ଜାଗର ପାଇଁ ଚନ୍ଦ୍ରମୌଳୀ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ
ରାଜନଗର, ୨୧।୨(ଡି.ଏନ୍.ଏ) : ମହାଶିବରାତ୍ରି ଅବସରରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗରର ୫ଶହ ବର୍ଷ ତଳର ପୂରାତନ ଶୈବପୀଠ ଶ୍ରୀ ଶ୍ରୀ ଚନ୍ଦ୍ରମୌଳୀ ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି। ଶୁକ୍ରବାର ଭୋର ୪ଟାରୁ ଭିଡ଼ ଲାଗିରହିଛି।…
ମହାଶିବରାତ୍ରି: ପାଟଣା ଶୈବପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ
ପାଟଣା,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳ ଶିବରାତ୍ରି ସକାଶେ ଉତ୍ସବମୁଖର ହୋଇଉଠିଛି। ଶୁକ୍ରବାର ଭୋର ୪ଟାରୁ ମୁଖ୍ୟାଳୟସ୍ଥିତ ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି। ପାଟଣା ମୁଖ୍ୟାଳୟସ୍ଥିତ ପ୍ରାଚୀନ ଶୈବପୀଠ ଆନନ୍ଦେଶ୍ୱର ମହାଦେବ, ବୈତରଣୀ ନଦୀ କୂଳରେ ଅବସ୍ଥିତ ପରମେଶ୍ୱର…
ଶିବରାତ୍ରିରେ ଶିବଙ୍କୁ ଛାଡ଼ିଲେନି ଚୋର: ସ୍ବପ୍ନେଶ୍ବର ମନ୍ଦିରରୁ ୫୦ ହଜାର ଚୋରି
ପୁରୁଷୋତ୍ତମପୁର,୨୧।୨(ଡି.ଏନ୍.ଏ.): ମହାଶିବରାତ୍ରି ଅବସରରେ ଦୁର୍ବୃତ୍ତମାନେ ଶିବଙ୍କୁ ମଧ୍ୟ ଛାଡ଼ିନାହାନ୍ତି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ ଉପକଣ୍ଠରେ ଥିବା ସ୍ବପ୍ନେଶ୍ବର ମହାଦେବ ମନ୍ଦିରରେ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ପଶି ହୁଣ୍ଡି ଭାଙ୍ଗିବା ସହ ଷ୍ଟୋର ରୁମ୍ ଚାବି ଭାଙ୍ଗିଦେଇଛନ୍ତି। ମହାଶିବରାତ୍ରି ଉତ୍ସବ ଲାଗି…
ଦ୍ୱିତୀୟଥର ପାଇଁ ମା’ ହେଲେ ଶିଳ୍ପା ସେଟ୍ଟୀ
ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଦ୍ୱିତୀୟଥର ମା’ ହୋଇଛନ୍ତି। ସୋସିଆଲ ମିଡିଆରେ ଶିଳ୍ପା ଏହି ସୂଚନା ଦେଇଛନ୍ତି। ସରୋଗେସି ପଦ୍ଧତି ଆପଣାଇ ଫେବୃୟାରୀ ୧୫ରେ ତାଙ୍କର ଏକ ଝିଅ ହୋଇଥିବା ସେ କହିଛନ୍ତି। ଏହାସହ ଝିଅର ହାତ ସେ ଇନଷ୍ଟାଗ୍ରାମରେ ଶେୟାର…
ଦିବ୍ୟାଙ୍ଗ ଧୋଇ ଖାଇଲେ ରୁଟି, ଲୋକେ ଦେଖି ହେଲେ ଭାବୁକ
ସାଧାରଣତଃ ଲୋକେ ବଳକା ଖାଦ୍ୟକୁ ଡଷ୍ଟବିନ୍ରେ ଫୋପାଡି ଦେଇଥାନ୍ତି। କିନ୍ତୁ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓ ଦେଖିବା ପରେ ଆପଣ ଖାଦ୍ୟ ଫୋପାଡିବା ପୂର୍ବରୁ ଥରୁଟିଏ ଚିନ୍ତା କରିବେ ନିଶ୍ଚୟ। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭାବବିହ୍ବଳ…
କଳ୍ପନା ଦାଶ, ବବ୍ଲି ହତ୍ୟା ଘଟଣା: ମରାଠା ଗ୍ୟାଙ୍ଗର ସମ୍ପୃକ୍ତି ଥିବା ସନ୍ଦେହ
ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଛତିଶଗଡ଼ ରାୟଗଡ଼ ଜିଲା ଚକ୍ରଧରନଗର ଥାନା ହମିରପୁର ଜଙ୍ଗଲରେ କଳ୍ପନା ଦାଶ ଓ ଝିଅ ବବ୍ଲି ହତ୍ୟା ଘଟଣାରେ ଏବେ ଛତିଶଗଡ଼ ପୋଲିସ ଅଡୁଆରେ ପଡିଛି। ଅଭିଯୁକ୍ତ ଅନୁପ ଏବଂ ଡ୍ରାଇଭର ବର୍ଦ୍ଧନଙ୍କୁ କୋର୍ଟରେ ଦୋଷୀ ସାବ୍ୟସ୍ତ କରିବା ପାଇଁ…
ଏହି ସ୍ଥାନରେ ରହିଛି ଆସ୍ଥା ବ୍ୟାଙ୍କ: ଏଠାରେ ଜମା ହୁଏ ‘ଓମ୍ ନମଃ ଶିବାୟ’
ବ୍ୟାଙ୍କର ନାଁ ଆସିଲେ ସାଧାରଣତଃ ଆମ ମନରେ ଟଙ୍କା ନେଣ ଦେଣ କଥା ଆସିଥାଏ। କିନ୍ତୁ ଏଭଳି ଏକ ବ୍ୟାଙ୍କ ଅଛି ଯେଉଁଠାରେ ଟଙ୍କା ନୁହେଁ ବରଂ ଆସ୍ଥା ଜମା ହୋଇଥାଏ। ଉତ୍ତରପ୍ରଦେଶ ବାରାଣସୀରେ ଏଭଳି ଏକ ନିଆରା ବ୍ୟାଙ୍କ ରହିଛି।…
ଭାଜପାର ବି ଟିମ୍ ଭଳି କାମ କରୁଛି ଏଆଇଏମ୍ଆଇଏମ୍: ତେଜସ୍ବୀ ଯାଦବ
ନୂଆଦିଲ୍ଲୀ,୨୧।୨: ଅଲ୍ ଇଣ୍ଡିଆ ମଜଲିସ୍-ଇ-ଇତେହାଦୁଲ ମୁସ୍ଲିମିନ୍(ଏଆଇଏମ୍ଆଇଏମ)ର ପୂର୍ବତନ ବିଧାୟକ ଓ୍ବାରିସ୍ ପଠାନଙ୍କ ବିବାଦୀୟ ବୟାନକୁ କଡା ସମାଲୋଚନା କରିଛନ୍ତି ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ। ଓ୍ବାରିସ୍୍ଙ୍କ ମନ୍ତବ୍ୟ ନିନ୍ଦନୀୟ, ତାଙ୍କୁ ଗିରଫ କରିବା ଉଚିତ୍ ବୋଲି ସେ କହିଛନ୍ତି। ସେ…
କେନ୍ଦ୍ର ପଇସା ସୁଧରେ ଆଦର୍ଶ ବିଦ୍ୟାଳୟ: ବିରୋଧୀ ଦଳ ନେତାଙ୍କ ଅଭିଯୋଗ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗତ ୨୧ ବର୍ଷରେ ମାତ୍ର ୨୬ ହଜାର ବେକାରିଙ୍କୁ ସରକାର ନିଯୁକ୍ତି ଦେଇଛନ୍ତି। ଖାଲି ପଦବୀରେ ମାତ୍ର ୧% ନିଯୁକ୍ତି ଦେଇଛନ୍ତି। ସ୍କୁଲ, ଡାକ୍ତରଖାନା ସବୁଠି ପଦବୀ ଖାଲି। ୨୦୦୯ରୁ ୨୦୧୯ ମଧ୍ୟରେ ରାଜ୍ୟରେ ୨୨ ଲକ୍ଷ ୫୭ ହଜାର…
ବର୍ଷା ଯୋଗୁ ପ୍ରଥମ ଦିନର ଖେଳ ଶେଷ
ଓ୍ବେଲିଂଟନ,୨୧।୨- ସ୍ଥାନୀୟ ବାସିନ ରିଜର୍ଭ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ବର୍ଷା ଓ ଖରାପ ପାଗ କାରଣରୁ ପୂରା ଦିନରେ ମାତ୍ର ୫୫ ଓଭର ଖେଳାଯାଇ ପାରିଥିଲା। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ…
ଅପ୍ରେଲରେ ବିବାହ କରିବେ ରିଚା ଚଢ଼ା-ଅଲ୍ଲୀ ଫାଜଲ୍: ୩ ସ୍ଥାନରେ ଦେବେ ରିସେପ୍ସନ୍ ପାର୍ଟି
ବଲିଉଡ୍ରେ ଏବେ ବିବାହ ଋତୁ ଚାଲିଛି। ନିକଟରେ ଅଭିନେତ୍ରୀ କରିସ୍ମା ଏବଂ କରୀନା କପୁରଙ୍କ ଭାଇ ଅରମାନ ଜୈନ୍ ବିବାହ କରିଥିଲେ। ଏବେ ଆଉ ଏକ ଯୋଡି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ହେଲେ ଅଭିନେତ୍ରୀ ରିଚା ଚଢ଼ା…
ରାମମନ୍ଦିରର ଭୂମି ପୂଜା ପାଇଁ ମୋଦିଙ୍କୁ ଆମନ୍ତ୍ରଣ କଲେ ଟ୍ରଷ୍ଟର ସଦସ୍ୟ
ଅଯୋଧ୍ୟା,୨୧।୨: ଉତ୍ତରପ୍ରଦେଶ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ ହେବ ନାହିଁ, କେବଳ ଭୂମି ପୂଜା ହେବ। ଆଉ ଏହି ପୂଜା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମନ୍ତ୍ରଣ କରାଯାଇଛି ବୋଲି ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ…
Archives


