ବିକାଶରେ ବାଧକ ଫଳକ ରାଜନୀତି
ଯାଜପୁର ଅଫିସ,୨୪ା୨: ପର୍ଯ୍ୟଟନ ମାନଚିତ୍ରରେ ଯାଜପୁରର ପରିଚୟ ସ୍ବତନ୍ତ୍ର। ଜିଲାର ବୈଭବମୟ, ଗୌରବମୟ ଐତିହ୍ୟରାଜି ଓ ପର୍ଯ୍ୟଟନକ୍ଷେତ୍ର ବିଶ୍ୱବାସୀଙ୍କୁ ଚମକୃତ କରିଛି। ଏହି ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ଓ ବିକାଶ ପାଇଁ ଯେଉଁ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ଆଗାମୀ ଦିନରେ…
ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍ ଖୁଣ୍ଟି, ତାର: ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ଓ୍ବେସ୍କୋ
ରାଉରକେଲା ଅଫିସ, ୨୪।୨- ଷ୍ଟିଲ ସିଟି ସ୍ମାର୍ଟ ସିଟି ମାନ୍ୟତା ପାଇଲା। ହେଲେ ରାଉରକେଲାରେ ବିଦ୍ୟୁତ୍ ଯୋଗାଣ ବ୍ୟବସ୍ଥା ଯେମିତିକୁ ସେମିତି ପୁରୁଣାକାଳିଆ ଢଙ୍ଗରେ ଚାଲିଛି। ସହରର ଅଧିକାଂଶ ସ୍ଥାନରେ ଏବେ ବି ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍ ଖୁଣ୍ଟି ଓ ତାରଗୁଡ଼ିକ…
ବିଲିକଣା ଘରପୋଡ଼ି ଘଟଣାରେ ଜଣେ ଗିରଫ
ଆଳି, ୨୪।୨ (ଡି.ଏନ୍.ଏ.): ଆଳି ଥାନା ଅଧୀନ ବିଲିକଣା ଗ୍ରାମରେ ଘଟିଥିବା ଘରପୋଡି ଘଟଣାରେ ପୋଲିସ ରବିବାର ଜଣକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ବିଲିକଣା ଗ୍ରାମର ସସ୍ମିତା ମଲ୍ଲିକ। ବିଲିକଣା ଗ୍ରାମର ସାରତୀ ମଲିକ ଓ ତାଙ୍କ…
ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ବିକ୍ଷୋଭ
କେନ୍ଦ୍ରାପଡା ଅଫିସ, ୨୪।୨: ସରକାରୀ ଚାକିରି ଓ ପଦୋନ୍ନତି କ୍ଷେତ୍ରରେ ସଂରକ୍ଷଣ ଏକ ମୌଳିକ ଅଧିକାର ନୁହେଁ। ଏହା ରାଜ୍ୟ ସରକାରଙ୍କ ଇଚ୍ଛାଧୀନ ବିଷୟ। ତେଣୁ ତଫସିଲଭୁକ୍ତ ଜାତି (ଏସ୍ସି) ଓ ତଫସିଲଭୁକ୍ତ ଜନଜାତି (ଏସ୍ଟି) ବର୍ଗର ଲୋକଙ୍କୁ ଚାକିରି ଦେବାପାଇଁ…
ଗୋସେଇଁବନ୍ଧ ରେଳ ଲାଇନ୍ ଧସିବା ଘଟଣା:କ୍ଷତିଗ୍ରସ୍ତଙ୍କୁ ସ୍ବତନ୍ତ୍ର କ୍ଷତିପୂରଣ ଦାବି
କେନ୍ଦ୍ରାପଡା ଅଫିସ, ୨୪।୨: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ କେନାଲ୍ ବ୍ରିଜର ଗୋସେଇଁବନ୍ଧ ଗ୍ରାମ ନିକଟରେ ନିର୍ମାଣାଧୀନ ହରିଦାସପୁର-ପାରାଦୀପ ରେଳପଥ ଧସିବା ପ୍ରଭାବରେ କ୍ଷତିଗ୍ରସ୍ତ ୫ ପରିବାରଙ୍କୁ ରାଜ୍ୟସରକାର ସ୍ବତନ୍ତ୍ର କ୍ଷତିପୂରଣ ପ୍ରଦାନ କରିବାକୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର ଶନିବାର…
ତୃତୀୟ ବିବାହ କରି ଜେଲ ଗଲେ ସ୍ବାମୀ
ବୁଗୁଡ଼ା,୨୪ା୨(ଡି.ଏନ.ଏ.): ତୃତୀୟ ବିବାହ କରିବା ଅଭିଯୋଗରେ ବୁଗୁଡ଼ା ପୋଲିସ ଜଣଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ବୁଗୁଡ଼ା ଥାନା ଜାମପଲ୍ଲୀ ଗାଁର ସନ୍ତୋଷ କୁମାର ସେନାପତି (୫୫)। ୩୦ ବର୍ଷ ପୂର୍ବେ ସନ୍ତୋଷ ପ୍ରଥମ ବିବାହ କରିଥିଲେ। କିନ୍ତୁ ତାଙ୍କର କୌଣସି…
ନିମ୍ନମାନର ରାସ୍ତା କାମ, ଉଠିଯାଉଛି ପିଚୁ
ଭଦ୍ରକ ଅଫିସ,୨୪।୨-ଗ୍ରାମ୍ୟ ଉନ୍ନୟନ ବିଭାଗରେ ସ୍ବଚ୍ଛତାକୁ ନେଇ ବିବାଦ ଲାଗିରହିଛି। ମାସକ ତଳେ ବିଭାଗର ଜଣେ ଡାଟାଏଣ୍ଟ୍ରି ଅପରେଟର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ। ନିକଟରେ ନିର୍ବାହୀ ଯନ୍ତ୍ରୀ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରରୁ…
ନାଜମୁଲ, ମୋମିନୁଲଙ୍କ ଅର୍ଦ୍ଧଶତକ
ଢାକା,୨୩ା୨(ଏଏଫ୍ପି): ଢାକାଠାରେ ଖେଳାଯାଉଥିବା ଜିମ୍ବାଓ୍ବେ ବିପକ୍ଷ ଏକମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ନାଜମୁଲ ହୋସେନ ଏବଂ ମୋମିନୁଲ ହକ୍ଙ୍କ ଅର୍ଦ୍ଧଶତକ ସହାୟତାରେ ବାଂଲାଦେଶ ନିଜ ସ୍ଥିତିକୁ ସୁଦୃଢ କରିନେଇଛି। ନାଜମୁଲ ୧୩୯ ବଲ୍ରୁ ୭୧ ରନ କରିଥିବାବେଳେ ମୋମିନୁଲ ୭୯ ରନରେ…
ପ୍ରେଗ୍ ଚେସ୍ ଫେଷ୍ଟିଭାଲ: ଆକାଶ ଜିତିଲେ ଓପନ ଇଭେଣ୍ଟ
ପ୍ରେଗ୍,୨୩ା୨ (ପି.ଟି.)- ଭାରତର ଜି. ଆକାଶ ଏଠାରେ ଚାଲିଥିବା ପ୍ରେଗ୍ ଚେସ୍ ଫେଷ୍ଟିଭାଲର ଓପନ୍ ଇଭେଣ୍ଟ ଜିତିଛନ୍ତି। ୯ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଆକାଶ ଅପରାଜିତ ରହିବା ସହ ୭.୫ ପଏଣ୍ଟ ଅର୍ଜନ କରିଥିଲେ। ସ୍ଲୋଭାକିଆର ଜର୍ଗସ ପେଚାକ୍ ଏବଂ…
ଅଜବ ସଉକ: ବିମାନରେ ଏକାକୀ ୧୯୯ ସିଟ୍ ବୁକ୍ କରି ଉଡ଼ାଣର ମଜାନେଲେ ମହିଳା
ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନଙ୍କ ସଉକ ଭିନ୍ନ ଭିନ୍ନ ଥାଏ। ନିଜର ଇଚ୍ଛାକୁ ପୂରଣ କରିବା ପାଇଁ କିଛି ବି କରିବାକୁ ପଛାନ୍ତି ନାହିଁ। ଠିକ୍ ସେମିତି ଫିଲିପାଇନ୍ସର ଜଣେ ମହିଳା ନିଜର ଇଚ୍ଛାକୁ ପୂରଣ କରିବା ପାଇଁ…
ଡଙ୍କଲପାଡୁ ବସ୍ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କଲେ ୩ ମନ୍ତ୍ରୀ
ଗୋପାଳପୁର,୨୩ା୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍ରେ ୧୧ କେଭି ବିଦ୍ୟୁତ୍ ତାର ଲାଗିଯିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ବିଭିନ୍ନ ରାଜନୈତିକ ଦଳ ମୃତକ…
ପ୍ରଶଂସକ ଚାହାନ୍ତି ପାକିସ୍ତାନରେ ଖେଳୁ ଭାରତ
ଲାହୋର,୨୩ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ୨୦୧୩ଠାରୁ କୌଣସି ଦ୍ୱିପାକ୍ଷିକ ସିରିଜ୍ ଖେଳାଯାଇ ନାହିଁ। ଅନ୍ତିମ ଥର ୨୦୦୮ରେ ଦୁଇ ଦେଶ ମଧ୍ୟରେ ଟେଷ୍ଟ ସିରିଜ୍ ଖେଳାଯାଇଥିଲା। ଦୁଇ ଏସିୟ ଦଳ ଆଇସିସି ଇଭେଣ୍ଟ କିମ୍ବା ଏସିଆ କପ୍ରେ ପରସ୍ପର ସହ…
Archives


