Home Left

ହଠାତ୍‌ ପାରଦ ତଳମୁହାଁ: ରାତିରେ ଖସୁଛି, ଦିନରେ ତାତି

ଭୁବନେଶ୍ୱର, ୯ା୨ (ବନ୍ଦନା ସେଠୀ):ରାଜ୍ୟରେ ହଠାତ୍‌ ପାରଦ ତଳମୁହାଁ ହୋଇଛି। ଫଳରେ ଏବେ ରାତିରେ ଶୀତ ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ହ୍ରାସ ପାଇଛି।…

IND vs PAK ମ୍ୟାଚ ବୟକଟ ଶେଷ କରିବାକୁ ICC ସାମ୍ନାରେ ୩ଟି ବଡ଼ ଦାବି ରଖିଲା ପାକିସ୍ତାନ, ଏହାକୁ ମାନିବ କି ଭାରତ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପ 2026 ରେ ଭାରତ ବନାମ ପାକିସ୍ତାନ ମ୍ୟାଚ ଉପରେ କଳାବାଦଲ ଘୋଡ଼ାଇ ହୋଇ ରହିଛି। ପାକିସ୍ତାନ ଏହି ଟୁର୍ଣ୍ଣାମେଣ୍ଟରେ ଭାରତ ବିପକ୍ଷରେ ଖେଳିବାକୁ ମନା କରିଦେଇଛି। ତଥାପି, ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଏପର୍ଯ୍ୟନ୍ତ…

ମିଠା ପ୍ରସ୍ତୁତ ମେଶିନରେ ପଶିଗଲା ନାବାଳକଙ୍କ ହାତ, ଆଉ ତା’ ପରେ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରେଡ୍ଡୀ ସାହିରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ରେଡ୍ଡୀ ସାହିରେ ଥିବା ସିଙ୍ଗପୁର ଗ୍ରାମର ମନୁ ସାହୁଙ୍କ ମା’ତାରାତାରିଣୀ ମିଠା ଦୋକାନରେ ମିଠା ପ୍ରସ୍ତୁତ ନିମନ୍ତେ ମେଶିନ ଦ୍ବାରା…

ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ…

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରବିବାର ଅପରାହ୍ନରେ ଗାଁରେ ମୃତଦେହ ପହଞ୍ଚିବା ପରେ ଗ୍ରାମ ଶ୍ମଶାନରେ ତାଙ୍କ…

ଠିକାଦାରଙ୍କ ମନମାନି: ଜଙ୍ଗଲ କାଟି ରାସ୍ତା ତିଆରି, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ମହାକାଳପଡ଼ା,୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ସୁରକ୍ଷା ପାଇଁ ତଟ ବନ୍ଧ ବିଭାଗ ପକ୍ଷରୁ ଖରିନାସୀ- ବାରନମ୍ବର ଘେରିବନ୍ଧ ପ୍ରଶସ୍ତୀକରଣରେ ଉଚ୍ଚ, ଓସାରିଆ ଓ ପାର୍ଶ୍ୱରେ ପଥର ବିଛାଇବା ପାଇଁ ବହୁ କୋଟି ଟଙ୍କା ବ୍ୟୟରେ…

୨୦୨୬ ଟି-୨୦ ବିଶ୍ୱକପ ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ! ପ୍ରଥମ ମ୍ୟାଚ ପରେ ୱେଷ୍ଟଇଣ୍ଡିଜ ନମ୍ବର ୧, ଭାରତର ସ୍ଥାନ କେଉଁଠି ଜାଣନ୍ତୁ

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପ ଆରମ୍ଭ ଆଶାଠାରୁ ଅଧିକ ରୋମାଞ୍ଚକର ହୋଇଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦୁଇ ଦିନ କୌଣସି ବଡ଼ ବିପର୍ଯ୍ୟୟ ସୃଷ୍ଟି କରିନଥିଲେ ମଧ୍ୟ, ସହଯୋଗୀ ଦଳଗୁଡ଼ିକ ଶକ୍ତିଶାଳୀ ଦେଶଗୁଡ଼ିକୁ ଚ୍ୟାଲେଞ୍ଜ କରିବା ଦ୍ୱାରା ପ୍ରଶଂସକଙ୍କ ଉତ୍ସାହ ବୃଦ୍ଧି ପାଇଛି।…

ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି ଟୁର୍ଣ୍ଣାମେଣ୍ଟରେ ଅନେକ ଇନିଂସ ମଧ୍ୟ ଦେଖାଯାଇଛି ଯାହା କ୍ରିକେଟ ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି।…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲା ତୁରେକେଲା ଥାନା ପଣ୍ଡରେନ ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଅଜା ନାତିଙ୍କ ସହ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ବଙ୍ଗୋମୁଣ୍ଡା ଥାନା ତୁରେକେଲା ଗାଁର ଗୋଟିଏ ପରିବାରର ୪ ଜଣ ବାଇକ୍‌ରେ…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି। ପୁଣି ଶୀତ ଫେରିବାରୁ ଲୋକଙ୍କ ଜୀବନଚର୍ଯ୍ୟାରେ ବି ପରିବର୍ତ୍ତନ ଆସିଛି। ଆଉଥରେ ଲୋକଙ୍କୁ…

ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଏବେବି ରହିଛି ସସପେନ୍ସ, BCCI ଦେଲା ବଡ଼ ବୟାନ

ନୂଆଦିଲ୍ଲୀ,୯।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ T20 World Cup 2026 ମ୍ୟାଚ ନିରନ୍ତର ଖବରର ଶିରୋନାମାରେ ରହିଛି। ଫେବୃଆରୀ ୧୫ରେ କଲମ୍ବୋରେ ହେବାକୁ ଥିବା ଏହି ହାଇ-ଭୋଲଟେଜ ମ୍ୟାଚ ସମ୍ପର୍କରେ ସ୍ଥିତି ଅସ୍ପଷ୍ଟ ରହିଛି। ପାକିସ୍ତାନର ମ୍ୟାଚ ନ ଖେଳିବାର…

ଅଜୀର୍ଣ୍ଣ ସମସ୍ୟା ଅଛି କି? ଆପଣାନ୍ତୁ ଏହି ଉପାୟ…

ସାଧାରଣତଃ ଯଦି ଖାଦ୍ୟ ଠିକ୍‌ ଭାବରେ ହଜମ ନ ହେଲା ତେବେ ଅଜୀର୍ଣ୍ଣ ସମସ୍ୟା ଦେଖାଯାଇଥାଏ। ଏହାପଛରେ ମଧ୍ୟ ଆଉ କେତୋଟି କାରଣ ରହିଛି। ଆବଶ୍ୟକତା ଠାରୁ ଅଧିକ ଖାଇବା, ଖାଇବାକୁ ଇଚ୍ଛା ନ ଥାଇ ଖାଇବା, ଖାଇବାରେ ଅନିୟମିତତା, ଅଧିକ…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ୩ା୨ା୨୦୨୬ରେ ହୋଇଥିବା ବୈଠକରେ ଏକ କାର୍ଯ୍ୟାନ୍ବୟନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?