Home Left

ବଡ଼ଦାଣ୍ଡରେ ନାବାଳକଙ୍କ ଭିକ୍ଷାବୃତ୍ତି: ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁର ବାସ୍ତବତାକୁ ନେଇ ପ୍ରଶ୍ନ

ପୁରୀ ଅଫିସ, ୨୩ା୨: ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ। ୬ରୁ ୧୪ ବର୍ଷ ବୟସର ପିଲାଙ୍କୁ ପ୍ରାଥମିକ ଶିକ୍ଷା ପ୍ରଦାନ କରି ସାମାଜିକ, ଆଞ୍ଚଳିକ ତଥା ଲିଙ୍ଗଗତ ବୈଷମ୍ୟ ଦୂର କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ। କିନ୍ତୁ ଅନେକ ସମୟରେ…

ବରଗଡ଼ରେ ଭାରତ ବନ୍ଦର ପ୍ରଭାବ: ଦୋକାନ ବଜାର ବନ୍ଦ, ଯାତାୟାତ ଠପ୍‌

ବରଗଡ଼ ଅଫିସ, ୨୩।୨- ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ରାୟକୁ କେନ୍ଦ୍ର କରି ରବିବାର ଭୀମ ଆର୍ମି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବରଗଡ଼ରେ ଅନୁଭୂତ ହୋଇଛି। ସ୍ଥାନୀୟ ପରିବା ବଜାର ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ ଥିବାବେଳେ…

ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ୨ବର୍ଷ:‘ଜୀବନରେ ଲୁହ ଛଡ଼ା କିଛି ନାହିଁ’

ବଲାଙ୍ଗୀର ଅଫିସ/ପାଟଣାଗଡ଼ (ଡି.ଏନ.ଏ.), ୨୩ା୨: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ରବିବାର ୨ ବର୍ଷ ପୂରିବ। ଏହି ୨ ବର୍ଷ ଭିତରେ ନ୍ୟାୟ ତ ମିଳି ପାରିନାହିଁ କେବଳ ଲୁହ, କୋହ ଓ ଲାଞ୍ଛନା ମିଳିଛି ବୋଲି ପାର୍ସଲ…

ମୁହଁ ଖୋଲିଲେ ଅନୁପଙ୍କ ପରିବାରବର୍ଗ, ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ସୁରକ୍ଷା ମାଗିଲେ

ଝାରସୁଗୁଡା ଅଫିସ, ୨୩ା୨: ଝାରସୁଗୁଡା ଜିଲା ବ୍ରଜରାଜନଗରର କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ହତ୍ୟାକାଣ୍ଡ ଘଟଣା ଦିନକୁ ଦିନ ଭିନ୍ନ ମୋଡ ନେଉଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ପୋଲିସ ଗିରଫ…

ଭାଷା ବିବାଦକୁ ନେଇ ଭୁବନେଶ୍ୱର ଏମ୍ସର ସ୍ପଷ୍ଟୀକରଣ: କେବଳ ପ୍ରଶାସନିକ କାର୍ଯ୍ୟ ପାଇଁ ହିନ୍ଦୀ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ରେ କେବଳ ପ୍ରଶାସନିକ କାର୍ଯ୍ୟ ପାଇଁ ହିନ୍ଦୀ ଭାଷା ବ୍ୟବହାର କରାଯିବ ବୋଲି ଏହାର ନିର୍ଦ୍ଦେଶିକା ଡକ୍ଟର ଗୀତାଞ୍ଜଳି ବି. କହିଛନ୍ତି। ସେହିପରି ସଂସ୍ଥାନରେ ହେଉଥିବା ଅଧିକାଂଶ ଦସ୍ତଖତ ଇଂଲିଶ ଅଥବା ଓଡ଼ିଆରେ ହୋଇଥାଏ।…

ବିପଜ୍ଜନକ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ

ପାଲଲହଡ଼ା, ୨୩ା୨(ଡି.ଏନ.ଏ.) – ବାରମ୍ବାର ଦୁର୍ଘଟଣା ସତ୍ତ୍ୱେ ବିପଦଜନକ ଅବସ୍ଥାରେ ଚାଲିଛି ସ୍କୁଲ ପିଲା ପରିବହନ। ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ମଧ୍ୟ ଏପରି ଦେଖିବାକୁ ମିଳିଛି। ବିଭିନ୍ନ ଘରୋଇ ବିଦ୍ୟାଳୟକୁ ଅଟୋ ଏବଂ ଅନ୍ୟାନ୍ୟ ଗାଡ଼ିଗୁଡିକରେ କ୍ଷମତା ଠାରୁ ଅଧିକ…

୫-ଟି ପାଇଁ ଆନୁଷଙ୍ଗିକ ଭିତ୍ତିଭୂମି ପ୍ରସ୍ତୁତ କର

ଅନୁଗୋଳ ଅଫିସ, ୨୩।୨ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶନିବାର ପୂର୍ବାହ୍ନରେ ‘୫-ଟି’ର ସମୀକ୍ଷା ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ସମସ୍ତଙ୍କୁ ସ୍ବାଗତ କରିବା ସହ…

ବାଲନ୍ଦାପଡ଼ା, ଗୋଚ୍ଛାପଡା ପିଏଚ୍‌ସିରେ ଡାକ୍ତର ନାହାନ୍ତି

ଫିରିଙ୍ଗିଆ, ୨୩ା୨- ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଧିନରେ ଥିବା ବାଲନ୍ଦାପଡା ଏବଂ ଗୋଚ୍ଛାପଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚ୍‌ସି)ରେ ବହୁ ଦିନ ହେଲା ଡାକ୍ତର ନାହାନ୍ତି। ଫଳରେ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ଦୁର୍ଗମ ଅଞ୍ଚଳବାସୀ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ହେଉଛନ୍ତି।…

ମାଗଣାରେ ମା’ଙ୍କୁ ଦର୍ଶନ କରିବେ ଭକ୍ତ

ପୁରୁଷୋତ୍ତମପୁର,୨୩ା୨(ଡି.ଏନ.ଏ.)-ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ତାରାତାରିଣିଙ୍କ ଚୈତ୍ର ଯାତ୍ରା ଆସନ୍ତା ମାର୍ଚ୍ଚ ମାସ ୧୦ ତାରିଖଠାରୁ ହେବ। ଏହାର ସୁପରିଚାଳନା ଲାଗି ଶନିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ତାରା ତାରିଣୀଙ୍କ ପୀଠକୁ ଆସି ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ନେଇ…

ବାଉଁଶ କାରିଗରଙ୍କ କୌଳିକ ବୃତ୍ତି ଦିଗହରା

ତେଲକୋଇ, ୨୩।୨(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନରେ ବିଭିନ୍ନ ଗ୍ରାମରେ ବାଉଁଶ ଦ୍ୱାରା ବିଭିନ୍ନ ସାମଗ୍ରୀ ତିଆରି କରି ପରିବାର ପୋଷଣ କରିଥାନ୍ତି। ବାଉଁଶରେ କୁଲା, ଟୋକେଇ, ଡଲା, ଚେୟାର, ଝୁଡ଼ି ଆଦି ବିଭିନ୍ନ ସାମଗ୍ରୀ ବିକ୍ରି କରି କୌଳିକ ବୃତ୍ତି ଯୋଗୁ ପରିବାର…

ହାର ମାନିନାହାନ୍ତି ଦିବ୍ୟାଙ୍ଗ ଦମ୍ପତି

ବନ୍ତ,୨୩।୨(ସ୍ବ.ପ୍ର.)-ସ୍ବାମୀ ଓ ସ୍ତ୍ରୀ ଦୁଇଜଣ ଦିବ୍ୟାଙ୍ଗ। ସ୍ବାମୀ ପୋଲିଓ ଆକ୍ରାନ୍ତ ହୋଇ ଚାଲିବାକୁ ଅକ୍ଷମ ହୋଇଥିବାବେଳେ ସ୍ତ୍ରୀଙ୍କ ପିଠିରେ ଏକ ବଡ଼ କୁବ୍ଜ ବାହାରି ଥିବାରୁ ସିଧାହୋଇ ଚାଲି ପାରୁନାହାନ୍ତି। ତଥାପି ସେମାନେ ଅନ୍ୟ ଉପରେ ନିର୍ଭର ନ କରି ନିଜେ…

ଆରମ୍ଭ ହେଲା ଆକ୍ୱା ଏକ୍ସପୋ ଓଡ଼ିଶା: ବୈଜ୍ଞାନିକ ପ୍ରଣାଳୀରେ ଉଦ୍ୟୋଗ ସ୍ଥାପନ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୩।୨-ବାଲେଶ୍ୱର ସହର ଆଇଟିଆଇ ପଡ଼ିଆରେ ଓଡ଼ିଶା ଆକ୍ୱାଟିକ୍‌ ଫିଡ୍‌ ଡିଲର୍ସ ଆସୋସିଏଶନ୍‌, ସି ଫୁଡ୍‌ ଏକ୍ସପୋର୍ଟସ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆ ରାଜ୍ୟ ଶାଖା ଓ ଓଡ଼ିଶା ସ୍ରିମ୍ପ ଫାର୍ମର୍ସ ଆସୋସିଏଶନ୍‌ ଦ୍ୱାରା ବାଲେଶ୍ୱର ଚ୍ୟାମ୍ବର ଅଫ୍‌ ଇଣ୍ଡଷ୍ଟ୍ରି ଆଣ୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri