Home Left

ଆର୍ଥିକ ବିକାଶରେ ଉତ୍ପାଦ ଶୁଳ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭାରତରେ ପ୍ରତିବର୍ଷ ୨୪ ଫେବୃୟାରୀରେ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଦିବସ ପାଳନ କରାଯାଉଛି। ଏହିି ଦିନରେ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ତଥା ଲବଣ ଆଇନ, ୧୯୪୪କୁ ମଧ୍ୟ ସ୍ମରଣ କରାଯାଏ। କେନ୍ଦ୍ରୀୟ ଉତ୍ପାଦ ଏବଂ ସୀମା ଶୁଳ୍କ ବିଭାଗ ଦ୍ୱାରା ଏହି…

୪୨ ବର୍ଷ ଧରି ପରିବାରରେ କେହି ବି ଗ୍ରହଣ କରି ନାହାଁନ୍ତି ଯୌତୁକ

ଇନ୍ଦୋର,୨୪।୨: ବିବାହରେ କନ୍ୟା ଘର ପକ୍ଷରୁ ବରଙ୍କୁ ଉପହାର ସୂରୂପ ଯୌତୁକ ଦିଆଯାଇଥାଏ। ତେବେ ମଧ୍ୟପ୍ରଦେଶ ଇନ୍ଦୋରରେ ବାସ କରୁଥିବା ଏକ ପରିବାର ଦୀର୍ଘ ୪୨ ବର୍ଷ ଧରି କନ୍ୟାଘରଙ୍କଠାରୁ କୌଣସି ଯୌତୁକ ଅବା ଅନ୍ୟ ଉପହାର ଗ୍ରହଣ କରି ନାହାଁନ୍ତି।…

ପ୍ରଦୂଷଣମୁକ୍ତ ଫଳ

କଦଳୀ କାନ୍ଦି ଗଛରେ ଝୁଲୁଥିବା ଅବସ୍ଥାରେ କଦଳୀ ଶୀଘ୍ର ବଢ଼ି ପାକଳ ହେବା ପାଇଁ ଚାଷୀ କାନ୍ଦିରୁ ଭଣ୍ଡାକୁ ବାହାରକରି ସେ ସ୍ଥାନରେ କିଛି ୟୁରିଆ ସାରକୁ ପଲିଥିନ ବ୍ୟାଗ୍‌ରେ ରଖି ବାନ୍ଧନ୍ତି । ଏହାଦ୍ୱାରା ୟୁରିଆର ଆମାଇଡ୍‌ ନାମକ ଏକ…

ଇଣ୍ଡୋନେସିଆ ଇସଲାମିକ୍‌ ବିଶ୍ୱବିଦ୍ୟାଳୟରେ ପଢ଼ାଯିବ ଭାଜପାର ଇତିହାସ

ଜାକର୍ତ୍ତା,୨୪।୨: ଇଣ୍ଡୋନେସିଆ ଇସଲାମିକ୍‌ ବିଶ୍ୱବିଦ୍ୟାଳୟରେ ଭାଜପାର ଇତିହାସ ସମ୍ପର୍କରେ ପାଠପଢ଼ାଯିବ। ଭାଜପା ସମ୍ପର୍କରେ ତଥ୍ୟ ପ୍ରଦାନ କରୁଥିବା ଏକ ପୁସ୍ତକକୁ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯିବ ବୋଲି ବିଶ୍ୱବିଦ୍ୟାଳୟର ଅନ୍ତର୍ଜାତୀୟ ସମ୍ପର୍କ ବିଭାଗ ସଦସ୍ୟ ହଦଜା ମିନ୍‌ ଫଦଲି ସୂଚନା ଦେଇଛନ୍ତି। ଭାରତର…

ପିଠି ଯନ୍ତ୍ରଣା ପାଇଁ ନୂଆ ଇଞ୍ଜେକ୍‌ସନ

ପିଠିରେ ଯନ୍ତ୍ରଣା କେତେ କଷ୍ଟକର ତାହା ଅନୁଭବୀ ହିଁ ଜାଣେ। ଏଥିରୁ ଉପଶମ ପାଇବା ପାଇଁ ଡାକ୍ତଙ୍କ ସହ ପରାମର୍ଶ କରିବାକୁ ପଡ଼ିଥାଏ। ସେ ଲେଖିଥିବା ଔଷଧ ଖାଇବା ସହ ତାଙ୍କ ନିର୍ଦ୍ଦେଶରେ ଚିକିତ୍ସିତ ହେବାକୁ ପଡ଼ିଥାଏ। ନିକଟରେ ଏପରି ସମସ୍ୟାରୁ…

ମାନସିକତାକୁ ସକାରାତ୍ମକ କରେ ଭିଡିଓଗେମ୍‌

ଆଜିକାଲି ପିଲାମାନେ ଇଲେକ୍‌ଟ୍ରୋନିକ୍‌ ଗ୍ୟାଜେଟ୍‌ ପ୍ରତି କେତେ ଆକର୍ଷିତ ହେଉଛନ୍ତି ତାହା କହିବା ବାହୁଲ୍ୟ। କେତେଜଣ ପିଲା ଅଧିକାଂଶ ସମୟ ଭିଡିଓଗେମ୍‌ ଖେଳିବାରେ ବ୍ୟସ୍ତ ରହୁଛନ୍ତି। ତେବେ ଏପରି ଅଭ୍ୟାସର ସମୟ ଅବଧି ରହିବା ନିହାତି ଜରୁରୀ। ନ ହେଲେ ତାହା…

୨୦୨୦ କିଗ୍ରାର କେକ୍‌ ପ୍ରସ୍ତୁତ କରି କାଲାମ୍‌ଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ଚେନ୍ନାଇ, ୨୪।୨: ତାମିଲନାଡୁରେ ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ. ଅବ୍ଦୁଲ କାଲାମ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ୨୦୨୦ କିଗ୍ରାର ଏକ ବୃହତ କେକ୍‌ ପ୍ରସ୍ତୁତ କରାଯାଇଛି। ସ୍ଥାନୀୟ କଟ୍ଟୁପକ୍କମଠାରେ ୩୦ ଜଣ ବେକେରି ବିଶେଷଜ୍ଞ ମିଳିତ ଭାବେ ୨୫ ଫୁଟ ଲମ୍ବ ଏବଂ…

ମନ୍ଦିର ପାଲଟିଛି ଗୋଦାମ, ଅଫିସ

ପୁରୁଣା ଭୁବନେଶ୍ୱର, ୨୪ା୨ (ଡି.ଏନ.ଏ.):ଏକାମ୍ର କ୍ଷେତ୍ରରେ ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣରେ ବ୍ୟସ୍ତ ମିଳିତ ଉଚ୍ଛେଦ ଟିମ୍‌ ଓ ସଚିବ ସ୍ତରୀୟ ଅଫିସରଙ୍କ ନଜର ଆଢ଼ୁଆଳରେ ବହୁ ମନ୍ଦିର ଜବରଦଖଲରେ ରହିଛି। ମନ୍ଦିରକୁ କେତେଜଣ ସେବାୟତ ବ୍ୟକ୍ତିଗତ ଭାବେ ବ୍ୟବହାର କରିଛନ୍ତି। ଯେଉଁ କେତେଜଣ…

ଆମେରିକା ଭାରତର ଶୀର୍ଷ ବାଣିଜ୍ୟ ଅଂଶୀଦାର

ନୂଆଦିଲ୍ଲୀ, ୨୪-୨: ଚାଇନାକୁ ଟପି ଆମେରିକା ଭାରତର ଶୀର୍ଷ ବାଣିଜ୍ୟ ଅଂଶୀଦାର ହୋଇ ପାରିଛି। ଏହା ଦ୍ୱାରା ଦୁଇ ଦେଶ ମଧ୍ୟରେ ବୃହତ୍‌ ଅର୍ଥନୈତିକ ସମ୍ପର୍କ ସ୍ଥାପନ ହୋଇଥିବା ଜଣାପଡିଛି। ବାଣିଜ୍ୟ ମନ୍ତ୍ରଣାଳୟ ତଥ୍ୟ ମୁତାବକ ୨୦୧୮-୧୯ ଆର୍ଥତ୍କ ବର୍ଷରେ ଭାରତ-ଆମେରିକା…

ପାର୍କ ଉତ୍ସବରେ ଓଡ଼ିଆ ସଂସ୍କୃତି, ପରମ୍ପରା

ଭୁବନେଶ୍ୱର, ୨୪ା୨(ବ୍ୟୁରୋ):ଆମେ ଓଡ଼ିଆ, ଆମ ଭାଷା ଓଡ଼ିଆ। ଆମର ୧୨ ମାସରେ ୧୩ ପରବ, ଆଉ ସେହି ପରବରେ ବିଭିନ୍ନ ପ୍ରକାରର ମିଠା ଓ ପିଠା ପଣା ପ୍ରସ୍ତୁତ ହୁଏ। ରବିବାର ଭୁବନେଶ୍ୱରର ଇନ୍ଦିରା ଗାନ୍ଧୀ ଓ ମଧୁସୂଦନ ଦାସ ପାର୍କରେ…

ମାର୍ଚ୍ଚ ପହିଲାରୁ ଲଟେରି ଉପରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ, ୨୪-୨: ମାର୍ଚ୍ଚ ପହିଲାରୁ ଲଟେରି ଉପରେ ୨୮% ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କାର୍ଯ୍ୟକାରୀ ହେବ ବୋଲି ସରକାର ରବିବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଗତ ଡିସେମ୍ବରରେ ରାଜ୍ୟ ପରିଚାଳିତ ଏବଂ ବୈଧ ଲଟେରି ଉପରେ ଏଭଳି ଟିକସ…

ଦିଲ୍ଲୀରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ନୂଆଦିଲ୍ଲୀ,୨୪ା୨(ପି.ଟି.): ଉତ୍ତରପୂର୍ବ ଦିଲ୍ଲୀର ଜାଫ୍‌ରାବାଦ ନିକଟରେ ରବିବାର ନାଗରିକତ୍ୱ ସିଏଏ ବିରୋଧୀ ଆନ୍ଦୋଳନ ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ମୌଜପୁରରେ ପରସ୍ପରକୁ ଢେଲାମାଡ଼ କରୁଥିବା ଲୋକଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲୁହବୁହା ବାଷ୍ପ ପ୍ରୟୋଗ କରିଥିଲା। ସୀଲମପୁର ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri