ବିଧାନସଭାରେ ଧାନ ଝଡ଼
ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଆକାଶରେ ମେଘ ବାଦଲ। ଆଗାମୀ ତିନିଦିନ ଧରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ଛେଚିବ। କେବଳ ମେଘ ନୁହେଁ, ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଏନେଇ…
ମାଟ୍ରିକ୍ ପରୀକ୍ଷା: କପି କରି ଧରାପଡ଼ିଲେ ୧୧୮ ପରୀକ୍ଷାର୍ଥୀ
କଟକ ଅଫିସ,୨୫ା୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷାରେ ସୋମବାର ୧୧୮ଜଣ ପରୀକ୍ଷାର୍ଥୀ କପି କରି ଧରା ପଡ଼ିବା ସହ ମାଲପ୍ରାକ୍ଟିସ(ଏମ୍ପି) ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମାଟ୍ରିକ ପରୀକ୍ଷାର ୧୦୮ଜଣ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ…
ଅର୍ଦ୍ଧନିର୍ମିତ ପୋଲ ନେଇ ବଢ଼ୁଛି ଅସନ୍ତୋଷ
ଆଠମଲ୍ଲିକ,୨୫ା୨(ଡି.ଏନ.ଏ.) – ସରକାରୀ ଉଦାସୀନତା, ବ୍ଲକ ପ୍ରଶାସନର ଚରମ ଅବହେଳା ତଥା ରାଜନୈତିକ ଗୋଷ୍ଠୀ ବିବାଦ ଯୋଗୁ ଆଠମଲ୍ଲିକ ବ୍ଲକ ଠାକୁରଗଡ ପଞ୍ଚାୟତର ହତାଶିମିଳି ପୋଲ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ୧୦ ଲକ୍ଷ ଟଙ୍କା ବଳକା ଥିବାରୁ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ…
ତାଲିକାରେ ନାଁ ଅଛି, ମିଳୁନି ଆବାସ
ତେନ୍ତୁଳିଖୁଣ୍ଟି,୨୫।୨(ଡି.ଏନ.ଏ) ପ୍ରଧାନମନ୍ତ୍ରୀ ଆବାସ ପାଇଁ ଚୟନ ତାଲିକାରେ ନାମ ଅଛି,ତଥାପି ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ମିଳୁନି। ବାଧ୍ୟ ହୋଇ ଭଙ୍ଗା ଦଦରା ଘରେ ରହୁଛନ୍ତି ହିତାଧିକାରୀ। ଏହିପରି ଘଟଣା ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ଦାଣ୍ଡୁଗୁଡା ଗ୍ରାମର ଡମୁ ଜାନୀଙ୍କ…
ଆଇସିସି ମହିଳା ଟି୨୦ ବିଶ୍ୱକପ : ଭାରତର କ୍ରମାଗତ ଦ୍ୱିତୀୟ ବିଜୟ
ପର୍ଥ, ୨୫।୨- ଆଇସିସି ମହିଳା ଟି୨୦ ବିଶ୍ୱକପରେ ଭାରତ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ହରାଇଥିବା ଭାରତ ସୋମବାର ଦ୍ୱିତୀୟ ମ୍ୟାଚରେ ବାଂଲାଦେଶକୁ ୧୮ ରନରେ ପରାସ୍ତ କରିଛି। ଦ୍ରୁତ ହାରରେ ରନ ସଂଗ୍ରହ…
ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା :ଚର୍ଚ୍ଚାରେ ୬ ଫୁଟ୍ ୯ ଇଞ୍ଚ ଉଚ୍ଚତାର ସହଜ୍
ଭୁବନେଶ୍ୱର, ୨୫।୨(ସ୍ପୋଟର୍ସ ବ୍ୟୁରୋ): ଏଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ପ୍ରଥମ ସଂସ୍କରଣ ସୋମବାର ୪ର୍ଥ ଦିନରେ ପହଞ୍ଚତ୍ଛି। ପ୍ରତିଯାଗିତାରେ ଜୈନ ବିଶ୍ୱବିଦ୍ୟାଳୟ (କର୍ନାଟକ)ର ଉନ୍ନତ ପ୍ରଦର୍ଶନ ଧାରା ଜାରି ରହିଛି। ତେବେ ସେମାନଙ୍କ ସଫଳତା ଯେତିକି ଚର୍ଚ୍ଚାରେ ନାହିଁ…
ଜୁଆ ଆଡ୍ଡାରେ ଚଢ଼ାଉ: ୬ ଗିରଫ, ୨୬ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଜବତ
ଦାରିଙ୍ଗବାଡ଼ି,୨୪।୨(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ତୁଡ଼ୁକିବାଡ଼ି ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ୬ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଜାଗର ନାୟକ, ଅରୁଣ ମଲ୍ଲିକ, ଗୋକୁଳ ନାୟକ, କିଲୁ ମାଳବିଶୋୟୀ, ଶଙ୍କର ମାଳ…
ରଣଜୀ ଟ୍ରଫିରେ ଓଡ଼ିଶା: ନିରାଶରେ ଶେଷ ହେଲା ସିଜନ
କଟକ ଅଫିସ,୨୪ା୨: ଚଳିତ ରଣଜୀ ଟ୍ରଫି ସିଜନରେ କ୍ୱାର୍ଟର ଫାଇନାଲରୁ ଓଡ଼ିଶାର ଅଭିଯାନ ଶେଷ ହୋଇଛି। ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ କ୍ବାର୍ଟର ଫାଇନାଲରେ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ବେଙ୍ଗଲ ସେମିଫାଇନାଲରେ ପ୍ରବେଶ କରିଛି। ଘରୋଇ ପରିବେଶରେ ଓଡ଼ିଶା ସେମିରେ…
ରାଜ୍ୟଗୋଷ୍ଠୀ ଶୁଟିଂ, ଆର୍ଚେରୀ ଇଭେଣ୍ଟ ଭାରତରେ
ଲଣ୍ଡନ, ୨୪ା୨ (ପି.ଟି.)-୨୦୨୨ ଜାନୁୟାରୀରେ ଭାରତ ରାଜ୍ୟଗୋଷ୍ଠୀ ଶୁଟିଂ ଓ ଆର୍ଚେରୀ ଚାମ୍ପିୟନଶିପ୍ ଆୟୋଜନ କରିବ। ଏହି ଦୁଇଟି ଇଭେଣ୍ଟର ପଦକଗୁଡ଼ିକ ବର୍ମିଂହାମ ଗେମ୍ସର ଚୂଡ଼ାନ୍ତ ତାଲିକାରେ ସାମିଲ କରାଯିବ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ମହାସଂଘ (ସିଜିଏଫ୍) ଏହି ପ୍ରସ୍ତାବ ଗୃହୀତ ହୋଇଯାଇଛି।…
ବିର୍ଲା ଟାୟାର୍ସ ୱାର୍କର୍ସ ୟୁନିଅନ୍ ପକ୍ଷରୁ ଧାରଣା
ବାଲେଶ୍ୱର ଅଫିସ, ୨୪।୨-ବିର୍ଲା ଟାୟାର୍ସ କାରଖାନାରେ ବିଭିନ୍ନ ଅନିୟମିତତାର ସିବିଆଇ ତଦନ୍ତ ଦାବି କରି ସୋମବାର ୱାର୍କର୍ସ ୟୁନିଅନ୍ ପକ୍ଷରୁ ଶତାଧିକ କର୍ମଚାରୀ ବାଲେଶ୍ୱର ସହର ଏଡ଼ିଏମ୍ ଛକସ୍ଥିତ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ୟୁନିଅନ ପକ୍ଷରୁ…
ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ
ଖଇରା, ୨୪।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ର ଚଢାଉର ୧୨ ଘଣ୍ଟା ନ ପୂରୁଣୁ ଆରଏଫଏସଏଲ(ବାଲେଶ୍ୱର ରିଜିଓନାଲ ଫରେନସିକ ସାଇନ୍ସ ଲାବୋରେଟୋରୀ) ଟିମ୍ ପୁନଶ୍ଚ ସୋମବାର…
ଏନ୍ଏସି କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ: ପୋଲିସ ପ୍ରତିଶ୍ରୁତି ପରେ ସ୍ଥଗିତ
ଧାମନଗର,୨୪।୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ଏନ୍ଏସି କାର୍ଯ୍ୟାଳୟରେ ପଶି ଜଣେ ଅସାମାଜିକ ଯୁବକଙ୍କ ଉନ୍ମତ୍ତ କାଣ୍ଡ ବିରୋଧରେ ଧାମନଗର ଥାନାରେ ଅଭିଯୋଗ ହୋଇଥିଲା। ୩ ଦିନ ପରେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଧରି ନ ଥିବା ଅଭିଯୋଗ କରି ଏନ୍ଏସି କର୍ମଚାରୀମାନେ ସୋମବାର…
Archives


