ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟେଷ୍ଟ: ଟସ୍ ହାରି ଭାରତର ପ୍ରଥମ ବ୍ୟାଟିଂ
ୱେଲିଂଟନ,୨୧।୧: ଟି-୨୦ ଓ ଦିନିକିଆ ପରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ୱେଲିଂଟନର ବେସିନ ରିଜର୍ଭ ଗ୍ରାଉଣ୍ଡରେ ଖେଳାଯାଉଛି। ଏହି ମ୍ୟାଚରେ ଘରୋଇ ନ୍ୟୁଜିଲାଣ୍ଡ ଦଳ…
ପଞ୍ଚାୟତ ଅଫିସ୍ ଆଗରେ ବର୍ଜ୍ୟବସ୍ତୁ ପୁନରୁଦ୍ଧାର କେନ୍ଦ୍ରକୁ ବିରୋଧ
ବାଲିଆ, ୨୧।୨: ବିରିଡି ବ୍ଲକ ହାଜିପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ପ୍ରସ୍ତାବିତ ବର୍ଜ୍ୟବସ୍ତୁ ପୁନରୁଦ୍ଧାର ପାଇଁ ସ୍ଥାୟୀ କେନ୍ଦ୍ର ନିର୍ମାଣକୁ ଗୋପାଳ ସାହିର ଜନସାଧାରଣ ବିରୋଧ କରିବା ସହ ଏ ନେଇ ଜିଲାପାଳଙ୍କୁ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି। ପ୍ରସ୍ତାବିତ…
ପିପିଟି-ପିଏଚ୍ଓ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ
ପାରାଦୀପ, ୨୧।୨ (ସ୍ବ.ପ୍ର.): ପାରାଦୀପ ବନ୍ଦରରେ ବିଦେଶୀ ନାବିକଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ପ୍ରଥମକରି ପୋର୍ଟ ହେଲ୍ଥ ୟୁନିଟ୍ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ପିଏଚ୍ଓ (ପୋର୍ଟ ହେଲ୍ଥ ଅର୍ଗାନାଇଜେଶନ୍) ଓ ପିପିଟି (ପାରାଦୀପ ପୋର୍ଟ ଟ୍ରଷ୍ଟ) ମଧ୍ୟରେ ଚୁକ୍ତି…
ମହିଳାଙ୍କୁ ଧକ୍କାଦେଲା ଜନନୀ ଏକ୍ସପ୍ରେସ: ସିଡିଏମ୍ଓ କହିଲେ ତଦନ୍ତ କରି ନେବେ ପଦକ୍ଷେପ
ନୟାଗଡ ଅଫିସ/ଖଣ୍ଡପଡ଼ା,୨୧ା୨(ସ୍ବ.ପ୍ର.): ନୟାଗଡ଼ ଜିଲାର କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ଗୁରୁବାର ଭୋର ୫ଟାରେ ଜଣେ ଅପରିଚିତା ମହିଳାଙ୍କୁ ୧୦୨ ଆମ୍ବୁଲାନ୍ସ (ଜନନୀ ଏକ୍ସପ୍ରେସ) ଧକ୍କା ଦେଇଥିଲା। ତେବେ ଡ୍ରାଇଭର ଜଣକ ତରବରିଆ ଭାବେ ଆହତ ମହିଳାଙ୍କୁ ଗାଡ଼ିରେ ନେଇ…
ମିଲର ଅପେକ୍ଷାରେ ଚାଷୀ: ଖରା କାକରରେ ମଣ୍ଡିରେ ପଡ଼ିଛି ଧାନ
ନୟାଗଡ ଅଫିସ,୨୧ା୨: ଖରା କାକରରେ ମଣ୍ଡିରେ ପଡିରହିଛି ଧାନ। କେଉଁଠି ଦୁଇଦିନ ତ ଆଉ କେଉଁଠି ୩ଦିନ ହେଲା ଚାଷୀ ଧାନବସ୍ତା ଜଗି ରହିଛି। ହେଲେ ମିଲରଙ୍କ ଦେଖା ମିଳୁନି। ଏଭଳି ଅବ୍ୟବସ୍ଥା ଜିଲାର ବିଭିନ୍ନ ଧାନ ମଣ୍ଡିରେ ଦେଖା ଦେଇଛି।…
ଦୁଇ ଦଳିତଙ୍କୁ ନିର୍ମମ ପ୍ରହାର
ଜୟପୁର,୨୧।୨(ପି.ଟି.):ରାଜସ୍ଥାନର ନାଗୌର ଅନ୍ତର୍ଗତ କାର୍ନୁ ଗ୍ରାମରେ ଦୁଇ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯିବା ଘଟଣା ଏବେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଏକ ମୋଟର ସାଇକେଲ ଶୋ’ରୁମ୍ରୁ ଏଦୁହେଁ ଟଙ୍କା ଚୋରି କରୁଥିବା ଅଭିଯୋଗ କାରଣରୁ ଏମାନଙ୍କୁ ଆକ୍ରମଣ କରାଯାଇଛି।…
କରୋନା ସଂକ୍ରମଣ କମୁଛି
ବେଜିଂ,୨୧।୨(ପି.ଟି./ ଆଇଏଏନ୍ଏସ୍): ଚାଇନାରେ କରୋନା ସଂକ୍ରମଣରେ ଏପର୍ଯ୍ୟନ୍ତ ୨,୧୧୮ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା ୭୪, ୫୭୬ରେ ପହଞ୍ଚିଛି। ବୁଧବାର ୧୧୪ ଜଣଙ୍କ ମୃତ୍ୟୁ ହୋଇଛି। ହେଲେ ନୂଆ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ଜଣାପଡ଼ିଛି। ଚାଇନାର ଜାତୀୟ…
ଦୁର୍ଘଟଣାରେ ଗଲା ୨୬ ଜୀବନ
ଚେନ୍ନାଇ,୨୧।୨(ପି.ଟି./ ଆଇଏଏନ୍ଏସ୍):ତାମିଲନାଡୁରେ ଗୁରୁବାର ଦୁଇଟି ରାସ୍ତା ଦୁର୍ଘଟଣାରେ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ତିରୁପୁର ଜିଲା ଅନ୍ତର୍ଗତ ଅବିନାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ ମହିଳା ଅଛନ୍ତି। ଟାଇଲ୍ ନେଇ ଆସୁଥିବା…
ଏପ୍ରିଲରେ ରାହୁଲଙ୍କ ଦ୍ୱିତୀୟ ଇନିଂସ: ପୁଣି ହେବେ କଂଗ୍ରେସ ଅଧ୍ୟକ୍ଷ
ନୂଆଦିଲ୍ଲୀ,୨୧।୨(ଆଇଏଏନ୍ଏସ୍):କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ଦଳର ମଙ୍ଗ ଧରିବେ। ଆସନ୍ତା ଏପ୍ରିଲରେ ସେ କଂଗ୍ରେସ ଅଧ୍ୟକ୍ଷ ପଦକୁ ଫେରିବେ ବୋଲି ସୂତ୍ରରୁ ଜଣାପଡ଼ିଛି। ବଜେଟ ଅଧିବେଶନ ଶେଷ ହେବା ପରେ ଅମଳର ପର୍ବ ବୈଶାଖୀ ବେଳକୁ ତାଙ୍କୁ ଏହି ଗୁରୁଦାୟିତ୍ୱ…
ଉଚ୍ଛେଦ ହେବନି ୩୭୧
ଇଟାନଗର,୨୧।୨(ପି.ଟି.):ଉତ୍ତର-ପୂର୍ବାଞ୍ଚଳକୁ ସ୍ବତନ୍ତ୍ର କ୍ଷମତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୧କୁ ହଟାଯିବ ନାହିଁ। ଏହାକୁ ଉଚ୍ଛେଦ କରିବା ପାଇଁ କେନ୍ଦ୍ର ସରକାରଙ୍କ କୌଣସି ଉଦ୍ଦେଶ୍ୟ ନାହିଁ। ଅନୁଚ୍ଛେଦ ୩୭୧କୁ ନେଇ ଗୁଜବ ପ୍ରସାର କରୁଥିବା ଲୋକେ ସେମାନଙ୍କ ଉଦ୍ୟମରେ ସଫଳ ହେବେ ନାହିଁ…
ଏମ୍ସର ଅବାନ୍ତର ନିଷ୍ପତ୍ତି
ଭୁବନେଶ୍ୱର, ୨୧।୨(ବ୍ୟୁରୋ):ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ଏଣିକି ହିନ୍ଦୀ ଭାଷାରେ କାଗଜପତ୍ରରେ ଦସ୍ତଖତ କରିବା ସହ ବିଭିନ୍ନ ରେକର୍ଡ ପ୍ରସ୍ତୁତ କରିବା ଲାଗି ଗୁରୁବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ମର୍ମରେ ଭୁବନେଶ୍ୱର…
ପାନ୍ କାର୍ଡ ନୁହେଁ ନାଗରିକତ୍ୱର ପ୍ରମାଣ
ଗୁଆହାଟୀ,୨୧।୨: ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର (ପାନ୍) କାର୍ଡ ଓ ବ୍ୟାଙ୍କ ଦସ୍ତାବିଜଗୁଡ଼ିକୁ ନାଗରିକତ୍ୱର ପ୍ରମାଣ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ। ସେହିପରି ‘ଗାଓଁ ବୁରା’ ବା ଗ୍ରାମ ପ୍ରଧାନଙ୍କ ଦ୍ୱାରା ଜାରି କରାଯାଇଥିବା ପ୍ରମାଣପତ୍ର ମଧ୍ୟ ନାଗରିକତ୍ୱର ପ୍ରମାଣ ନୁହେଁ…
Archives


