ବାଙ୍କୀ ଡବଲ୍ ମର୍ଡର ଘଟଣା: ଅଭିଯୁକ୍ତ ଜିତେନ୍ଦ୍ର ଗିରଫ
କଟକ ଅଫିସ/ବାଙ୍କୀ(ସ୍ବ.ପ୍ର)୨୧।୨: ବହୁ ଚର୍ଚ୍ଚିତ ବାଙ୍କୀ ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ କଟକ ଜିଲା ବୈଦେଶ୍ୱର ଥାନା ଅଧୀନ ଖଜୁରିପଦା ଗ୍ରାମର ଜିତୁ ଓରଫ ଜିତେନ୍ଦ୍ର ସ୍ବାଇଁ…
ପରିବେଶ ପର୍ଯ୍ୟଟନସ୍ଥଳୀରେ ବଢ଼ୁଛନ୍ତି ପର୍ଯ୍ୟଟକ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ନୟାଗଡ଼ ଜିଲାର ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ଛୋଟ ଆଭ୍ୟନ୍ତରୀଣ ଗ୍ରାମ ବଡ଼ମୂଳ ସମ୍ପର୍କରେ ଦିନେ କେହି ଶୁଣି ନ ଥିଲେ କି ଜାଣି ନ ଥିଲେ। ହେଲେ ଆଜି ଏହି ଗାଁ ଦେଶ, ବିଦେଶର ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣ…
ଆଖଣ୍ଡଳମଣି ପୀଠରେ ଭକ୍ତଙ୍କ ଭିଡ଼
ଆରଡ଼ି,୨୧।୨(ଡି.ଏନ୍.ଏ.): ମହାଶିବରାତ୍ରି ଉପଲକ୍ଷେ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିି ଉତ୍ସବମୁଖର ହୋଇଉଠିଛି। ଶ୍ରଦ୍ଧାଳୁମାନେ ରାତିରୁ ଲମ୍ବାଧାଡ଼ିରେ ଆସି ପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶିବରାତ୍ରିରେ ବାବାଙ୍କୁ ଦର୍ଶନ କଲେ କୋଟିଜନ୍ମର ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ବାସ ରହିଛି । ଭିଡ଼ ନିୟନ୍ତ୍ରଣ…
ଦିଲ୍ଲୀ ନିର୍ବାଚନ ପରାଜୟ ପରେ ଭାଜପାକୁ ସଂଘର ଚେତାବନୀ: ସବୁବେଳେ ମୋଦି-ଶାହା ଜିତାଇପାରିବେ ନାହିଁ
ନୂଆଦିଲ୍ଲୀ,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ସବୁପ୍ରକାର ଚେଷ୍ଟା କରିବା ସତ୍ତ୍ୱେ ଭାଜପାକୁ ମାତ୍ର ୮ଟି ଆସନ ମିଳିଛି। ନିର୍ବାଚନରେ ଶୋଚନୀୟ ପରାଜୟକୁ ନେଇ ଦଳ ମନ୍ଥନ ଆରମ୍ଭ କରିଛି। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ମଧ୍ୟ ଦଳର ଏଭଳି ପରାଜୟକୁ ସହଜରେ…
ପରୀକ୍ଷା କେନ୍ଦ୍ରରେ ଭଙ୍ଗାଯାଉଛି ସିସିଟିଭି
ଭୁବନେଶ୍ୱର,୨୧।୨(ବ୍ୟୁରୋ): ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ଲଗାଯାଇଥିବା ସିସିଟିଭିକୁ ଜାଣିଶୁଣି ଭଙ୍ଗାଯାଉଛି। ଆଗାମୀ ଦିନରେ ଏଭଳି ଘଟଣାର ପୁନରାବୃତ୍ତିକୁ ରୋକିବାକୁ ତଥା ସିସିଟିଭିର ସୁରକ୍ଷା ଲାଗି ବୋର୍ଡ ପରୀକ୍ଷା ନିୟନ୍ତ୍ରକ ସମସ୍ତ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କୁ ନୋଟିସ ଜାରି କରିଛନ୍ତି। ଏଭଳି ଘଟଣା ଆଉ…
ଓ୍ବେଲିଂଟନରେ ବର୍ଷା: ଭାରତର ସ୍କୋର ୧୨୨/୫
ୱେଲିଂଟନ,୨୧।୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଓ୍ବେଲିଟନର ବେସିନ ରିଜର୍ଭ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍ରେ ବର୍ଷା ଯୋଗୁ ଖେଳକୁ କିଛି ସମୟ ପାଇଁ ରୋକାଯାଇଛି। ପ୍ରଥମେ ଟସ୍ ଜିତି ବୋଲିଂ…
୭ ବର୍ଷରେ ୨୪.୬୧ % ଦାରିଦ୍ର୍ୟ କମିଛି: ମନ୍ତ୍ରୀ
ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗତ ୨୦ ବର୍ଷ ମଧ୍ୟରେ ଓଡିଶା ସାମଗ୍ରିକ ଅର୍ଥନୈତିକ ପ୍ରଗତି, ଦାରିଦ୍ର୍ୟ ଦୂରୀକରଣ ଓ ସାମାଜିକ ସୁରକ୍ଷା କ୍ଷେତ୍ରରେ ପ୍ରଶଂସନୀୟ ଅଗ୍ରଗତି ହାସଲ କରିଛି। ଏକ ସ୍ଥିର ଏବଂ ସମ୍ବେଦନଶୀଳ ଶାସନ, ଉତ୍ତମ ଆର୍ଥିକ ପରିଚାଳନା ଯୋଗୁ ରାଜ୍ୟର ସାମାଜିକ,…
ଏମିତି ରେକର୍ଡ କରିବାରେ ରସ୍ ଟେଲର ବିଶ୍ୱର ପ୍ରଥମ ଖେଳାଳି
ୱେଲିଂଟନ,୨୧।୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ମ୍ୟାଚରେ ନ୍ୟୁଜିଲାଣ୍ଡର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍ ରସ୍ ଟେଲର୍ ଏକ ନିଆରା ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟର ତିନିଟି ଫର୍ମାଟ ଏକଦିବସୀୟ, ଟେଷ୍ ଏବଂ…
ବାଙ୍କୀ ଡବଲ ମର୍ଡର ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା କଂଗ୍ରେସ
ଭୁବନେଶ୍ୱର,୨୧।୨(ବ୍ୟୁରୋ): କଟକ ଜିଲା ବାଙ୍କୀଠାରେ କିଛିଦିନ ତଳେ ଘଟିଥିବା ଡବଲ ମର୍ଡର ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ସିଧାସଳଖ କଂଗ୍ରେସ ଟାର୍ଗେଟ କରିଛି। ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ ତଦନ୍ତ କରିବାକୁ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଦାବି କରିଛନ୍ତି।…
ମୀନାକ୍ଷୀ ମିଶ୍ର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ: ଭାଜପା
ଭୁବନେଶ୍ୱର,୨୧।୨(ବ୍ୟୁରୋ): ପୋଲିସଠାରୁ ନ୍ୟାୟ ନ ପାଇ ଏସ୍ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିବା ବ୍ରହ୍ମପୁର ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ଯଦି ସରକାର ଓ ପ୍ରଶାସନ ତାଙ୍କ ଅଭିଯୋଗ ଶୁଣିଥାନ୍ତେ ତେବେ ମୀନାକ୍ଷୀଙ୍କ…
ବିଇଡି, ଏମ୍ଇଡି ଶିକ୍ଷାନୁଷ୍ଠାନକୁ ବନ୍ଦ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ
ଭୁବନେଶ୍ୱର, ୨୧। ୨(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ବିଇଡି ଏବଂ ଏମ୍ଇଡି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିବାର ହୀନ ଚେଷ୍ଟା ବିରୋଧରେ ଏଆଇଡିଏସଓ ପକ୍ଷରୁ ଦୃଢ ବିରୋଧ କରାଯିବା ସହ ଆନ୍ଦୋଳନ କରିବାକୁ ଆହ୍ବାନ ଦିଆଯାଇଛି। ଗୁରୁବାର ଏକ ପ୍ରେସ…
ସଫଳ ହେଲା ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ
କଟକ ଅଫିସ,୨୧।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ(ଏସ୍ସିବି)ରେ ଗୁରୁବାର ସଫଳତାର ସହ ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ (ବୋନ୍ମାରୋ ଟ୍ରାନ୍ସପ୍ଲାଣ୍ଟ) କରାଯାଇଛି। ଦେବଗଡ଼ ଜିଲା ଭିତିରିଆ ସାହିର ରାଜେଶ ଅଗ୍ରୱାଲ୍(୫୫)ଙ୍କଠାରେ ଏହି ପ୍ରତିରୋପଣ କରାଯାଇଛି। ହେମାଟୋଲୋଜି ବିଭାଗରେ ଅନୁଷ୍ଠିତ…
Archives


