ଅନ୍ତର୍ଜାତୀୟ ମାତୃଭାଷା ଦିବସ: ସବୁ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଅନ୍ତର୍ଜାତୀୟ ମାତୃଭାଷା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ଅନ୍ତର୍ଜାତୀୟ ମାତୃଭାଷା ଦିବସର ଶୁଭେଚ୍ଛା। ଆମ ମାତୃଭାଷା ଓଡ଼ିଆର ମାଧୁର୍ଯ୍ୟ ହେଉଛି ଆମର ସ୍ବତନ୍ତ୍ର ପରିଚୟ। ଏହାକୁ ସମୃଦ୍ଧ…
ଏହିସବୁ ଲକ୍ଷଣରୁ ଜଣାପଡ଼େ ଚର୍ମ କର୍କଟ
ଲୋକଙ୍କୁ ବିଭିନ୍ନ ପ୍ରକାରର କ୍ୟାନସର ବା କର୍କଟ ରୋଗ ହୋଇଥାଏ। ସେଥିମଧ୍ୟରୁ ସ୍କିନ୍ କ୍ୟାନସର ବା ଚର୍ମ କର୍କଟ ଅନ୍ୟତମ। ଯେତେବେଳେ ଚର୍ମର କୋଷିକା ଅସାମାନ୍ୟ ତରିକାରେ ବଢ଼ିଥାନ୍ତି ସେତେବେଳେ ଚର୍ମ କର୍କଟ ହୋଇଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କୁହନ୍ତି। ଅଧିକ…
ଲୁଚିଛପି ବିବାହରେ ଯୋଗଦେବା ପାଇଁ ପାକିସ୍ତାନ ଗଲେ ଶତ୍ରୁଘ୍ନ ସିହ୍ନା! ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୧।୨: ଅଭିନେତା ତଥା କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା ଏକ ବିବାହ ଭୋଜିରେ ଯୋଗ ଦେବା ପାଇଁ ପାକିସ୍ତାନ ଯାଇଥିବା ଜଣାପଡିଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେ ଲାହୋରରେ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା…
ପ୍ରଜ୍ଞାନ ଓଝାଙ୍କ ଅବସର
ହାଇଦ୍ରାବାଦ,୨୧।୨(ପି.ଟି.)- ରାଜ୍ୟ ତଥା ଦେଶ ପାଇଁ ବହୁ ସଫଳତା ଆଣିଥିବା ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝା ଶୁକ୍ରବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ୩୩ ବର୍ଷୀୟ ବାମହାତୀ ସ୍ପିନର ହାଇଦ୍ରାବାଦ୍ ପାଇଁ ଖେଳି ସୁନାମ ଅର୍ଜନ କରିବା ପରେ…
ସ୍ପୋଟର୍ସମ୍ୟାନ ଅଫ୍ ଦି ଇୟର
ବ୍ରିଟେନ ଫର୍ମୁଲା- ୧ ଡ୍ରାଇଭର ଲୁଇସ୍ ହାମିଲଟନ ଏଥର ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସିଙ୍କ ସହ ଯୁଗ୍ମ ଭାବେ ଲୌରିଅସ୍ ସ୍ପୋଟର୍ସମ୍ୟାନ ଅଫ୍ ଦି ଇୟର ପୁରସ୍କାର ହାସଲ କରିଛନ୍ତି… ଫର୍ମୁଲା-୧ ସୁପରଷ୍ଟାର ଲୁଇସ୍ ହାମିଲଟନଙ୍କୁ ବିଶ୍ୱ କ୍ରୀଡ଼ା ଜଗତରେ…
ଆଜି ମହାଶିବରାତ୍ରି: ଜାଣନ୍ତୁ ଉପବାସଧାରୀ କ’ଣ ଖାଇବା ଉଚିତ
ଆଜି ମହାଶିବରାତ୍ରି। ସମସ୍ତ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିଛି। ଭକ୍ତମାନେ ଏହିଦିନ ଉପବାସ ରହି ମହାଦେବଙ୍କ ଉପାସନା କରିଥାନ୍ତି। ଏପରି କି ଶ୍ରଦ୍ଧାଳୁମାନେ ଉଜାଗର ରହି ଜାଗର ଜାଳିବେ। ଫାଲ୍ଗୁନ ଚତୁର୍ଦ୍ଦଶୀରେ ଶିବରାତ୍ରି ପଡ଼ିଥାଏ। ଏହିଦିନ ମହାଦେବ ଓ ପାର୍ବତୀଙ୍କ ବିବାହ…
ମହାଶିବରାତ୍ରି ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୧।୨: ପବିତ୍ର ମହାଶିବରାତ୍ରି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ମୋଦି ଟୁଇଟ କରି ଦେଶବାସୀଙ୍କୁ ମହାଶିବରାତ୍ରିର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଏଥିସହ ବାବା ଭୋଳାନାଥଙ୍କ କୃପାରୁ ସମସ୍ତଙ୍କ ଜୀବନରେ ସୁଖ,…
ଭାରତରେ ୧ କୋଟିରୁ ଊର୍ଦ୍ଧ୍ୱ ଲୋକ ସ୍ବାଗତ କରିବେ: ଡୋନାଲ୍ଡ ଟ୍ରମ୍ପ
ୱାଶିଂଟନ,୨୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆସନ୍ତା ୨୪ରେ ଭାରତ ଗସ୍ତରେ ଆସିବେ। ଭାରତରେ ୧ କୋଟିରୁ ଊର୍ଦ୍ଧ୍ୱ ଲୋକ ତାଙ୍କୁ ସ୍ବାଗତ କରିବେ ବୋଲି ଟ୍ରମ୍ପ ଆଗୁଆ ସୂଚନା ଦେଇଛନ୍ତି। ପୂର୍ବରୁ ତାଙ୍କୁ ୭୦ ଲକ୍ଷ ଲୋକ ସ୍ବାଗତ କରିବା…
ଟେଲରଙ୍କ ସ୍ବତନ୍ତ୍ର ରେକର୍ଡ
ଓ୍ବେଲିଂଟନ,୨୧।୨(ପି.ଟି.)- ଭେଟେରାନ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ରସ ଟେଲର ଶୁକ୍ରବାର ଭାରତ ବିପକ୍ଷ ପ୍ରଥମ ଟେଷ୍ଟରେ ପଡ଼ିଆକୁ ଓହ୍ଲାଇ ଇତିହାସ ରଚିଛନ୍ତି। ପ୍ରତ୍ୟେକ ଫର୍ମାଟରେ ୧୦୦ ମ୍ୟାଚ୍ ଖେଳିବାରେ ସେ ବିଶ୍ୱର ପ୍ରଥମ ଖେଳାଳି। ଚଳିତ ଓ୍ବେଲିଂଟନ ଟେଷ୍ଟ ଟେଲରଙ୍କ କ୍ୟାରିୟରର ୧୦୦ତମ…
ଜାଗର ପାଇଁ ଚନ୍ଦ୍ରମୌଳୀ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ
ରାଜନଗର, ୨୧।୨(ଡି.ଏନ୍.ଏ) : ମହାଶିବରାତ୍ରି ଅବସରରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗରର ୫ଶହ ବର୍ଷ ତଳର ପୂରାତନ ଶୈବପୀଠ ଶ୍ରୀ ଶ୍ରୀ ଚନ୍ଦ୍ରମୌଳୀ ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି। ଶୁକ୍ରବାର ଭୋର ୪ଟାରୁ ଭିଡ଼ ଲାଗିରହିଛି।…
ମହାଶିବରାତ୍ରି: ପାଟଣା ଶୈବପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ
ପାଟଣା,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳ ଶିବରାତ୍ରି ସକାଶେ ଉତ୍ସବମୁଖର ହୋଇଉଠିଛି। ଶୁକ୍ରବାର ଭୋର ୪ଟାରୁ ମୁଖ୍ୟାଳୟସ୍ଥିତ ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି। ପାଟଣା ମୁଖ୍ୟାଳୟସ୍ଥିତ ପ୍ରାଚୀନ ଶୈବପୀଠ ଆନନ୍ଦେଶ୍ୱର ମହାଦେବ, ବୈତରଣୀ ନଦୀ କୂଳରେ ଅବସ୍ଥିତ ପରମେଶ୍ୱର…
ଶିବରାତ୍ରିରେ ଶିବଙ୍କୁ ଛାଡ଼ିଲେନି ଚୋର: ସ୍ବପ୍ନେଶ୍ବର ମନ୍ଦିରରୁ ୫୦ ହଜାର ଚୋରି
ପୁରୁଷୋତ୍ତମପୁର,୨୧।୨(ଡି.ଏନ୍.ଏ.): ମହାଶିବରାତ୍ରି ଅବସରରେ ଦୁର୍ବୃତ୍ତମାନେ ଶିବଙ୍କୁ ମଧ୍ୟ ଛାଡ଼ିନାହାନ୍ତି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ ଉପକଣ୍ଠରେ ଥିବା ସ୍ବପ୍ନେଶ୍ବର ମହାଦେବ ମନ୍ଦିରରେ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ପଶି ହୁଣ୍ଡି ଭାଙ୍ଗିବା ସହ ଷ୍ଟୋର ରୁମ୍ ଚାବି ଭାଙ୍ଗିଦେଇଛନ୍ତି। ମହାଶିବରାତ୍ରି ଉତ୍ସବ ଲାଗି…
Archives


