Home Left

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ ସୋମବାର ଚତୁର୍ଥ ତଥା ଅନ୍ତିମ ଦିବସରେ ବେଙ୍ଗଲ ଦଳ ଓଡ଼ିଶା ଦଳକୁ ୧୦୨…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ମୋଟରସାଇକେଲରେ ଜଣେ ବ୍ୟକ୍ତି ଉକ୍ତ ରାସ୍ତାରେ ଯାଉଥିବା ବେଳେ ଏକ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ ନୂତନ ମୋବାଇଲ୍ ଆପ୍ ପ୍ରସ୍ତୁତ କରୁଛି, ଯାହା ଏପ୍ରିଲ୍ ୨୦୨୬ରେ ଲଞ୍ଚ୍ ହେବ।…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି ୟୁରୋପ କ୍ୱାଲିଫାୟରରେ ଇଟାଲୀଠାରୁ ମିଳିଥିବା ପରାଜୟର ପ୍ରତିଶୋଧ ନେଇଛି। ସ୍କଟଲାଣ୍ଡର ବିଶାଳ ୨୦୮…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର ଗ୍ରାମରେ ଘଟିଛି। ଜଣେ ବ୍ୟକ୍ତି ଆଇସକ୍ରିମ୍‌ କରୁଥିବା ବେଳେ ଗ୍ରାମର ପିଲାମାନେ ଖୁସିର…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, SIR ପ୍ରକ୍ରିୟାରେ କୌଣସି ପ୍ରକାର ବାଧା ସୃଷ୍ଟି…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ କରନ୍ତୁ। ଆଗକୁ ନିର୍ବାଚନ ଆସୁଛି, ଲୋକପ୍ରିୟତା ପ୍ରମାଣିତ କରନ୍ତୁ ବୋଲି କହି ଉପାସନାଙ୍କ…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି। ସେ ୨୫ ମିଟର ପିସ୍ତଲ ଇଭେଣ୍ଟର ସଂଘର୍ଷପୂର୍ଣ୍ଣ ଫାଇନାଲ ମୁକାବିଲାରେ ଅଳ୍ପକେ ଦ୍ୱିତୀୟ…

ଏହି ଗୋଟିଏ ସର୍ତ୍ତ ସହିତ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ! ଜାଣନ୍ତୁ କ’ଣ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ହେବାର ସମ୍ଭାବନା ଉପରେ ଆଲୋଚନା ଚାଲିଛି। ଆଇସିସି କାର୍ଯ୍ୟସୂଚୀ ଅନୁଯାୟୀ, ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋରେ ଉଭୟ ଦଳ ଖେଳିବାର କାର୍ଯ୍ୟକ୍ରମ ଥିଲା। ତଥାପି, ପାକିସ୍ତାନ ସରକାର ବିଶ୍ୱକପ ଆରମ୍ଭ ହେବା…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ ଏକ ଦ୍ରୁତଗାମି କାର ସ୍କୁଟିକୁ ଧକ୍କାଦେଇ ପାଖାପାଖି ୧୫ଫୁଟ ତଳକୁ ପାଣି ନାଳ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି ଏକ ନିର୍ଦ୍ଦେଶ ଆଲୋଚନାର ବିଷୟ ପାଲଟିଛି । ବୁଲା କୁକୁରଙ୍କ ଗତିବିଧିକୁ ରୋକିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?