ହନୁମାନ ଚାଳିଶା ପରେ ଏବେ ଏଏପି ପାଠ କରିବ ‘ସୁନ୍ଦରାକାଣ୍ଡ’
ନୂଆଦିଲ୍ଲୀ,୧୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ହନୁମାନ ଚାଳିଶା ପାଠକୁ ନେଇ ଆରମ୍ଭ ହୋଇଥିଲା ରାଜନୀତି। ଏବେ ଏହା ଥମି ଯାଇଥିବା ବେଳେ ଶୁଣିବାକୁ ମିଳିଛି କି ଏଏପି…
ମୁମୂର୍ଷୁ ଯୁବକଙ୍କୁ ଉଦ୍ଧାର କଲେ ବିଡିଓ
ବିଜେପୁର,୧୮।୨(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ପରିସରେ ମୁମୂର୍ଷୁ ଅବସ୍ଥାରେ ପଡିଥିବା ଯୁବକଙ୍କୁ ବ୍ଲକ ପ୍ରଶାସନ ମଙ୍ଗଳବାର ଉଦ୍ଧାର କରଛି। ଉକ୍ତ ଯୁବକ ଜଣକ ହେଲେ ବଡବାଉଁଶେନ ଗ୍ରାମର ବିଶ୍ବନାଥ କାଣ୍ଡ (୪୫)। ପରେ ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଗୋଷ୍ଠୀ…
ବୋମା ଫୁଟିଲେ ୪ ବର୍ଷର ଝିଅକୁ କାହିଁକି ହସାଉଛନ୍ତି ବାପା…..
ଦକ୍ଷିଣ ସିରିଆର ଟର୍କିଶ୍ ବର୍ଡରରେ ଏବେ ଯୁଦ୍ଧ ପରିସ୍ଥିତି ଉପୁଜିଛି। ସିରିଆ ବାୟୁସେନା ଏବଂ ରୁଷିଆ ସେନା ମଧ୍ୟରେ ଇଦଲିବ୍ରେ ଲାଗିଥିବା ଲଢେଇରେ ୨୧ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ପରିସ୍ଥିତିରେ ସ୍ଥାନୀୟ ଲୋକଙ୍କୁ ନାନା ପ୍ରକାର ଅସୁବିଧାର ସାମ୍ନା କରିବାକୁ…
ଜୁଆ ଆଡ୍ଡାରେ ଚଢ଼ାଉ: ୩ ଗିରଫ
ଧାମନଗର,୧୮।୨(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ସରିଫ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ଧାମନଗର ପୋଲିସ ସୋମବାର ରାତିରେ ଚଢ଼ାଉ କରି ୩ ଜୁଆଡ଼ୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଲଣାସାହି ଗ୍ରାମର ସିତାର ଖାଁ, ଦକ୍ଷିଣ ବାଡ ଗ୍ରାମର ସଞ୍ଜୟ…
କମ୍ବାଲା ଦୌଡ଼ରେ ଶ୍ରୀନିବାସଙ୍କ ରେକର୍ଡ ଭାଙ୍ଗିଲା
ବାଙ୍ଗାଲୋର,୧୮।୨- ପାରମ୍ପରିକ ଷଣ୍ଢ ଦୌଡ଼ କମ୍ବାଲାରେ ଶ୍ରୀନିବାସ ଗୌଡ଼ାଙ୍କ ରେକର୍ଡ ଭାଙ୍ଗି ଦେଇଛନ୍ତି ଆଉ ଜଣେ ଧାବକ। ତାଙ୍କ ନାମ ହେଲା ନିଶାନ୍ତ ଶେଟ୍ଟି। ସେ ୧୪୩ ମିଟର ବିଶିଷ୍ଟ ଦୌଡ଼କୁ ୧୩.୬୮ ସେକେଣ୍ଡରେ ଶେଷ କରିଛନ୍ତି। ଏହାକୁ ଗଣନା କରାଗଲେ…
ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କ ସହ ମୋଦି
ଅହମଦାବାଦ,୧୮।୨: ପାଖେଇ ଆସୁଛି ସମୟ। ସଜେଇ ହେଲାଣି ଗୁଜରାଟର ଅହମଦାବାଦ ସହର। ସ୍ବାଗତ କରିବ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଓ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ। ଦୁଇ ଦିନିଆ ଭାରତ ଗସ୍ତରେ ଆସୁଥିବା ରାଷ୍ଟ୍ରପତି ଦମ୍ପତି ଫେବୃୟାରୀ ୨୪ରେ ଅହମଦାବାଦରେ…
ଯୋଗୀ ସରକାରଙ୍କ ବଜେଟ: ଜଳ ଜୀବନ ମିଶନ ପାଇଁ ୩୦୦୦ କୋଟି
ଲକ୍ଷ୍ନୌ,୧୮।୨: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ୨୦୨୦ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବଜେଟ ଉପସ୍ଥାପନ କରାଯାଇଛି। ମୋଟ ୫,୧୨, ୮୬୦ କୋଟି ୭୨ ଲକ୍ଷ ଟଙ୍କାର ବଜେଟ ଉପସ୍ଥାପିତ ହୋଇଛି। ବଜେଟରେ ରାଜ୍ୟର ଗ୍ରାମୀଣ ଅଞ୍ଚଳରେ ଜଳ…
ଦିଲ୍ଲୀ ଶୁଟିଂ ବିଶ୍ୱକପ୍ରୁ ଓହରିଲେ ଚାଇନା, ପାକିସ୍ତାନ
ପୁଣେ,୧୮।୨- ଆସନ୍ତା ମାର୍ଚ୍ଚରେ ନୂଆଦିଲ୍ଲୀ ସ୍ଥିତ ଡ. କାର୍ନି ସିଂ ଶୁଟିଂ ରେଞ୍ଜରେ ଆଇଏସ୍ଏସ୍ଏଫ୍ ବିଶ୍ୱକପ୍ ଆୟୋଜନ ହେବ। ଇଭେଣ୍ଟ ପୂର୍ବରୁ ଆୟୋଜକଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ରାଇଫଲ, ପିସ୍ତଲ ଓ ଶଟ୍ଗନ ଭଳି ୩ ବିଭାଗରେ ଆସନ୍ତା ୧୫ ତାରିଖରୁ…
କରୋନା ଭାଇରସ୍ରେ ସଂକ୍ରମିତ ହୋଇ ଉହାନ ହସ୍ପିଟାଲରେ ନିର୍ଦ୍ଦେଶକଙ୍କ ମୃତ୍ୟୁ
ବେଜିଂ,୧୮।୨: କରୋନା ଚାଇନା ସମେତ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ପ୍ରତିଦିନ ସେଠାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ଭାଇରସ୍ରେ ସଂକ୍ରମିତ ହୋଇ ଏପର୍ଯ୍ୟନ୍ତ ୧୯୦୦ ଲୋକଙ୍କ ଜୀବନ ଯାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୭୨ହଜାରକୁ ବୃଦ୍ଧି ପାଇଛି।…
ମଧୁମେହ ଆଶଙ୍କା ବଢ଼ାଏ ଅନିଦ୍ରା
ଜଣେ ସାଧାରଣ ବ୍ୟକ୍ତି ଅତି କମ୍ରେ ରାତିରେ ୭/୮ ଘଣ୍ଟା ଶୋଇବା ଆବଶ୍ୟକ। ଯଦି ନିଦ ଠିକ୍ ଭାବେ ନ ହୁଏ ବା କମ୍ ସମୟ ଶୋଇଥିଲେ ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ, ଯେପରି କି ଉଚ୍ଚ ରକ୍ତଚାପ, ଚିଡ୍ଚିଡ଼ା…
୫୦ ନିୟୁତ ଛୁଇଁଲା କୋହଲିଙ୍କ ଇନ୍ଷ୍ଟା ଫଲୋଅର୍ସ ସଂଖ୍ୟା
ନୂଆଦିଲ୍ଲୀ,୧୮।୨- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ଖୁବ୍ ଅଧିକ। ଏକତା କାହାକୁ ଅଜଣା ନାହିଁ। ତାଙ୍କ ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋଅର୍ସଙ୍କ ସଂଖ୍ୟା ୫୦ ନିୟୁତ ପହଞ୍ଚତ୍ଛି। ଇନ୍ଷ୍ଟାଗ୍ରାମରେ ୫୦ ନିୟୁତ ଫଲୋଅର୍ସ ହାସଲ କରିବାରେ କୋହଲି…
୨୩ତମ ବିବାହ ବାର୍ଷିକୀରେ ଫଟୋ ଶେୟାର କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୮।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିବାହ ବାର୍ଷିକୀକୁ ୨୩ ବର୍ଷ ପୂରଣ ହୋଇଛି। ଏହାକୁ ନେଇ ପ୍ରିୟଙ୍କା ସୋସିଆଲ ମିଡିଆରେ କିଛି ଫଟୋ ଶେୟାର କରିବା ସହ କିଛି ବାର୍ତ୍ତା ମଧ୍ୟ ଲେଖିଛନ୍ତି। ବିବାହ ସମୟର ଓ ଏହା…
Archives


