Home Left

ଜାଗର ଦୀପରୁ ଲେଡିଜ୍‌ ହଷ୍ଟେଲରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ସିଆର୍‌ପି ଛକ ନିକଟ ନୀଳକଣ୍ଠ ନଗରରେ ଥିବା ଶ୍ରୀଜଗନ୍ନାଥ ରେସିଡେନି୍ସ ନାମକ ଏକ ଲେଡିଜ ହଷ୍ଟେଲର ତୃତୀୟ ମହଲାରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଠିକଣା ସମୟରେ ସ୍ଥାନୀୟ ଫାୟାର ଷ୍ଟେଶନ ଅଗ୍ନିଶମ ବାହିନୀର ୩…

ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟ ଏଲ୍‌ଇଡି ଚାଲୁନି

ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିର ହୁଣ୍ଡି ଗଣତିରେ ସ୍ବଚ୍ଛତା ଆଣିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବେଢ଼ା ପରିସର ଶାଖା କାର୍ଯ୍ୟାଳୟ ବାହାରେ ଲଗାଯାଇଥିଲା ଏଲ୍‌ଇଡି। ଉଦ୍ଦେଶ୍ୟ ଥିଲା ଶ୍ରଦ୍ଧାଳୁମାନେ ବି ସିଧାସଳଖ ହୁଣ୍ଡି ଗଣତି ଦେଖିପାରିବେ। ଫଳରେ ବିଭିନ୍ନ ସମୟରେ ହୁଣ୍ଡି…

ହର ହର ମହାଦେବ…

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶ୍ରୀଲଙ୍ଗରାଜ ମନ୍ଦିର ବ୍ୟତୀତ ଏକାମ୍ର କ୍ଷେତ୍ର ଏବଂ ସହରର ଅନ୍ୟାନ୍ୟ ସ୍ଥାନରେ ଥିବା ଶତାଧିକ ଶୈବପୀଠରେ ଶୁକ୍ରବାର ଆୟୋଜିତ ହୋଇଥିଲା ମହାଶିବରାତ୍ରି। ଘଣ୍ଟ ହୁଳହୁଳିରେ ଉଛୁଳି ପଡ଼ିଥିଲା ସହରର ସମସ୍ତ ଶୈବପୀଠ। ଶିବ ପଞ୍ଚାକ୍ଷରୀ ସ୍ତୋତ୍ରରେ ଏକାମ୍ର କ୍ଷେତ୍ର ପ୍ରକମ୍ପିତ…

ମହାଶିବରାତ୍ରି ଉପଲକ୍ଷେ ଜାତୀୟସ୍ତରୀୟ ଭଜନ ସମାରୋହ: ୧୦ଜଣଙ୍କୁ ‘ଏକାମ୍ର ଶ୍ରୀ’ ସମ୍ମାନ

ପୁରୁଣା ଭୁବନେଶ୍ୱର,୨୨।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଉପଲକ୍ଷେ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟ ଅସ୍ଥାୟୀ ଭଜନ ମଣ୍ଡପରେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ଅନୁଷ୍ଠାନ ପକ୍ଷରୁ ଅହୋରାତ୍ର ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାତଃରୁ ଶଙ୍ଖଧ୍ୱନି, ବେଦପାଠ, ଶିବ ଚେତନା, ଗୀତାପାଠ ପରେ ଅପରାହ୍ନରେ ଡ. ରଜନୀ…

ସୁନ୍ଦରୀ ବେକରୁ ଖୋଲାଗଲା ରେଡିଓ କଲାର

ବନ୍ତଳା, ୨୨ା୨ (ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବନ୍ତଳା ଥାନା ରାଇଗୁଡା ରେଞ୍ଜ ଏନ୍‌କ୍ଲୋଜରରେ ଥିବା ବାଘୁଣୀ ସୁନ୍ଦରୀ ବେକରୁ ଶୁକ୍ରବାର ରେଡିଓ କଲାର ଖୋଲାଯାଇଛି। ଓଜନ ବୃଦ୍ଧି କାରଣରୁ ସୁନ୍ଦରୀର ବେକ ମୋଟା ହୋଇଯାଇଥିଲା। ଫଳରେ ରେଡିଓ…

ମାଷ୍ଟରମାଇଣ୍ଡ ଜେଲ୍‌ ୱାର୍ଡର

ଢେଙ୍କାନାଳ ଅଫିସ, ୨୨।୨ – ଢେଙ୍କାନାଳ ସହର ଦୋଳମଣ୍ଡପ ସାହିରେ ଗତ ବୁଧବାର ସନ୍ଧ୍ୟାରେ ସଂଘଟିତ ବହୁଚର୍ଚ୍ଚିତ ପୂର୍ଣ୍ଣଚନ୍ଦ୍ର ବେହେରା ଓରଫ୍‌ ମିଛୁ (୪୭) ହତ୍ୟାକାଣ୍ଡ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏପରି ଜଘନ୍ୟ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ଜିଲା କାରାଗାରରେ କାର୍ଯ୍ୟରତ ଓ୍ବାର୍ଡର…

ଦୀପମୟ କପିଳାସ

ଢେଙ୍କାନାଳ ଅଫିସ, ୨୨।୨ – ପବିତ୍ର ଜାଗରଯାତ୍ରାକୁ ନେଇ ଶିବମୟ ହୋଇଉଠିଛି କପିଳାସ। ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆଶୀର୍ବାଦ ଭିକ୍ଷା କରିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଶିବ ପଞ୍ଚାକ୍ଷରୀ ମନ୍ତ୍ର, ଶିବ ସ୍ତୋତ୍ରରେ ପ୍ରକମ୍ପିତ ହୋଇଉଠିଥିଲା ସମଗ୍ର ପୀଠ ପରିସର।…

୧୦ବର୍ଷ ପରେ ମିଳିଲା ହଜିଲା ପୁଅ

ପାରାଦୀପ, ୨୨।୨ (ସ୍ବ.ପ୍ର.): ଦୀର୍ଘ ଏକ ଦଶନ୍ଧି ହେଲା ପୁଅକୁ ହରାଇଥିବା ବେଳେ ଆଉଥରେ ପୁଅକୁ ପାଇବାର ଆଶା ଛାଡ଼ିଦେଇଥିଲେ। ହେଲେ ଶୁକ୍ରବାର ମହାଶିବରାତ୍ରୀରେ ପୁଅକୁ ଫେରିପାଇବା ପରେ ଆତମ ବିଭୋର ହୋଇପଡ଼ିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳର…

ଅଷ୍ଟଶମ୍ଭୁ ପୀଠରେ ହରିହର ଭେଟ

ବିରିଡି, ୨୨।୨ (ଡି.ଏନ୍‌.ଏ.): ପବିତ୍ର ଶିବଚତୁଦ୍ଦଶୀ ତିଥି ଅବସରରେ ଶୁକ୍ରବାର ହାଜିପୁରସ୍ଥିତ ପବିତ୍ର ଧ୍ୟାନକୁଦ ଶ୍ରୀଜଗନ୍ନାଥ ମନ୍ଦିରରୁ ଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଶ୍ରୀ ମଦନମୋହନ ସେବାୟତମାନଙ୍କ ସହ ଏକ ବିରାଟ ପଟୁଆରରେ ବାଜା, ବାଣ, ରୋଶଣିରେ ଚାନ୍ଦପୁରସ୍ଥିତ ଅଷ୍ଟଶମ୍ଭୁ ଶିବ ମନ୍ଦିରକୁ…

ଗରିବୀ ସର୍ଭେ ଆରମ୍ଭ କଲେ ସରକାର

ନୂଆଦିଲ୍ଲୀ,୨୨-୨: ଦେଶରେ ଗରିବୀର ଆକଳନ କରିବା ଲାଗି ସରକାର ନୂଆ ସର୍ଭେ ଆରମ୍ଭ କରିଛନ୍ତି। ଏହା ମଧ୍ୟରେ ପୋଷଣର ମାତ୍ରା, ପିଇବା ପାଣି, ହାଉସିଂ, ରନ୍ଧନ ପାଇଁ ବ୍ୟବହାର ହେଉଥିବା ସାମଗ୍ରୀର ସୁବିଧା ଭଳି ବିଭିନ୍ନ ପ୍ରସଙ୍ଗ ଦେଶର ଲୋକଙ୍କ ନିକଟରେ…

ଜାରକା ବିଟ୍‌ ହାଉସ ନିକଟରେ ହେବ ଫ୍ଲାଏ ଓଭରବ୍ରିଜ୍‌

ଧର୍ମଶାଳା,୨୨।୨(ଡିଏନଏ): ଜାତୀୟ ରାଜପଥ ଜାରକା ଛକରେ ହେବାକୁ ଥିବା ଫ୍ଲାଏ ଓଭରବ୍ରିଜକୁ ନେଇ ଚାଲିଥିବା ବିଭିନ୍ନ କଳ୍ପନାଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଜାତୀୟ ରାଜପଥ ପ୍ରାଧିକରଣ ଆଞ୍ଚଳିକ ଅଧିକାରୀ ପି.କେ. ପଣ୍ଡା ଜାରକାରେ ପହଞ୍ଚି ଧର୍ମଶାଳା ବିଧାୟକ ପ୍ରଣବ କୁମାର…

ଯାଜପୁରରୋଡ ସିଏଚ୍‌ସିକୁ ଅବହେଳା

ଯାଜପୁର ଅଫିସ,୨୨।୨: କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଲାଗିଥିବା ଜିଲାର ପ୍ରମୁଖ ସହର ଯାଜପୁରରୋଡକୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଉଛି। ଏହି ସହରର ଜନସଂଖ୍ୟା ପ୍ରାୟ ଦେଢଲକ୍ଷ ପାଖାପାଖି ହେଲାଣି। ଡିଏମ୍‌ଏଫ୍‌ (ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ) ପାଣ୍ଠିରେ ଲକ୍ଷାଧିକ ଟଙ୍କା ଜିଲା ବାହାରେ ଖର୍ଚ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri