Home Left

୭୦ ହଜାର ବର୍ଷ ତଳେ ମଧ୍ୟ ଅନ୍ତିମ ସଂସ୍କାର କରୁଥିଲା ମଣିଷ

ବାଗଦାଦ୍‌,୧୯।୨: ମଣିଷ ଅନ୍ତିମ ସଂସ୍କାର କରିବା ପରମ୍ପରା କେତେ ପୁରାତନ ସେ ନେଇ ତର୍କ ଜାରି ରହିଛି। ସମ୍ପ୍ରତି ଇରାକରୁ ମିଳିଥିବା ନିଅନଡର୍ଥାଲ୍‌ ଯୁଗର ଏକ ମାନବ କଙ୍କାଳରୁ ପ୍ରମାଣିତ ହୋଇଛି। ଏହି କଙ୍କାଳ ୭୦ ହଜାର ବର୍ଷ ପୁରୁଣା ହେବ…

ମାଧପୁରରେ ମାଟ୍ରିକ ପରୀକ୍ଷା ଦେଲେ ୫୩୯ ଛାତ୍ରୀଛାତ୍ର

ମାଧପୁର,୧୯।୨(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ଏହିକ୍ରମରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ଚୌରାଶୀ ଅଞ୍ଚଳର ତିନୋଟି ପରୀକ୍ଷା କେନ୍ଦ୍ରରେ ମୋଟ ୫୩୯ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି । ମାଧପୁର ପରୀକ୍ଷା କେନ୍ଦ୍ରରେ ୨୨୪ ଜଣ…

କୁମ୍ବଲେଙ୍କଠାରୁ ଫ୍ଲିପର ଶିଖିବାକୁ ଚାହାନ୍ତି ବିଷ୍ଣୋଇ

ନୂଆଦିଲ୍ଲୀ,୧୯।୨- ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ସଫଳ ସ୍ପିନର ରବି ବିଷ୍ଣୋଇ ପୂର୍ବତନ ଭାରତୀୟ ଅଧିନାୟକ ତଥା କିମ୍ବଦନ୍ତୀ ଲେଗ୍‌ ସ୍ପିନର ଅନିଲ କୁମ୍ବଲେଙ୍କଠାରୁ ଫ୍ଲିପର ବଲ କେଉଁ ଭଳି ପକାଯାଏ, ତାହା ଜାଣିବାକୁ ଚାହାନ୍ତି। ଏ ନେଇ ଏକ…

‘ଇର୍ଫାନ ଖାନ୍‌ଙ୍କ ପାଇଁ ଆମେ ବର୍ଷେ ଅପେକ୍ଷା କରିଥିଲୁ’

ବଲିଉଡ ଭର୍ସାଟାଇଲ ଆକ୍ଟର ଇର୍ଫାନ ଖାନଙ୍କ ଫିଲ୍ମ ‘ଅଂଗ୍ରେଜୀ ମିଡିୟମ’କୁ ନେଇ ଚର୍ଚ୍ଚା ଚାଲିଛି। ଫିଲ୍ମର ଟ୍ରେଲର୍‌ ରିଲିଜ ହୋଇଛି। ପ୍ରଶଂସକ ତାଙ୍କ ପସନ୍ଦର ଅଭିନେତାଙ୍କୁ ପୁଣି ଥରେ ପରଦାରେ ଦେଖିବା ପାଇଁ ଅତେବେ ଏହା ପୂର୍ବରୁ ଇର୍ଫାନଙ୍କ ଏକ ଇମୋଶନାଲ…

ଫାଶୀ ଭୟରେ ସେଲ୍‌ରେ ଚୁପ୍‌ଚାପ୍‌ ରହୁଛନ୍ତି ୪ ଦୋଷୀ: ବିନୟ ଅଧିକ ବିଚଳିତ

ନୂଆଦିଲ୍ଲୀ,୧୯।୨: ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ପାଇଁ ତୃତୀୟ ଥର ଡେଥ୍‌ ଓ୍ବାରେଣ୍ଟ୍‌ ଜାରି ହୋଇଛି। ଏହାକୁ ନେଇ ଭୟରେ ଅକ୍ଷୟ ସିଂ ଠାକୁର, ମୁକେଶ ସିଂ, ପଓ୍ବନ କୁମାର ଗୁପ୍ତା ଏବଂ ବିନୟ କୁମାର ଶର୍ମା ଚୁପ୍‌ଚାପ୍‌…

ନିଜ କେନ୍ଦ୍ରରେ ପରୀକ୍ଷା ଦାବିକରି ରାସ୍ତା ଅବରୋଧ କଲେ କଲେଜ ଛାତ୍ରୀଛାତ୍ର

ଭୋଗରାଇ,୧୯।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦ୍ଦା ସୁରେନ୍ଦ୍ର ନାଥ ଉଚ୍ଚ ବୈଷୟିକ ବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର ନିଜ କଲେଜରେ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଦାବିକରି ବୁଧବାର ରାସ୍ତାରୋକୋ କରିଛନ୍ତି। ସକାଳ ସାଢେ ସାତଟାରୁ ସାଢେ ଦଶଟା ପର୍ଯ୍ୟନ୍ତ…

ସ୍ବାମୀଙ୍କୁ ଛାଡପତ୍ର ଦେଲେ ସ୍ବାତୀ ମାଲିୱାଲ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀ ମହିଳା କମିଶନ ଅଧ୍ୟକ୍ଷା ସ୍ବାତୀ ମାଲିୱାଲ ସ୍ବାମୀ ନବୀନ ଜୟହିନ୍ଦଙ୍କଠାରୁ ଛାଡ଼ପତ୍ର ନେଇଛନ୍ତି। ଏନେଇ ଟୁଇଟରେ ସେ ସୂଚନା ଦେଇ ଏକ ଭାବପ୍ରବଣ କ୍ୟାପଶନ୍‌ ଲେଖିଛନ୍ତି। ମୋର ଏବଂ ନବୀନ ପରସ୍ପରଙ୍କୁ ଛାଡ଼ପତ୍ର ଜୀବନସାଥୀଙ୍କଠାରୁ ଅଲଗା ହେବା ସବୁଠାରୁ…

ପ୍ରତିଦିନ ବ୍ରଶ୍‌ରେ ସଫା ହେଉଛନ୍ତି ଏହି ପ୍ରଜାତିର କୁମ୍ଭୀର

କୁମ୍ଭୀର ସମସ୍ତେ ଦେଖିଥିବେ ହେଲେ ଧଳା ରଙ୍ଗର କୁମ୍ଭୀରକୁ କେବେ ଦେଖିଛନ୍ତି। ଏହି ପ୍ରଜାତିର କୁମ୍ଭୀର ବହୁ ବିରଳ। ତାଙ୍କୁ ସବୁଠି ଦେଖିବାକୁ ମିଳେନାହିଁ। ଆମେରିକାର ନର୍ଥ କେରୋଲିନାସ୍ଥିତ ଏକ ଜୁ’ରେ ଧଳା ରଙ୍ଗର କୁମ୍ଭୀର ରହିଛନ୍ତି। ଏହାକୁ ଦେଖିବା ପାଇଁ…

ଟ୍ରମ୍ପ୍‌ ବୁଲିଯିବେ ତାଜମହଲ: ଦୁର୍ଗନ୍ଧ ହଟାଇବା ପାଇଁ ଯମୁନାରେ ଛଡ଼ାଗଲା ୫୦୦ କ୍ୟୁସେକ୍‌ ଜଳ

ଆଗ୍ରା,୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କର ଭବ୍ୟ ସମ୍ବର୍ଦ୍ଧନା ପାଇଁ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଉଦ୍ୟମ ଜାରି ରଖିଛନ୍ତି। ଟ୍ରମ୍ପ୍‌ ଯେପରି ଭାରତର ଦାରିଦ୍ର୍ୟ ନ ଦେଖି ପାରିବେ ସେଥିପାଇଁ ଅହମଦାବାଦ୍‌ ବିମାନବନ୍ଦରରୁ ମୋଟେରା…

ସାବରମତୀ ଆଶ୍ରମକୁ ଗସ୍ତ କରିବେ ଟ୍ରମ୍ପ: ଉପହାରରେ ମିଳିବ ଗାନ୍ଧୀଙ୍କ ପସନ୍ଦର ଜିନିଷ

ଅହମଦାବାଦ,୧୯।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଚଳିତ ମାସରେ ଆସୁଛନ୍ତି। ଫେବୃଆରୀ ୨୪ ଓ ୨୫ ଏହି ଦୁଇ ଦିନିଆ ଗସ୍ତରେ ସେ ଗୁଜରାଟର ଅହମଦାବାଦ ଓ ଦିଲ୍ଲୀରେ ରହିବେ। ଏହି ଗସ୍ତ ସମୟରେ ଟ୍ରମ୍ପ ଅହମଦାବାଦର ସାବରମତୀ…

ଓ୍ବେଲସ୍ପୁନ୍‌ ସିଇଓ ଦିପାଳୀ ଗୋଏଙ୍କା କର୍ମଚାରୀଙ୍କ ସହିତ ଖୁସିରେ ନାଚିଲେ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୨: ଓ୍ବେଲସ୍ପୁନ୍‌ ସିଇଓ ଦିପାଳୀ ଗୋଏଙ୍କା କର୍ମଚାରୀଙ୍କ ସହିତ ଅଫିସ୍‌ରେ ଖୁସିରେ ନାଚୁ ଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୪୫ ସେକେଣ୍ଡର ଏହି ଭିଡ଼ିଓରେ ହିନ୍ଦୀ ଫିଲ୍ମ ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡିର ଗୀତ ‘ମୁକାବିଲା’ର…

ଭାଇରସ୍‌ ଯୋଗୁ ଏବେଠୁ ଅଲିମ୍ପିକ୍ସ ଉପରେ ବିପଦ ଅଛି କହିବା ଉଚିତ ନୁହେଁ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୯।୨- ଚାଇନାରେ କରୋନା ଭାଇରସ ୧୮୦୦ରୁ ଊର୍ଦ୍ଧ୍ୱ ପ୍ରାଣ ନେଇସାରିଲାଣି। କିନ୍ତୁ ଏବେଠାରୁ ଟୋକିଓ ଅଲିମ୍ପିକ୍ସ ଉପରେ ଭାଇରସ୍‌ର ପ୍ରଭାବ ପଡ଼ିବ କି ନାହିଁ, କହିବା ଉଚିତ ହେବ ନାହିଁ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଜଣେ ସିନିୟର ଅଫିସିଆଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri