Home Left

ସେନା ଚାକିରି ପାଇଁ ୨୨୦ କି.ମି. ଦୌଡ଼ିଲେ ସୌରଭ

ପୁରୀ ଅଫିସ, ୨୧।୨:ଭାରତୀୟ ସେନାରେ ଯୋଗଦେବାକୁ ପିଲାଟି ଦିନରୁ ରହିଛି ଆଗ୍ରହ। ବାପା ବି ଚାହୁଁଛନ୍ତି ତାଙ୍କ ପୁଅ ସୈନ୍ୟ ବାହିନୀରେ ଯୋଗଦେଇ ଦେଶ ମାତୃକାର ସେବା କରୁ। ନିଜର ଆଗ୍ରହ ଏବଂ ବାପାଙ୍କ ସ୍ବପ୍ନକୁ ସାକାର କରିବା ଲାଗି ସେ…

ଶାହାଙ୍କ ଅରୁଣାଚଳ ଗସ୍ତକୁ ଚାଇନାର ବିରୋଧ

ନୂଆଦିଲ୍ଲୀ/ବେଜିଂ,୨୧।୨ (ପି.ଟି./ଆଇଏଏନ୍‌ଏସ୍‌):କରୋନା ଭାଇରସ୍‌ ସଂକ୍ରମଣରେ ଛଟପଟ ହେଉଥିବା ଚାଇନା ଭାରତର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ଅରୁଣାଚଳ ଗସ୍ତକୁ ବିରୋଧ କରିଛି। ଗୁରୁବାର ଅରୁଣାଚଳ ପ୍ରଦେଶର ପ୍ରତିଷ୍ଠା ଦିବସରେ ଶାହା ଇଟାନଗର ଯାଇଥିବାବେଳେ ବେଜିଂ ଏହାକୁ ଦୃଢ଼ ବିରୋଧ କରିଛି। ଭାରତୀୟ ନେତାଙ୍କ…

ଏହି ଅଭିନେତ୍ରୀଙ୍କ ସହ ଡେଟିଂରେ ଯିବାକୁ ଚାହୁଁଥିଲେ କ୍ରିକେଟର ସୁରେଶ ରାଇନା

ଭାରତୀୟ କ୍ରିକେଟର ସୁରେଶ ରାଇନା ଖରାପ ଫର୍ମ ଯୋଗୁ ଦଳରୁ ବାଦ୍‌ ପଡିଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଇବା ସହ ଆଗାମୀ ଆଇପିଏଲ ସିଜିନ୍‌ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି ରାଇନା। ଯଦିଓ ସେ ବ୍ୟାଙ୍କର୍‌ ପ୍ରିୟଙ୍କ…

ଟ୍ରମ୍ପ୍‌ ବୁଲିବେ ତାଜମହଲ: ମଧ୍ୟାହ୍ନଠାରୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା

ଆଗ୍ରା,୨୦।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କର ଭବ୍ୟ ସମ୍ବର୍ଦ୍ଧନା ପାଇଁ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଉଦ୍ୟମ ଜାରି ରଖିଛନ୍ତି। ଫେବୃୟାରୀ ୨୪ରେ ଟ୍ରମ୍ପ୍‌ ଆଗ୍ରାରେ ସ୍ତ୍ରୀ ମେଲାନିଆ ଟ୍ରମ୍ପ୍‌ ତାଜମହଲ ବୁଲିଯିବେ। ତେଣୁ ସୁରକ୍ଷା…

ଦିବ୍ୟା, ପିଙ୍କି, ସରିତାଙ୍କୁ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ, ୨୦ା୨ (ପି.ଟି.)-ଭାରତୀୟ ରେସ୍‌ଲର ଦିବ୍ୟା କାକ୍ରାନ, ପିଙ୍କି ଓ ସରିତା ମୋର୍‌ ଏଠାରେ ଚାଲିଥିବା ଏସିଆନ ମହିଳା ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ନିର୍ମଳା ଦେବୀ ଦେଶ ପାଇଁ ଏକ ରୌପ୍ୟ ଆଣିଦେଇଛନ୍ତି। ୫ ଜଣ…

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ପ୍ରତିଯୋଗୀଙ୍କ ଦ୍ୱାରା ଟ୍ରଫି ଉନ୍ମୋଚିତ

ଭୁବନେଶ୍ୱର, ୨୦।୨ (ସ୍ପୋଟର୍‌ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା (କେଆଇୟୁଜି)ର ପ୍ରଥମ ସଂସ୍କରଣ ଶନିବାରଠାରୁ ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହେବ। ଏଥିପୂର୍ବରୁ ଶୁକ୍ରବାର କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉତ୍ସବ ମଧ୍ୟରେ…

ବାସୁଦେବପୁର ଥାନା ଏସ୍‌ଆଇ ନିଲମ୍ବିତ

ବାସୁଦେବପୁର,୨୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଥାନା ଏସ୍‌ଆଇ ମହାପ୍ରସାଦ ନାୟକଙ୍କୁ ଗୁରୁବାର ଏସ୍‌ପି ନିଲମ୍ବନ କରିଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ଉତ୍ତରାଞ୍ଚଳ ଆଇଜିଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ଏସ୍‌ପି ଏସ୍‌ଆଇ ନାୟକଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନେଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ବର୍ଷେ…

ଜୟମଙ୍ଗଳ କେନାଲ, ରାହାଡ଼ା ନାଳ ପୁନରୁଦ୍ଧାର ହେବ: ବିଧାନସଭାରେ ଜଣାଇଲେ ମନ୍ତ୍ରୀ

ଛତ୍ରପୁର,୨୦ା୨(ଡି.ଏନ.ଏ)-ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଚଳିତ ବିଧାନସଭା ଅଧିବେଶନରେ ଜୟମଙ୍ଗଳ କେନାଲ ଓ ରାହାଡା ନାଳ ପୁନରୁଦ୍ଧାର ନିମନ୍ତେ ଏକ ପ୍ରଶ୍ନ କରିଥିଲେ। ଛତ୍ରପୁର ବ୍ଲକ ବଡମାଧପୁର, ବିପୁଳିଙ୍ଗି, ବଉଳଗାଁ, ମହାନାଦପୁର, ମୁନିଷିପେଣ୍ଠ ଆଦି ଅଞ୍ଚଳର ଚାଷ ଜମି ବର୍ଷା…

ପାହାଡ଼ ଉପରୁ ମିଳିଲା ୩ ହଜାର ଟନ୍‌ ସୁନା ପଥର ସନ୍ଧାନ

ଲକ୍ଷ୍ନୌ,୨୦।୨: ଗ୍ରାମ୍‌ ନୁହେଁ ଅବା କିଲେ ନୁହେଁ ଏକ ଥରକେ ୩ ହଜାର ଟନ୍‌ ସୁନା ମିଳିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଉତ୍ତରପ୍ରଦେଶର ସୋନଭଦ୍ର ଅଞ୍ଚଳରେ ଥିବା ପାହାଡ଼ର ମାଟି ତଳେ ୩ ହଜାର ଟନ୍‌ ସୁନା…

ଖୁବ୍‌ ଶୀଘ୍ର ନାଗରିକତ୍ୱ ହରାଇବେ ସୋନିଆ-ରାହୁଲ: ସୁବ୍ରମଣ୍ୟମ୍‌ ସ୍ବାମୀ

ହାଇଦ୍ରାବାଦ୍‌,୨୦।୨: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ତାଙ୍କ ପୁଅ ରାହୁଲ ଗାନ୍ଧୀ ଖୁବ୍‌ ଶୀଘ୍ର ଭାରତର ନାଗରିକତ୍ୱ ହରାଇବେ ବୋଲି ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କହିଛନ୍ତି। ଏ ସମ୍ପର୍କିତ ଦସ୍ତାବିଜ୍‌ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଟେବୁଲରେ ରହିଛି। ଶାହା…

ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ: ରାସ୍ତାକଡ଼ରେ ଲାଗିଲା ହୋଡିଂ

ଅହମଦାବାଦ୍‌,୨୦।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାସ୍ତା କଡ଼ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଟ୍ରମ୍ପ୍‌ଙ୍କ ଫଟୋ ଥିବା ହୋଡିଂ ଲଗାଯାଉଛି। ଅହମଦାବାଦ୍‌ ବିମାନ ବନ୍ଦରଠାରୁ ପ୍ରଥମେ ସାବରମତୀ ଆଶ୍ରମ…

ସୁଯୋଗ ହାତଛଡ଼ା କଲା ଓଡ଼ିଶା

ଭୁବନେଶ୍ୱର,୨୦।୨- ଦୁଇ ବର୍ଷ ପରେ ରଣଜୀ କ୍ୱାର୍ଟର ଫାଇନାଲ ଖେଳୁଥିବା ଓଡ଼ିଶା ଦଳ ବେଙ୍ଗଲ ବିପକ୍ଷ ମ୍ୟାଚ୍‌ର ପ୍ରଥମ ଦିନ ଏକ ସୁବର୍ଣ୍ଣ ସୁଯୋଗ ହାତଛଡ଼ା କରିଛି। ଓଡ଼ିଶା ଦଳର ଅଧିନାୟକ ଶୁଭ୍ରାଂଶୁ ଶେଖର ସେନାପତି ଟସ୍‌ ଜିତି ପ୍ରଥମେ ବୋଲିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri