Home Left

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨୦ ମୃତ

ଚେନ୍ନାଇ, ୨୦।୨: ତାମିଲନାଡୁର ତିରୁପୁର ଜିଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କେରଳ ରାଜ୍ୟ ପରିବହନ ବସ୍‌ ଏବଂ ଏକ ଟ୍ରକ ମଧ୍ୟରେ ଧକ୍କା ହେବାରୁ ୨୦ ଜଣଙ୍କ ଜୀବନ ଚାଲିଛି। ଗୁରୁବାର ସକାଳୁ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ…

ସଚେତନ ଉପଭୋକ୍ତାଙ୍କୁ ଗୋଲାପ, ଥ୍ୟାଙ୍କ ୟୁ କାର୍ଡ

ଢେଙ୍କାନାଳ ଅଫିସ, ୨୦।୨ – ଢେଙ୍କାନାଳ ସହରରେ ସମ୍ପୂର୍ଣ୍ଣ ଦେୟ ପ୍ରଦାନ କରିଥିବା ସଚେତନ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ପ୍ରଦାନ କରାଯାଇଛି ଗୋଲାପ, ଥ୍ୟାଙ୍କ ୟୁ କାର୍ଡ ସାଙ୍ଗକୁ ଚକୋଲେଟ। ସେସୁ ଏବଂ ଏନ୍‌ଜେନ କର୍ମଚାରୀମାନେ ବୁଧବାର ଘରକୁ ଘର ବୁଲି ବକେୟା…

ଜିଲାପାଳଙ୍କ ରାତି ଅଧିଆ ଗଞ୍ଜାମ ଏନ୍‌ଏସି ଗ୍ରସ୍ତ

ଗଞ୍ଜାମ,୨୦।୨(ଡି.ଏନ୍‌.ଏ): ଗଞ୍ଜାମ ଏନ୍‌ଏସିକୁ ଜିଲାପାଳଙ୍କ ଅଚାନକ ଗ୍ରସ୍ତ। ବେଆଇନ୍‌ ପଲିଥିନ ଉପରେ ଚଢ଼ାଉ। ବୁଧବାର ରାତିରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗ ଅଚାନକ ଗଞ୍ଜାମ ଏନ୍‌ଏସି ଗ୍ରସ୍ତ କରି ବେଆଇନ୍‌ ପଲିଥିନ ଉପରେ ଚଢ଼ାଉ କରିଥିଲେ। ବଡ଼ ବଜାରସ୍ଥିତ ସୋଡ଼ା ପୟାଣ୍ଟଠାରୁ…

ନିର୍ଦ୍ଧାରିତ ସମୟରେ ପାଠ୍ୟକ୍ରମ ସାରିବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): ଜ୍ଞାନର ପରିସୀମା ବୃଦ୍ଧି ଘଟୁଥିବା ପରିପ୍ରେକ୍ଷୀରେ ଛାତ୍ରୀଛାତ୍ରଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱସ୍ତରୀୟ ପ୍ରତିଯୋଗିତାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହା ଆମ ସମସ୍ତଙ୍କ ପାଇଁ ଏକ ଆହ୍ବାନ। ଏହାର ସଫଳତା ପାଇଁ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନର ବିକାଶ, ଗବେଷଣା ଓ…

ଯୁବତୀଙ୍କୁ କାର୍‌ରେ ଅପହରଣ ଉଦ୍ୟମ: ଫେରାର ପ୍ରେମିକ ଗିରଫ

ଭୁବନେଶ୍ୱର,୨୦ା୨(ବ୍ୟୁରେ): ବିବାହ ପାଇଁ ରାଜି ନ ହେବାରୁ ଯୁବତୀଙ୍କୁ କାର୍‌ରେ ଅପହରଣ ଉଦ୍ୟମ ସହ ଅସଦାଚରଣ କରିଥିବା ଅଭିଯୁକ୍ତ ପ୍ରେମିକଙ୍କୁ ବୁଧବାର ନୟାପଲ୍ଲୀ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ନିଜାପୁରା ଗ୍ରାମର ଭବାନୀ…

ଲୋକନାଥଙ୍କ ପୀଠରେ ଜଳିଲା ବୃହତ୍‌ ଦୀପ

ପୁରୀ ଅଫିସ,୨୦ା୨: ପବିତ୍ର ପଙ୍କୋଦ୍ଧାର ଏକାଦଶୀ ତିଥିରେ ବୁଧବାର ଶ୍ରୀଲୋକନାଥଙ୍କ ପୀଠରେ ଜଳିଛି ବୃହତ ଜଗତ ମଙ୍ଗଳ ଜାଗର ଦୀପ। ଅଷ୍ଟମ ବର୍ଷ ଲାଗି ଏହି ବୃହତ୍‌ ଦୀପ ଜଳାଯାଇଛି। ଏହି ଦୀପ ଜାଗର ଯାତ୍ରା ମହାଦୀପ ଉଠିବା ପର୍ଯ୍ୟନ୍ତ ଜଳିବ…

ମହାଶିବରାତ୍ରି ପାଇଁ ପ୍ରସ୍ତୁତ ଏକାମ୍ର କ୍ଷେତ୍ର

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ମହାଶିବରାତ୍ରି ପାଇଁ ଉତ୍ସବମୁଖର ହୋଇଛି ଏକାମ୍ର କ୍ଷେତ୍ର। ପୂଜାର୍ଚ୍ଚନାରୁ ଆରମ୍ଭ କରି ମନ୍ଦିର ଉପରକୁ ମହାଦୀପ ଉଠିବା ପର୍ଯ୍ୟନ୍ତ, କେତେବେଳେ କେଉଁ ନୀତି ହେବ, ସେନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଶୈବପୀଠରେ ପରିପୂର୍ଣ୍ଣ ରାଜଧାନୀରେ ମହାଶିବରାତ୍ରି…

ରାଜ୍ୟରେ ଆର୍ଥିକ ଭିତ୍ତିରେ ୧୦% ସଂରକ୍ଷଣ ଦାବିରେ ଧାରଣା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୧୯ ଫେବୃୟାରୀ ପହିଲାରୁ ଗରିବ ସାଧାରଣବର୍ଗ ପିଲାଙ୍କ ପାଇଁ ଆର୍ଥିକ ଭିତ୍ତିରେ ଲାଗୁ କରାଯାଇଥିବା ୧୦% ସଂରକ୍ଷଣ ଏ ପର୍ଯ୍ୟନ୍ତ ଓଡ଼ିଶାରେ ନିଯୁକ୍ତି କ୍ଷେତ୍ରରେ ଲାଗୁ ହୋଇନାହିଁ। ଏ ନେଇ କ୍ରାନ୍ତିିବୀର ଫାଉଣ୍ଡେଶନ ଏବଂ ଓଡ଼ିଶା…

୯୦ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): ରାଜ୍ୟର ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ। ପିଲାମାନେ ବାହାରେ ବସି ପାଠ ପଢ଼ୁଛନ୍ତି। ୧୧୫ ବିଦ୍ୟାଳୟର ନିଜସ୍ବ ଗୃହ ନାହିଁ। ୩୧୫ ବିଦ୍ୟାଳୟରେ ସର୍ବନିମ୍ନ ସଂଖ୍ୟକ ୧୦ରୁ କମ୍‌ ପିଲା ପାଠ ପଢ଼ୁଛନ୍ତି ବୋଲି ବିଦ୍ୟାଳୟ…

୮ ଦଫା ଦାବି ନେଇ ରାଜ୍ୟ ସମବାୟ କର୍ମଚାରୀଙ୍କ ଧାରଣା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟ ସମବାୟ କର୍ମଚାରୀ ମହାସଂଘ ପକ୍ଷରୁ ବୁଧବାର ୮ ଦଫା ଦାବି ନେଇ ସ୍ଥାନୀୟ ଲୋୟର ପିଏମ୍‌ଜିରେ ଧାରଣା ଦିଆଯାଇଛି। ରାଜ୍ୟ ପ୍ରାଥମିକ ସମବାୟ ସମିତି ଓ ଲ୍ୟାମ୍ପସ୍‌ଗୁଡ଼ିକରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ଦେବା, ୭ମ…

ମହାଶିବରାତ୍ରି ପାଇଁ ଟ୍ରାଫିକ କଟକଣା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗର ଯାତ୍ରା ବା ମହାଶିବରାତ୍ରି ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। ଏହାକୁ ସୁରକ୍ଷିତ ତଥା ଶାନ୍ତିପୂର୍ଣ୍ଣ ଭାବେ ପାଳନ କରିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ବିଜ୍ଞପ୍ତି…

ନାଗେଶ୍ୱର ଟାଙ୍ଗୀରୁ ହଟିଲାନି ଗଛ

ପୁରୁଣା ଭୁବନେଶ୍ୱର,୨୦ା୨(ଡି.ଏନ.ଏ.): ଫନୀ ବାତ୍ୟାକୁ ୧୦ ମାସ ବିତିଗଲାଣି। ହେଲେ ସ୍ମାର୍ଟସିଟିର ନାଗେଶ୍ୱର ଟାଙ୍ଗୀରେ ଅଦ୍ୟାବଧି ଏକ ପୁରୁଣା ବରଗଛ ନ କଟା ଯିବାରୁ ରାସ୍ତା ଅବରୋଧ ହୋଇରହିଛି। ପ୍ରତ୍ୟହ ଏହି ବାଟ ଦେଇ ନାଗେଶ୍ୱର ମନ୍ଦିରକୁ ସ୍ଥାନୀୟ ବାସିନ୍ଦାଙ୍କ ସମେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri