Home Left

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ ହାଉସ୍‌ ଇଣ୍ଡିଆ ସ୍ପଷ୍ଟ ଭାବେ ଖଣ୍ଡନ କରିଛି। ସମ୍ପାଦକୀୟ ପରିବର୍ତ୍ତନକୁ ଲେଖିକା ଗ୍ରହଣ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’ ପକ୍ଷରୁ କରାଯାଇଥିବା ଏକ ଐତିହାସିକ ପରୀକ୍ଷଣର ଆଶ୍ଚର୍ଯ୍ୟଜନକ ତଥ୍ୟ ଏବେ ସାମ୍ନାକୁ ଆସିଛି।…

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧ ତାରିଖରେ ଘଟଣା ଘଟିଥିଲେ ମଧ୍ୟ ଶୁକ୍ରବାର ପୋଲିସ ସ୍କୁଲରେ ପହଞ୍ଚତ୍ ତଦନ୍ତ କରିବା…

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ ଅଜିତ କୁମାର ସାହୁଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ।…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ର ସଦସ୍ୟ ତଥା ସକ୍ରିୟ ଆନ୍ଦୋଳନକାରୀ ହିରାମଲ୍…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ ଆସିଥିବା ଥ୍ରି-ଫେଜ୍‌ ତାରରେ ଶର୍ଟ ସର୍କିଟ ହୋଇ ତାହା ପୋଡ଼ି ଛିଣ୍ଡି ପଡ଼ିଛି।…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ ଛାତ୍ର ଗୁରୁନାଥ ମୁଦୁଲିଙ୍କ ମୃତଦେହ ଜବତ ପରେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର ଏକ ପ୍ରତିନିଧି ଦଳ ବରଗଡ଼ ଏସପି ରବିନ୍ଦ୍ରନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ ।…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ ମାର୍ଶାଘାଇ ପଞ୍ଚାୟତ ସରପଞ୍ଚ ଭାଗବତ ବେହେରାଙ୍କୁ ଗିରଫ କରିଛି। ମହିଳା ଡାକ୍ତର ଉପାଳି…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି ସମ୍ମାନଜନକ ଇଭେଣ୍ଟର ମାତ୍ର ଦୁଇଟି ଇଭେଣ୍ଟରେ ଅଂଶଗ୍ରହଣ କରିଥିଲେ। ଚୋପ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?