Home Left

ନୂଆ ଆବେଦନକାରୀଙ୍କୁ ମିଳୁନାହିଁ ରାଶନ କାର୍ଡ, ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନରୁ ବହୁ ଯୋଗ୍ୟ ହିତାଧିକାରୀ କାର୍ଡ ପାଇବାରୁ ବଞ୍ଚିତ ହୋଇଛନ୍ତି। କମ୍ପ୍ୟୁଟର ଖୋଲୁ ନ ଥିବାରୁ ଜଣେ ବି ଯୋଗ୍ୟ ହିତାଧିକାରୀଙ୍କୁ କାର୍ଡ ଯୋଗାଇ ଦିଆଯାଇପାରୁନାହିଁ। ଗାଁ ଗଣ୍ଡାକୁ ଗଲେ ଲୋକମାନେ ଆମ ନିକଟକୁ ଆସି…

ଟ୍ରମ୍ପଙ୍କ ସହ ଡିନର୍‌ କଲେ ଏହି ସେଲିବ୍ରିଟି, ଭାଇରାଲ ହେଉଛି ଫଟୋ

ବମ୍ବେ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଭବନରେ ମଙ୍ଗଳବାର ଡିନର୍‌(ରାତ୍ରଭୋଜନ)ର ଆୟୋଜନ କରାଯାଇଥିଲା। ଏଥିରେ ସାମିଲ ହୋଇଥିଲେ କିଛି ସେଲିବ୍ରିଟି। ସେମାନଙ୍କ ମଧ୍ୟରେ ରହିଥିଲେ ଖ୍ୟାତନାମା ଗାୟକ ଏଆର୍‌ ରେହମାନ ଏବଂ ଶେଫ୍‌ ବିକାଶ ଖନ୍ନା। ଉଭୟ ଏହି…

ବିନା ମେକ୍‌ଅପ୍‌ରେ ନୁସରତ୍‌, ଫଟୋ ଭାଇରାଲ

ମୁମ୍ବାଇ: ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗଳା ଫିଲ୍ମର ଜଣାଶୁଣା ଅଭିନେତ୍ରୀ ନୁସରତ୍‌ ଜହାଁ ସୋସିଆଲ ମିଡିଆରେ ନିଜର ଫଟୋକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବିବାହ ଫଟୋଠାରୁ ଆରମ୍ଭ କରି କୌଣସି ପାର୍ଟି ହେଉ କିମ୍ବା କୌଣସି ଫିଲ୍ମ ଶୁଟିଂ…

କେବେ ଶାହରୁଖ ପଛରେ ଛିଡ଼ା ହୋଇଥିବା ଆସିମ ଏବେ ଷ୍ଟାର, ଭାଇରାଲ ହେଉଛି ପୂର୍ବର ଭିଡିଓ

ବମ୍ବେ: ‘ବିଗ୍‌ ବସ୍‌’ରୁ ରାତାରାତି ଷ୍ଟାର ପାଲଟିଯାଇଛନ୍ତି ଜମ୍ମୁ-କଶ୍ମୀରର ମଡେଲ୍‌ ଆସିମ ରିଆଜ। ଆଜି ବିଶ୍ୱର କୋଣ ଅନୁକୋଣରେ ତାଙ୍କ ଫ୍ୟାନ୍‌। ତାଙ୍କର ଟିକିଏ ଝଲକ ପାଇବା ପାଇଁ ଲୋକେ ପାଗଳ ପ୍ରାୟ ହୋଇଯାଉଛନ୍ତି। କେହି କେହି ତାଙ୍କୁ ‘ଜିରୋରୁ ହିରୋ’…

ପ୍ରଭାବିତ ହେଉଛି ଓଡ଼ିଶାର ଅଣ୍ଡା ଶିଳ୍ପ: ଆନ୍ଦୋଳନକୁ ଓହ୍ଲାଇବ ଏଓଏଲ୍‌ଏଫ୍‌ଏ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶାର ଅଣ୍ଡା ବ୍ୟବସାୟ ଅତ୍ୟନ୍ତ ଦୁର୍ଦ୍ଦିନ ସ୍ଥିତିରେ ପହଞ୍ଚି ସାରିଥିବା ସୂଚନା ଦେଇଛି ଅଲ୍‌ ଓଡ଼ିଶା ଲେୟାର ଫାର୍ମରସ୍‌ ଆସୋସିଏଶନ। ବ୍ୟବସାୟରେ ହେଉଥିବା କ୍ଷତିକୁ ଭରଣା କରି ନ ପାରି ପ୍ରାୟ ୧୨ରୁ ଅଧିକ ଅଣ୍ଡା ଉତ୍ପାଦନକାରୀ ଫାର୍ମ ବନ୍ଦ…

ଯୁବ ବିକାଶ ପରିଷଦ ପକ୍ଷରୁ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୨୬।୨: ରାୟଗଡ଼ା ଯୁବ ବିକାଶ ପରିଷଦ ପକ୍ଷରୁ ବୁଧବାର ରାୟଗଡ଼ା ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଘେରାଉ କରାଯାଇଛି । ରାୟଗଡ଼ାବାସୀଙ୍କ ସୁରକ୍ଷା ନିମନ୍ତେ ଦୀର୍ଘ ବର୍ଷ ଧରି ସରକାରଙ୍କ ପକ୍ଷରୁ ସାଇ ଇଣ୍ଟର ନ୍ୟାଶନାଲ ଛକରୁ ବାରିଝୋଲା, ସିରିକଣା ପିତାମହଲ…

ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଲଗାତାର ଅଷ୍ଟମ ଥର ପାଇଁ ବିଜୁ ଜନତା ଦଳ(ବିଜେଡି) ସଭାପତିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏଥିସହ ୮୦ ଜଣ ସଦସ୍ୟଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମଧ୍ୟ ନିର୍ବାଚିତ କରାଯାଇଛି ।…

ରାସ୍ତାରେ ଫାଟିଲା ସାଇକେଲ୍‌ ଚକା: ବିଳମ୍ବରେ ପହଞ୍ଚିବାରୁ ମାଟ୍ରିକ୍‌ ପରୀକ୍ଷା ଦେଇପାରିଲେନି ଛାତ୍ର

ଅମରପାଲି,୨୬।୨(ଡି.ଏନ୍‌.ଏ.): ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାରେ ସାମାନ୍ୟ ବିଳମ୍ବ ହେବାରୁ ଜଣେ ଛାତ୍ର ମାଟ୍ରିକ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ କେନ୍ଦ୍ରରେ। ସେ ହେଲେ ଅମରପାଲି ହାଇସ୍କୁଲର ଛାତ୍ର…

ସମ୍ପର୍କରେ ବିଚ୍ଛେଦଠୁ ଦୂରେଇ ରହିବା ଲାଗି ଜାଣନ୍ତୁ କିଛି ଟିପ୍ସ

ସମ୍ପର୍କ ମଧ୍ୟରେ ସାଧାରଣ ମନୋମାଳିନ୍ୟ ଏକ ସାଧାରଣ ଘଟଣା। ମାତ୍ର ଅନେକ ସମୟରେ ଛୋଟ କଥା ବଢ଼ି ସମ୍ପର୍କ ବିଚ୍ଛେଦ ପର୍ଯ୍ୟନ୍ତ ପହଞ୍ଚିଥାଏ। ଆଧୁନିକ ଜୀବନଶୈଳୀ, କାର୍ଯ୍ୟବ୍ୟସ୍ତତା ଓ ଚିନ୍ତା ଏହାର କେତେଗୁଡ଼ିଏ କାରଣ। ଫଳରେ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି…

ଗଣିତରେ କପି କରି ଧରାପଡ଼ିଲେ ୬ ପରୀକ୍ଷାର୍ଥୀ

ହାଟଡିହୀ,୨୬।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଚଳିତବର୍ଷ ୧୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଚାଲୁରହିଛି। ବୁଧବାର ଗଣିତ ପରୀକ୍ଷାରେ କପି କରି କେନ୍ଦୁଝର ଓ ବାଲେଶ୍ୱର ସ୍କ୍ବାଡ ହାତରେ ୬ଜଣ ଧରାପଡ଼ିଛନ୍ତି। ନନ୍ଦୀପଦା ମୁକୁନ୍ଦ ଚରଣ ବିଦ୍ୟାପୀଠରେ ୨ ଜଣ,ସୋସୋ କାନପୁର…

ପୂର୍ବତନ ବିଧାୟକ ଅନାମଙ୍କୁ ଜାମିନ

କଟକ ଅଫିସ, ୨୬।୨: ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ବୁଧବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଦନ୍ତରେ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଅନାମଙ୍କୁ ଗିରଫ କରିଥିଲା।

ଛାଡିଲା ବର୍ଷା, ଆସୁଛି କୁହୁଡ଼ି: ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ଦୁଇ ଦିନ ହେବ ଲାଗିରହିଥିବା ବର୍ଷା ଏବେ ଛାଡ଼ିଯାଇଛି। ଆଗକୁ କୁହୁଡ଼ି ଆସୁଛି। ଏ ନେଇ ବିଭିନ୍ନ ଜିଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଗୁରୁବାରଠାରୁ ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri