Home Left

ରତନ ଟାଟା ମୁମ୍ବାଇ ବିଶ୍ୱବିଦ୍ୟାଳୟ ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ

ମୁମ୍ବାଇ,୨୬।୨: ଶିଳ୍ପପତି ରତନ ଟାଟାଙ୍କୁ ମୁମ୍ବାଇ ବିଶ୍ୱବିଦ୍ୟାଳୟର ପରାମର୍ଶଦାତା ପରିଷଦ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ରତନଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ସେହିପରି ବୈଜ୍ଞାନିକ ଅନୀଲ କାକୋଡ଼କରଙ୍କୁ ପରିଷଦର ସଦସ୍ୟ ଭାବେ ମନୋନୀତ କରାଯାଇଛି।…

ଭାଜପା ସରକାରକୁ ଟାର୍ଗେଟ କଲା ଶିବସେନା: ଅହମଦାବାଦରେ ନମସ୍ତେ, ଦିଲ୍ଲୀରେ ହିଂସା

ମୁମ୍ବାଇ,୨୬।୨: ଦିଲ୍ଲୀରେ ଜାରି ରହିଥିବା ହିଂସା ନେଇ ଶିବସେନା ଭାଜପା ସରକାରକୁ ଟାର୍ଗେଟ କରାଯାଇଛି। ଅହମଦାବାଦରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକରି ଭାଜପା ସରକାର ବାହାବା ନେବାକୁ ଚେଷ୍ଟା କରୁଥିବାବେଳେ ଦିଲ୍ଲୀରେ ହିଂସା ଥମିବାର ନା ଧରୁନି। ଏନେଇ ଭାଜପା ମୁଖପତ୍ର ସାମନାରେ…

ପତ୍ନୀ, ପୁଅ ସହ ଜେଲ୍‌ ଗଲେ ଆଜମ

ରାମପୁର,୨୬।୨: ସମାଜବାଦୀ ପାର୍ଟି (ଏସ୍‌ପି)ର ଏମ୍‌ପି ଆଜମ ଖାଁ ତାଙ୍କ ପତ୍ନୀ ତଞ୍ଜୀନ ଫାତିମ ଓ ପୁଅ ଅବଦୁଲ୍ଲାହ ଆଜମ ଖାଁଙ୍କୁ ଜେଲ୍‌। ବୁଧବାର ରାମପୁରର ଏଡିଜେ-୬ କୋର୍ଟ ମାର୍ଚ୍ଚ ୨ ପର୍ଯ୍ୟନ୍ତ ସେମାନଙ୍କୁ ନ୍ୟାୟିକ ହାଜତକୁ ପଠାଇବା ପାଇଁ ନିର୍ଦ୍ଦେଶ…

ମଧ୍ୟପ୍ରଦେଶ ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ-ଭାଜପାକୁ ଗୋଟିଏ-ଗୋଟିଏ ଆସନ ମିଳିବା ସମ୍ଭାବନା

ଭୋପାଳ,୨୬।୨: ମଧ୍ୟପ୍ରଦେଶରେ ରାଜ୍ୟ ସଭା ପାଇଁ ୩ଟି ଆସନରେ ନିର୍ବାଚନ ହେବ। ନିର୍ବାଚନରେ କଂଗ୍ରେସ ଏବଂ ଭାଜପାକୁ ଗୋଟିଏ ଗୋଟିଏ ଆସନ ମିଳିବା ପ୍ରାୟ ନିଶ୍ଚିତ ହୋଇଥିବାବେଳେ ତୃତୀୟ ଆସନ ପାଇଁ ଛକାପଞ୍ଝା ଜାରି ରହିଛି। ତୃତୀୟ ଆସନ ଲାଗି କ୍ରସ୍‌…

ଛତିଶଗଡ଼ରେ ଏନ୍‌କାଉଣ୍ଟର: ପୋଲିସ-ମାଓବାଦୀ ମୁହାଁମୁହିଁ

କାଙ୍କେର,୨୬।୨: ଛତିଶଗଡ଼ କାଙ୍କେରର କୋୟଲିବେଡା ଅଞ୍ଚଳରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ବୁଧବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିମୟ ହୋଇଥିଲା। ଏଥିରେ କେହି ମୃତାହତ ହୋଇ ଥିବା ସୂଚନା ମିଳିନାହିଁ। ତେବେ ପୋଲିସ ଏନ୍‌କାଉଣ୍ଟର ଭୟରେ ମାଓବାଦୀ ଉକ୍ତ…

ଶାନ୍ତି-ଶୃଙ୍ଖଳା ପାଇଁ ଅପିଲ୍‌ କଲେ ମୋଦି

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କୁ ବିରୋଧ କରି ହିଂସା ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏପରିସ୍ଥଳେ ଶାନ୍ତି-ଶୃଙ୍ଖଳା ବଜାୟ ରଖିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଜନସାଧାରଣଙ୍କୁ ଅପିଲ୍‌ କରିଛନ୍ତି।…

ପରଲୋକରେ ପୂର୍ବତନ ବିଧାୟକ ବିଜୟ ନାୟକ

ଜଗତସିଂହପୁର ଅଫିସ,୨୬।୨: ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କର ବୁଧବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ବିଜୟଙ୍କୁ ଭୁବନେଶ୍ୱରର ଏକ ଘରୋଇ…

ନଦୀକୁ ଖସିଲା ବରଯାତ୍ରୀ ବସ୍‌

ବୁନ୍ଦି,୨୬।୨: ରାଜସ୍ଥାନର ବୁନ୍ଦି ଜିଲାରେ ବୁଧବାର ସକାଳେ ଏକ ଅଘଟଣ ଘଟିଛି। ପାପଡ଼ି ଗାଁ ନିକଟରେ ଏକ ବରଯାତ୍ରୀ ବସ୍‌ ମେଜ୍‌ ନଦୀରେ ଖସିପଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୨୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର…

ଦିଲ୍ଲୀର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ: ଶାହା ଦିଅନ୍ତୁ ଇସ୍ତଫା କହିଲେ ସୋନିଆ

ନୂଆଦିଲ୍ଲୀ,୨୬।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସାକାଣ୍ଡ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ନିଜର ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆୟୋଜିତ…

ଭବାନୀପାଟଣା ଅର୍ବାନ ୟୁପି ଏଚ୍‌ସିକୁ ଏମ୍‌କ୍ୱାସ୍‌ ଟିମ୍‌ର ପରିଦର୍ଶନ

ଭବାନୀପାଟଣା,୨୬।୨(ଡି.ଏନ୍‌.ଏ.): ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ପରିଚାଳିତ ଭବାନୀପାଟଣାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ଅର୍ବାନ ୟୁପି ଏଚ୍‌ସି)କୁ ଏମ୍‌କ୍ୱାସର ଦୁଇ ଜଣିଆ ସମୀକ୍ଷା ଟିମ୍‌ ପହଞ୍ଚତ୍ ଛନ୍ତି। ୟୁପି ଏଚ୍‌ସିକୁ ଜାତୀୟସ୍ତରର ଏମ୍‌କ୍ୱାସ ପୁରସ୍କାର ଲାଗି ଏହି ସମୀକ୍ଷା କରାଯାଇଛି। ଡା.…

କଳାହାଣ୍ଡିର ୨ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀ ରାଜସ୍ଥାନରେ ଗିରଫ

ଭବାନୀପାଟଣା,୨୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୨ ଜଣ ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀ ରାଜସ୍ଥାନର ଜୟପୁରରୁ ଗିରଫ ହୋଇଛନ୍ତି। ସେମାନେ ହେଲେ ଭବାନୀପାଟଣା ସହରର ଅଭିଷେକ ଦାଶ ଓ ସମ୍ବିତ ପାଣିଗ୍ରାହୀ। ସେମାନଙ୍କଠାରୁ ୮କେଜି ୧୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ଉଭୟ ଓଡ଼ିଶାରୁ…

ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ, ଘଣ୍ଟା ପ୍ରତି ବେଗ…

ଓ୍ବାଶିଂଟନ୍‌: ଏମିତି ଏକ ବିମାନ ରହିଛି, ଯାହାକୁ ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ କୁହାଯାଇଥାଏ। ଏହା ଆଉ କାହାର ନୁହେଁ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିମାନ। ଏହି ବିମାନ ସମ୍ପର୍କରେ ଆଉ କିଛି ରୋଚକ ତଥ୍ୟ ରହିଛି୍‌, ଯାହା ଜାଣିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri