Home Left

ଦିଲ୍ଲୀ ହିଂସା: ସ୍କାନରରେ ହ୍ବାଟସ୍‌ ଆପ୍‌ ଗ୍ରୁପ

ନୂଆଦିଲ୍ଲୀ,୨୭।୨: ଉତ୍ତର-ପୂର୍ବ ଦିଲ୍ଲୀରେ ବେଳକୁ ବେଳ ହିଂସା ଉଗ୍ରରୂପ ନେଇଥିବାରୁ ସମସ୍ତଙ୍କ ଚିନ୍ତା ବଢିଯାଇଛି। ବିଶେଷ ଭାବେ ଦିଲ୍ଲୀ ବାହାରର ଲୋକେ ହିଂସା ବଢାଉଥିବା ଅନୁମାନ କରି ଏବେ ଏମାନଙ୍କ ଉପରେ କଡା ନଜର ରଖାଯାଇଛି। ଏହାସହ ହ୍ବାଟସ୍‌ ଆପ୍‌ ଗ୍ରୁପ…

ଡେଜର୍ଟ ଗାର୍ଡେନ

ଆଡେନ: ବଦଳୁଛି ଗାର୍ଡେନିଂର ଟ୍ରେଣ୍ଡ। ରୁଫ୍‌ ଗାର୍ଡେନ, କିଚେନ ଗାର୍ଡେନ ପରେ ଏହି ଧାରାରେ ଯୋଡ଼ି ହୋଇଛି ‘ଡେଜର୍ଟ ଗାର୍ଡେନ’। ଏପରି ବଗିଚା ମରୁଭୂମିରେ ଫସଲ ଉତ୍ପାଦନକୁ ଆହୁରି ସହଜ କରିଦେବ। ‘ଡେଜର୍ଟ ଗାର୍ଡେନ’ ପରିକଳ୍ପନା ପଛରେ ରହିଛି ଶରଣାର୍ଥୀ ଶିବିରରେ…

ସ୍ବାମୀ ରଣବୀର ଶୋରେଙ୍କଠାରୁ ଅଲଗା ହେବେ କୋଙ୍କଣା

ବମ୍ବେ: ଅଲଗା ହେବେ ବଲିଉଡ୍‌ର ଆଉ ଏକ ଯୋଡ଼ି। ସ୍ବାମୀ ରଣବୀର ଶୋରେଙ୍କ ସହ ସମ୍ପର୍କ ତୁଟାଇବାକୁ ନିଷ୍ପତ୍ତି ନେଇଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। ଉଭୟ ଛାଡ଼ପତ୍ର ଲାଗି କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରଣବୀରଙ୍କ ସହ ଏକାଧିକ ଫିଲ୍ମରେ ଏକାଠି…

‘ହିରୋଇନ୍‌ ତ ମୁଁ ଦେଖାଯାଏ, ଅଭିନେତ୍ରୀ ହେବାକୁ ଚାହୁଁଛି…’

ମୁମ୍ବାଇ: ଛୋଟ ପରଦାର ବଡ଼ ହିରୋଇନ୍‌ ଅଙ୍କିତା ଲୋଖଣ୍ଡେଙ୍କୁ କିଏ ବା ନ ଜାଣେ। ଟେଲି ଧାରାବାହିକ ‘ପବିତ୍ର ରିସ୍ତା’ରୁ ସେ ଘରେ ଘରେ ପରିଚିତା। ଦୀର୍ଘବର୍ଷ ଧରି ଟିଭି ଜଗତରେ କାମ କରିବା ପରେ ବଲିଉଡ୍‌ରେ ନିଜର ସ୍ଥାନ ପକ୍କା…

ଦିଲ୍ଲୀ ହିଂସା ନେଇ ଅନୁପମ-ଚେତନ ମୁହାଁମୁହିଁ

ନୂଆଦିଲ୍ଲୀ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସା ଥମିବାର ନା ଧରୁନି। ଏହାକୁ ନେଇ ବଲିଉଡ୍‌ ଅଭିନେତା ଅନୁପମ ଖେର୍‌ ଏବଂ ଲେଖକ ଚେତନ ଭଗତ ମୁହାଁମୁହିଁ ହୋଇଛନ୍ତି। ଚେତନ ଟୁଇଟ୍‌ କରି କହିଥିଲେ ଯେ, ଦୁନିଆ ଚନ୍ଦ୍ରରେ ପହଞ୍ଚିଥିବାବେଳେ…

ମନ୍ଦିର ସଂଲଗ୍ନ ଖନନ ସମୟରେ ମିଳିଲା ୫୦୫ ସ୍ବର୍ଣ୍ଣମୁଦ୍ରା

ତିରୁଚିରାପଲି,୨୭।୨: ତାମିଲନାଡୁର ତିରୁଚିରାପଲି ଜିଲା ଥିରୁଭାନୈକଭଲ ନିକଟରେ ଥିବା ଜମ୍ବୁକେଶ୍ୱର ମନ୍ଦିର ନିକଟରେ ଖନନ ଚାଲିଥିବା ବେଳେ ମାଟିତଳୁ ୫୦୫ଟି ସ୍ବର୍ଣ୍ଣମୁଦ୍ରା ମିଲିଥିବା ଜଣାପଡିଛି। ଏହାର ଓଜନ ରହିଛି ୧.୭୧୬ କିଲୋଗ୍ରାମ। ବୁଧବାର ଶ୍ରମିକମାନେ ଜମ୍ବୁକେଶ୍ୱର ମନ୍ଦିର କାମ ପାଇଁ ଏହା…

ହିନ୍ଦୀ ଥିଓରି ଫୁଲ୍‌ ମାର୍କ ୪୦, ଛାତ୍ର ରଖିଲେ ୮୭

ଉମରକୋଟ,୨୭ା୨ (ଡି.ଏନ.ଏ): ଛାତ୍ରଙ୍କ ଭବିଷ୍ୟତ ସହ ଖେଳ। ବୋର୍ଡ କାର୍ଯ୍ୟାଳୟର ଖାମଖିଆଲ ମୂଲ୍ୟାଙ୍କନ ଯୋଗୁ ପରୀକ୍ଷାରେ ଫୁଲ ମାର୍କଠାରୁ ଅଧିକ ମାର୍କ ରଖିଛନ୍ତି ଜଣେ ଛାତ୍ର। ହିନ୍ଦୀ ଥିଓରୀର ଫୁଲ ମାର୍କ ୪୦ ହୋଇଥିବା ସ୍ଥଳେ ୮୭ ମାର୍କ ଦିଆଯାଇଛି। ନବରଙ୍ଗପୁର…

ସନ୍ଦିଗ୍ଧ କରୋନା ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଗଲା

ସମ୍ବଲପୁର/ହେମଗିର,୨୭ା୨(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଜଣେ ସନ୍ଦିଗ୍ଧ କରୋନା ସଂକ୍ରମଣ ରୋଗୀ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ ଜିଲା ହେମଗିର ଅଞ୍ଚଳର ବୋଲି ଜଣାପଡିଛି। ରୋଗୀଙ୍କୁ ଆଇସୋଲେସନ୍‌ ବ୍ୟବସ୍ଥାରେ ରଖାଯାଇ ସ୍ବତନ୍ତ୍ର ଚିକିତ୍ସା କରାଯାଉଛି। ଏଥିପାଇଁ ଡା. ସୁଦର୍ଶନ ପୋଥାଳଙ୍କ…

ଋଣ ପରିମାଣ ନିୟନ୍ତ୍ରଣାଧୀନ: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଇଥିବା ଋଣ ନିୟନ୍ତ୍ରଣାଧୀନ ସ୍ଥିତିରେ ରହିଛି। ଋଣର ପରିମାଣ ନେଇ କୌଣସି ସଦସ୍ୟଙ୍କୁ ଚିନ୍ତା କରିବା ଉଚିତ ନୁହେଁ ବୋଲି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁଧବାର କହିଛନ୍ତି। ବିଧାନସଭାର ବଜେଟ୍‌ ଅଧିବେଶନର ପ୍ରଥମ ପର୍ଯ୍ୟାୟର…

ଯଜ୍ଞରେ ଆହୁତି ଦେଲେ ମୁସଲମାନ୍‌ ମହିଳା ସରପଞ୍ଚ

ଭୋପାଳ, ୨୭।୨: ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ଥିବାବେଳେ ମଧ୍ୟପ୍ରଦେଶର ଜଣେ ମହିଳା ସରପଞ୍ଚ ମନ୍ଦିରରେ ଆୟୋଜିତ ଏକ ଯଜ୍ଞରେ ଆହୁତି ଦେଇ ସାମ୍ପ୍ରଦାୟିକ ସଦ୍‌ଭାବର ଊଦାହରଣ ସୃଷ୍ଟି କରିଛନ୍ତି। ସ୍ଥାନୀୟ ସରଗାପୁରର ଟିକମଗଡ଼ ଅଞ୍ଚଳର ପାଲି…

ସ୍ବର୍ଣ୍ଣ ତ୍ରିଭୁଜକୁ ହତାଦର

ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ, ମହିମା ଧର୍ମର ପ୍ରମୁଖ ପୀଠ ଯୋରନ୍ଦା ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ସପ୍ତଶଯ୍ୟା। ଢେଙ୍କାନାଳ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ବର୍ଣ୍ଣ ତ୍ରିଭୁଜ ଭାବେ ପରିଚିତ ଏହି ଦର୍ଶନୀୟସ୍ଥାନ ସାରା ବିଶ୍ୱର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାର କ୍ଷମତା ରଖେ।…

‘ଉମରାହ’ ଉପରେ ସାମୟିକ କଟକଣା ଜାରି କଲା ସୌଦି

ରିୟାଧ,୨୭।୨: କରୋନା ସଂକ୍ରମଣ ଯୋଗୁ ସୌଦି ଏଠାକୁ ‘ଉମରାହ’ ପାଇଁ ଆସୁଥିବା ମୁସଲମାନ୍‌ ଶ୍ରଦ୍ଧାଳୁଙ୍କ ଉପରେ ସାମୟିକ କଟକଣା ଜାରି କରିଛି। ସ୍ଥିତିରେ ସୁଧାର ନ ହେବା ପର୍ଯ୍ୟନ୍ତ ବାହାର ଦେଶର ମୁସଲମାନ୍‌ ଶ୍ରଦ୍ଧାଳୁଙ୍କୁ ମକ୍କା, ମଦିନା ସମେତ ଅନ୍ୟ ତୀର୍ଥସ୍ଥଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri