିତ୍ୟରେ ରୁଚି ରଖୁଥିବା ପ୍ରତିଟି ଲୋକ ତାଙ୍କ ବିଷୟରେ ଅବଗତ। ରେଭେନ୍ଶା କଲେଜରେ ପାଠ ପଢ଼ୁଥିବା ସମୟକୁ ନେଇ ଡ.ରାୟଙ୍କ ଅନୁଭୂତି… ଆମ ପରିବାରର ପ୍ରାୟ ସମସ୍ତେ ରେଭେନ୍ଶା କଲେଜରେ…
ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ମୁହଁ ଖୋଲିଲେ ରବିଶଙ୍କର
ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ହାଇକୋର୍ଟର ବିଚାରପତି ଏସ୍. ମୁରଲିଧରଙ୍କ ରାତି ଅଧିଆ ବଦଳିକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏହାକୁ ନେଇ ବିରୋଧୀ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିବା ବେଳେ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଗୋଟିଏ ପରେ ଗୋଟିଏ ଟୁଇଟ୍…
Archives


