Home Left

ଡାକ୍ତରଙ୍କ ଚେୟାରରେ ବସି ଅନ୍ୟ ରୋଗୀଙ୍କୁ ଚିକିତ୍ସା କଲେ ମାନସିକ ରୋଗୀ

ଭୋପାଳ,୨୨।୨: ମଧ୍ୟପ୍ରଦେଶର ଛତରପୁରରୁ ଏକ ଆଶ୍ଚର୍ଯ୍ୟ କଲାଭଳି ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମାନସିକ ରୋଗୀ ଡାକ୍ତରଙ୍କ ଚେୟାରରେ ବସିବା ସହ କେତେଜଣ ରୋଗୀଙ୍କୁ ଚେକ୍‌ଅପ୍‌ କରି ସେମାନଙ୍କୁ ଔଷଧ ଲେଖି ଦେଇଥିବା ଜଣାପଡିଛି। ଏହି ଘଟଣା ଛତରପୁରର ଜିଲା…

ଡୁବୁରୀରେ ବିଧବା ମହିଳାଙ୍କ ମନର କଥା

ପୁରୀ ଅଫିସ,୨୨।୨: ପୁରୀ ଅଫିସ,୨୧ା୨ ପଶ୍ଚିମବଙ୍ଗର ଏକ ସମ୍ପ୍ରଦାୟ ରହିଛି, ଯେଉଁମାନଙ୍କର କୌଳିକ ବୃତ୍ତି ହେଉଛି ପାଣିରେ ହଜିଯାଇଥିବା ଜିନିଷ ଖୋଜି ବାହାର କରିବା। ଗାଧୋଇବା ସମୟରେ ହେଉ ଅବା ଅନ୍ୟ କୌଣସି କାରଣ ପାଇଁ ଯଦି କାହାର କିଛି ସାମଗ୍ରୀ…

୨୫ ପର୍ଯ୍ୟଟକଙ୍କୁ ଛାଡ଼ି ମଦ୍ୟପ ଡ୍ରାଇଭର ଫେରାର

ଗୋପ,୨୨।୨(ଡି.ଏନ.ଏ.): ଚେନ୍ନାଇରୁ ପୁରୀ-କୋଣାର୍କ ବୁଲି ଆସିଥିବା ୨୫ଜଣ ପର୍ଯ୍ୟଟକଙ୍କୁ ମଦ୍ୟପ ଡ୍ରାଇଭର ଗୋପ-କୋଣାର୍କ ରାସ୍ତାର ବାଲିସାହି ନିକଟରେ ଛାଡ଼ିଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ କୌଣସି ଅଘଟନ ଘଟିଥିବା ଅନୁମାନ କରି ଡ୍ରାଇଭରକୁ ଗୋଡ଼ାଇଥିଲେ ମଧ୍ୟ ଧରିବାରେ ଅସଫଳ ହୋଇଛନ୍ତି।…

ଟ୍ରମ୍ପଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ତାଜମହଲ: ପ୍ରଥମଥର ହେଉଛି ମଡ୍‌ ଥେରାପି

ନୂଆଦିଲ୍ଲୀ,୨୨।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ଧର୍ମପତ୍ନୀ ମେଲାନିଆ ଟ୍ରମ୍ପ ଆସନ୍ତା ୨୪ ତାରିଖରେ ପ୍ରେମର ନିଦର୍ଶନ ତାଜମହଲ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ନେଇ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

ପରଲୋକରେ ଅନୁବାଦକ ଯୁଗଳ କିଶୋର

ଭୁବନେଶ୍ୱର,୨୨।୨(ବ୍ୟୁରୋ) : ବିଶିଷ୍ଟ ଅନୁବାଦକ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ସାହିତି୍ୟକ ଯୁଗଳ କିଶୋର ଦତ୍ତଙ୍କର ଶୁକ୍ରବାର ତାଙ୍କ ବାସଭବନରେ ପରଲୋକ ଘଟିଛି। ୯୨ ବର୍ଷୀୟ ଯୁଗଳ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ୧୯୨୮ ଡିସେମ୍ବର ୨୪ରେ ଯାଜପୁର ଜିଲା…

୧୭ ସହରରୁ ଉତ୍ପାଦନ ହେବ ସବୁଜ ଶକ୍ତି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ପାରମ୍ପରିକ ଶକ୍ତି ଉତ୍ସ ବେଳକୁ ବେଳ ହ୍ରାସ ପାଉଥିବାରୁ ଅଣପାରମ୍ପରିକ ଶକ୍ତି ଉପରେ ଆଗାମୀ ଦିନରେ ଅଧିକ ନିର୍ଭର କରିବାକୁ ପଡ଼ିବ। ସେଥିପାଇଁ ରାଜ୍ୟ ସରକାର ସବୁଜ ଶକ୍ତି ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି ଶକ୍ତି ଉତ୍ସକୁ ଅଧିକ…

ଆୟୁଷ୍ମାନ ଖୁରାନାଙ୍କ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ‘ର ତାରିଫ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତ ପୂର୍ବରୁ ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ’ର ତାରିଫ୍‌ କରିଛନ୍ତି। ସେ ଟୁଇଟ୍‌ କରି ଫିଲ୍ମକୁ ପ୍ରଶଂସା କରିଛନ୍ତି। ଏହାକୁ ନେଇ ଆୟୁଷ୍ମାନଙ୍କ ଛାତି କୁଣ୍ଡେମୋଟ ହୋଇଯାଇଥିବା ପ୍ରଶଂସକ…

ଅନୁପଙ୍କୁ ରାତିଅଧିଆ ମାରାଥନ ଜେରା

ଝାରସୁଗୁଡ଼ା, ୨୨।୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ ପୋଲିସ ମାରାଥନ ଜେରା କରୁଛି। ଶନିବାର ସନ୍ଧ୍ୟାରେ ଅନୁପଙ୍କ ରିମାଣ୍ଡ ଅବଧି ଶେଷ ହେଉଥିବାରୁ ପୋଲିସ ତାଙ୍କ…

ଗ୍ରେଟାଙ୍କ ନାମରେ ନୂଆ ପ୍ରଜାତି ଗେଣ୍ଡାର ହେଲା ନାମକରଣ

ବନ୍ଦର ସେରି ବେଗାଓ୍ବନ,୨୨।୨: ବ୍ରୁନେଇରେ ଗବେଷକ ଗେଣ୍ଡାର ଏକ ନୂଆ ପ୍ରଜାତି ସମ୍ପର୍କରେ ସନ୍ଧାନ ପାଇଛନ୍ତି। ଏହି ଗେଣ୍ଡା ପ୍ରଜାତିର ନାମକରଣ ପରିବେଶବିତ୍‌ ଗ୍ରେଟା ଥନବର୍ଗଙ୍କ ନାମ ଅନୁସାରେ କରାଯାଇଛି। ଗବେଷକ ଏହି ପ୍ରଜାତିକୁ କାସ୍ପେଡୋଟ୍ରୋପିସ୍‌ ଗ୍ରେଟା ଥନବର୍ଗ ଭାବେ ନାମିତ…

ଟ୍ରମ୍ପ୍‌ଙ୍କୁ ଭେଟିବେନି ବିରୋଧୀ ପ୍ରତିନିଧି

ନୂଆଦିଲ୍ଲୀ,୨୨।୨(ପି.ଟି.): କୌଣସି ବିରୋଧୀ ଦଳ ନେତା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଆନୁଷ୍ଠାନିକ ଭାବେ ଭେଟିବା କାର୍ଯ୍ୟକ୍ରମ ନାହିଁ। ଭାରତ ଗସ୍ତରେ ଆସୁଥିତ୍ବା କୌଣସି ରାଷ୍ଟ୍ରମୁଖ୍ୟଙ୍କୁ ବିରୋଧୀ ପ୍ରତିନିଧି ନ ଭେଟିବା ଏହା ପ୍ରଥମ ଘଟଣା। ଭାରତରେ ଟ୍ରମ୍ପ୍‌ ୩୬ ଘଣ୍ଟା…

ପରିଜନଙ୍କୁ ଶେଷଥର ସାକ୍ଷାତ୍‌ କରିବାକୁ ନିର୍ଭୟା ଦୋଷୀଙ୍କୁ ଅନୁମତି ଦେଲେ ଜେଲ ପ୍ରଶାସନ

ନୂଆଦିଲ୍ଲୀ,୨୨।୨: ବହୁ ଚର୍ଚ୍ଚିତ ନିଭୟା ଗଣବଳାତ୍କାର ମାମଲାର ୪ ଦୋଷୀ ଏବେ ଫାଶୀଦଣ୍ଡ ପାଇଁ ଦିନ ଗଣୁଛନ୍ତି। ଆସନ୍ତା ମାର୍ଚ୍ଚ ୩ ସକାଳ ୬ଟାରେ ଏମାନଙ୍କୁ ଫାଶୀ ଦେବା ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ତେବେ ଫାଶୀ ହେବା ପୂର୍ବରୁ…

ମହିଳାଙ୍କ ପାଇଁ ଆରମ୍ଭ ହେଲା ଓ୍ବାଶ୍‌ରୁମ୍‌ ଅନ୍‌ ହ୍ବିଲ୍‌ ଅଭିଯାନ

ପୁଣେ,୨୨।୨: ମହାରାଷ୍ଟ୍ରରେ ପ୍ରଥମ କରି ମହିଳାଙ୍କ ସୁବିଧା ପାଇଁ ଓ୍ବାଶ୍‌ରୁମ୍‌ ଅନ୍‌ ହ୍ବିଲ୍‌ ଅଭିଯାନ ଆରମ୍ଭ ହୋଇଛି। ସ୍ଥାନୀୟ ପୁଣେ ପ୍ରଶାସନ ପକ୍ଷରୁ ୧୨ଟି ବସ୍‌କୁ ଶୌଚାଳୟରେ ପରିବର୍ତ୍ତନ କରିଛନ୍ତି। ୫ ଟଙ୍କା ଶୁଳ୍କ ଦେଇ ମହିଳା ଏଠାରେ ଶୌଚ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri