Home Left

ଆଜି ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ ଦେଶବ୍ୟାପି ଅନଶନ

ନୂଆଦିଲ୍ଲୀ, ୨୪-୨: ରାଷ୍ଟ୍ରାୟତ୍ତ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କର୍ମଚାରୀ ସଂଘ ପକ୍ଷରୁ ସୋମବାର ଦେଶବ୍ୟାପୀ ଅନଶନ କରାଯିବ। ସରକାର ଘୋଷଣା କରିଥିବା ୬୯ ହଜାର କୋଟି ଟଙ୍କାର ପୁନରୁଦ୍ଧାର ପ୍ୟାକେଜ କାର୍ଯ୍ୟକାରୀ କରାଇବାରେ ବିଳମ୍ବ ହେବାରୁ ସଂଘ ପକ୍ଷରୁ ଏଭଳି…

ଆଲିଗଡ଼ରେ ବିକ୍ଷୋଭବେଳେ ଗୁଳିମାଡ଼

ନୂଆଦିଲ୍ଲୀ,୨୪ା୨(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ଠାରେ ରବିବାର ସିଏଏ ବିରୋଧୀ ବିକ୍ଷୋଭ ହିଂସାତ୍ମକ ରୂପ ନେଇଛି। ପୋଡ଼ାଜଳା ଓ ଟେକାମାଡ଼ ପରେ ପୋଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ସମୟରେ କେହି ଦୁର୍ବୃତ୍ତ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ଗଳିମାଡ଼ କରିଥିଲା।…

ଦଳରେ ନେତୃତ୍ୱ ପ୍ରସଙ୍ଗର ସମାଧାନ ଜରୁରୀ: ଥରୁର

ନୂଆଦିଲ୍ଲୀ, ୨୪ା୨(ପି.ଟି.): ଦେଶର ସର୍ବପୁରାତନ ଦଳ କଂଗ୍ରେସ ଏବେ ମଙ୍ଗୁଆଳ ବିହୀନ ବୋଲି ସାଧାରଣରେ ଧାରଣା ସୃଷ୍ଟି ହୋଇଥିବାରୁ ଏହାକୁ ଦୂର କରିବା ଲାଗି ନେତୃତ୍ୱ ପ୍ରସଙ୍ଗର ସମାଧାନକୁ ପ୍ରାଥମିକତା ଦେବା ଆବଶ୍ୟକ ବୋଲି ବରିଷ୍ଠ ନେତା ଶଶୀ ଥରୁର ରବିବାର…

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ବହିଷ୍କାର ଦାବି କଲା କଂଗ୍ରେସ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ନୟାଗଡ଼ ଜିଲା ସରଣକୁଳ ଅନ୍ତର୍ଗତ କୋଟରମ, ଖଲିପାଟଣା ଗ୍ରାମର ୧୫ ପରିବାର ୧୪ ବର୍ଷ ହେଲା କଙ୍ଗାରୁ କୋର୍ଟର ଶିକାର ହୋଇ ନିଜ ଗ୍ରାମକୁ ଫେରିପାରୁନାହାନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଏଭଳି ପ୍ରଥା ପ୍ରଚଳନ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ସିଧାସଳଖ କଂଗ୍ରେସ ଟାର୍ଗେଟ…

ତବଲା, ବୀଣାର ଫ୍ୟୁଜନରେ ମନ୍ଦିରର ଇତିହାସ

ଭୁବନେଶ୍ୱର, ୨୪ା୨ (ବ୍ୟୁରୋ): ୧୬୦ତମ ଏକାମ୍ର ପଦଯାତ୍ରା ରବିବାର ପୁରୁଣା ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ରିଜିଓନାଲ ଇନ୍‌ଷ୍ଟିଚ୍ୟୁଶନ ଅଫ୍‌ ଏଜୁକେଶନ (ଆରଆଇଇ)ର ୨୦ ବିଇଡି ଛାତ୍ରୀଛାତ୍ର ପଦଯାତ୍ରାରେ ସାମିଲ ହୋଇଥିଲେ। ଖ୍ରୀଷ୍ଟପୂର୍ବ ଦଶମ ଶତାବ୍ଦୀରେ ନିର୍ମିତ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରୁ ପଦଯାତ୍ରା…

ଗ୍ୟାଙ୍ଗଷ୍ଟର ରବି ପୂଜାରୀ ଗିରଫ

ବେଙ୍ଗାଲୁରୁ,୨୪ା୨(ପି.ଟି.): ଦୁର୍ଦ୍ଧର୍ଷ ଗ୍ୟାଙ୍ଗଷ୍ଟର ରବି ପୂଜାରୀଙ୍କୁ ଦକ୍ଷିଣ ଆଫ୍ରିକାରେ ଗିରଫ କରାଯିବା ପରେ ଭାରତ ଅଣାଯାଉଛି। ପ୍ରତ୍ୟର୍ପଣ ପରେ ତାଙ୍କୁ ଭାରତ ଅଣାଯାଉଛି। ଗ୍ୟାଙ୍ଗଷ୍ଟରଙ୍କୁ ଆଣିବା ପାଇଁ କର୍ନାଟକର ବରିଷ୍ଠ ଆଇପିଏସ୍‌ ଅଫିସରମାନଙ୍କର ଏକ ଟିମ୍‌ ଯାଇଥିଲା। କର୍ନାଟକ ସମେତ ଦେଶର…

‘ଉତ୍ତମ ଜନସ୍ବାସ୍ଥ୍ୟ ସେବା ଲାଗି ବହୁମୁଖୀ ଉଦ୍ୟମ ଲୋଡ଼ା’

ଭୁବନେଶ୍ୱର,୨୪ା୨:ଉତ୍ତମ ଜନସ୍ବାସ୍ଥ୍ୟ ସେବା ପାଇଁ ବହୁମୁଖୀ ଏବଂ ବହୁବିଧ ଉଦ୍ୟମର ଆବଶ୍ୟକତା ରହିଛି। ଏଆଇପିଏଚ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ଜାତୀୟ କର୍ମଶାଳାରେ ବିଶେଷଜ୍ଞମାନେ ଉତ୍ତମ ଜନସ୍ବାସ୍ଥ୍ୟ ଉପରେ ମତ ରଖିଛନ୍ତି। ଉତ୍ତମ ସ୍ବାସ୍ଥ୍ୟ ପାଇଁ ସୁସ୍ଥ ଖାଦ୍ୟ, ସୁସ୍ଥ ମୃତ୍ତିକା, ସୁସ୍ଥ…

ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଉଦ୍‌ଯାପିତ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ହିନ୍ଦୁସ୍ଥାନୀ ସଙ୍ଗୀତ ସଭା ପକ୍ଷରୁ ସୂଚନା ଭବନଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ପ୍ରଦୀପ କୁମାର ବିଶ୍ୱାଳ ଏବଂ ସମ୍ମାନିତ…

ନିଜ ଅଳିଆ ନିଜ ପାଖେ ରଖ: ସାମୂହିକ ସଫେଇ ପରେ ଚମକିଲା ଏକାମ୍ରକ୍ଷେତ୍ର

ଭୁବନେଶ୍ୱର, ୨୪ା୨ (ବ୍ୟୁରୋ): ନିଜ ଅଳିଆ ନିଜ ପାଖେ ରଖ, ସୌନ୍ଦର୍ଯ୍ୟଭରା ଏକାମ୍ରକ୍ଷେତ୍ର ଅଞ୍ଚଳକୁ ଅଳିଆ ଗଦା କରନି। ଘରେ ଡଷ୍ଟବିନ୍‌ ରଖ, ସଫେଇ ଓ ପରିମଳ କାର୍ଯ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ସହଯୋଗର ହାତ ବଢ଼ାଅ। ସଫେଇ କର୍ମଚାରୀ ଆସି…

ଦିଲ୍ଲୀରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୨୪ା୨(ପି.ଟି.): ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ଗସ୍ତ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଟ୍ରମ୍ପ୍‌ ଆଗ୍ରାରେ ତାଜମହଲ ପରିଦର୍ଶନ ପରେ ଦିଲ୍ଲୀ ଆସି ସର୍ଦ୍ଦାର ପଟେଲ ମାର୍ଗସ୍ଥିତ ଆଇଟିସି ମୌର୍ଯ୍ୟ ହୋଟେଲରେ ରହିବେ। ତେଣୁ ସେଠାରେ ସିସିଟିଭି ସଂଯୋଗ ସହ…

ମୋଦିଙ୍କୁ କଂଗ୍ରେସର ୫ ପ୍ରଶ୍ନ

ନୂଆଦିଲ୍ଲୀ,୨୪ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତକୁ ନେଇ ମୁଖ୍ୟ ବିରୋଧୀ ଦଳ କଂଗ୍ରସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ୫ଟି ପ୍ରଶର ଉତ୍ତର ଚାହିଁଛି। ଭାରତ-ଆମେରିକା ବାଣିଜ୍ୟ, ଏଚ୍‌-୧ବି ଭିଜା, ଜାତୀୟ ନିରାପତ୍ତା, ତୈଳ ଦର ଏବଂ ଇସ୍ତାତ ରପ୍ତାନିକୁ…

ପବନରେ ଭାଙ୍ଗିଲା ଷ୍ଟାଡିୟମ ଗେଟ୍‌

ଅହମଦାବାଦ,୨୪ା୨(ପି.ଟି.): ଟ୍ରମ୍ପ୍‌ଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ଅହମଦାବାଦରେ ନବନିର୍ମିତ ମୋଟେରା କ୍ରିକେଟ ଷ୍ଟାଡିୟମର ପ୍ରବେଶପଥ ଭାଙ୍ଗିଯାଇଛି। ଷ୍ଟିଲ୍‌ ରଡ୍‌ରେ ନିର୍ମିତ ଏହି ଗେଟ୍‌ ଫ୍ଲେକ୍ସକୁ ଆଚ୍ଛାଦିତ କରାଯାଇଥିଲା। ଭିଭିଆଇପିଙ୍କ ପ୍ରବେଶ ପାଇଁ ଉଦ୍ଦିଷ୍ଟ ଉକ୍ତ ଗେଟ୍‌ ପବନରେ ଢଳିପଡ଼ୁଥିବା ବେଳର ଦୃଶ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri