ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ବୈଠକ ଶେଷ: ନୃତ୍ୟଗୋପାଳ ହେଲେ ଟ୍ରଷ୍ଟର ଅଧ୍ୟକ୍ଷ
ନୂଆଦିଲ୍ଲୀ,୧୯।୨: ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ନ୍ୟାସ ଟ୍ରଷ୍ଟର ପ୍ରଥମ ଔପଚାରିକ ବୈଠକ ଶେଷ ହୋଇଛି। ବୁଧବାର ଏହି ବୈଠକ ଦିଲ୍ଲୀରେ ଥିବା କେ. ପରାଶରନଙ୍କ ଘରେ ଆୟୋଜିତ ହୋଇଥିଲା। ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବା ସହ…
ପୁରୀ ଜିଲାର ୧୨୩ କେନ୍ଦ୍ରରେ ପରୀକ୍ଷା ଦେଲେ ୨୨୪୭୮ ଛାତ୍ରୀଛାତ୍ର
ପୁରୀ ଅଫିସ, ୧୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଚଳିତବର୍ଷ ପୁରୀ ଜିଲାର ୧୨୩ କେନ୍ଦ୍ରରେ ୨୨,୪୭୮ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୨୧,୧୩୫, ଏକ୍ସ-ରେଗୁଲାର ୬୧୨…
ଶାନ୍ତିଶୃଙ୍ଖଳାରେ ସରିଲା ପ୍ରଥମ ଦିବସର ପରୀକ୍ଷା
ମାଲକାନଗିରି,୧୯ା୨(ଡି.ଏନ.ଏ.): ରାଜ୍ୟରେ ବୁଧବାରଠାରୁ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିବସର ପରୀକ୍ଷା ଜିଲାରେ ପ୍ରାୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ମାଲକାନଗିରି ଜିଲାରେ ୫୬୭୪ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କେତେକ କେନ୍ଦ୍ରରେ…
ପୋଲିସ-ମାଓବାଦୀ ଗୁଳି ବିନିମୟ : ଯବାନ ଶହୀଦ
ମାଲକାନଗିରି,୧୯ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକୁମା ଜିଲାରେ ବୁଧବାର ପୋଲିସ-ଲାଲବାହିନୀ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଇ.ଡି.ବିସ୍ଫୋରଣରେ ଜଣେ ଯବାନ ଶହୀଦ୍ ହୋଇଛନ୍ତି। ଶହୀଦ ଯବାନଙ୍କ ନାମ କନେୟା ମାଝି ।…
ଏସିଆନ ରେସ୍ଲିଂ ଚାମ୍ପିୟନଶିପ୍: ଆଶୁ ଜିତିଲେ ବ୍ରୋଞ୍ଜ
ନୂଆଦିଲ୍ଲୀ, ୧୯।୨ (ପି.ଟି.):ଏଠାରେ ଅନୁଷ୍ଠିତ ଏସିଆନ ରେସ୍ଲିଂ ଚାମ୍ପିୟନଶିପ୍ର ୨ୟ ଦିନରେ ବୁଧବାର ଭାରତୀୟ ରେସଲର୍ ଆଶୁଙ୍କୁ ବ୍ରୋଞ୍ଜ ପଦକ ସଫଳତା ମିଳିଛି। ୬୭ କିଗ୍ରା ଗ୍ରୀକୋ-ରୋମାନ ବର୍ଗରେ ସିରିୟାର ଅବଦୁଲକରିମ ମହମ୍ମଦଙ୍କୁ ପରାସ୍ତ କରି ଆଉ ବ୍ରୋଞ୍ଜ ପଦକ ଜିତିଛନ୍ତି।…
ବାର୍ସିଲୋନା ସ୍ପେନ ମାଷ୍ଟର୍ସ: ଦ୍ୱିତୀୟ ରାଉଣ୍ଡରେ ସାଇନା
ବାର୍ସିଲୋନା, ୧୯।୨ (ପି.ଟି.):ଏଠାରେ ଆରମ୍ଭ ହୋଇଥିବା ଏକ ଲକ୍ଷ ୭୦ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ବାର୍ସିଲୋନା ସ୍ପେନ ମାଷ୍ଟର୍ସ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ଷ୍ଟାର୍ ଭାରତୀୟ ଖେଳାଳି ସାଇନା ନେହ୍ବାଲ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଖେଳାଯାଇଥିବା ମହିଳା…
ଜାଲରେ ପଡିଲା ହ୍ବେଲ୍ସାର୍କ: ଉଦ୍ଧାର ପରେ ସମୁଦ୍ରରେ ଛଡ଼ାଗଲା
ଗୋପାଳପୁର,୧୯ା୨: ଗୋପାଳପୁର ଏନ୍ଏସିର କେତେଜଣ ମତ୍ସ୍ୟଜୀବୀ ବୁଧବାର ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ। ଜାଲ ଟାଣୁଥିବାବେଳେ ସେଥିରେ ଏକ ବଡ ମାଛ ଲାଗିଥିଲା। ଜାଲ କୂଳକୁ ଟାଣି ଆଣିବା ପରେ ଏକ ବଡ ସାର୍କ ମାଛ ଲାଗିଥିବା ମତ୍ସ୍ୟଜୀବୀମାନେ ଦେଖିଥିଲେ। ଯାହାର…
ପୋଲ ଗାର୍ଡଓ୍ବାଲ ଉପରେ ଚଢିଗଲା ବସ୍
ପାଟପୁର,୧୯ା୨: ଗଞ୍ଜାମ-ଗଜପତି ସୀମାନ୍ତ ଟି.ଗୋବିନ୍ଦପୁର ପଞ୍ଚାୟତ ଖେମୁଣ୍ଡିଖୋଲ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାରେ ଏକ ଯାତ୍ରିବାହୀ ବସ୍ ପୋଲ ଗାର୍ଡଓ୍ବାଲ୍ ଉପରକୁ ଚଢିଯାଇଥିଲା। ବସ୍ଟି ତଳକୁ ନ ଖସି ଲାଗି ରହିଯିବାରୁ ଏଥିରେ ଥିବା ୫୫ ଯାତ୍ରୀ ଅଳ୍ପକେ…
ଭଦ୍ରକରେ ଆସାମର ୪୦ ଚାଷୀ
ଭଦ୍ରକ ଅଫିସ, ୧୯।୨: ଆସାମ କୃଷି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲାର ୪୦ଜଣ ଅଗ୍ରଣୀ ଚାଷୀ ଉନ୍ନତ ଚାଷ ପ୍ରଣାଳୀ ଓ ବିଭିନ୍ନ ଚାଷ ମଡେଲ ଅନୁଧ୍ୟାନ ପାଇଁ ବୁଧବାର ଭଦ୍ରକ ଗସ୍ତ କରିଥିଲେ। ଭଦ୍ରକ ରାଣୀତାଲସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର…
‘ହୁନର ହାଟ’ରେ ବିହାରର ସ୍ବାଦିଷ୍ଟ ବ୍ୟଞ୍ଜନ ‘ଲିଟି-ଚୋଖା’ର ମଜା ନେଲେ ମୋଦି
ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ସମୟରେ ନିଆରା କାର୍ଯ୍ୟ କରି ସମସ୍ତଙ୍କୁ ଚକିତ କରିଦେଇଥାନ୍ତି। ଯାହାକୁ ନେଇ ପରବର୍ତ୍ତୀ ସମୟରେ ଚର୍ଚ୍ଚାର ବିଷୟ ପାଲଟିଥାଏ। ତେବେ ବୁଧବାର ମଧ୍ୟ କିଛି ଏଭଳି ଘଟିଛି। ବୁଧବାର ଦିଲ୍ଲୀର ଇଣ୍ଡିଆ ଗେଟ୍ ନିକଟ…
ବଳାତ୍କାର ମାମଲାରେ ଫସିଲେ ଆଉ ଜଣେ ଭାଜପା ବିଧାୟକ
ଲକ୍ଷ୍ନୌ,୧୯।୨: ଉତ୍ତରପ୍ରଦେଶରେ କ୍ଷମତାସିନ ଭାଜପାକୁ ପୁଣି ଆଉ ଏକ ଝଟ୍କା ଲାଗିଛି। ପୂର୍ବରୁ ଉନ୍ନାଓ ଗଣବଳାତ୍କାର ମାମଲାରେ ଭାଜପା ବିଧାୟକ କୁଲଦୀପ ସିଂହ ସେଙ୍ଗାର ଛନ୍ଦି ହୋଇଥିବା ବେଳେ ଏବେ ପୁଣି ଆଉ ଏକ ମାମଲା ଆସିଛି। ଭଦୋହି ଜିଲାର ଜ୍ଞାନପୁରରୁ…
ରାତିରେ ଶୋଇବା ପୂର୍ବରୁ ଗ୍ରୀନ୍ ଟି ପିଇବା କେତେଦୂର ଠିକ୍
ଶରୀର ଲାଗି ଗ୍ରୀନ୍ ଟି ଉପକାରୀ। ଏହା କୋଲେଷ୍ଟରଲ କମ୍ କରିବା ସହ ହୃଦ୍ଘାତରୁ ଆରମ୍ଭ କରି ଷ୍ଟ୍ରୋକ୍ ପର୍ଯ୍ୟନ୍ତ ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। କେହି କେହି ସକାଳେ ଗ୍ରୀନ୍ ଟି ପିଇବାକୁ ଭଲ ପାଉଥିବା ବେଳେ କେହି…
Archives


