Home Left

ଟ୍ରମ୍ପଙ୍କ ଆଗ୍ରା ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥା ହେବ କଡାକଡି

ମଥୁରା,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଗ୍ରା ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ତେବେ ଟ୍ରମ୍ପ ଓ ତାଙ୍କ ପରିବାରଙ୍କ ସୁରକ୍ଷା ଦାୟିତ୍ୱ ଆମେରିକା ସିକ୍ରେଟ ସର୍ଭିସ ପାଖରେ ରହିଛି। ହେଲେ ବାହାରର ସୁରକ୍ଷା ଦାୟିତ୍ୱ ଏନ୍‌ଏସ୍‌ଜି ଓ…

ଥରୁରଙ୍କୁ ବିଦେଶ ଯିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୨।୨: ଦିଲ୍ଲୀର ରାଉଜ ଏଭିନ୍ୟୁ କୋର୍ଟ ଶନିବାର କଂଗ୍ରେସ ନେତା ଶଶି ଥରୁରଙ୍କୁ ବିଦେଶ ଗସ୍ତ ପାଇଁ ଅନୁମତି ପ୍ରଦାନ କରିଛନ୍ତି। ସେ ଫେବୃୟାରୀରୁ ମେ ୨୦୨୦ ମଧ୍ୟରେ ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ), ଫ୍ୟାନ୍ସ ଓ ନରଓ୍ବେ ଯାତ୍ରା କରିପାରିବେ। ସୂଚନାଯୋଗ୍ୟ,…

ଏସିଆ ଏକାଦଶ ପାଇଁ ବିସିସିଆଇ ପଠାଇଲା ୪ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୨୨।୨- ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏସିଆ ଏକାଦଶ ପାଇଁ ୪ ଖେଳାଳିଙ୍କ ନାମ ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି)କୁ ପଠାଇଛନ୍ତି। ଏଥିରେ ଅଧିନାୟକ ବିରାଟ କୋହଲି, ଓପନର ଶିଖର ଧାଓ୍ବନ, ପେସର ମହମ୍ମଦ ଶାମି ଓ ଚାଇନାମ୍ୟାନ କୁଲଦୀପ ଯାଦବ ରହିଛନ୍ତି।…

ଚମକିଲା ସୋନଭଦ୍ର ଭାଗ୍ୟ: ସୁନା ପରେ ଏବେ ମାଟି ତଳେ ୟୁରାନିୟମ୍‌ ଭଣ୍ଡାର ଥିବାର ମିଳିଲା ସୂଚନା

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶର ସୋନଭଦ୍ର ଅଞ୍ଚଳ ଭାଗ୍ୟ ଚମକିବାରେ ଲାଗିଛି। ଦୁଇଦିନ ତଳେ ଏହି ଅଞ୍ଚଳର ମାଟି ତଳେ ହଜାର ହଜାର ଟନ୍‌ ସୁନା ପଥର ଥିବା ଜିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ କୁହାଯାଇଥିଲା। ଏବେ ସ୍ଥାନୀୟ ମୋୟରପୁର ବ୍ଲକ୍‌ର କୁଦରି…

ବେନାମୀ ରେଳଷ୍ଟେଶନ

ଭାରତୀୟ ରେଳ ଏସିଆ ମହାଦେଶର ଦ୍ୱିତୀୟ ନେଟ୍‌ଓ୍ବାର୍କ ହୋଇଥିବା ବେଳେ ଏଠାରେ ପ୍ରାୟ ୮୦୦୦ ରେଳଷ୍ଟେଶନ ରହିଛି। କେତେକ ରେଳଷ୍ଟେଶନ ସ୍ବତନ୍ତ୍ରତା ଦୃଷ୍ଟିରୁ ବେଶ୍‌ ଜଣାଶୁଣା। ପ୍ରାୟ ସମସ୍ତ ରେଳଷ୍ଟେଶନର ନାଁ ରହିଥିବାରୁ ଯାତ୍ରୀମାନେ ନିଜ ନିଜର ଗନ୍ତବ୍ୟସ୍ଥଳରେ ଓହ୍ଲାଇବା ସହଜ…

ବିହାର ବିଧାନସଭା ନିର୍ବାଚନ ପାଇଁ ଭାଜପାର ଶଙ୍ଖନାଦ: ମାସ ବି ଘୋଷଣା କଲେ ନଡ୍ଡା

ପାଟନା,୨୨।୨: ବିହାର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଶନିବାର ଶଙ୍ଖନାଦ କରାଯାଇଛି। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଆୟୋଜିତ ଏକ ସଭାରେ ଏନେଇ ସୂଚନା ଦେଇଛନ୍ତି। ସେ ନିର୍ବାଚନ ମାସ ସମ୍ପର୍କରେ ମଧ୍ୟ ଘୋଷଣା କରିଛନ୍ତି। ନଡ୍ଡା କହିଛନ୍ତି ଆସନ୍ତା…

ମଧ୍ୟପ୍ରଦେଶ କଂଗ୍ରେସରେ ବଢୁଛି ଫାଟ: ଜ୍ୟୋତିରାଦିତ୍ୟ ଗଢ଼ିବେ କି ନୂଆ ଦଳ !

ଭୋପାଳ,୨୨।୨: ମଧ୍ୟପ୍ରଦେଶ କଂଗ୍ରେସରେ ଫାଟ ବଢିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ କମଳନାଥ, ଦିଗବିଜୟ ସିଂ ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମଧ୍ୟରେ ସହମତି ପ୍ରକାଶ ନ ପାଇବାରୁ ଏଭଳି ହେଉଥିବା କୁହାଯାଉଛି। କ୍ଷମତାକୁ ନେଇ ଜ୍ୟୋତିରାଦିତ୍ୟ ହାଇକମାଣ୍ଡଙ୍କ ଉପରେ ଅସନ୍ତୁଷ୍ଟ ଥିବା ଚର୍ଚ୍ଚା ହେଉଛି।…

ପୁଷ୍ପେନ୍ଦ୍ର କଳାହାଣ୍ଡି ଜିଲା ବିଜେଡି ସଭାପତି

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ବିଜେଡି ସଭାପତି ପଦ ପାଇଁ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ନାମ ଘୋଷଣା ହୋଇଛି। ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଷ୍ପେନ୍ଦ୍ର ସିଂଦେଓଙ୍କ ଉପରେ ପୁନର୍ବାର ଆସ୍ଥାଭାଜନ କରି ଦ୍ୱିତୀୟଥର ପାଇଁ ଜିଲା…

ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ କଳାହାଣ୍ଡି ଜିଲା ଗସ୍ତ: ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ସମୀକ୍ଷା ବୈଠକ

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କଳାହାଣ୍ଡି ଜିଲା ଗସ୍ତ କରିଛନ୍ତି। ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସମୀକ୍ଷା ବୈଠକରେ ସେ ଯୋଗ ଦେଇଥିଲେ। ପରେ ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା…

କର୍ତ୍ତବ୍ୟରେ ଅବହେଳା: ୨ ଶିକ୍ଷକଙ୍କ ଦରମା ବନ୍ଦ ଲାଗି ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଆକ୍ସନ ମୁଡ୍‌ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରହିଆସୁଛନ୍ତି। କେତେବେଳେ ଅଚାନକ ସ୍କୁଲ ଗସ୍ତ କରିବା ହେଉ ଅଥବା କେବେ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ଏହି କ୍ରମରେ…

ଲହଣ୍ଡାବୁଡ଼ ଗ୍ରାମରେ ଟିଭି ବିସ୍ଫୋରଣ: ମହିଳା ମୃତ, ସ୍ବାମୀ ଓ ଶିଶୁକନ୍ୟା ଗୁରୁତର

ସୁନ୍ଦରଗଡ଼,୨୨।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଧୁରୁଆଡିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ଼ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଟିଭି ବିସ୍ଫୋରଣ ହେବା ଯୋଗୁ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ବବି…

ମଦ୍ରାସାରେ ବିବାହ କଲେ ୭୬ ମୁସଲମାନ, ୨୫ ହିନ୍ଦୁ ଯୋଡି

ବେଲାଗଭି,୨୨।୨: ସାମ୍ପ୍ରଦାୟିକ ସଦ୍‌ଭାବର ଏକ ବଡ ଉଦାହରଣ ଦେଖିବାକୁ ମିଳିଛି କର୍ନାଟକ ବେଲାଗଭିରେ ଥିବା ଏକ ମଦ୍ରାସାରେ। ଶୁକ୍ରବାର ଏହି ମଦ୍ରାସା ପରିସରରେ ଏକ ସାମୁହିକ ବିବାହ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ୭୬ ମୁସଲମାନ ଓ ୨୫ ହିନ୍ଦୁ ଯୋଡି ବିବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri