Home Left

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତଥାପି, ସରକାରଙ୍କ ସରକାରୀ ଘୋଷଣା ପରେ ହିଁ ଚୂଡ଼ାନ୍ତ…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗ ପକ୍ଷରୁ ବର୍ତ୍ତମାନଧ୍‌ଠାରୁ ବିଭିନ୍ନ ପ୍ରକାର ଆଗୁଆ ପଦକ୍ଷେପ ନିଆଯାଇଛି।…

ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…

ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ ନବୀନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ନବୀନ କୃଷକର ‘କ’ ଅକ୍ଷର ବିଷୟରେ…

ଦିଅରଙ୍କ ବିବାହ ଠିକ୍‌ ହେବାରୁ ଜୀବନ ହାରିଦେଲେ ଭାଉଜ, ବଡ଼ ଖୁଲାସା କରି ସ୍ବାମୀ କହିଲେ…

ଲକ୍ଷ୍ନୌ,୯।୨: ଉତ୍ତର ପ୍ରଦେଶର ଇଟାୱା ଜିଲାର ଅହିଭରନପୁରା ଗାଁରେ ଜଣେ ମହିଳା ନିଜ ଦିଅରଙ୍କ ବିବାହ ଠିକ୍‌ ହେବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତା’ପରେ ସେ ଆତ୍ମହତ୍ୟା କରିଥିବା ଜଣାପଡିଛି। ତାଙ୍କ ଦିଅରଙ୍କ ବିବାହରେ ଅସନ୍ତୁଷ୍ଟ ହୋଇ, ଭାଉଜ ବିବାହର ଦୁଇ…

ତାମିଲନାଡୁରେ ୩ ଓଡ଼ିଆ ଶ୍ରମିକଙ୍କୁ ଅଟକ ରଖି ନିର୍ଯାତନା, ଉଦ୍ଧାର ପାଇଁ ଗଲେ ଦିଗପହଣ୍ଡି ପୋଲିସ 

ଦିଗପହଣ୍ଡି,୯।୨(ଅଶେଷ ନାଥ ମିଶ୍ର): ଓଡ଼ିଶାର ୩ଶ୍ରମିକଙ୍କୁ ତାମିଲନାଡୁରେ ନିର୍ଯାତନା ଅଭିଯୋଗ । ୩ ଶ୍ରମିକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗାଁ ର ବି.ତବତ ରେଡ୍ଡୀଙ୍କ ପୁଅ ବି. ବୁଡୁ ରେଡ୍ଡୀ(୩୨), ବି.ଗଣେଶ…

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦ ଘଣ୍ଟା ସମୟରେ ପହଞ୍ଚିଥିଲେ । ତାଙ୍କୁ ପ୍ରଶାସନ ଓ ବିଭିନ୍ନ ମହିଳା ଗୃପ…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି। ମୃତକ ହେଲେ ଲିଙ୍ଗରାଜ ସାହୁଙ୍କ ଝିଅ ଲକ୍ଷ୍ମୀପ୍ରିୟା ସାହୁ । ସୂଚନା ଅନୁସାରେ…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଅଭିଯୁକ୍ତ ଜଣକ ସାଥୀ ଛାତ୍ର ବୋଲି ଜଣାପଡିଛି। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର କିଛି ଦିନ ଧରି ମୁମ୍ବାଇ, ପୁଣେ ଏବଂ ବାରାମତି ଗସ୍ତ କରୁଥିଲେ। ଦଳୀୟ…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ ଅଧିକ ବଢ଼ୁଛି ଭୂତଳ ଜଳ ଉପରେ ନିର୍ଭରଶୀଳତା। ତେବେ ଏହା ମଧ୍ୟ ପ୍ରଦୂଷଣମୁକ୍ତ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା କରାଯିବ ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ଏପରିକି ପ୍ରଶ୍ନପତ୍ର…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ଜୟ ପଣ୍ଡାଙ୍କ ସରକାରୀ ଵାସ ଗୃହର ଗେଟରେ ତାଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?