Home Left

ନନ୍ଦନକାନନ କାର୍ଯ୍ୟ ଅନୁଧ୍ୟାନ କଲେ କାମ୍ପା ପ୍ରତିନିଧି

ବାରଙ୍ଗ,୨୦ା୨(ଡି.ଏନ୍‌.ଏ.): ନନ୍ଦନକାନନରେ ହେଉଥିବା ବିଭିନ୍ନ ଟେଣ୍ଡର ଓ ନିର୍ମାଣ କାର୍ଯ୍ୟଗୁଡ଼ିକରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଗତ ବୁଧବାର ଭିଜିଲାନ୍ସର ଦୁଇଜଣିଆ ଟିମ ଆସି ସମସ୍ତ କାର୍ଯ୍ୟ ବୁଲି ଦେଖିବା ସହ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ୭ଦିନ ପରେ…

ଦରଘା ପ୍ରବେଶଦ୍ୱାର ଭଙ୍ଗାବେଳେ ଉତ୍ତେଜନା

କଟକ ଅଫିସ,୨୦ା୨: ଏସ୍‌ସିବି ମେଡିକାଲର ଉନ୍ନତୀକରଣ ଏବଂ ସମ୍ପ୍ରସାରଣ ପାଇଁ ଆଖପାଖ ଅଞ୍ଚଳରୁ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି ପରିପ୍ରେକ୍ଷୀରେ ବୁଧବାର ଯୋବ୍ରା ଅଞ୍ଚଳରେ ଉଚ୍ଛେଦବେଳେ ଉତ୍ତେଜନା ଦେଖିବାକୁ ମିଳିଥିଲା। ଦର୍‌ଘା ଉଚ୍ଛେଦବେଳେ ଅଞ୍ଚଳବାସୀ ବିରୋଧ କରିଥିଲେ। ୱାକ୍‌ଫ ବୋର୍ଡ଼ର ଟ୍ରିବ୍ୟୁନାଲ୍‌ରେ…

ଜରି ବସ୍ତାରେ ଧାନ କିଣାକୁ ନେଇ ବିବାଦ

ପଦ୍ମପୁର,୨୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗଠାରେ ମହିଳା ମହାସଂଘ ପକ୍ଷରୁ ଗୋରାମାଟି ଓ ସାବରଙ୍ଗ ପଞ୍ଚାୟତର ଚାଷୀଙ୍କଠାରୁ ଧାନ କିଣା ଯାଉଛି। ପ୍ରଥମରୁ ଝୋଟ ଅଖାରେ ଚାଷୀମାନଙ୍କଠାରୁ ଧାନ କିଣାଯାଇ ମିଲ୍‌କୁ ପଠାଯାଉଥିଲା। ଏବେ ସଂଘ ତରଫରୁ ଜରି ବସ୍ତାରେ…

ଛୋଟ ମନ୍ଦିରକୁ ଅବହେଳା

ପୁରୁଣା ଭୁବନେଶ୍ୱର,୨୦ା୨(ଡି.ଏନ.ଏ.): ମହାଶିବରାତ୍ରି ଉପଲକ୍ଷେ ଏକାମ୍ର କ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। ପ୍ରଶାସନ ପକ୍ଷରୁ କଙ୍କ୍ରିଟ୍‌ ଟାଇଲ୍‌ ବିଛାଯାଇ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ମଣ୍ଡପ ଓ ଟେଣ୍ଟ ବ୍ୟବସ୍ଥା କରାଯାଇଛି। ମାତ୍ର ମିଳିତ ଉଚ୍ଛେଦ ଟିମ୍‌ ପକ୍ଷରୁ ସୌନ୍ଦର୍ଯ୍ୟକରଣ ଓ ବିକାଶ…

‘ମୁଟ୍‌ କୋର୍ଟ’ ପ୍ରତିଯୋଗିତା ଜିତିଲେ ମିତାଲି ମଧୁସ୍ମିତା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ଆଇନ ମହାବିଦ୍ୟାଳୟର ଦ୍ୱିତୀୟ ବର୍ଷ ଛାତ୍ରୀ ମିତାଲି ମଧୁସ୍ମିତା କଟକ ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ପକ୍ଷରୁ ଆୟୋଜିତ ବିବୁଧେନ୍ଦ୍ର ମିଶ୍ର ଜାତୀୟସ୍ତରୀୟ ‘ମୁଟ୍‌ କୋର୍ଟ’ ପ୍ରତିଯୋଗିତାରେ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ପୁରସ୍କାର ବାବଦକୁ ତାଙ୍କୁ ୨୫…

‘ଜାତୀୟ ମୁଣ୍ଡ ପିଛା ଆୟ ସହ ସମକକ୍ଷ ହେବା ଓଡ଼ିଶାର ଲକ୍ଷ୍ୟ’

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ୨୦୨୦-୨୧ ବଜେଟ ପ୍ରସ୍ତୁତ କରାଯାଇଛି। ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆସ୍ତରକୁ ନେବାକୁ ପର୍ଯ୍ୟଟନ କ୍ଷେତ୍ରରେ ଅର୍ଥ ବରାଦକୁ ଦୁଇଗୁଣା କରାଯାଇଛି। ସେହିଭଳି ଶିଳ୍ପକ୍ଷେତ୍ରରେ ବିକାଶ ନିମନ୍ତେ ବ୍ୟୟବରାଦକୁ ବୃଦ୍ଧି କରାଯାଇଛି। ପ୍ରତି…

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ନେଇ ଏବିଭିପିର ଏତଲା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ବୁଧବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ସାରା ରାଜ୍ୟରେ ଚର୍ଚ୍ଚା ହୋଇଥିଲା। ହେଲେ ଭାଇରାଲ ପ୍ରଶ୍ନପତ୍ର ଅସଲି ନୁହେଁ ନକଲି ବୋଲି ବୋର୍ଡ କର୍ତ୍ତୃପକ୍ଷ ସ୍ପଷ୍ଟ…

ପରୀକ୍ଷାରୁ ବଞ୍ଚିତ ୨୫ ଛାତ୍ରୀଛାତ୍ର

ବାରିପଦା ଅଫିସ/ ଚିତ୍ରଡ଼ା,୨୦ା୨(ଡି.ଏନ୍‌.ଏ.)- ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ମୟୂରଭଞ୍ଜ ଜିଲାର ୧୮୦ଟି କେନ୍ଦ୍ରରେ ୩୭୧୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ସେମାନଙ୍କ ମଧ୍ୟରୁ ୩୫୪୩୫ ଜଣ ପ୍ରଥମ ଭାଷା ପରୀକ୍ଷା ଦେଇଥିଲେ। ୧୭୦୧ ପରୀକ୍ଷାର୍ଥୀ…

ପିଆର୍‌ଏମ୍‌ ମେଡ଼ିକାଲ୍‌ରେ ଅବ୍ୟବସ୍ଥା ନେଇ ବିକ୍ଷୋଭ

ବାରିପଦା ଅଫିସ,୨୦ା୨- ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଓ ହସପିିଟାଲ୍‌ (ପିଆରଏମ୍‌)ର ଅଧୀକ୍ଷକ ବୈକୁଣ୍ଡ ନାଥ ମହାପାତ୍ରଙ୍କ ବହିଷ୍କାର ଦାବିରେ ଭଞ୍ଜସେନା ପକ୍ଷରୁ ବୁଧବାର ମେଡ଼ିକାଲ ଆଗରେ ଧାରଣା ଦିଆଯିବା ସହିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏପରିକି ଅଧୀକ୍ଷକଙ୍କୁ…

ଓୟୁଏଟିର ହେବ ବିକାଶ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ର ବିକାଶ ହେବ। ଏଥିପାଇଁ ଗତ ୧୭ତାରିଖରେ କୃଷି ଭବନଠାରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ହଷ୍ଟେଲର ଭିତ୍ତିଭୂମି, ନୂତନ ହଷ୍ଟେଲ…

କ୍ୟାପିଟାଲ ହସ୍ପିଟାଲରେ ଜରାରୋଗୀ ୱାର୍ଡ ଉଦ୍‌ଘାଟିତ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପରେ ବ୍ୟାପକ ସୁଧାର ଆସିଥିବାବେଳେ ବୁଧବାର ହସ୍ପିଟାଲ ପରିସରରେ ଜରାରୋଗୀ ୱାର୍ଡ ବା ଜେରିଆଟ୍ରିକ୍‌ ୱାର୍ଡ ଉଦ୍‌ଘାଟିତ ହୋଇଯାଇଛି। ବୃଦ୍ଧାବୃଦ୍ଧମାନଙ୍କ କ୍ଷେତ୍ରରେ ବୟସାଧିକ୍ୟ କାରଣରୁ ଦେଖା ଦେଉଥିବା ରୋଗର ଚିକିତ୍ସା ପାଇଁ ଏହି ଓ୍ବାର୍ଡ ଖୋଲାଯାଇଛି।…

ବିନ୍ଦୁସାଗରରେ ବିଦେଶାଗତ ପକ୍ଷୀ

ପୁରୁଣା ଭୁବନେଶ୍ୱର, ୨୦ା୨(ଡି.ଏନ.ଏ.): ବିନ୍ଦୁସାଗରରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀ ପହଁରୁଥିବା ଦେଖିବାକୁ ମିଳିଥିଲା। କିଛିବର୍ଷ ହେଲାଣି ଚିଲିକା ଗମନ କରୁଥିବା ପକ୍ଷୀମାନଙ୍କ ମଧ୍ୟରୁ କେତେକ ଏଠାରେ ସାମୟିକ ରହଣି କରିଥାନ୍ତି। ତେବେ ଚଳିତବର୍ଷ ଶୀତ ଛାଡି ଯାଉଥିବାବେଳେ ବହୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri