ରଣବୀରଙ୍କ ଫଟୋ ଶେୟାର କରି ଅମିତାଭ କହିଲେ ଏମିତି
ମୁମ୍ବାଇ: ବିଗ୍ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍। ବ୍ୟସ୍ତବହୁଳ ଜୀବନରୁ ସମୟ ବାହାର କରି ନିଜ ପରିବାରର ଫଟୋ ହେଉ କିମ୍ବା ବଲିଉଡ୍ ଇଣ୍ଡଷ୍ଟ୍ରି କଳାକାରଙ୍କ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିବାକୁ ଆଦୌ ଭୁଲନ୍ତି ନାହିଁ।…
୬୧ ବର୍ଷ ବୟସରେ ଯୁବ ମଡେଲଙ୍କୁ ପଛରେ ପକାଇଛନ୍ତି ଏହି ଭାରତୀୟ
ମଡେଲିଂ କରିବାର ଏକ ବୟସ ଥାଏ ବୋଲି କୁହାଯାଏ ବିଶେଷ କରି ଯୁବକ ଯୁବତୀମାନେ ଏହି କ୍ଷେତ୍ରରେ ଆଗକୁ ଆସୁଥିବା ବେଳେ ଏମିତି ମଡେଲଙ୍କୁ ପ୍ରାୟ ସମସ୍ତେ ପସନ୍ଦ କରିଥାଆନ୍ତି। ହେଲେ ଦିନେଶ ମୋହନ ଏହାର ଏକ ବ୍ୟତିକ୍ରମ। ଏହି ସିନିୟର…
କରୋନା ମହାମାରୀ ଯୋଗୁ ହୋଇପାରେ ପୁଣି ମାନ୍ଦାବସ୍ଥା: ମୁଡିଜ୍
ଓ୍ବାଶିଂଟନ,୨୭।୨: ଚାଇନାରେ ଦେଖାଦେଇଥିବା କରୋନା ମହାମାରୀ ଧିରେଧିରେ ପୃଥିବୀର ଅନ୍ୟ ଦେଶକୁ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ପୁଣି ଥରେ ପୃଥିବୀରେ ମାନ୍ଦାବସ୍ଥା ଦେଖାଯିବାର ଆଶଙ୍କା ରହିଥିବା ମୁଡିଜ୍ ଆନାଲିଟକ୍ସ୍ ପକ୍ଷରୁ କୁହାଯାଇଛି। କରୋନା ଆତଙ୍କ ଯୋଗୁ ଚାଇନାର…
ପୂର୍ବତନ ବିଧାୟକ ବିଜୟ ନାୟକଙ୍କ ପରଲୋକ
ଏରସମା, ୨୭ା୨ (ସ୍ବ.ପ୍ର.): ଏରସମା ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ବିଜୟ ନାୟକ (୭୧)ଙ୍କ ବୁଧବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଏରସମା ବ୍ଲକ ଢିଙ୍କିଆ ପଞ୍ଚାୟତସ୍ଥିତ ଗୋବିନ୍ଦପୁର…
ପ୍ରଶାନ୍ତ କିଶୋରଙ୍କ ନାଁରେ ଅଭିଯୋଗ
ପାଟନା,୨୭।୨: ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋରଙ୍କ ନାଁରେ ଆସିଛି ଅଭିଯୋଗ। ବିହାରର ପାଟନାରେ ତାଙ୍କ ନାଁରେ ଏଫ୍ଆଇଆର୍ ଦାଖଲ କରାଯାଇଛି। ‘ବାତ ବିହାର କି’ କାର୍ଯ୍ୟକ୍ରମକୁ ନେଇ ଏହି ଅଭିଯୋଗ ହୋଇଛି। ଏଥିରେ ସେ କଣ୍ଟେଣ୍ଟ ଚୋରି କରିଥିବା ଅଭିଯୋଗ…
‘ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ନିଷ୍ପତ୍ତି ଠିକ୍ ନୁହେଁ’: ଶ୍ରୀକାନ୍ତ
ଭୁବନେଶ୍ୱର,୨୭ା୨(ବ୍ୟୁରୋ): କଳିଙ୍ଗ ନଗରସ୍ଥିତ ସରକାରୀ ଉଦ୍ୟୋଗ, ‘ନୀଳାଚଳ ଇସ୍ପାତ କାରଖାନା’କୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ବିରୋଧରେ କାରଖାନାର ୪ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଶାନ୍ତିପୂର୍ଣ୍ଣ ଭାବେ ୪୫ଦିନ…
ପ୍ରିୟଙ୍କା ମୋ ଠାରୁ ୧୦ ବର୍ଷ ବଡ଼ କହିଲେ ନିକ୍
ଓ୍ବାଶିଂଟନ: ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ଆମେରିକା ଗାୟକ ନିକ୍ ଜୋନସ୍ଙ୍କ ବିବାହ ନେଇ ବହୁ ଚର୍ଚ୍ଚା ହୋଇଥିବା। ଏବେ ମଧ୍ୟ ବହୁ ସମୟରେ ସେମାନଙ୍କୁ ନେଇ ସୋସିଆଲ ମିଡ଼ିଆରେ ଆଲୋଚନା ଜାରି ରହିଥିବାର ଦେଖିବାକୁ ମିଳିଥାଏ। ପ୍ରିୟଙ୍କା ନିକ୍ଙ୍କଠାରୁ…
କାର୍ଯ୍ୟକାରିଣୀରେ ନାହାନ୍ତି ଏକାଧିକ ବରିଷ୍ଠ ନେତା
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଗାତର ୮ମ ଥର ପାଇଁ ବିଜେଡି ସଭାପତି ଦାୟିତ୍ୱ ନେଇଛନ୍ତି। ଦଳର ମୁଖ୍ୟ ଭାବେ ବୁଧବାରଠାରୁ ତାଙ୍କପ ଅଷ୍ଟମ ଇଂନିସ ଆରମ୍ଭ ହୋଇଛି। ସଭାପତିଭାବେ ତାଙ୍କ ନାମ ଆନୁଷ୍ଠାନିକ ଘୋଷଣା ହେବା ସହ ୮୦ ଜଣିଆ…
ଓଡ଼ିଆ ପ୍ରତି କେନ୍ଦ୍ର ସାହିତ୍ୟ ଏକାଡେମିର ବୈମାତୃକ ମନୋଭାବ
ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଜାତୀୟ ସାହିତ୍ୟ ଉତ୍ସବ ଆୟୋଜିତ ହୋଇଛି। ନୂଆଦିଲ୍ଲୀଠାରେ ଗତ ୨୪ ତାରିଖରୁ ଆରମ୍ଭ ହୋଇଥିବା ଏହି ଉତ୍ସବ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ‘ଫେଷ୍ଟିଭାଲ…
ମହାପ୍ରଭୁଙ୍କୁ ଦର୍ଶନ କଲେ ମମତା
ପୁରୀ ଅଫିସ,୨୭ା୨ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ନ ୪ଟା ୧୦ରେ ମମତା ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ଜିଲାପାଳ ବଲୱନ୍ତ ସିଂ ତାଙ୍କୁ ସ୍ବାଗତ କରିଥିଲେ। ପରେ ସିଂହଦ୍ୱାର ଚକଡ଼ାରେ…
ଡିଏମ୍କେ ବିଧାୟକ କେପିପି ସାମୀଙ୍କ ପରଲୋକ
ଚେନ୍ନାଇ,୨୭।୨: ତାମିଲନାଡୁର ପୂର୍ବତନ ମନ୍ତ୍ରୀ ତଥା ଡିଏମ୍କେ ବିଧାୟକ କେପିପି ସାମୀଙ୍କର ଗୁରୁବାର ସକାଳେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା। ୨୦୦୬-୧୧ ପର୍ଯ୍ୟନ୍ତ ଡିଏମ୍କେ ସରକାରରେ ସେ ମନ୍ତ୍ରୀଥିଲେ।…
ଆଇନ୍ଜୀବୀ ଦୀପାଳି ଆତ୍ମହତ୍ୟା ଘଟଣା: ଝାରପଡ଼ା ଜେଲରେ ବିକ୍ରମଙ୍କୁ ୨ ଘଣ୍ଟା ଜେରା
ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଆଇନଜୀବୀ ଦୀପାଳି ଜେନା ଆତ୍ମହତ୍ୟା ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲ୍ରେ ଅଛନ୍ତି ଅଭିଯୁକ୍ତ ପୁରୁଷବନ୍ଧୁ ବିକ୍ରମ ଜେନା। ବୁଧବାର କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍ ତାଙ୍କୁ ଜେଲ୍ ଭିତରେ ୨ ଘଣ୍ଟା ଧରି ମାରାଥନ ଜେରା…
Archives


