ପଡ଼ିଆକୁ ଫେରିବେ ଫିଟ୍ ହାର୍ଦ୍ଦିକ
ମୁମ୍ବାଇ,୨୪ା୨- ନ୍ୟୁଜିଲାଣ୍ଡରେ ଭାରତୀୟ ଦଳ ସଂଘର୍ଷ କରୁଥିବାବେଳେ ଏକ ଭଲ ଖବର ସାମ୍ନାକୁ ଆସିଛି। ଅସ୍ତ୍ରୋପଚାର କରାଯିବାର ୫ ମାସ ପରେ ହାର୍ଦ୍ଦିକ ପାଣ୍ଡ୍ୟା ଫିଟ୍ ହୋଇଛନ୍ତି। ଦୀର୍ଘଦିନର ବ୍ୟବଧାନ ପରେ ପାଣ୍ଡ୍ୟା ପଡ଼ିଆ ଓହ୍ଲାଇବେ। ୨୬ ବର୍ଷୀୟ ଫିଟ୍ ଅଲରାଉଣ୍ଡର…
ସୁପର ର଼୍ୟାଟ୍
ବର୍ତ୍ତମାନ ଜଳବାୟୁରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରଦୂଷିତ ପରିବେଶର ପ୍ରଭାବ କେବଳ ମାନବ ସମାଜ ନୁହେଁ, ଜୀବଜନ୍ତୁ, ବୃକ୍ଷଲତା ଉପରେ ପଡୁଛି। ଏହି ସମୟରେ ଏକ ରୋଚକ କଥା ଆଲୋଚନାର ଶିରୋନାମା ପାଲଟିଛି। ଜଳବାୟୁ ଏବଂ ପରିବେଶ ପରିବର୍ତ୍ତନ ଦ୍ୱାରା ମୂଷାର…
ପିପିଲିରେ ଉପଦ୍ରବ ଘଟାଇବା ପରେ ଭୁବନେଶ୍ୱରରେ ପହଞ୍ଚିଲା ଦନ୍ତା
ଭୁବନେଶ୍ୱର, ୨୪।୨(ବ୍ୟୁରୋ): ପୁରୀ ଜିଲା ପିପିଲି ଓ ବଳଙ୍ଗା ଅଞ୍ଚଳରେ ଗତ ୩ ଦିନ ଧରି ତାଣ୍ଡବ ରଚିଥିବା ଦନ୍ତା ଏବେ ଭୁବନେଶ୍ୱରରେ। ରବିବାର ରାତିରେ ପିପିଲିରୁ ଚନ୍ଦକା ଯିବା ରାସ୍ତାରେ କଳିଙ୍ଗ ବିହାରରେ ଥିବା ଏମ୍ସିଏଲ ଗାର୍ଡେନ ଭିତରେ ହାତୀଟି…
ସେନା ପୋଷାକ ସହ ଖାପ ଖାଉଥିବା ପୋଷାକ ପିନ୍ଧି ଅଡୁଆରେ ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ,୨୪।୨: ରାଜଧାନୀ ଦିଲ୍ଲୀର ଜାଫରାବାଦ ମେଟ୍ରୋ ଷ୍ଟେଶନ ନିକଟରେ ରବିବାର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଚାଲୁଥିବା ବେଳେ ଦିଲ୍ଲୀ ପୋଲିସ ଏକ ଭୁଲ୍ କରି ବସିଥିବା ଆଲୋଚନା ହେଉଛି। ଏହି ସମୟରେ ଦିଲ୍ଲୀ ପୋଲିସ ଭାରତୀୟ ସେନା…
ରାସ୍ତାରେ ଜୋତା ପଲିଶ୍ କରୁଥିବା ସନି ଏବେ ଇଣ୍ଡିଆନ ଆଇଡଲ୍-୧୧ର ବିଜେତା
ମୁମ୍ବାଇ: ଦିନ ଥିଲା ରାସ୍ତାକଡ଼ରେ ବସି ଏହି ଯୁବକ ଜୋତା ପଲିଶ୍ କରୁଥିଲେ। ହେଲେ ଆଜି ସେ ଇଣ୍ଡିଆନ ଆଇଡଲ ସିଜିନ-୧୧ର ବିଜେତା। ସେ ଆଉ କିଏ ନୁହଁନ୍ତି ପଞ୍ଜାବ ଭଟିଣ୍ଡାର ସନି ହିନ୍ଦୁସ୍ତାନୀ। ଗତକାଲି ପପୁଲାର ରିୟଲଟି ଶୋ’ ଇଣ୍ଡିଆନ…
ଭାରତର ଲଜ୍ଜାଜନକ ପରାଜୟ
ଓ୍ବେଲିଂଟନ,୨୪ା୨- ଦିନିକିଆ ସିରିଜ୍ରେ ଖାତା ଖୋଲିପାରି ନ ଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ପରାଜୟ ବରଣ କରିଛି। ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ଭାରତକୁ ପରାସ୍ତ କରି ଦେଇଛି। ପ୍ରଥମ ଇନିଂସରେ ଭାରତୀୟ…
ଢୋକଲା, ସମୋସା, ମସଲା ଚା’ର ମଜା ନେବେ ଟ୍ରମ୍ପ
ନୂଆଦିଲ୍ଲୀ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ, ମେଲାନିଆ ଟ୍ରମ୍ପ, ଝିଅ ଇଭାଙ୍କା, ଜ୍ୱାଇଁ ଜେରେଡ ଓ କେତେଜଣ ଉଚ୍ଚ ସ୍ତରୀୟ ପ୍ରତିନିଧିଙ୍କ ସହ ସୋମବାର ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତକୁ ନେଇ ସବୁଠି ଉତ୍ସାହ ଦେଖିବାକୁ ମିଳିଛି।…
ଚାଇନା ପରେ ଦକ୍ଷିଣ କୋରିଆରେ ସର୍ବାଧିକ କରୋନା ଭାଇରସ ସଂକ୍ରମିତ!
ସିଓଲ,୨୪।୨: କରୋନା ଭାଇରସ ଚାଇନାରେ ମହାମାରୀ ଭଳି ବ୍ୟାପି ଚାଲିଥିବା ବେଳେ ଏବେ ଏହା ଆଖାପାଖ ଦେଶକୁ ମଧ୍ୟ ବ୍ୟାପିବାରେ ଲାଗିଛି। ତେବେ ଚାଇନା ପରେ ଦକ୍ଷିଣ କୋରିଆରେ ସର୍ବାଧିକ କରୋନା ସଂକ୍ରମିତ ରୋଗୀ ଥିବା ଓ ଚାଇନା ପରେ ଦକ୍ଷିଣ…
ଭାରତ ଆସିବା ପୂର୍ବରୁ ହିନ୍ଦୀରେ ଟୁଇଟ କଲେ ଟ୍ରମ୍ପ
ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ୨ ଦିନିଆ ଗସ୍ତରେ ଭାରତ ଆସୁଛନ୍ତି। ରାଷ୍ଟ୍ରପତି ହେବା ପରେ ଟ୍ରମ୍ପଙ୍କ ଏହା ପ୍ରଥମ ଗସ୍ତ। ତାଙ୍କ ସ୍ବାଗତ ପାଇଁ ଭାରତ ପକ୍ଷରୁ ସମସ୍ତ ପ୍ରସ୍ତୁତି ଓ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।…
ଟ୍ରମ୍ପଙ୍କ ସ୍ବାଗତ ପାଇଁ ପ୍ରସ୍ତୁତ ଭାରତ
ନୂଆଦିଲ୍ଲୀ,୨୪।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଓ ଝିଅ ଜ୍ୱାଇଁଙ୍କ ସହ ଭାରତ ଆସୁଛନ୍ତି। ତାଙ୍କୁ ସ୍ବାଗତ କରିବା ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ସୋମବାର ସକାଳେ ସେ ଭାରତ ପହଞ୍ଚିବାକୁ ଥିବା…
ପୁଣି ଭଗତଙ୍କୁ ଡବଲ ସ୍ବର୍ଣ୍ଣ
ଭୁବନେଶ୍ୱର,୨୪ା୨- ପାରା ଓଡ଼ିଆ ବ୍ୟାଡ୍ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ପୁଣି ଥରେ ରାଜ୍ୟ ପାଇଁ ଆଣିଛନ୍ତି ସଫଳତା। ପେରୁ ପାରା ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟରେ ସେ ଜିତିଛନ୍ତି ଡବଲ ସ୍ବର୍ଣ୍ଣ ପଦକ। ପୁରୁଷ ସିଙ୍ଗଲ୍ସ ବର୍ଗର ଫାଇନାଲରେ ଅନ୍ୟ ଭାରତୀୟ ଶଟଲର ନୀତିଶ…
ସଫଳତା ପୂର୍ବରୁ ଟ୍ରେନ୍ରେ ଗୀତ ଗାଉଥିଲେ ଆୟୁଷ୍ମାନ୍
ମୁମ୍ବାଇ: ବି-ଟାଉନର ସବୁଠାରୁ ଲୋକପ୍ରିୟ ଅଭିନେତାମାନଙ୍କ ମଧ୍ୟରୁ ଆୟୁଷ୍ମାନ୍ ଖୁରାନା ଅନ୍ୟତମ। ସେ ଯେଉଁ ଗୀତ ଗାଆନ୍ତି ଏବଂ ଯେଉଁ ଫିଲ୍ମରେ ଅଭିନୟ କରନ୍ତି ସବୁ ହିଟ୍ ହୋଇଯାଏ। ଆୟୁଷ୍ମାନ୍ଙ୍କ ଅଭିନୀତ ଫିଲ୍ମ ‘ଅନ୍ଧାଧୂନ୍’ ଏବଂ ‘ବଧାଇ ହୋ’କୁ ଅନେକ ନ୍ୟାଶନାଲ୍…
Archives


