Home Left

୩୪ ବର୍ଷରେ ପାଦଦେଲେ ସୃତି ଝା: କୁମ୍‌କୁମ୍‌ ଭାଗ୍ୟରୁ ଏବେ ପାଲଟିଛନ୍ତି କୋଟିପତି

ମୁମ୍ବାଇ: ଛୋଟ ପରଦାରେ ନିଜର ଅଭିନୟ ପାଇଁ ବେଶ୍‌ ଚର୍ଚ୍ଚାରେ ଥିବା ସୃତି ଝା ବୁଧବାର ୩୪ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୬ ଫେବୃୟାରୀ ୨୬ରେ ବେଗୁସରାଇଠାରେ ଜନ୍ମଗ୍ରହଣ କରିଥିଲେ। ୨୦୦୭ରେ ଧୁମ୍‌ ମଚାଓ ଧୁମ୍‌ରେ ସେ ନିଜ କ୍ୟାରିଅର…

ରୋଗୀ ଚିକିତ୍ସାରେ ଅବହେଳା: ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା

ରସୁଲପୁର,୨୬।୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରମୁଖ ଡାକ୍ତରଖାନା ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ରୋଗୀ ଚିକିତ୍ସାରେ ଅବହେଳା ଯୋଗୁ ରୋଗୀ ଅଭିଭାବକ ଓ ଡାକ୍ତର ମୁହାଁମୁହିଁ ହୋଇଛନ୍ତି। ଏହାକୁ ନେଇ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏ ସଂପର୍କରେ ଡାକ୍ତରଙ୍କ ପକ୍ଷରୁ ଥାନାରେ…

ନିୟମ ମାନୁନାହାନ୍ତି ପେଟ୍ରୋଲ ପମ୍ପ୍‌ କର୍ତ୍ତୃପକ୍ଷ: ଗ୍ରାହକଙ୍କ ପାଇଁ ନାହିଁ ଆନୁଷଙ୍ଗିକ ସୁବିଧା

ନୟାଗଡ ଅଫିସ,୨୬ା୨: ନୟାଗଡ଼ ଜିଲାରେ ପେଟ୍ରୋଲ ପମ୍ପ କର୍ତ୍ତୃପକ୍ଷ ସରକାରୀ ନିୟମ ପାଳନ କରୁନାହାନ୍ତି। ଗ୍ରାହକଙ୍କୁ ଆନୁଷଙ୍ଗିକ ସୁବିଧା ନ ଯୋଗାଇ କେବଳ ପେଟ୍ରୋଲ ଓ ଡିଜେଲ ପକାଇ ଟଙ୍କା ରୋଜଗାର କରିବାରେ ଲାଗିପଡିଛନ୍ତି। ଗ୍ରାହକ ସୁବିଧା ପାଇଲା କି ନାହିଁ…

ଅଦିନିଆ ବର୍ଷା, ମଣ୍ଡିରେ ଭିଜୁଛି ଶହଶହ ଧାନବସ୍ତା

ଖଣ୍ଡପଡା,୨୬।୨(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ ଶିଖରପୁର ପଞ୍ଚାୟତସ୍ଥିତ ସେବା ସମବାୟ ସମିତିରେ ସରକାରଙ୍କ ପକ୍ଷରୁ ଚଳିତ ବର୍ଷ ଧାନମଣ୍ଡି ଖୋଲାଯାଇଛି । ତେବେ ଧାନ ବିକ୍ରି କରିବା ପାଇଁ ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀମାନେ ବାହାରେ ଧାନ ଗଦା ମାରି ରଖିବେଳେ ଅଦିନିଆ…

ବୃଦ୍ଧ ଦମ୍ପତିଙ୍କୁ ଆକ୍ରମଣ: ଟଙ୍କା, ସୁନା ଲୁଟ୍‌

ଚଣ୍ଡିଖୋଲ,୨୬।୨(ଡି.ଏନ.ଏ): ବଡ଼ଚଣା ଥାନା ଅନ୍ତର୍ଗତ ବଡ଼ଘୁମୁରି ପଞ୍ଚାୟତ ଅଧିନ ପାଇକରାପୁର ଗ୍ରାମର ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏକ ବୃଦ୍ଧ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା ଓ ସୁନା ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ହୋଇଥିବା ଦମ୍ପତିଙ୍କୁ…

ଅବକାରୀ ଚଢ଼ାଉ, ଦୁଇ ଗିରଫ

ବାଲିକୁଦା,୨୬।୨(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୨୩ ଲିଟର ଦେଶୀ ଓ ବିଦେଶୀ ମଦ ଜବତ କରାଯାଇଛି। ଏଥିସହିତ ଦୁଇ ଚୋରା ମଦ ବ୍ୟବସାୟୀଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏନେଇ ଦୁଇଟି ମାମଲା…

୨୭ରେ ପୂରଣ ମଣ୍ଡି ଘେରିବ ଭାଜପା

ବାଲିଆ, ୨୬।୨: ବିରିଡି ବ୍ଲକର ବିଭିନ୍ନ ସମବାୟ ସମିତିରେ ଚାଷୀଙ୍କଠାରୁ ଉଚିତ ମୂଲ୍ୟରେ ଧାନ କିଣିବା ପାଇଁ ମଣ୍ଡି ଖୋଲାଯାଇଥିବା ବେଳେ ଧାନ ବିକ୍ରି ପାଇଁ ଚାଷୀମାନେ ନାନା ସମସ୍ୟା ଭୋଗୁଛନ୍ତି। ଏହାର ପ୍ରତିବାଦରେ ପୂରଣ ମଣ୍ଡଳ ଭାଜପା ପକ୍ଷରୁ ୨୭…

ପାଣିରେ ପଡ଼ିଲା ନାବାର୍ଡର ୪.୨୪ କୋଟି

ଯାଜପୁର ଅଫିସ,୨୬ା୨: ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ପାଣ୍ଠି (ଆର୍‌ଆଇଡିଏଫ୍‌) ବୈଠକରେ ଯାଜପୁର ଜିଲା ଗ୍ରାମ୍ୟ ନିର୍ମାଣ (ଆର୍‌ଡବ୍ଲ୍ୟୁ) ଡିଭିଜନର ବିଭିନ୍ନ ପ୍ରକଳ୍ପର ଅଗ୍ରଗତିକୁ ନେଇ ନାବାର୍ଡ କର୍ତ୍ତୃପକ୍ଷ ଅସନ୍ତୋଷ ପ୍ରକାଶ କରିଛନ୍ତି। ଜିଲାର ୬ଟି ପ୍ରକଳ୍ପ ଅଧାପନ୍ତରିଆ ଅବସ୍ଥାରେ ଥିବାରୁ ଏଥିରେ…

୩୮୦ ବର୍ଷ ଧରି ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼

ରିଓ ଡି ଜେନେରିଓ,୨୬।୨: ଭାରତରେ ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା କରାଯାଇଥାଏ। ତେବେ ବିଦେଶରେ ମଧ୍ୟ ଗଣପତିଙ୍କ ବହୁ ମନ୍ଦିର ରହିଛି। ବ୍ରାଜିଲ୍‌ର ରିଓ ଡି ଜେନେରିଓରେ ପ୍ରତିବର୍ଷ ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼ ଦେଖିବାକୁ ମିଳିଛି। ଏହି ଉତ୍ସବ…

ଆବାସ ହିତାଧିକାରୀଙ୍କ ଘର ଆଗରେ ପ୍ରଶାସନର ଧାରଣା

କୁଜଙ୍ଗ,୨୬ା୨(ଡି.ଏନ.ଏ.): ସରକାରୀ ଯୋଜନା ବାଟବଣା ହେଲେ କିମ୍ବା ସରକାରୀ ସହାୟତା ଠିକ୍‌ରେ ନ ମିଳିଲେ ଜନସାଧାରଣ ଏହାର ପ୍ରତିବାଦ କରିଥାନ୍ତି। ରାସ୍ତାରୋକୋ, ଗଣଧାରଣା ମାଧ୍ୟମରେ ଏସବୁର ପ୍ରତିବାଦ କରାଯାଏ। ତେବେ କୁଜଙ୍ଗ ବ୍ଲକ ଅଞ୍ଚଳରେ ଘଟିଛି ଏକ ଭିନ୍ନ ଘଟଣା। ଜଣେ…

ବିଦ୍ୟୁତ୍‌ କର୍ମଚାରୀଙ୍କୁ ମାଡ଼

ଡୁବୁରୀ, ୨୬।୨ (ଡି.ଏନ୍‌.ଏ.): କଳିଙ୍ଗନଗର ଥାନା ଅଧୀନ ଡୋଲାପଥର ଗ୍ରାମରୁ ବକେୟା ବିଲ ଆଦାୟ କରିବାକୁ ଯାଇଥିବା କେତେଜଣ କର୍ମଚାରୀଙ୍କୁ ଗ୍ରାମର ପ୍ରତାପ କୁମାର ଓଝା ଗାଳିଗୁଲଜ କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ପ୍ରତାପଙ୍କର ୯…

ପ୍ରଭାବଶାଳୀଙ୍କ ଜବରଦଖଲରେ ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ, ୨୬ା୨: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri