କୁଡୁପାତିଆରୁ କୁହୁଡ଼ିକୁ ଗଞ୍ଜେଇ ଚାଲାଣ: ୨ ଗିରଫ
ସୋରଡ଼ା,୨୪।୨(ଡି.ଏନ୍.ଏ.): କନ୍ଧମାଳ ଜିଲା କଣାସ ନୂଆଗାଁ ଥାନ କୁଡୁପାତିଆରୁ ଖୋର୍ଦ୍ଧା କୁହୁଡ଼ିକୁ ଗଞ୍ଜେଇ ଚାଲାଣ ବେଳେ ପୋଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଣାସ ନୂଆଗାଁର ସୁଦାମ ପ୍ରଧାନ ଓ ଖଗେଶ୍ୱର ପ୍ରଧାନ। ଜବତ…
ବନ୍ଦ ବୋତଲରୁ ମିଳିଲା ୮୨ ବର୍ଷ ତଳର ଚିଠି
ପ୍ୟାରିସ୍, ୨୪।୨: ଫ୍ରାନ୍ସ୍ର ଜର୍ସି ନିକଟରେ ଥିବା ଇଂଲିଶ୍ ଚ୍ୟାନେଲର ସମୁଦ୍ର କୂଳରୁ ୮୨ ବର୍ଷ ତଳେ ଲେଖାଯାଇଥିବା ଏକ ଚିଠି ବନ୍ଦ ବୋତଲରୁ ମିଳିଛି। ଏହା ସ୍ଥାନୀୟ ଚ୍ୟାନେଲ ଦ୍ୱୀପ ଉପକୂଳର ବେଲ୍ ରୟାଲରେ ପଡ଼ିଥିଲା। ବୋତଲଟି ବାଲିରେ ପୋତି…
ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ ଆରମ୍ଭ
ପୁରୀ ଅଫିସ, ୨୪।୨: ପୁରୀ ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ପୌରସଂସ୍ଥା ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ସମୂଦ୍ର କୂଳ ପାର୍ଶ୍ୱରେ ଥିବା ୩ଟି ଦୋକାନ ଉଚ୍ଛେଦ ସରିଛି। ତେବେ ଏକ ଧର୍ମଶାଳାର ଉଚ୍ଛେଦକୁ ନେଇ…
ପ୍ରଧାନମନ୍ତ୍ରୀଙ୍କ ପତ୍ନୀଙ୍କ ପାଇଁ କବାଟ ନ ଖୋଲିବାରୁ ପଦରୁ ହଟିଲେ ୨୦ ଅଧିକାରୀ
ଇସ୍ଲାମାବାଦ,୨୪।୨: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ତୃତୀୟ ପତ୍ନୀ ବୁଶରା ବିବିଙ୍କ ପାଇଁ କବାଟ ନ ଖୋଲିବା କିଛି ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଏହି ମାମଲାରେ ୨୦ ସରକାରୀ ଅଧିକାରୀଙ୍କୁ ନିଜ ପଦ ହରାଇବାକୁ ପଡ଼ିଛି। ସୂଚନାଯୋଗ୍ୟ, ଫେବୃୟାରୀ ୨୦ରେ ପ୍ରଶାସନକୁ…
ଟ୍ରମ୍ପଙ୍କ ସ୍ବାଗତ ପାଇଁ ୧୦୭ କେଜିର ୩ ଇଡ୍ଲି ତିଆରି କଲେ ଚେନ୍ନାଇ ଶେଫ୍
ଚେନ୍ନାଇ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସିଥିବା ବେଳେ ତାଙ୍କୁ ସ୍ବାଗତ କରିବାକୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏହି ଅବସରରେ ଚେନ୍ନାଇର ଇନିଆଭାନ ନାମକ ଜଣେ ଫୁଡ୍ ଆର୍ଟିଷ୍ଟ ଟ୍ରମ୍ପଙ୍କୁ ସ୍ବାଗତ କରିବା ପାଇଁ ୩ଟି ଇଡ୍ଲି(ରାଇସ୍…
ଏହି ଦେଶରେ ମାର୍ଚ୍ଚ ୧ରୁ ବସ୍, ଟ୍ରେନ୍ ଯାତ୍ରା ମାଗଣା
ମହିଳାଙ୍କ ପାଇଁ ଦିଲ୍ଲୀରେ ବସଯାତ୍ରା ମାଗଣା ବୋଲି ସମସ୍ତଙ୍କୁ ଜଣା। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ମାର୍ଚ୍ଚ ୧ରୁ ଟ୍ରେନ୍ ଏବଂ ବସ୍ରେ ସମସ୍ତେ ମାଗଣାରେ ଯିବାଆସିବା କରିପାରିବେ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି ଦେଶ…
ଷ୍ଟ୍ରୋକ୍ ରୋଗୀ ଓ ରୋବୋ
ଚିକିତ୍ସା ବିଜ୍ଞାନରେ ରୋବୋର ବ୍ୟବହାର କିଛି ନୂଆ କଥା ନୁହେଁ। ଏବେ ଜଟିଳ ଅପରେଶନ ପାଇଁ ଏହାର ସହାୟତା ନିଆଯାଉଛି। ନିକଟରେ ଜାପାନର ଟୋକିଓ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏପରି ଏକ ରୋବଟ୍ ପ୍ରସ୍ତୁତ କରିଛନ୍ତି ଯାହା ଅକ୍ଳେଶରେ ଜଣେ ଷ୍ଟୋକ୍ ରୋଗୀର…
ଆଜି ଇତିହାସ ରଚିଥିଲେ ସଚିନ
ନୂଆଦିଲ୍ଲୀ,୨୪ା୨- ୨୦୧୦ ମସିହା ଫେବୃୟାରୀ ୨୪ ତାରିଖ ଅର୍ଥାତ ଆଜିର ଦିନରେ ସଚିନ ତେନ୍ଦୁଲକର ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆ ଫର୍ମାଟରେ ଦ୍ୱିଶତକ ହାସଲ କରିଥିଲେ। ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଗ୍ବାଲିଅରସ୍ଥିତ କ୍ୟାପଟେନ ରୁପ ସିଂ ଷ୍ଟାଡିୟମରେ ଏହି…
ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି
କଟକ ଅଫିସ,୨୪।୨: ବ୍ରହ୍ମପୁର ଏସ୍ପିଙ୍କ କାର୍ଯ୍ୟାଳୟ ପରିସରରେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତ ୧୯ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାର…
ମହିଳାଙ୍କୁ ଅପହରଣ ଅଭିଯୋଗ: ଥାନାରେ ୫ ଅଟକ
ଆନନ୍ଦପୁର,୨୪।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଶାଳପଡ଼ା ବସଷ୍ଟପ୍ ନିକଟରୁ ଜଣେ ମହିଳାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ଘସିପୁରା ପୋଲିସ ୫ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି। ଅପହୃତା ମହିଳା ଜଣକ ଯାଜପୁର ଅଞ୍ଚଳର…
ବଣାଇମୁଣ୍ଡା ହାଇସ୍କୁଲରୁ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ
ପାଟଣାଗଡ଼, ୨୪।୨(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ବଣାଇମୁଣ୍ଡା ହାଇସ୍କୁଲରୁ ସୋମବାର ମାଟ୍ରିକ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ସୋମବାର ହିନ୍ଦୀ/ସଂସ୍କୁତ ପରୀକ୍ଷା ଚାଲିଥିଲା। ବଣାଇମୁଣ୍ଡା ହାଇସ୍କୁଲ ସେଣ୍ଟର ଉକ୍ତ ବ୍ଲକ ମରୁଆ ହାଇସ୍କୁଲରେ ପଡ଼ିଛି। ବଣାଇମୁଣ୍ଡା ସ୍କୁଲର ପିଅନ କାର୍ତ୍ତିକ…
ମାର୍ଚ୍ଚ ୨୧ରୁ ଆରସିବିର ଟ୍ରେନିଂ କ୍ୟାମ୍ପ
ନୂଆଦିଲ୍ଲୀ,୨୪ା୨- ଆଇପିଏଲର ୧୩ତମ ସଂସ୍କରଣ ମାର୍ଚ୍ଚ ୨୯ ତାରିଖରୁ ଆରମ୍ଭ ହେବ। ଏଥିଲାଗି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୭ ଦିନ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ଆରମ୍ଭ କରିବ। ଏ ନେଇ ଫ୍ରାଞ୍ଚାଇଜର ଡିରେକ୍ଟର ଅଫ୍ କ୍ରିକେଟ ମାଇକ୍ ହେସନ ସୋମବାର…
Archives


