Home Left

କଂଗ୍ରେସରେ ନେତୃତ୍ୱ ସଙ୍କଟ ନାହିଁ: ଆନନ୍ଦ ଶର୍ମା

ନୂଆଦିଲ୍ଲୀ,୨୨ା୨(ପି.ଟି.): ଦେଶର ସର୍ବପୁରାତନ ରାଜନୈତିକ ଦଳ କଂଗ୍ରେସରେ ନେତୃତ୍ୱ ସଙ୍କଟ ନାହିଁ। ଏହାର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ ସଂଗଠନ କଂଗ୍ରେସ କାର୍ଯ୍ୟକାରୀ କମିଟି ସୋନିଆ ଗାନ୍ଧୀଙ୍କୁ ଦଳ ଅଧ୍ୟକ୍ଷ ନିଯୁକ୍ତ କରିଛି ବୋଲି ବରିଷ୍ଠ ମୁଖପାତ୍ର ଆନନ୍ଦ ଶର୍ମା କହିଛନ୍ତି। ଅଧ୍ୟକ୍ଷ…

ଓକିଲଙ୍କ କ୍ରମାଗତ ଧର୍ମଘଟକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ

ନୂଆଦିଲ୍ଲୀ,୨୨ା୨(ପି.ଟି.): ପାକିସ୍ତାନ ସ୍କୁଲ୍‌ରେ ବୋମା ଫୁଟିବା, ନେପାଳରେ ଭୂମିକମ୍ପ ହେବା ଭଳି କାରଣକୁ ନେଇ ଓକିଲମାନେ ବାରମ୍ବାର ଧର୍ମଘଟ କରୁଥିବାରୁ ସୁପ୍ରିମକୋର୍ଟ ଏଥିରେ କ୍ଷୁବ୍ଧ ହୋଇଛନ୍ତି। ଏଭଳି ଜୋକ୍‌ ବନ୍ଦ କରିବାକୁ ସର୍ବୋଚ୍ଚ ଅଦାଲତ ସେମାନଙ୍କୁ ତାଗିଦ କରିଛନ୍ତି। ଉତ୍ତରାଖଣ୍ଡର ୩ଟି…

କରୋନା ଟିକା ଉଦ୍ଭାବନରେ କୁଇନ୍ସଲାଣ୍ଡ ବିଶ୍ୱବିଦ୍ୟାଳୟକୁ ସଫଳତା

କୁଇନ୍ସଲାଣ୍ଡ,୨୨ା୨(ପି.ଟି.) କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଟିକା ବାହାର କରିବାରେ ଅଷ୍ଟ୍ରେଲିଆର ବିଶ୍ୱବିଦ୍ୟାଳୟର ଏକ ଟିମ୍‌କୁ ସଫଳତା ମିଳିଛି। ଏହି ଟିମ୍‌ ଗବେଷଣାଗାରରେ ପ୍ରସ୍ତୁତ କରିଥିବା ପ୍ରଥମ ଟିକାର ଚୂଡାନ୍ତ ଯାଞ୍ଚ ପରେ ପ୍ରି-କ୍ଲିନିକାଲ ପରୀକ୍ଷା ପାଇଁ ପଠାଯାଇଛି। ଜାନୁୟାରୀ…

ଜୁନ୍‌ ପର୍ଯ୍ୟନ୍ତ ପାକିସ୍ତାନକୁ ମହଲତ

ନୂଆଦିଲ୍ଲୀ, ୨୨ା୨: ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ବନ୍ଦକରିବା ସହ ତୁରନ୍ତ ଏଫ୍‌ଏଟିଏଫ୍‌ (ଫାଇନାନ୍ସିଆଲ୍‌ ଆକ୍ସନ୍‌ ଟାସ୍କଫୋର୍ସ) ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ କରିବାକୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ୨୦୧୮ ଜୁନ୍‌ରେ ପାକିସ୍ତାନ ‘ଗ୍ରେ ଲିଷ୍ଟ’ରେ ରହିଥିବା ବେଳେ ପୁଣି ଡେ୍‌ଲାଇନ୍‌ ଶେଷରେ…

ରଣ୍‌ଠମ୍ବର ଜାତୀୟ ଉଦ୍ୟାନରୁ ୨୬ ବାଘ ନିଖୋଜ

ଜୟପୁର,୨୨ା୨(ପି.ଟି.): ରାଜସ୍ଥାନର ରଣ୍‌ଠମ୍ବର ଜାତୀୟ ଉଦ୍ୟାନରୁ ୨୬ଟି ବାଘ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏସମ୍ପର୍କରେ ଭାଜପା ଏମ୍‌ପି ତଥା ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ) ସଦସ୍ୟ ଦିୟା କୁମାରୀ ଏନେଇ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟକୁ ଚିଠି ଲେଖି ଜଣାଇବା…

ଭାସ୍କର ଖୁଲ୍‌ବେ, ଅମରଜିତ୍‌ ସିହ୍ନା ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା

ନୂଆଦିଲ୍ଲୀ,୨୨ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶତାଦା ଭାବେ ଦୁଇଜଣ ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି। ସେମାନେ ହେଲେ ଭାସ୍କର ଖୁଲ୍‌ବେ ଓ ଅମରଜିତ୍‌ ସିହ୍ନା। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ରେ ଦୁହେଁ ସଚିବ ସ୍ତର ପଦବୀରେ ଅବସ୍ଥାପିତ ହେବେ। ନିଯୁକ୍ତି ସମ୍ପର୍କିତ…

୧୯୪୭ରେ ମୁସଲମାନଙ୍କୁ ପାକ୍‌ ପଠାଇଦେବା ଉଚିତ ଥିଲା

ପାଟନା, ୨୨ା୨: ଦେଶ ସ୍ବାଧୀନତା ବେଳେ ସମସ୍ତ ମୁସଲମାନଙ୍କୁ ପାକିସ୍ତାନ ପଠାଇଦେବା ଉଚିତ ଥିଲା ବୋଲି କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ଫାୟାର୍‌ବ୍ରାଣ୍ଡ ନେତା ଗିରିରାଜ ସିଂ କହିଛନ୍ତି। ଏଭଳି ନ କରି ଆମ ପୂର୍ବ ପୁରୁଷମାନେ ଭୁଲ୍‌ କରିଛନ୍ତି । ସେତେବେଳେ…

ଦୁର୍ଘଟଣାଗ୍ରସ୍ତ ମହିଳାଙ୍କ ପ୍ରାଥମିକ ଚିକିତ୍ସା କଲେ ରଞ୍ଜୀବ

ଭୁବନେଶ୍ୱର,୨୨।୨(ବ୍ୟୁରେ): ରାଜଧାନୀର ବିଭିନ୍ନ ଛକରେ ଡ୍ୟୁଟି କରୁଥିବା ଟ୍ରାଫିକ ପୋଲିସ ଖରା, ବର୍ଷାକୁ ଖାତିର ନ କରି ନିଜ ଦାୟିତ୍ୱ ତୁଲାଉଛନ୍ତି। ଅନେକ ସମୟରେ ସେମାନେ ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗଙ୍କୁ ସହଯୋଗର ହାତ ବଢାଇ ସାବାସି ପାଇବା ସହ ଚର୍ଚ୍ଚାକୁ ଆସିଥାନ୍ତି। ଏହିଭଳି…

ସୁରକ୍ଷା ନିର୍ଦ୍ଦେଶ ଦିଅନ୍ତୁ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଦକ୍ଷିଣ-ପୂର୍ବ ଦିଲ୍ଲୀର ଶାହିନବାଗଠାରେ ଦୀର୍ଘ ୬୯ ଦିନ ହେଲା ଆନ୍ଦୋଳନ ଜାରି ରହିଛି। ଫଳରେ ଫରିଦାବାଦ-ନୋଏଡା ରାସ୍ତା ଅବରୋଧ ହୋଇ ରହିଥିଲା। ଶୁକ୍ରବାର ସକାଳେ ଆନ୍ଦୋଳନ ସ୍ଥାନରେ କିଛି ସମୟ ପାଇଁ ରାସ୍ତାକୁ…

୧୦ ମହିଳା କିରାଣିଙ୍କୁ ଉଲଗ୍ନ କରି ଡାକ୍ତରୀ ପରୀକ୍ଷା

ସୁରଟ୍‌,୨୨ା୨: ଗୁଜରାଟର ଭୁଜ୍‌ରେ ୬୮ କଲେଜ ଛାତ୍ରୀଙ୍କୁ ଉଲଗ୍ନ କରି ଋତୁସ୍ରାବ ପରୀକ୍ଷା କରାଯିବାର ଦିନ କେଇଟା ପରେ ସୁରଟରେ ମହିଳାମାନଙ୍କ ପ୍ରତି ପୁଣି ଏକ ଅପମାନଜନକ ଘଟଣା ସାମନାକୁ ଆସିଛି। ସୁରଟ ମ୍ୟୁନିସିପାଲ କର୍ପୋରେଶନର ୧୦ ଜଣ ମହିଳା ଟ୍ରେନି…

ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷଙ୍କ ପରଲୋକ

କଟକ ରୋଡ,୨୨।୨(ଡି.ଏନ୍‌.ଏ.): ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷ ଭଗତରାମ ଗୁପ୍ତାଙ୍କ ଶୁକ୍ରବାର ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। କିଛିଦିନ ପୂର୍ବେ ସେ ଅସୁସ୍ଥ ହେବାରୁ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ଦକ୍ଷିଣା ପାଇଁ ଭକ୍ତଙ୍କୁ ଦୁର୍ବ୍ୟବହାର

ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କଠାରୁ ଦାନ, ଦକ୍ଷିଣା ଆଦାୟ କରାଯାଇପାରିବ ନାହିଁ। ଏହା ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମ୍‌କୋର୍ଟ। ହେଲେ ଏହାକୁ କେତେକ ସେବାୟତ ମାନୁନାହାନ୍ତି। ଦକ୍ଷିଣା ପାଇଁ ଦର୍ଶନାର୍ଥୀଙ୍କୁ ଜୁଲମ୍‌ କରିବା ସହ ବେଳେ ବେଳେ ଖରାପ ଭାଷାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri