ଟ୍ରମ୍ପଙ୍କ ଭାଷଣରେ ବଲିଉଡ୍: ମନେ ପକାଇଲେ ସୋଲେ, ଡିଡିଏଲ୍ଜେ
ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ସୋମବାର ଗୁଜରାଟର ଅହମଦାବାଦରେ ପହଞ୍ଚିଛନ୍ତି। ସେଠାରେ ଥିବା ମୋଟେରା ଷ୍ଟାଡିୟମରେ ଆୟୋଜିତ ‘ନମସ୍ତେ ଟ୍ରମ୍ପ’କାର୍ଯ୍ୟକ୍ରମରେ ସେ ଯୋଗଦେଇଛନ୍ତି। ଏହି ସମୟରେ ସେ ସାଧାରଣ ଜନତାଙ୍କୁ ଉଦ୍ବୋଧନ ଦେବା ବେଳେ…
ଟ୍ରମ୍ପଙ୍କୁ ଭେଟିଲେ ଶାହ
ଅହମଦାବାଦ,୨୪।୨: ବିଶ୍ୱର ସର୍ବବୃହତ୍ତ କ୍ରିକେଟ ଷ୍ଟାଡିୟମରେ ସୋମବାର ଆମେରିକାର ପ୍ରଥମ ନାଗରିକ ଡୋନାଲ୍ଡ ଟ୍ରମ୍ପଙ୍କୁ ସ୍ବାଗତ କରାଯାଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରାଷ୍ଟ୍ରପତି ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ମଧ୍ୟ ଗୁଜରାଟ ଅହମଦାବାଦର ମୋଟେରା…
ଜୟଲଲିଥାଙ୍କ ଜନ୍ମଦିନରେ ନବଜାତକଙ୍କୁ ସୁନାମୁଦି ଉପହାର
ଚେନ୍ନାଇ,୨୪।୨: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ଜେ. ଜୟଲଲିଥାଙ୍କ ୭୨ତମ ଜନ୍ମଦିନରେ ମନ୍ତ୍ରୀ ଡି.ଜୟକୁମାର ଆର୍ଏସ୍ଆର୍ଏମ୍ ସରକାରୀ ହସ୍ପିଟାଲରେ ଜନ୍ମିତ ନବଜାତକଙ୍କୁ ସୋମବାର ସୁନାମୁଦି ଉପହାର ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେ.ପଲାନିସ୍ବାମୀ ଓ ଉପ ମୁଖ୍ୟମନ୍ତ୍ରୀ ଓ ପନିରସେଲଭମ ରାଜ୍ୟ…
ମା’ ତୁମେ ବହୁତ ମନେ ପଡୁଛ…
ମୁମ୍ବାଇ: ବଲିଉଡ୍ର ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ୨୪ ଫେବୃୟାରୀ ଅର୍ଥାତ୍ ସୋମବାର ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ। ଆଜିର ଦିନରେ ଶ୍ରୀଦେବୀଙ୍କ ଅଚାନକ ମୃତ୍ୟୁ ସିନେପ୍ରେମୀଙ୍କୁ ହତବାକ କରିଦେଇଥିଲା। ୨୦୧୮ ଫେବୃୟାରୀ ୨୪ରେ ଦୁବାଇରେ ତାଙ୍କର ମୃତ୍ୟୁ ଘଟିଥିଲା। ଏଥିରେ ସ୍ବାମୀ ବୋନିକ କପୁର,…
ହ୍ବାଇଟ୍ କଲର ଜମ୍ପଶୁଟ୍ରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଆମେରିକାର ଫାଷ୍ଟ ଲେଡି
ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରିବାର ସହ ସୋମବାର ଭାରତ ଗସ୍ତରେ ଆସିଛନ୍ତି। ତାଙ୍କ ସହ ଅଛନ୍ତି ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ। ଦିନ ପ୍ରାୟ ୧୨ଟାରେ ଟ୍ରମ୍ପ ଦମ୍ପତି ଝିଅ-ଜ୍ୱାଇଁଙ୍କ ସହ ମିଶି ଗୁଜରାଟ ଅହମଦାବାଦର ସର୍ଦ୍ଦାର…
ଆଇପିଏଲ ପୂର୍ବରୁ ଚମକିଲେ ଯଶସ୍ବୀ
ମୁମ୍ବାଇ,୨୪ା୨- ୧୯ ବର୍ଷରୁ କମ୍ ବିଶ୍ୱକପ୍ରେ ଜବରଦସ୍ତ ପ୍ରଦର୍ଶନ କରିବା ପରେ ଯଶସ୍ବୀ ଜୈସ୍ବାଲ ଭଲ ଫର୍ମ ଜାରି ରଖିଛନ୍ତି। ୨.୪ କୋଟି ଟଙ୍କାରେ ବିକ୍ରି ହୋଇଥିବା ଜସଶ୍ୱୀ ୧୯ ବର୍ଷରୁ କମ୍ ସି.କେ.ନାଇଡୁ ଟ୍ରଫିର କ୍ୱାର୍ଟର ଫାଇନାଲରେ ମାରାଥନ ଶତକୀୟ…
ସପ୍ତରଙ୍ଗୀ ଇନ୍ଦ୍ରଧନୁ ଓ ଗ୍ୟାସ୍ର ନୀଳଶିଖା
ଋଙ୍ଗିନ ଆଲୁଅ ଓ ଛାଇର ସମାହାର ହେଉଛି ଇନ୍ଦ୍ରଧନୁ । ସକାଳେ କିମ୍ବା ଉପରଓଳି ଝିପିଝିପି ବର୍ଷା ହେଉଥିବା ସମୟରେ ଖରା ପଡ଼ିଲେ ନାଲି-ନେଳି-ସବୁଜ ରଙ୍ଗର ଏହି ଇନ୍ଦ୍ରଧନୁ ଫୁଲହାର ପରି ଆକାଶରୁ ଭୂଇଁକୁ ଲମ୍ବିଥାଏ । କିନ୍ତୁ ସୂର୍ଯ୍ୟ ମୁଣ୍ଡ…
କରୋନା ଭାଇରସ ଭୟ: ପ୍ଲାଷ୍ଟିକରେ ନିଜକୁ ଘୋଡାଇ ରଖିଲେ ବିମାନ ଯାତ୍ରୀ
କାନବେରା,୨୪।୨: କରୋନା ଭାଇରସରେ ଏବେ ଭୟଭୀତ ସାରା ବିଶ୍ୱ। ଚାଇନାରେ ପ୍ରଥମେ ଏହା ଆରମ୍ଭ ହୋଇଥିବା ବେଳେ ଏବେ ବିଶ୍ୱର ବିଭିନ୍ନ ଭାଗକୁ ବ୍ୟାପିବାରେ ଲାଗିଛି। ଏହାର କୌଣସି ସଠିକ୍ ଚିକିତ୍ସା ପଦ୍ଧତି ନ ଥିବା ବେଳେ ସତର୍କତା ହିଁ ଏହି…
ଦର୍ଶକଙ୍କୁ ଡରାଇ ପାରିଲାନି ‘ଭୂତ’: ୩ ଦିନରେ ୧୬.୩୬ କୋଟି ବ୍ୟବସାୟ
ମୁମ୍ବାଇ: ଭିକି କୌଶଲଙ୍କ ଅଭିନୀତ ଫିଲ୍ମ ‘ଭୂତ’ ରିଲିଜ ହୋଇସାରିଛି। ଟ୍ରେଲର ରିଲିଜ ପରେ ଦର୍ଶକେ ଯାହା ଆଶା କରୁଥିଲେ କିନ୍ତୁ ସେମିତି କିଛି କମାଲ କରିପାରିଲାନି ଏହି ଫିଲ୍ମ। ଲଗାତର ୩ ଦିନ ଫିଲ୍ମର କଲେକ୍ସନ ପ୍ରାୟ ସମାନ ରହିଲା।…
ଜଳିଗଲା ୨୦୦ରୁ ଊର୍ଦ୍ଧ୍ୱ କାଜୁଗଛ
ମହାକାଳପଡ଼ା,୨୪।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାହାକୁଦ କାଜୁ ଜଙ୍ଗଲରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗି ୨୦୦ରୁ ଊର୍ଦ୍ଧ୍ୱ କାଜୁ ଗଛ ଜଳିଯାଇଛି। ଖବର ପାଇ ମହାକାଳପଡ଼ା ଅଗ୍ନିଶମ ବିଭାଗର ୨ଟି ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡର…
ଭିଜିଟର୍ସ ବୁକ୍ରେ ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ
ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁଜରାଟର ଅହମଦାବାଦ ବିମାନ ବନ୍ଦରରେ ଅବତରଣ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ବାଗତ ଜଣାଇଥିଲେ। ଏହାପରେ ମୋଦିଙ୍କ ସହ ମିଶି ଟ୍ରମ୍ପ ସାବରମତି ଆଶ୍ରମ ଗସ୍ତ କରିଥିଲେ। ସେଠାରେ ପହଞ୍ଚିବା ପରେ…
ଶିକାରୀ ଗିରଫ: ଶମ୍ବର ମାଂସ, ବନ୍ଧୁକ ଜବତ
ଉଦଳା, ୨୪।୨: ମୟୂରଭଞ୍ଜ ଜିଲା ଉଦଳା ବନବିଭାଗ ପକ୍ଷରୁ ସୋମବାର ଆଠପଡ଼ା ଗ୍ରାମ ନିକଟରେ ଚଢ଼ାଉ କରାଯାଇ ଜଣେ ଶିକାରୀଙ୍କୁ ଗିରଫ କରାଯାଇଛି। ସେ ହେଲେ ଗ୍ରାମର ମୋହନ ହାଁସଦା। ତାଙ୍କ ନିକଟରୁ ୫୦ କେଜି ସମ୍ବର ମାଂସ, ଗୋଟିଏ ଦେଶୀ…
Archives


