ଜ୍ୟୋତିରାଦିତ୍ୟଙ୍କ ବାଟ ଓଗାଳିବାକୁ ପ୍ରିୟଙ୍କାଙ୍କୁ ରାଜ୍ୟ ସଭା ପଠାଇବାକୁ ଚାହୁଁଛନ୍ତି କମଳନାଥ!
ଭୋପାଳ,୧୮।୨: ମଧ୍ୟପ୍ରଦେଶର କଂଗ୍ରେସ ସରକାରରେ ଥିବା ଦୁଇ ନେତାଙ୍କ ମଧ୍ୟରେ ତୁତୁ ମେମେ ଥମିବାର ନାଁ ନେଉନି। ମୁଖ୍ୟମନ୍ତ୍ରୀ କମଳନାଥ ଓ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ମତଭେଦ ଏବେ ନୂଆ ମୋଡ ନେଇଥିବା ଆଲୋଚନା ହେଉଛି। ଶୁଣିବାକୁ ମିଳୁଛି…
୨ ମାସ ମଧ୍ୟରେ ଦ୍ୱିତୀୟଥର ଦ୍ୱିଶତକ ହାସଲ କଲେ ଏହି ମହାନ କ୍ରିକେଟରଙ୍କ ପୁଅ, ବୋଲିଂରେ ବି କଲେ କମାଲ
ଭାରତୀୟ କ୍ରିକେଟର ଦ ୱାଲ ଭାବେ ପ୍ରସିଦ୍ଧି ହାସଲ କରିଥିବା ରାହୁଲ ଦ୍ରାବିଡଙ୍କ ପୁଅ ସମିତ ମଧ୍ୟ ଦମଦାର ପ୍ରଦର୍ଶନ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ବାପା ରାହୁଲଙ୍କ ପରି ସେ କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ହାସଲ କରିଚାଲିଛନ୍ତି।…
ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖରଙ୍କୁ ଲାଗିଲା ଝଟ୍କା
ମୁମ୍ବାଇ,୧୮।୨: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କୁ ଲାଗିଛି ବଡ ଝଟ୍କା। ଫେବୃୟାରୀ ୨୧ରେ ମୁମ୍ବାଇର ଆଜାଦ ମଇଦାନରେ ସିଏଏ, ଏନ୍ପିଆର୍, ଏନ୍ଆର୍ସି ବିରୋଧରେ ରାଲି କରିବାକୁ ଅନୁମତି ମାଗିଥିଲେ। ହେଲେ ମୁମ୍ବାଇ ପୋଲିସ ଆଇନ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଆଜାଦଙ୍କୁ…
ଗେଷ୍ଟ ହାଉସ୍ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ
ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ତାଙ୍କ ପ୍ରେମିକଙ୍କୁ…
ମହିଳା ଟି୨୦ ବିଶ୍ୱକପ୍ ଓ୍ବାର୍ମଅପ୍: ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଭାରତ
ବ୍ରିସବେନ,୧୮।୨- ସ୍ପିନର ପୁନମ ଯାଦବଙ୍କ ୩ ଉଇକେଟ ସଫଳତା ବଳରେ ଆଇସିସି ଟି୨୦ ମହିଳା ବିଶ୍ୱକପ୍ ପୂର୍ବରୁ ଏକ ଲୋ ସ୍କୋରିଂ ମ୍ୟାଚ୍ରେ ଭାରତୀୟ ଦଳ ୨ ରନ୍ରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଟିମ୍ ଇଣ୍ଡିଆ ଦ୍ୱାରା ଧାର୍ଯ୍ୟ ୧୦୮ ରନ୍ର…
ନେହାଙ୍କ ସହ ବ୍ରେକ୍ଅପ୍କୁ ନେଇ ମୁହଁ ଖୋଲିଲେ ହିମାଂଶ: ସମସ୍ତଙ୍କ ନଜରରେ ଖଳନାୟକ ହୋଇଯାଇଥିଲେ
ବଲିଉଡ୍ ସିଙ୍ଗର ନେହା କକ୍କର ଏବଂ ହିମାଂଶ କୋହଲିଙ୍କ ବ୍ରେକ୍ଅପ୍କୁ ଇତି ମଧ୍ୟରେ ଅନେକ ଦିନ ହୋଇସାରିଛି। ଉକ୍ତ ସମୟରେ ଉଭୟଙ୍କ ବ୍ରେକ୍ଅପ୍କୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଏଥିରେ ନେହା ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ପଡ଼ିଥିଲେ। ସୋସିଆଲ ମିଡିଆରେ ନେହା…
ଗୁଡ ବାୟ କହିବା ଏତେ ସହଜ ନୁହେଁ: ଅନୁଷ୍କା
ମୁମ୍ବାଇ: ବଲିଉଡ୍ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ୍ ବିରାଟ କୋହଲିଙ୍କ ଯୋଡି ଅଧିକାଂଶ ସମୟରେ ଥାଆନ୍ତି ଚର୍ଚ୍ଚାରେ। ବିବାହ ପରେ ଅନୁଷ୍କା ଏକ ପ୍ରକାର ଅଭିନୟଠାରୁ ଦୂରେଇ ରହିଥିବା ବେଳେ ସେ ବିରାଟଙ୍କ ସହ କ୍ୱାଲିଟି…
୧୪ ଦିନିଆ ବିଚାର ବିଭାଗୀୟ ରିମାଣ୍ଡରେ ଶରଜିଲ୍
ନୂଆଦିଲ୍ଲୀ,୧୮।୨: ଉତ୍ତେଜନା ମୂଳକ ଭାଷଣ ଦେଉଥିବା ଅଭିଯୋଗରେ ଗିରଫ ହୋଇଥିବା ଶରଜିଲ୍ ଇମାମ୍ଙ୍କୁ ୧୪ ଦିନିଆର ବିଚାର ବିଭାଗୀୟ ରିମାଣ୍ଡରେ ରଖିବାକୁ ଦିଲ୍ଲୀ କୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଜାମିଆ ମାମଲାରେ ତାଙ୍କୁ ଅଧିକ ପଚରା ଉଚରା କରାଯିବ। ଏହାପୂର୍ବରୁ ତାଙ୍କୁ…
କଳାହାଣ୍ଡି : ୧୦୩ କେନ୍ଦ୍ରରେ ପରୀକ୍ଷା ଦେବେ ୨୧,୧୬୫ ଛାତ୍ରୀଛାତ୍ର
ଭବାନୀପାଟଣା,୧୮।୨(ଡି.ଏନ୍.ଏ.): ଚଳିତ ବର୍ଷ କଳାହାଣ୍ଡି ଜିଲାର ୩୩୬ଟି ହାଇସ୍କୁଲର ୨୧ ହଜାର ୧୬୫ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ଏଥି ନିମନ୍ତେ ଜିଲାରେ ୧୦୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଏହି ପରୀକ୍ଷାରେ ଜିଲାର ୧୯ ହଜାର ୭୩୯ ରେଗୁଲାର ଛାତ୍ରୀଛାତ୍ର, ୧୪୧୨…
ମ୍ୟାଗି ପକୋଡା
ଆବଶ୍ୟକ ସାମଗ୍ରୀ: ନୁଡଲ୍ସ-୧୫୦ଗ୍ରାମ୍, ଲୁଣ ଅଧାଚାମଚ, ଲଙ୍କା ପାଉଡର ଦୁଇ ଚାମଚ, କର୍ନଫ୍ଲୋର-ଦୁଇ ଚାମଚ, ଚିଜ୍ କ୍ୟୁବ୍-ଅଧା କପ, ଶିମ୍ଲା ମିର୍ଚ୍ଚି-ଅଧାଚାମଚ, ରିଫାଇନ୍ଡ ଅଏଲ ଦୁଇ କପ, ପାଣି। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଶିମ୍ଲା ମିର୍ଚ୍ଚିକୁ ଭଲଭାବେ ଧୋଇ କାଟନ୍ତୁ। ଏହାପରେ…
ଭାରତ-ବ୍ରିଟେନ ମିଳିତ ସମରାଭ୍ୟାସ: ଅଜେୟ ଓ୍ବାରିଅର-୨୦୨୦
ଲଣ୍ଡନ,୧୮।୨: ଭାରତ ଏବଂ ବ୍ରିଟେନ ମଧ୍ୟରେ ୫ମ ଥର ପାଇଁ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ମିଳିତ ସମରାଭ୍ୟାସ ଅଜେୟ ଓ୍ବାରଅର-୨୦୨୦ ବ୍ରିଟେନର ସାଲିସବୁରୀ ସମତଳ ଅଞ୍ଚଳରେ ଜାରି ରହିଛି। ଦୁଇ ଦେଶର ଯବାନ ଆତଙ୍କବାଦ ବିରୋଧରେ କିଭଳି ଅପରେଶନ କରାଯିବ…
ବିଧାନସଭାରେ ଉଠିଲା ବେସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଦରମା ପ୍ରସଙ୍ଗ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଆଧାରରେ ଦରମା ମିଳୁଛି। ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକଙ୍କୁ ଏ ପର୍ଯ୍ୟନ୍ତ ସପ୍ତମ ବେତନ କମିଶନ ଦରମା ମିଳିଲା ନାହିଁ। ଜଣେ ସରକାରୀ କଲେଜ ଅଧ୍ୟାପକ ଅବସର ବେଳକୁ ୧୫ ଲକ୍ଷ ଟଙ୍କା…
Archives


