ଦକ୍ଷିଣ କୋରିଆରେ ଶହେ ଟପିଲା କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା
ସିଓଲ,୨୧।୨: ଦକ୍ଷିଣ କୋରିଆରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଶହେ ଟପିଯାଇଥିବା ଶୁକ୍ରବାର ସୂଚନା ମିଳିଛି। ଏଠାରେ ପ୍ରାୟ ୨୦୪ ଜଣ ସଂକ୍ରମିତଙ୍କ ପରୀକ୍ଷା ପରେ ଏମାନଙ୍କ ମଧ୍ୟରୁ ଶହେରୁ ଊର୍ଦ୍ଧ୍ୱ କରୋନା ଭାଇରସ ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି। ପ୍ରତିଦିନ…
ସବୁଠି ‘ଓଁ ନମଃ ଶିବାୟ’: ଭୁଷଣ୍ଡେଶ୍ୱର ଓ ଚନ୍ଦନେଶ୍ୱର ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଭୋଗରାଇ,୨୧।୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଏସିଆର ସର୍ବବୃହତ ଶିବ ଲିଙ୍ଗ ଭୁଷଣ୍ଡେଶ୍ୱର ଓ ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କଠାରେ ମହାଶିବରାତ୍ରି ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁ ପୂଜାର୍ଚ୍ଚନା କରିଛନ୍ତି। ବଡ଼ି ଭୋର୍ରୁ ଭକ୍ତମାନେ ଶିବ ଆରାଧନା ସହ ଜଳାଭିଷେକ କରିଛନ୍ତି।…
୩୦ଥର ଦଣ୍ଡ ବୈଠକ କଲେ ମାଗଣାରେ ମିଳିବ ପ୍ଲାଟଫର୍ମ ଟିକେଟ
ନୂଆଦିଲ୍ଲୀ,୨୧।୨: ୧୦ଟଙ୍କାର ପ୍ଲାଟଫର୍ମ ଟିକେଟକୁ ମାଗଣାରେ ନେବାକୁ ଚାହୁଁଛନ୍ତି। ଯଦି ହଁ ତେବେ ଆପଣଙ୍କୁ ଏଥିପାଇଁ କିଛି ସର୍ତ୍ତ ପୁରା କରିବାକୁ ପଡ଼ିବ। ଆଉ ଏହି ସର୍ତ୍ତ ମଧ୍ୟ ଶରୀର ପାଇଁ ଲାଭଦାୟକ। କଥାଟି ଟିକେ ଅଡ଼ୁଆ ଲାଗୁଛି ହେଲେ ସତ।…
ଜାଗରରେ ଅଘଟଣ: ଦୀପରୁ ନିଆଁ ଲାଗି ମହିଳା ଆହତ
ଆନନ୍ଦପୁର,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଦେଓଗାଁର କୁଶଳେଶ୍ୱର ମହାଦେବଙ୍କ ମନ୍ଦିରରେ ଶୁକ୍ରବାର ଜାଗରରେ ଅଘଟଣ ଘଟିଛି । ଆନନ୍ଦପୁରର ଏହି ପ୍ରାଚୀନ ଶୈବପୀଠରେ ଦୀପରୁ ନିଆଁ ଲାଗି ଜଣେ ମହିଳା ଆହତ ହୋଇଛନ୍ତି। ସେ ହେଲେ ଗ୍ରାମର କମଳିନୀ…
ଅବଶିଷ୍ଟ ମାଟ୍ରିକ ପରୀକ୍ଷାରେ ସ୍ବଚ୍ଛତା ପାଇଁ ଅଣ୍ଟା ଭିଡିଲା ବୋର୍ଡ; ସିସିଟିଭି ଭାଙ୍ଗିଲେ ଦାୟୀ ହେବେ ଅଧୀକ୍ଷକ: ମନ୍ତ୍ରୀ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ପରୀକ୍ଷାକେନ୍ଦ୍ରରେ ସିସିଟିଭି ଲଗାଯାଇଛି। ହେଲେ ଅଧିକାଂଶ ସ୍ଥାନରେ ଏହାକୁ ଭାଙ୍ଗି ଦିଆଯାଉଥିବା ନେଇ ଖବର ପ୍ରସାରିତ ହେଉଛି। ଏହାକୁ ନେଇ ପ୍ରତିକ୍ରିୟା ରଖି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ…
ପରିବାର ନିୟୋଜନକୁ ନେଇ ଜାରି କରାଯାଇଥିବା ସର୍କୁଲାରକୁ ଫେରାଇ ନେଲେ ମଧ୍ୟପ୍ରଦେଶ ସରକାର
ଭୋପାଳ,୨୧।୨: ଜନସଂଖ୍ୟା ନିୟନ୍ତ୍ରଣ କରିବାକୁ ଯାଇ ମଧ୍ୟପ୍ରଦେଶର କମଳନାଥ ସରକାର ଯେଉଁ ସର୍କୁଲାର ଜାରି କରିଥିଲେ ତାହା ପରେ ବିବାଦୀୟ ହୋଇ ପଡିବାରୁ ସରକାର ଏହାକୁ ଫେରାଇ ନେଇଥିବା କହିଛନ୍ତି। ମଧ୍ୟପ୍ରଦେଶର ସ୍ବାସ୍ଥ୍ୟମନ୍ତ୍ରୀ ତୁଳସୀ ସିଲାଓ୍ବତ ଏହା ଫେରାଇ ନିଆଯାଇଥିବା ଶୁକ୍ରବାର…
ଶୈବପୀଠରେ ପୂଜାର୍ଚ୍ଚନା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ
ଲକ୍ଷ୍ନୌ,୨୧।୨: ମହାଶିବରାତ୍ରୀ ଅବସରରେ ଶୁକ୍ରବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁର ଶୈବ ପୀଠକୁ ଯାଇ ପୂଜାର୍ଚ୍ଚନା କରିଛନ୍ତି। ମନ୍ଦିରରେ ଜଳାଭିଷେକ କରିବା ସହ ପୁଷ୍ପାଞ୍ଜଳି ଦେଇଥିଲେ। ମୁଖ୍ୟମନ୍ତ୍ରୀ ଗସ୍ତକୁ ନେଇ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ମହାଶିବରାତ୍ରୀ ଉପଲକ୍ଷେ…
ଜାଗରରେ ମନ୍ଦିର ଯାଉଥିବା ବେଳେ ଅଘଟଣ: ପୋଖରୀକୁ ଓଲଟିଲା ଗାଡ଼ି
ଉଦଳା,୨୧।୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ଏକ ପୋଖରୀ ଭିତରକୁ ଶୁକ୍ରବାର ଗୋଟିଏ ଭ୍ୟାନ୍ ଓଲଟି ପଡିଛି। ସେଥିରେ ଥିବା ୪ଜଣ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଉଦଳାର ସର୍ବପୁରାତନ ମଣିନାଗେଶ୍ୱର ମନ୍ଦିର ନିକଟରେ ରହୁଥିବା ସଞ୍ଜିତ କୁମାର ସାହୁ ସକାଳେ ଶିବରାତ୍ରି…
ବାଲୁଙ୍କେଶ୍ୱର ଶୈବପୀଠରେ ଅଘଟଣ: ଦୀପରୁ ନିଆଁ ଲାଗି ନଣନ୍ଦ ଗୁରୁତର, ଭାଉଜ ଆହତ
ଗୋପ,୨୧।୨: ପୁରୀ ଜିଲା ଗୋପ ନିକଟ ବଣିଆସାହିସ୍ଥିତ ବାବା ବାଲୁଙ୍କେଶ୍ୱର ଶୈବପୀଠରେ ଶୁକ୍ରବାର ଅଘଟଣ ଘଟିଛି। ଜାଗର ଥିବାରୁ ମନ୍ଦିରକୁ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଲାଗିଥିଲା ବେଳେ ଦୀପରୁ ନିଆଁ ଲାଗି ନଣନ୍ଦ ଗୁରୁତର, ଭାଉଜ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି…
ମହାଶିବରାତ୍ରିରେ ଅଘଟଣ: ଜଟିଆ ବାବା ପାହାଡ଼ରୁ ଖସିଲା ପଥର, ୨୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ
ରାଉରକେଲା ଅଫିସ/କୁଆଁରମୁଣ୍ଡା,୨୧।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ପୁଟୁରିଖମଣ ପଞ୍ଚାୟତ ସୀମାନ୍ତବର୍ତ୍ତୀ ଜଟିଆବାବା ମନ୍ଦିରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମହାଶିବରାତ୍ରି ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କ ସମାଗମ ସମୟରେ ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ପାହାଡ଼ ଉପରୁ ଏକ ପଥର ଖସିପଡ଼ିଥିଲା।…
ମହିଳା ଟି୨୦ ବିଶ୍ୱକପ୍: ଅଷ୍ଟ୍ରେଲିଆ ଆଗରେ ୧୩୩ ରନ୍ର ଟାଗେର୍ଟ
ସିଡ୍ନୀ,୨୧।୨- ଆଇସିସି ମହିଳା ଟି୨୦ ବିଶ୍ୱକପ୍ ଶୁକ୍ରବାର ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆ ସମ୍ମୁଖରେ ୧୩୩ ରନ୍ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳକୁ ସ୍ମୃତି ମନ୍ଧାନା…
ଦେଶର ପ୍ରଥମ ବରଫ କାଫେ
ମନାଲି: ଲେହ-ମନାଲି ଜାତୀୟ ରାଜପଥରେ ୧୪ ହଜାର ଫୁଟର ବରଫ କାଫେ ତିଆରି କରାଯାଇଛି। ଏହା ଦେଶର ପ୍ରଥମ ବରଫ କାଫେ। ଏଠାରେ ମସଲା ଚା’, ବଟର ଟି ଏବଂ ମସଲା ମ୍ୟାଗି ଉପଲବ୍ଧ ହେବ। ଏହାକୁ ସ୍ଥାନୀୟ ୪ ଯୁବକ…
Archives


