ତଦନ୍ତ ପରେ ଫେରିଲା ଛତିଶଗଡ଼ ପୋଲିସ
ଭୁବନେଶ୍ୱର,୨୦ା୨(ବ୍ୟୁରେ): ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲିଙ୍କୁ ହତ୍ୟା ଘଟଣାରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଭୁବନେଶ୍ୱରରେ ୩ଦିନ ଧରି ତଦନ୍ତ ଚଳାଇଥିଲା ଛତିଶଗଡ଼ ପୋଲିସ। ବିଭିନ୍ନ ଦିଗକୁ ନେଇ ତଦନ୍ତ କରିବା ପରେ ଛତିଶଗଡ଼ ପୋଲିସ ବୁଧବାର…
ଏମିତି ଦେଶ: ଯେଉଁଠି ନଦୀ କି ଝରଣା ନାହିଁ
ରିୟାଦ: ପ୍ରାୟ ସବୁ ଦେଶରେ ନଦୀ କିମ୍ବା ଝରଣା ରହିଥିବା ଜାଣିଥିବେ। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସ୍ଥାୟୀ ନଦୀ କିମ୍ବା ଝରଣାଟିଏ ମଧ୍ୟ ନାହିଁ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଦେଶ ହେଉଛି ସାଉଦି…
୩ ଦିନ ରିମାଣ୍ଡରେ ଗଲେ ଅନୁପ
ଝାରସୁଗୁଡ଼ା ଅଫିସ,୨୦ା୨: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲି ହତ୍ୟା ଘଟଣାରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଛତିଶଗଡ଼ ଚକ୍ରଧରନଗର ପୋଲିସ ତନାଘନା ଚଳାଇଛି। ଗିରଫ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ…
‘ମସ୍ଜିଦ ପାଇଁ ବି ଟ୍ରଷ୍ଟ ଗଠନ କରୁ କେନ୍ଦ୍ର’
ଲକ୍ଷ୍ନୌ,୨୦ା୨(ଆଇଏଏନ୍ଏସ୍): କେନ୍ଦ୍ର ସରକାର ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ଟ୍ରଷ୍ଟ ଗଠନ କରିଛନ୍ତି। ସେହିପରି ମସ୍ଜିଦ ଲାଗି ମଧ୍ୟ ଏକ ଟ୍ରଷ୍ଟ ଗଠନ କରନ୍ତୁ। ମସ୍ଜିଦ ନିର୍ମାଣ ପାଇଁ ପାଣ୍ଠି ମଧ୍ୟ ଯୋଗାଇ ଦିଅନ୍ତୁ ବୋଲି ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି)…
ସିଏଏ ହିଂସାକୁ ନେଇ ଯୋଗୀଙ୍କ ବିବାଦୀୟ ମନ୍ତବ୍ୟ
ଲକ୍ଷ୍ନୌ,୨୦ା୨: ଉତ୍ତରପ୍ରଦେଶରେ ଗତ ଡିସେମ୍ବର ମାସରେ ସିଏଏ ବିରୋଧୀ ହିଂସାରେ ପ୍ରାୟ ୨୦ ଜଣଙ୍କ ମୃତ୍ୟୁ ଘଟିଥିଲା। ତେବେ ବୁଧବାର ରାଜ୍ୟ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କର ଏ ସମ୍ପର୍କିତ ମନ୍ତବ୍ୟକୁ ନେଇ ବିବାଦ ମୁଣ୍ଡ ଟେକିଛି। ଯଦି କେହି ମରିବା…
ଅହମଦାବାଦରୁ ଆଗ୍ରା ହୋଇ ଦିଲ୍ଲୀ ଯିବେ ଟ୍ରମ୍ପ ଦମ୍ପତି
ନୂଆଦିଲ୍ଲୀ,୨୦।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କ ଭାରତ ଗସ୍ତକୁ ନେଇ ବେଳକୁ ବେଳ ଉତ୍ସାହ ବଢିବାରେ ଲାଗିଛି। ଏମାନେ ପ୍ରଥମେ ଗୁଜରାଟର ଅହମଦାବାଦ ସହର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।…
ମହିଳା ଶିକ୍ଷୟତ୍ରୀ ଲଣ୍ଡା ହୋଇ ରାହୁଲ ଗାନ୍ଧୀଙ୍କୁ ପଠାଇଲେ କେଶ, ଜାଣନ୍ତୁ କାହିଁକି
ଭୋପାଳ, ୨୦।୨: ମଧ୍ୟ ପ୍ରଦେଶର ଭୋପାଳରେ ଜଣେ ମହିଳା ଶିକ୍ଷୟତ୍ରୀ ଲଣ୍ଡା ହୋଇ ତାଙ୍କ କେଶ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପାଖକୁ ପଠାଇଛନ୍ତି। ଦୀର୍ଘ ୭୨ ଦିନ ହେବ ବିଭିନ୍ନ ଦାବିକୁ ନେଇ ଧାରଣାରେ ବସିଥିବା ଶାହିନ୍ ଖାନ୍ ନାମ୍ନୀ…
ସଞ୍ଜୟ କୋଠାରୀ ହେବେ ସିଭିସି
ନୂଆଦିଲ୍ଲୀ,୨୦ା୨(ପି.ଟି.): ରାଷ୍ଟ୍ରପତିଙ୍କ ସଚିବ ଥିବା ସଞ୍ଜୟ କୋଠାରୀ ଦେଶର ପରବର୍ତ୍ତୀ ମୁଖ୍ୟ ଭିଜିଲାନ୍ସ କମିଶନର (ସିଭିସି) ନିଯୁକ୍ତ ହେବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚ କ୍ଷମତାସମ୍ପନ୍ନ କମିଟି ନୂଆ ସିଭିସି ଭାବେ କୋଠାରୀଙ୍କୁ ଚୟନ କରିଛି। ସେହିପରି ପୂର୍ବତନ…
ଉପହାର ସିନେମା ଅଗ୍ନିକାଣ୍ଡ ଘଟଣା: ପୀଡିତଙ୍କୁ ଲାଗିଲା ଝଟ୍କା
ନୂଆଦିଲ୍ଲୀ,୨୦।୨: ଉପହାର ସିନେମା ଅଗ୍ନିକାଣ୍ଡ ମାମଲାରେ ପୀଡିତଙ୍କୁ ଲାଗିଛି ଝଟ୍କା। ସୁପ୍ରିମକୋର୍ଟ ପୀଡିତଙ୍କ ଦ୍ୱାରା କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି। ଏହାସହ ଖୋଲା ଅଦାଲତରେ ମାମଲାର ଶୁଣାଣି କରିବାକୁ ମଧ୍ୟ ମନା କରି ଦେଇଛନ୍ତି। ଗତ ୧୩ ତାରିଖରେ ମାମଲାର…
‘ଗୁଳି କଲେ ବି ଘୁଞ୍ଚିବୁ ନାହିଁ’
ନୂଆଦିଲ୍ଲୀ,୨୦ା୨: ତୁମେ ଗୁଳି ଚଳାଇଲେ ବି ଆମେ ପଛକୁ ଘୁଞ୍ଚିବୁ ନାହିଁ। ଗୋଟିଏ ଇଞ୍ଚ ତ ଦୂରର କଥା, କେଶାଗ୍ରେ ସ୍ଥାନ ଛାଡ଼ିବୁ ନାହିଁ। ସିଏଏକୁ ନେଇ ସରକାର ଏକ ଇଞ୍ଚ ଘୁଞ୍ଚିବେ ନାହିଁ ବୋଲି ଯଦି ସ୍ବରାଷ୍ଟ୍ରମନ୍ତ୍ରୀ କହୁଛନ୍ତି ତେବେ…
ଶାହିନବାଗରେ ହାଇଡ୍ରାମା
ନୂଆଦିଲ୍ଲୀ,୨୦ା୨: କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଦିଲ୍ଲୀର ଶାହିନବାଗରେ ଚାଲିଥିବା ଆନ୍ଦୋଳନ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ପରେ ମଧ୍ୟ ଥମିନାହିଁ। ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରା ମଧ୍ୟସ୍ଥ ଭାବେ ନିଯୁକ୍ତି ପାଇଥିବା ଦୁଇ ବରିଷ୍ଠ ଆଇନଜୀବୀ ସଞ୍ଜୟ ହେଗ୍ଡେ ଓ ସାଧନା…
ଦିନକୁ ୧୦ଥର ଗାଧୋଇବା ସହ ନୋଟ୍ ଧୋଉଥିଲେ ମହିଳା, ତାଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ସ୍ବାମୀ
ମହୀଶୁର, ୨୦।୨: କର୍ନାଟକର ମହୀଶୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ଦିନରେ ୧୦ଥର ଗାଧୋଇବା ସହ ନୋଟ୍ ଧୋଉଥିବା ମହିଳାଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି ସ୍ବାମୀ। ଶାନ୍ତମୂର୍ତ୍ତୀ(୪୦) ଓ ପୁତ୍ତମନୀ(୩୮)ଙ୍କ ବିବାହ ୧୫ ବର୍ଷ ପୂର୍ବରୁ ହୋଇଥିଲା। ପୁତ୍ତମନୀ…
Archives


