Home Left

ତାଜମହଲର ମାଲିକ ଥିଲେ ଟ୍ରମ୍ପ୍‌: ୨୦୧୬ରେ ହୋଇଥିଲା ନିଲାମ

ଓ୍ବାଶିଂଟନ, ୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟମ୍ପ୍‌ ଦିନେ ତାଜମହଲର ମାଲିକ ଥିଲେ। ସେ ତାଙ୍କର କାସିନୋର ନାମ ତାଜମହଲ ରଖିଥିଲେ। ଭାରତୀୟ ସଂସ୍କୃତିକୁ ଭଲ ପାଉଥିବା ଟ୍ରମ୍ପ୍‌ ନିଜ କାସିନୋରେ କର୍ମଚାରୀଙ୍କୁ ଭାରତୀୟ ଏବଂ ଆରବ ପୋଷାକ ପିନ୍ଧିବାକୁ ନିର୍ଦ୍ଦେଶ…

ଧଳା ରଙ୍ଗର ପୋଷାକରେ ଉଭୟ ମେଲାନିଆ, ଇଭାଙ୍କା

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନରେ ଟ୍ରମ୍ପଙ୍କ ସହ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଓ ଝିଅ ଇଭାଙ୍କା ମଙ୍ଗଳବାର ପ୍ରଥମେ ରାଷ୍ଟ୍ରପତି ଭବନ ଗସ୍ତ କରିଛନ୍ତି। ଏହି ସମୟରେ…

କେବେ ଟ୍ରେନ୍‌ରେ ବସି ନ ଥିବା ଛାତ୍ରୀଛାତ୍ରଙ୍କୁ ପ୍ରଥମ ଥର ବିମାନରେ ଯାତ୍ରା କରାଇଲେ ଶିକ୍ଷକ

ଛୋଟବେଳେ ଆକାଶରେ ବିମାନ ଯାଉଥିବା ଦେଖି ସବୁ ପିଲା ଖୁସି ହୋଇଯାଇଥାନ୍ତି। କେବେବେଳେ କାଗଜରେ ବିମାନ କରି ଉଡାଇଥାନ୍ତି ତ କେତେବେଳେ ସତସତିକା ବିମାନ ପଛରେ ଧାଉଁଥିବା ନଜିର ରହିଛି। କିଛି ପିଲା ସେଥିରେ ବସିବା ପାଇଁ ମଧ୍ୟ ଇଛା ପ୍ରକାଶ…

ଗାଡ଼ି ଷ୍ଟାର୍ଟ କରିବ ଆପ୍‌

ଜୟପୁର,୨୫।୨: ରାଜସ୍ଥାନର ଜଣେ ଯୁବକ ଏକ ନୂଆ ଆପ୍‌ ତିଆରି କରିଛନ୍ତି। ଏହି ଆପ୍‌ ଯେକୌଣସି ଗାଡ଼ି ଷ୍ଟାର୍ଟ ଏବଂ ବନ୍ଦ କରିବାକୁ ସକ୍ଷମ ହୋଇପାରିବ। ଶ୍ରୀଗଙ୍ଗାନଗର ଜିଲାର ସୁରତଗଢ଼ ଅଞ୍ଚଳର ଲାଲଗଢ଼ିଆ ଗାଁରେ ବାସ କରୁଥିବା ଯୁବକ ବିକାଶ ଗୋଦାରା…

ଆଧୁନିକୀକରଣ କାର୍ଯ୍ୟ ଯୋଗୁ ପ୍ରଭାବିତ ହେବ ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ରେଳପଥର ଦାନାପୁର ରେଳମଣ୍ଡଳ ଅନ୍ତର୍ଗତ କିଉଲ ଷ୍ଟେଶନଠାରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ପୂର୍ବତଟ ରେଳପଥକୁ ଆସୁଥିବା ଏବଂ ଏହାର ପରିସୀମାରୁ ଛାଡ଼ିବାକୁ ଥିବା କେତେକ ଟ୍ରେନକୁ ବାତିଲ ଓ ମାର୍ଗ ପରିବର୍ତ୍ତନ କରାଯାଇଛି। ପୁରୀ-ଜୟନଗର-ପୁରୀ…

ବଳାତ୍କାର ମାମଲାରେ ବିଏସ୍‌ଏଫ୍‌ ଅଧିକାରୀ ଗିରଫ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଯୁବତୀଙ୍କୁ ବଳାତ୍କାର କରି ଏହାର ଭିଡିଓ ଦେଖାଇ ବ୍ଲାକ୍‌ମେଲ୍‌ କରିବା ଓ ୨୦ଲକ୍ଷ ଠକିନେବା ଅଭିଯୋଗରେ ସୋମବାର ଗିରଫ ହୋଇଛନ୍ତି ବିଏସ୍‌ଏଫ୍‌ ଡିଏସ୍‌ପି ସରୋଜ ମନୋଜ କୁମାର ମହାକୁଡ଼। ମହିଳା ଥାନା ପୋଲିସ ତାଙ୍କୁ ଗିରଫ କରିବା ପରେ କ୍ୟାପିଟାଲ…

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ ଅଫିସ,୨୫ା୨: ଫାଲ୍‌ଗୁନ ଶୁକ୍ଳ ପ୍ରତିପଦାରେ ସୋମବାର ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ସରିବା ପରେ ପ୍ରଭୁ ଶ୍ରୀରାମଚନ୍ଦ୍ର ଆଜ୍ଞାମାଳ ପାଇ ବେଣ୍ଟ (ଶିକାର) ନୀତି ନିମନ୍ତେ ବିମାନରେ ବିଜେ ହୋଇଥିଲେ। ବିମାନବଡୁ ସେବକମାନେ…

ରାଜ୍ୟର ପ୍ରଥମ କାଡାଭେରିକ ଟ୍ରାନ୍ସପ୍ଲାଣ୍ଟ ସଫଳ: ସୁସ୍ଥହୋଇ ଘରକୁ ଫେରିଲେ ଫିରୋଜ

କଟକ ଅଫିସ,୨୫ା୨: ରାଜ୍ୟର ପ୍ରଥମ କାଡାଭେରିକ୍‌ ଟ୍ରାନ୍ସପ୍ଲାଣ୍ଟ ବା ଜଣେ ମସ୍ତିଷ୍କ ମୃତ(ବ୍ରେନ୍‌ ଡେଡ୍‌) ବ୍ୟକ୍ତିଙ୍କ ଶରୀରରୁ କିଡ୍‌ନୀକୁ ନେଇ ଜଣେ ଜୀବିତଙ୍କ ଶରୀରରେ ପ୍ରତିରୋପଣ ଅସ୍ତ୍ରୋପଚାର ସଫଳ ହୋଇଛି। କଟକ ଏସ୍‌ସିବି ମେଡିକାଲରେ କିଡ୍‌ନୀ ପ୍ରତିରୋପଣ ସହ ତିନି ସପ୍ତାହ…

ନିମନ୍ତ୍ରଣ କାର୍ଡ ଛାପୁଥିବା ବ୍ୟକ୍ତିଙ୍କୁ ଦେବାକୁ ପଡ଼ିବ କନ୍ୟା-ବରଙ୍କ ବୟସ ପ୍ରମାଣ !

ରାଞ୍ଚି,୨୫।୨: ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ବାଲ୍ୟ ବିବାହ ଘଟଣା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଚାଇଲ୍ଡ ଲାଇନ୍‌ ପକ୍ଷରୁ ଏଭଳି ବିବାହ ରୋକିବା ଲାଗି ରାଞ୍ଚିରେ ପ୍ରଶାସନ ପକ୍ଷରୁ ଏକ ଯୋଜନା କରାଯାଇଛି। ଯୋଜନା ଅନୁସାରେ ନିମନ୍ତ୍ରଣ କାର୍ଡ ଛାପୁଥିବା…

ଆଜି ପୁରୀ ଆସିବେ ମମତା

ପୁରୀ ଅଫିସ,୨୫ା୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପୁରୀ ଗସ୍ତରେ ଆସିବେ। ସ୍ଥାନୀୟ ଏକ ହୋଟେଲରେ ତାଙ୍କ ରହିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ପୋଲିସ ପକ୍ଷରୁ ସମ୍ପୃକ୍ତ ହୋଟେଲରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର…

ହାତୀ ଗଲା, ଭୟ ରହିଲା

ଭୁବନେଶ୍ୱର(ବ୍ୟୁରୋ)/ପିପିଲି(ସ୍ବ.ପ୍ର.)/ବଳଙ୍ଗା, ୨୫ା୨(ଡି.ଏନ୍‌.ଏ.): ଗତ ତିନିଦିନ ହେଲା ପୁରୀ ଜିଲାର ପିପିଲି, ନିମାପଡ଼ା, କଣାସ, ଡେଲାଙ୍ଗ ଏବଂ ଖୋର୍ଦ୍ଧା ଜିଲାର ଜଟଣୀ ବ୍ଲକ ଅଞ୍ଚଳରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ସୋମବାର ଭୁବନେଶ୍ୱର ଉପକଣ୍ଠ ହୋଇ ଚନ୍ଦକା ଜଙ୍ଗଲ ଅଭିମୁଖେ ଯାଇଛି। କିନ୍ତୁ ଉପରୋକ୍ତ…

ରାଷ୍ଟ୍ରପତିଙ୍କ ବଙ୍କେଟ ହଲ୍‌କୁ ସୋନିଆଙ୍କୁ କରାଗଲାନି ଆମନ୍ତ୍ରଣ

ନୂଆଦିଲ୍ଲୀ,୨୫।୨: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମ ଥର ପାଇଁ ୨ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ମଙ୍ଗଳବାର ତାଙ୍କ ଗସ୍ତର ଶେଷ ଦିନ। ଏଥିପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କ ପାଇଁ ଏକ ସ୍ବତନ୍ତ୍ର ଡିନରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri