Home Left

ଗ୍ରାମ ଶ୍ମଶାନରେ ଜଳିଲା ୩ ଶ୍ରମିକଙ୍କ ଜୁଇ

ରସୁଲପୁର,୨୬।୨(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ ଜମଧର ଗ୍ରାମ ମଙ୍ଗଳବାର ଲୋକାରଣ୍ୟ ହୋଇଉଠିଥିଲା। ଗତ ଶନିବାର ଗୁଜରାଟ ଅହମ୍ମଦାବାଦସ୍ଥିତ ଓଧାବ୍‌ ଜିଆଇଡିସି ଅଞ୍ଚଳର ଏକ କପଡ଼ା ଲେବଲ କାରଖାନାରେ ଘଟିଥିବା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୩ ଶ୍ରମିକଙ୍କ ମୃତଦେହ ସେମାନଙ୍କ ଜନ୍ମମାଟିରେ…

ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ରାଧାମୋହନ କଲୋନୀର ଅଭିମନ୍ୟୁ ନାୟକଙ୍କୁ ପଥରରେ ଛେଚି ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ଧନେଶ୍ୱର ମଲିକ ମାମଲାର ବିଚାର କରି ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଆଜୀବନ କାରାଦଣ୍ଡ…

ରାସ୍ତାରେ ପାର୍କିଂ କଲେ ଗାଡ଼ି ଟେକିନେବ ପୋଲିସ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଯେତେ ନିୟମ ହେଉଛି, ଗାଡ଼ି ଚାଳକ ସେତେ ଅମାନିଆ ହେଉଛନ୍ତି। ଫଳରେ ସ୍ମାର୍ଟସିଟି ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ତେଣୁ ନିୟମ ଉଲ୍ଲଂଘନ କରି ମନଇଚ୍ଛା ପାର୍କିଂ କରୁଥିବା ଗାଡ଼ି ଚାଳକଙ୍କ ଉପରେ କଡ଼ା…

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣକଲେ ତରୁଣକାନ୍ତି, କାଳିଚରଣ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ମଙ୍ଗଳବାର ୨୦୧୯ ମସିହା ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ମଣ୍ଡି ହାଉସ୍‌ସ୍ଥିତ କମାନୀ ଅଡିଟୋରିୟମ୍‌ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ କବି ତଥା ଗୀତିକାର…

ମହାପ୍ରଭୁଙ୍କ ଜମି ହିସାବ ବାଉଳା

ପୁରୀ ଅଫିସ,୨୬ା୨: ଶ୍ରୀଜଗନ୍ନାଥଙ୍କ ଅମୃତମଣୋହି ଜମି ହିସାବକୁ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ମହାପ୍ରଭୁଙ୍କ ସମୁଦାୟ ଜମି କେତେ, କେଉଁ କେଉଁ ଜାଗାରେ ରହିଛି, ସବୁ ଜମିର ହିସାବ ଅଛି କି ନାହିଁ ଏ ନେଇ ବିଧାନସଭାରେ ତଥ୍ୟ ରଖିଛନ୍ତି…

ଟ୍ରେନ୍‌ରେ ମାନବ ଚାଲାଣ ରୋକିବାକୁ ଗୁରୁତ୍ୱ

କଟକ ଅଫିସ,୨୬ା୨: ରାଜ୍ୟସ୍ତରୀୟ ରେଳ ସୁରକ୍ଷା କମିଟିର ଚଳିତବର୍ଷର ପ୍ରଥମ ତ୍ରୈମାସିକ ବୈଠକ ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଡିଜିପି ଅଭୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପୋଲିସ, ରେଲଓ୍ବେ ସହ ଅନ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।…

ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ: ‘ଦେଶର ସ୍ଥିତି ନେଇ ଗଭୀର ମର୍ମାହତ’

ଭୁବନେଶ୍ୱର,୨୬।୨(ବ୍ୟୁରୋ)/ପୁରୀ ଅଫିସ: ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ମମତା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ଥିଲେ। ସେଠାରୁ ସିଧାସଳଖ ସଡ଼କ ପଥରେ ପୁରୀ ଯାଇ…

ଚର୍ଚ୍ଚାରେ ରାଜ୍ୟ ସଭା ଲଢ଼େଇ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡିଶାର ୩ଟି ରାଜ୍ୟ ସଭା ଆସନ ଏପ୍ରିଲ ୨ତାରିଖରେ ଖାଲି ହେବାକୁ ଥିବାବେଳେ ଗୋଟିଏ ଆସନ ୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ବାହାରିବା ପରଠାରୁ ଖାଲି ପଡିଛି। କଂଗ୍ରେସ ଏମ୍‌ପି ରଞ୍ଜୀବ ବିଶ୍ୱାଳ, ବିଜେଡିର ନରେନ୍ଦ୍ର କୁମାର ସ୍ବାଇଁ ଏବଂ…

ସରୋଗେଟ୍‌ ମା’ଠାରୁ ଜନ୍ମ ନେଲେ ୨ ଚିତାବାଘ ଶାବକ

ପୋବେଲ,୨୬।୨: ଇନ୍‌ ଭିଟ୍ରୋ ପଦ୍ଧତିରେ ମଣିଷ କ୍ଷେତ୍ରରେ ସରୋଗେଟ୍‌ ମା’ଠାରୁ ସନ୍ତାନ ଜନ୍ମ ପ୍ରକିୟା ଜାରି ରହିଛି। ତେବେ ଗତ ୩୦ ବର୍ଷ ପରେ ଆମେରିକା ଓହିଓଠାରେ ଥିବା କଲମ୍ବସ ଚିଡ଼ିଆଖାନାରେ ସରୋଗେଟ୍‌ ମା’ଠାରୁ ପୁଣି ୨ ଚିତାବାଘ ଶାବକ ଜନ୍ମ…

ଓଡ଼ିଶାର ୨୪ ଜିଲାରେ ମହାପ୍ରଭୁଙ୍କ ସମ୍ପତ୍ତି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶ୍ରୀଜଗନ୍ନାଥ ମହାପ୍ରଭୁ ବିଜେ ପୁରୀଙ୍କର ଓଡ଼ିିଶାର ୨୪ଟି ଜିଲାରେ ୬୦,୪୨୬.୯୪୩ ଏକର ଜମି ରହିଥିବା ଚିହ୍ନଟ କରାଯାଇଛି। ସେଥିରୁ ଏ ପର୍ଯ୍ୟନ୍ତ ୩୪,୮୦୩.୦୧୩ ଏକର ପରିମିତ ଜମିର ଚୂଡାନ୍ତ ସ୍ବତ୍ୱଲିପି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ପ୍ରାପ୍ତ ହୋଇଛି। ବିନା କାଗଜାତରେ…

ଆଇଏଫ୍‌ଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶାରେ କାର୍ଯ୍ୟରତ ଭାରତୀୟ ବନ ସେବା(ଆଇଏଫ୍‌ଏସ) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ ଅଧିକାରୀ ସୁରେଶ ପନ୍ଥଙ୍କୁ ପିସିସିଏଫ୍‌ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯାଇଛି। ସୁରେଶ ବ୍ରହ୍ମପୁର…

ମାର୍ଚ୍ଚ ୨୬ରେ ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ନିର୍ବାଚନ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟ ସଭାର ୫୫ ଆସନ ଆସନ୍ତା ଏପ୍ରିଲରେ ଖାଲି ହେବାକୁ ଯାଉଛି। ଏହି ସବୁ ଆସନ ୧୭ଟି ରାଜ୍ୟର ହୋଇଥିବାବେଳେ ଏଥିରୁ ଓଡ଼ିଶାର ୪ଟି ରହିଛି। ଏହି ୫୫ ଆସନରେ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି ଭାରତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri