୪୦ଟନ୍ ପ୍ଲାଷ୍ଟିକ୍ ବର୍ଜ୍ୟରୁ ପୋଷାକ ତିଆରି କଲେ ବୌଦ୍ଧଭିକ୍ଷୁ
ବ୍ୟାଙ୍କକ,୧୯।୨: ପ୍ଲାଷ୍ଟିକ୍ ବର୍ଜ୍ୟ ଯୋଗୁ ପୃଥିବୀରେ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏନେଇ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ସିଙ୍ଗଲ୍ ୟୁଜଡ୍ ପ୍ଲାଷ୍ଟିକ୍ର ବ୍ୟବହାର ଉପରେ କଟକଣା ଜାରି ହୋଇଛି। ଏପରିସ୍ଥଳେ ଥାଇଲାଣ୍ଡର ବ୍ୟାଙ୍କକରେ ଥିବା ଏକ ବୌଦ୍ଧ ବିହାରରେ ବାସ କରୁଥିବା କେତେକ…
ପାଠପଢ଼ା ନିଶା: ୯୩ ବର୍ଷରେ ମାଷ୍ଟର ଡିଗ୍ରୀ
ନୂଆଦିଲ୍ଲୀ, ୧୯।୨: ପାଠ ପାଇଁ ଯେ କୌଣସି ନିର୍ଦ୍ଦିଷ୍ଟ ବୟସ ନାହିଁ ତାହା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ଇନ୍ଦିରା ଗାନ୍ଧି ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଇଗ୍ନୋ)ରୁ ସି.ଆଇ. ସିବାସୁବ୍ରମଣ୍ୟନ୍ ନାମକ ଏହି ବୃଦ୍ଧ ଜଣକ ପବ୍ଲିକ୍…
୧୫ ମହଲାରୁ ଡେଇଁ ହୀରା ବ୍ୟବସାୟୀଙ୍କ ଆତ୍ମହତ୍ୟା
ମୁମ୍ବାଇ,୧୯ା୨(ପି.ଟି.): ଦକ୍ଷିଣ ମୁମ୍ବାଇର ଅପେରା ହାଉସ୍ଠାରେ ଜଣେ ୬୧ ବର୍ଷୀୟ ହୀରା ବ୍ୟବସାୟୀ ମଙ୍ଗଳବାର ସକାଳେ ୧୫ ମହଲା କୋଠାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଧୀରେନଭାଇ ଚନ୍ଦ୍ରକାନ୍ତ ଶାହା ନାମକ ଏହି ବ୍ୟବସାୟୀ ପ୍ରସାଦ ଚାମ୍ବର୍ସ ଛାତରୁ ଡେଇଁପଡ଼ିଥିଲେ। ତାଙ୍କୁ ତୁରନ୍ତ…
ଗଡ୍ସେ ନା ଗାନ୍ଧିଜୀଙ୍କ ପକ୍ଷରେ: ନୀତୀଶଙ୍କୁ ପ୍ରଶାନ୍ତ କିଶୋରଙ୍କ ପ୍ରଶ୍ନ
ପାଟନା,୧୯ା୨(ପି.ଟି.): କ୍ଷମତା ପାଇଁ ଭାଜପା ସହ ମେଣ୍ଟ କରିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ରାଜନୈତିକ ରଣନୀତିକାର ତଥା ରାଜନେତା ପ୍ରଶାନ୍ତ କିଶୋର କଡ଼ା ସମାଲୋଚନା କରିଛନ୍ତି। ଜେଡିୟୁ ନେତା ଭାବରେ ସେ ନାଥୁରାମ ଗଡ଼୍ସେ ନା ମହାତ୍ମା ଗାନ୍ଧୀଙ୍କ ପକ୍ଷରେ…
ହିନ୍ଦୁ ଆତଙ୍କବାଦ ରୂପ ଦେବାକୁ ହୋଇଥିଲା ଚକ୍ରାନ୍ତ
ମୁମ୍ବାଇ,୧୯ା୨(ପି.ଟି.): ୨୬/୧୧ ମୁମ୍ବାଇ ଆକ୍ରମଣକୁ ହିନ୍ଦୁ ଆତଙ୍କବାଦ ରୂପ ଦେବା ଲାଗି ଲଶ୍କର-ଇ-ତୋଇବା ଯୋଜନା ପ୍ରସ୍ତୁତ କରିଥିଲା ବୋଲି ପୂର୍ବତନ ମୁମ୍ବାଇ ପୋଲିସ କମିଶନର ରାକେଶ ମାରିଆ କହିଛନ୍ତି। ପାକିସ୍ତାନୀ ଆତଙ୍କବାଦୀ ମହମ୍ମଦ ଅଜମଲ କସବଙ୍କୁ ବେଙ୍ଗାଲୁରୁର ସମୀର ଚୌଧ୍ରୀ ପରିଚୟରେ…
ସେନାରେ ଯୋଗଦେବେ ପୁଲ୍ଓ୍ବାମା ଶହୀଦଙ୍କ ସ୍ତ୍ରୀ
ଡେରାଡୁନ୍,୧୯ା୨: ଜମ୍ମୁ-କଶ୍ମୀରର ପୁଲ୍ଓ୍ବାମାରେ ଗତବର୍ଷ ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀଙ୍କ ସହ ଗୁଳିବିନିମୟ ବେଳେ ଶହୀଦ ହୋଇଥିବା ମେଜର ବିଭୂତି ଶଙ୍କର ଧୌଣ୍ଡିୟାଙ୍କ ସ୍ତ୍ରୀ ନିକିତା କୌଲ୍ ଖୁବ୍ଶୀଘ୍ର ସେନାରେ ଯୋଗଦେବାକୁ ଯାଉଛନ୍ତି। ସେ ସେନାରେ ଭର୍ତ୍ତି ହେବା ପାଇଁ ସର୍ଟ ସର୍ଭିସ୍ କମିଶନ…
ନାଗରିକତ୍ୱ ପ୍ରମାଣ ମାଗିଲା ୟୁଆଇଡିଏଆଇ
ହାଇଦ୍ରାବାଦ,୧୯ା୨: ଆଧାର କର୍ତ୍ତୃପକ୍ଷ (ୟୁଆଇଡିଏଆଇ) ହାଇଦ୍ରାବାଦର ଜଣେ ୪୦ ବର୍ଷୀୟ ରିକ୍ସାଚାଳକଙ୍କୁ ନାଗରିକତ୍ୱ ପ୍ରମାଣ ଦେବାକୁ କହିବାରୁ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। ଉକ୍ତ ରିକ୍ସାଚାଳକଙ୍କ ଆଧାର କାର୍ଡ ଜାଲ୍ ବୋଲି ଅଭିଯୋଗ ହୋଇଥିଲା। ୟୁଆଇଡିଏଆଇର ଉପନିର୍ଦ୍ଦେଶକ ଅମିତା ବିନ୍ଦ୍ରୁ…
ପାନ ତାତି: ଶ୍ରୀମନ୍ଦିରରେ ସହାୟକଙ୍କୁ ଧକ୍କା ମାରିଲେ ସେବାୟତ
ପୁରୀ ଅଫିସ, ୧୮ା୨: ଶ୍ରୀମନ୍ଦିର ଭିତରକୁ କେହି ପାନ, ଗୁଟ୍ଖା ଖାଇ ଯାଇପାରିବେ ନାହିଁ। ଏହା ଉପରେ କଟକଣା ଲଗାଇଛି ମନ୍ଦିର ପ୍ରଶାସନ। ଅବମାନନା କଲେ ଜରିମାନା ଆଦାୟର ବ୍ୟବସ୍ଥା ହୋଇଛି। ଏହାସତ୍ତ୍ବେ କେତେଜଣ ସେବାୟତ, କର୍ମଚାରୀ ଏବଂ ଯାତ୍ରୀ ଗୁମାସ୍ତା…
ରାଜ୍ୟ ବଜେଟ ୨୦୨୦-୨୧: ବଜେଟରେ କ’ଣ ନୂଆ
ବଜେଟରେ କ’ଣ ନୂଆ ଇ-ବଜେଟର ପ୍ରଚଳନ, ଯାହାକି ପରିବେଶ ଅନୁକୂଳ ପଦକ୍ଷେପ ହୋଇପାରିଛି। ସ୍ବତନ୍ତ୍ର ମୋବାଇଲ ଆପ୍, ଯାହାକି ଗୁଗଲ ପ୍ଲେ ଷ୍ଟୋର୍ ଏବଂ ଆପଲ୍ ଆପ୍ ଷ୍ଟୋର୍ରେ ଉପଲବ୍ଧ। ବଜେଟ ମୋବାଇଲ୍ ଆପ୍କୁ ସହଜରେ ଉପଲବ୍ଧ କରିବାକୁ ‘କ୍ୟୁଆର୍ କୋଡ୍’ର…
ପ୍ରଥମଥର ପାଇଁ ଆସିଲା ସ୍ବତନ୍ତ୍ର ପୋଷଣ ବଜେଟ
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଥିବା ୨୦୨୦-୨୧ ଆର୍ଥିକ ବର୍ଷର ବଜେଟରେ ସ୍ବାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ୱ ଦେଇଛନ୍ତି। ଏହି ବଜେଟରେ ସରକାର ପୋଷଣକୁ ପ୍ରାଧାନ୍ୟ ଦେଇଛନ୍ତି। ଉପଯୁକ୍ତ ପୋଷଣ ଯେ କୌଣସି ରାଜ୍ୟର ଶିଶୁ ଓ…
ରାଜଧାନୀରେ କରୋନା ରୋଗୀ ଚିହ୍ନଟ ଗୁଜବ ମିଥ୍ୟା: ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ
ଭୁବନେଶ୍ୱର, ୧୯ା୨(ବ୍ୟୁରୋ): ରାଜଧାନୀରେ ଏକ ଘରୋଇ ହସ୍ପିଟାଲରେ ଜଣେ ବ୍ୟକ୍ତି କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ମଙ୍ଗଳବାର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରେ ଏହା ଏକ ଗୁଜବ ଥିଲା ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ବ୍ୟକ୍ତି ଜଣକ ହେଲେ…
ବିଦ୍ୟୁତ୍ଜନିତ ଜୀବନହାନି ହ୍ରାସ କରିବାକୁ ଦୃଢ଼ ଉଦ୍ୟମ କରାଯିବ
ଭୁବନେଶ୍ୱର,୧୯ା୨(ବ୍ୟୁରୋ):ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେନ୍ଦ୍ରରାଜପୁର ଗାଁ ନିକଟରେ ବିଦ୍ୟୁତ୍ ତାର ଲାଗି ଘଟିଥିବା ଦୁର୍ଘଟଣା ଦୁର୍ଭାଗ୍ୟଜନକ। ଭବିଷ୍ୟତରେ ଯେପରି ଏପରି ଘଟଣାର ପୁନରାବୃତ୍ତି ହେବ ନାହିଁ, ଏଥିପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ଅନ୍ୟ ସମସ୍ତ ବିଭାଗ ସହ…
Archives


